Home

୨ବର୍ଷ ହେଲା ସୋଲାର ଜଳପ୍ରକଳ୍ପ ଅଚଳ: ପିଇବା ପାଣି ପାଇଁ ହନ୍ତସନ୍ତ ତାରାପଦରବାସୀ

ଥୁଆମୂଳ ରାମପୁର,୧୬ା୧୨ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ତଳଆମ୍ବପଦର ପଞ୍ଚାୟତର ତାରାପଦର ଗ୍ରାମରେ ଦୀର୍ଘ ଦୁଇବର୍ଷ ହେବ ସୋଲାର ପ୍ରକଳ୍ପ ଅଚଳ ହୋଇପଡିଛି। ଫଳରେ ଗାଁରେ ବସବାସ କରୁଥିବା ୮୦ରୁ ଊର୍ଦ୍ଧ୍ୱ ଆଦିବାସୀ ପରିବାର ପାଣି ପାଇଁ ଅସୁବିଧାର…

ହାସିନାଙ୍କ ମନ୍ତବ୍ୟ: ଭାରତୀୟ ଉଚ୍ଚାୟୁକ୍ତଙ୍କୁ ବାଂଲାଦେଶର ସମନ

ଢାକା,୧୬ା୧୨: ବାଂଲାଦେଶରେ ଗତ ଅଗଷ୍ଟରେ ହିଂସାତ୍ମକ ଆନ୍ଦୋଳନ ପରେ ଦେଶ ଛାଡ଼ି ଭାରତକୁ ପଳାୟନ କରିଥିବା ଗାଦିଚ୍ୟୁତ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନା(୭୮)ଙ୍କୁ ନଭେମ୍ବରରେ ସେଠାକାର ଏକ ସ୍ବତନ୍ତ୍ର ଟ୍ରିବ୍ୟୁନାଲ ମାନବତା ବିରୋଧରେ ଅପରାଧ ଅଭିଯୋଗରେ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଛନ୍ତି। ବାଂଲାଦେଶର ଅନ୍ତରୀଣ…

ଦେବଗଡ ବନ୍ଦ ପ୍ରସଙ୍ଗ : ଆନ୍ଦୋଳନର ନେତୃତ୍ୱ ନେବ ଜିଲା ମହିଳା ଏକତା ମଞ୍ଚ

ଦେବଗଡ, ୧୫ା୧୨ (ଶଶାଙ୍କ ଶେଖର ଝାଙ୍କର):ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ କୋଠାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟ ସେବା ଦାବିରେ ଜିଲା ଯୁବ ଏକତା ମଞ୍ଚ ପକ୍ଷରୁ ଦୀର୍ଘ ମାସ ଧରି ଜାରି ରହିଥିବା ଆନ୍ଦୋଳନକୁ ଅଧିକ ପ୍ରଭାବି କରିବା ଉଦେଶ୍ୟରେ ଯୁବ…

୧୭୦ ବିମାନ ଉଡ଼ାଣ ବାତିଲ

ନୂଆଦିଲ୍ଲୀ,୧୬ା୧୨(ପି.ଟି.): ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳର ବାୟୁ ଦିନକୁ ଦିନ ଅଧିକ ଖରାପ ହେବାରେ ଲାଗିଛି। ସୋମବାର ସକାଳେ ରାଜଧାନୀର ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୪୯୮ରେ ପହଞ୍ଚତ୍ଥିଲା। ଅତ୍ୟଧିକ ଧୂଅଁା, କୁହୁଡ଼ି ଯୋଗୁ ଅଧିକ ଦୂରତା ପର୍ଯ୍ୟନ୍ତ ଦୃଶ୍ୟମାନ ହେଉ ନ…

