ଏମିତି ଏକ ଦେଶ, ଯେଉଁଠି କରୋନା ପାଇଁ ନାହିଁ କୌଣସି ପ୍ରତିବନ୍ଧକ
ମହାମାରୀ କରୋନା ଭୂତାଣୁ ସମଗ୍ର ବିଶ୍ୱରେ ଆତଙ୍କ ସୃଷ୍ଟି କରିଚାଲିଛି। ଏଥିରେ ହଜାର ହଜାର ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ଲକ୍ଷାଧିକ ଲୋକେ ଆକ୍ରାନ୍ତ ହୋଇଛନ୍ତି। ଏଥିରୁ ରକ୍ଷା ପାଇବା ପାଇଁ କେତେକ ଦେଶର ସରକାର ଲକ୍ଡାଉନ୍ ଘୋଷଣା ମଧ୍ୟ କରିଛନ୍ତି।…
କୋଭିଡ- ୧୯: ୨୦ ଲକ୍ଷ ଟଙ୍କା ଦାନ କଲା ମୋହନ ବାଗାନ
କୋଲକାତା,୨୮।୩ (ପି.ଟି.)- କରୋନା ଭାଇରସ ମହାମାରୀ ବିରୋଧରେ ଚାଲିଥିବା ଲଢେଇ ପାଇଁ ଆଇ- ଲିଗ୍ ଚାମ୍ପିୟନ ମୋହନ ବାଗାନ କ୍ଲବ ୨୦ ଲକ୍ଷ ଟଙ୍କା ଦାନ କରିଛି। ଏହି ଅର୍ଥ ପଶ୍ଚିମବଙ୍ଗ ଷ୍ଟେଟ୍ ଇମର୍ଜେନ୍ସି ରିଲିଫ୍ ପଣ୍ଡକୁ ଦିଆଯାଇଛି ବୋଲି ମୋହନ…
ଚାଇନାରୁ ଫେରିଥିବା ଛାତ୍ରଙ୍କ ଅନୁଭୂତି ଶୁଣିଲେ ମୋଦି
ନୂଆଦିଲ୍ଲୀ,୨୮।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଇନାର ଉହାନରୁ ଫେରିଥିବା ଜଣେ ଛାତ୍ରଙ୍କ ସହ ଟେଲିଫୋନ୍ ଯୋଗେ କଥା ହୋଇଥିବା ଜଣାପଡିଛି। ଉକ୍ତ ଛାତ୍ର ଜଣଙ୍କ ହେଲେ ଜମ୍ମୁ-କଶ୍ମୀର କାସକୁଟ ବନିହାଲର ନିଜାମୁର ରେହେମାନ। ସେ ଚାଇନାର ଉହାନ ସହରରେ ରହୁଥିବା ବେଳେ…
କରୋନା ପ୍ରତିହତ ପାଇଁ ଗାଁର ପ୍ରବେଶ ପଥକୁ ବନ୍ଦ କଲେ ଯୁବଗୋଷ୍ଠୀ
ବିଜେପୁର, ୨୮।୩(ଡି.ଏନ୍.ଏ.): କରୋନା ସଂକ୍ରମଣ ପ୍ରତିହତ କରିବାକୁ ସାମାଜିକ ଦୂରତା ନିହାତି ଆବଶ୍ୟକ। ଏହାକୁ ଗୁରୁତ୍ୱ ଦେଇ କେନ୍ଦ୍ର ସରକାର ସମଗ୍ର ଦେଶରେ ୨୧ଦିନିଆ ଲକ୍ଡାଉନ ଘୋଷଣା କରିଛନ୍ତି। ଫଳରେ ଗାଁଠୁ ସହର ସବୁଠି ଖାଁ ଖାଁ। ଜରୁରୀ କାମ ନ…
କରୋନା ସହିତ ଲଢ଼େଇ କରିବା ଲାଗି ଭାରତୀୟଙ୍କ ଶରୀରରେ ରହିଛି ବିରଳ ଆର୍ଏନ୍ଏ: ସର୍ଭେ
ନୂଆଦିଲ୍ଲୀ,୨୮।୩: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ହାହାକାର ସୃଷ୍ଟି ହୋଇଛି। ଏଥି ପାଇଁ ଔଷଧ ପ୍ରସ୍ତୁତି ପାଇଁ ପୃଥିବୀର ବିକାଶିତ ରାଷ୍ଟ୍ରର ବୈଜ୍ଞାନିକମାନେ ଦିନରାତି ପ୍ରୟାସ ଜାରି ରଖିଛନ୍ତି। ତେବେ ଏହାର ମୁକାବିଲା ପାଇଁ ଭାରତୀୟଙ୍କ ଶରୀରରେ ଏକ ପ୍ରକାର…
କରୋନାରୁ ଆରୋଗ୍ୟ ହେଲେ ୧୦୧ ବର୍ଷୀୟ ବୃଦ୍ଧ
ରୋମ୍,୨୮।୩- କରୋନା ମହାମାରୀରେ ଇଟାଲୀ ସର୍ବାଧିକ ପ୍ରଭାବିତ ଦେଶ। ଏହି ଦେଶରେ କରୋନା ସଂକ୍ରମଣ ଯୋଗୁ ୯ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବାବେଳେ ଏଥିରୁ କିନ୍ତୁ ଆରୋଗ୍ୟ ଲାଭ କରିଛନ୍ତି ଜଣେ ୧୦୧ ବର୍ଷୀୟ ବୃଦ୍ଧ। ଆଶ୍ଚର୍ଯ୍ୟ ଲାଗୁଥିଲେ ବି…