ବଡ଼ ଧରଣର ବିମାନ ଦୁର୍ଘଟଣା: ଏତିକି ଥିଲେ ଯାତ୍ରୀ, ଜଳିଗଲା…

ନୂଆଦିଲ୍ଲୀ,୧୬।୧୨: କେନ୍ଦ୍ରୀୟ ମେକ୍ସିକୋରେ ଏକ ବଡ଼ ବିମାନ ଦୁର୍ଘଟଣା ଘଟିଛି। ଏକ ଛୋଟ ଘରୋଇ ବିମାନ ଜରୁରୀକାଳୀନ ଅବତରଣ କରିବାକୁ ଚେଷ୍ଟା କରିବାରୁ ଅତି କମରେ ସାତ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣା ଅଞ୍ଚଳରେ ଉତ୍ତେଜନା ସୃଷ୍ଟି କରିଥିଲା ଏବଂ…

ଭଦ୍ରକରେ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍‌କାଉଣ୍ଟର

ଭଦ୍ରକ,୧୬୧୨(ସନାତନ ରାଉତ): ସକାଳୁ ସକାଳୁ ଭଦ୍ରକରେ ଏନକାଉଣ୍ଟର । ଭଦ୍ରକରେ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରାଯାଇଥିବା ସୂଚନା ରହିଛି । କମଳାକାନ୍ତ ଦାସ ଓରଫ ବୁଦ୍ଧିଆଙ୍କୁ ଏନକାଉଣ୍ଟର କରାଯାଇଛି । ଭଦ୍ରକ ସହରାଞ୍ଚଳ ଥାନାଧିକାରୀ ପ୍ରଭାଂଶୁ ମିଶ୍ର ଏନେଇ ସୂଚନା ଦେଇଛନ୍ତି…

୯ ଘଣ୍ଟା ହେବ ବିଦ୍ୟୁତ୍‌ କାଟ: ଏହି ଦିନ ସକାଳ ୮ଟାରୁ କଟିଯିବ….

ବରଗଡ଼,୧୫।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ଭଟଲି ଏବଂ ଘେଁସ ଗ୍ରୀଡ ସବଷ୍ଟେଶନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି ବରଗଡ଼ ଜିଲା ଅନ୍ତର୍ଗତ ଅମ୍ବାଭୋନା, ବଡମାଲ, ଭୁକ୍ତା, ଡୁଙ୍ଗୁରୀ, କପାସିରା, ଲଖନପୁର,…

ସ୍ବାମୀଙ୍କ ଅଶ୍ଲୀଳ ଫଟୋ ଭାଇରାଲ କରୁଥିଲେ ସ୍ତ୍ରୀ… ଜଣାପଡ଼ିବା ପରେ ଘଟିଗଲା ଏମିତି

ନୂଆଦିଲ୍ଲୀ,୧୫।୧୨: ମହିଳାଙ୍କ ଅଶ୍ଳୀଳ ଭିଡିଓ ଏବଂ ଫଟୋ ଭାଇରାଲ ଏକ ସାଧାରଣ ଘଟଣା। କିନ୍ତୁ ଗାଜିପୁରର ମହମ୍ମଦାବାଦରେ ଜଣେ ସ୍ତ୍ରୀ ତାଙ୍କ ସ୍ବାମୀଙ୍କ ଅଶ୍ଳୀଳ ଫଟୋ ସୋସିଆଲ ମିଡିଆରେ ଭାଇରାଲ କରି ଚର୍ଚ୍ଚାକୁ ଆସିଛନ୍ତି। କେବଳ ଏତିକି ନୁହେଁ, ସ୍ବାମୀଙ୍କୁ ହତ୍ୟା…