କରୋନାକୁ ହରାଇ ଘରକୁ ଫେରିଲେ ଅଭିନେତା ଟମ୍ ହଙ୍କସ୍-ସ୍ତ୍ରୀ ରୀଟା
ଓ୍ବାଶିଂଟନ୍,୨୮।୩: କରୋନା ସହିତ ଲଢ଼ି ବିଜୟୀ ହୋଇ ହଲିଉଡ୍ ଅଭିନେତା ଟମ୍ ହଙ୍କସ୍ ଏବଂ ସ୍ତ୍ରୀ ରୀଟା ଓ୍ବିଲସନ୍ ହୋଇ ଘରକୁ ଫେରିଛନ୍ତି। ସେମାନଙ୍କଠାରେ କରୋନା ଭୂତାଣୁ ଚିହ୍ନଟ ହୋଇଥିଲା। ସେମାନଙ୍କୁ ଆଇସୋଲେଶନରେ ରଖାଯାଇଥିଲା। ସୁସ୍ଥ ହେବାପରେ ସେମାନେ ଆମେରିକାର ଲସ୍…
ଗାଁକୁ ବାହାର ଲୋକଙ୍କ ପ୍ରବେଶ ନିଷେଧ
ଧମା, ୨୮।୩ (ଡି.ଏନ.ଏ.):କରୋନା ମୁକାବିଲା ପାଇଁ ଦେଶ ଓ ରାଜ୍ୟରେ ଲକ୍ ଡାଉନ ସାଙ୍ଗକୁ ସଚେତନତା ଆରମ୍ଭ କରାଯାଇଛି। ଏହିକ୍ରମରେ ମାନେଶ୍ୱର ବ୍ଲକ୍ ଡକରା ପଞ୍ଚାୟତର ଭୃଙ୍ଗାପାଲି ଗ୍ରାମବାସୀ ନିଜେ ସଚେତନ ହୋଇ ଗ୍ରାମରେ ବାହାର ଲୋକଙ୍କ ପ୍ରବେଶ ନିଷେଧ କରିଛନ୍ତି…
ଲକ୍ଡାଉନ୍ ସମୟରେ ଫସଲ ଅମଳ କରିପାରିବେ ଚାଷୀ: କେନ୍ଦ୍ର ସରକାର
ନୂଆଦିଲ୍ଲୀ,୨୮।୩: କରୋନା ଭାଇରସ୍ ଯୋଗୁ ସାରା ଦେଶରେ ୨୧ ଦିନ ଯାଏଁ କେନ୍ଦ୍ର ସରକାର ଲକ୍ଡାଉନ୍ ଘୋଷଣା କରିଛନ୍ତି। ଲୋକମାନେ ବାହାରକୁ ବାହାରି ପାରୁ ନ ଥିବା ବେଳେ ଚାଷୀ ଫସଲ କାର୍ଯ୍ୟ ମଧ୍ୟ କରିପାରୁ ନାହାନ୍ତି। ଏଥିଯୋଗୁ ଫସଲ ନଷ୍ଟ…
କରୋନା ସଂକ୍ରମିତ ପେଟେଇ ଶୋଇଲେ ନିଶ୍ୱାସପ୍ରଶ୍ୱାସ ନେବା ହେବ ସ୍ବାଭାବିକ !
ବେଜିଂ,୨୮।୩: କରୋନା ଭୂତାଣୁ ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଇତିମଧ୍ୟରେ ପୃଥିବୀର ୧୯୫ ଦେଶରେ କରୋନା ସଂକ୍ରମିତ ହୋଇସାରିଛି। ଗୁରୁତର କରୋନା ସଂକ୍ରମିତ ନିଶ୍ୱାସପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିଥାନ୍ତି। ଏଭଳି ସ୍ଥଳେ ଭେଣ୍ଟିଲେଟର ଆବଶ୍ୟକ ହୋଇଥାଏ। ତେବେ…
ବ୍ରିଟେନ ପ୍ରଧାନମନ୍ତ୍ରୀ ପଦର ଦାୟିତ୍ୱ ନେବେ ବିଦେଶ ସଚିବ
ଲଣ୍ଡନ,୨୮।୩: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନ୍ସନ୍ ଏବେ କରୋନାରେ ପୀଡିତ। ଶୁକ୍ରବାର ତାଙ୍କ ରିପୋର୍ଟରେ କରୋନା ପଜିଟିଭ୍ ଆସିବା ପରେ ସେ ସେଲ୍ଫ ଆଇସୋଲେଶନ୍ରେ ରହିଛନ୍ତି। ଏନେଇ ଟୁଇଟ କରି ସେ ସମସ୍ତଙ୍କୁ ଜଣାଇଥିଲେ। ତେବେ ସେ ସୁସ୍ଥ ହେବା ପର୍ଯ୍ୟନ୍ତ…
ଜିଅନ୍ତା ଛେଳିକୁ ମାରି ଖାଇଦେଲେ ବୁଲା କୁକୁର
ଧମା, ୨୮।୩ (ଡି.ଏନ.ଏ.): ବର୍ତ୍ତମାନ କରୋନା ଭାଇରସ ପାଇଁ ସାରା ଦେଶରେ ଲକ୍ ଡାଉନ ଘୋଷଣା କରାଯାଇଛି । ଫଳରେ ଗ୍ରାମାଞ୍ଚଳରୁ ନେଇ ସହରାଞ୍ଚଳ ପର୍ଯ୍ୟନ୍ତ ସବୁଠି ହୋଟେଲ, ଦୋକାନ ବଜାର ବନ୍ଦ ରହଛି। ଏହାଦ୍ୱାରା ବୁଲା ଗୋରୁ ଓ କୁକୁରଙ୍କ…
Archives