New Labour Law: ସପ୍ତାହକୁ ମିଳିବ କି ୩ଦିନ ଛୁଟି? କଣ କହିଲା ଶ୍ରମ ମନ୍ତ୍ରଣାଳୟ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୧୨: ବର୍ତ୍ତମାନ ସମୟରେ ସୋସିଆଲ ମିଡିଆରୁ ଅଫିସ୍ ପର୍ଯ୍ୟନ୍ତ, ଲୋକଙ୍କ ମନରେ ସମାନ ପ୍ରଶ୍ନ ଘୂରି ବୁଲୁଛି ଯେ, ଭାରତରେ ଚାରି ଦିନିଆ କାର୍ଯ୍ୟ ସପ୍ତାହ ଲାଗୁ ହେବ କି ନାହିଁ । ନୂତନ ଶ୍ରମ ସଂହିତା ପରେ ଏହି ଆଲୋଚନା…

ମେସିଙ୍କ କ୍ରିକେଟ୍‌ କ୍ରେଜ୍‌: ବଡ଼ ଉପହାର ଦେଲେ ଜୟ ଶାହା

ନୂଆଦିଲ୍ଲୀ, ୧୫।୧୨: ଆର୍ଜେଣ୍ଟିନାର ଷ୍ଟାର ଫୁଟବଲ ଖେଳାଳି ଲିଓନେଲ ମେସି ତାଙ୍କ ଗୋଟ ଇଣ୍ଡିଆ ଟୁର୍‌ର ତୃତୀୟ ଦିନରେ ଦିଲ୍ଲୀରେ ପହଞ୍ଚିଛନ୍ତି। ଏହି କାର୍ଯ୍ୟକ୍ରମ ଦିଲ୍ଲୀର ଅରୁଣ ଜେଟଲି ଷ୍ଟାଡିୟମରେ ଅନୁଷ୍ଠିତ ହୋଇଥିଲା। ଆଇସିସି ସଭାପତି ଜୟ ଶାହା, ଡିଡିସିଏ ସଭାପତି…

ଟି-୨୦ରେ ବଡ଼ କାରନାମା କଲେ ତିଲକ ବର୍ମା: କୋହଲିଙ୍କ ପଛରେ ପକାଇଲେ

ନୂଆଦିଲ୍ଲୀ,୧୫।୧୨: ଟିମ ଇଣ୍ଡିଆର ଯୁବ ବ୍ୟାଟ୍ସମ୍ୟାନ ତିଲକ ବର୍ମା ଟି-୨୦ କ୍ରିକେଟରେ ଏକ ବଡ଼ ସଫଳତା ହାସଲ କରିଛନ୍ତି। ସେ ତାଙ୍କ ଟି-୨୦ କ୍ୟାରିୟରରେ ୪୦୦୦ ରନ ପୂରଣ କରିଛନ୍ତି। ଦକ୍ଷିଣ ଆଫ୍ରିକା ବିପକ୍ଷରେ ଚାଲିଥିବା ଟି-୨୦ ସିରିଜର ତୃତୀୟ ମ୍ୟାଚରେ…

ମହିଳାଙ୍କଠାରେ ଏହି ୭ ଲକ୍ଷଣ ଦେଖାଯାଉଥିଲେ ସାବଧାନ! ହୃଦଘାତ…

ନୂଆଦିଲ୍ଲୀ,୧୫।୧୨: ହୃଦଘାତର ସବୁଠାରୁ ସାଧାରଣ ଲକ୍ଷଣ ହେଉଛି ଛାତିରେ ଯନ୍ତ୍ରଣା। କିନ୍ତୁ ଅନେକ କ୍ଷେତ୍ରରେ, ହୃଦଘାତର ଲକ୍ଷଣ ସମ୍ପୂର୍ଣ୍ଣ ଭିନ୍ନ ହୋଇପାରେ, ବିଶେଷକରି ମହିଳାଙ୍କ କ୍ଷେତ୍ରରେ। ମହିଳାଙ୍କଠାରେ ହୃଦଘାତର ଲକ୍ଷଣ ପୁରୁଷମାନଙ୍କଠାରୁ ବହୁତ ଭିନ୍ନ ହୋଇଥାଏ । ମହିଳାମାନଙ୍କ କ୍ଷେତ୍ରରେ ହୃଦଘାତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?