Home

ପୃଥିବୀରେ କରୋନା ସଂକ୍ରମଣ କରି ଏବେ ଔଷଧ ପ୍ରସ୍ତୁତି କଞ୍ଚାମାଲକୁ ୫ ଗୁଣା ଅଧିକ ଦାମରେ ବିକୁଛି ଚାଇନା

ନୂଆଦିଲ୍ଲୀ/ବେଜିଂ,୧୯।୪: ସାରା ପୃଥିବୀରେ କରୋନା ସଂକ୍ରମଣ କରିବା ପରେ ଏବେ ଚାଇନା ନିଜର ଅର୍ଥନୀତିକୁ ସଜାଡ଼ିବା ଲାଗି ନୂଆ ଉପାୟ ଆପଣେଇବାରେ ଲାଗିଛି। କରୋନା ମୁକାବିଲା ପାଇଁ ଆବଶ୍ୟକ ଔଷଧ ଏବଂ ସାନିଟାଇଜର ପ୍ରସ୍ତୁତିରେ ଦରକାର ହେଉଥିବା କଞ୍ଚାମାଲକୁ ଚାଇନା ଏବେ…

କରୋନା ଡର ନାହିଁ: ତୁର୍କମେନିସ୍ତାନରେ ଆରମ୍ଭ ହେବ ଫୁଟବଲ ସେସନ

ଅଶଗାବାଟ୍‌, ୧୯।୪ (ଏଏଫ୍‌ପି): ସାରା ବିଶ୍ୱରେ କରୋନା ଭାଇରସର ଆତଙ୍କ ଜାରି ରହିଛି। ଅଲିମ୍ପିକ୍‌ ଓ ୟୁରୋକପ୍‌ ଫୁଟବଲ୍‌ ସମେତ ବହୁ ବଡ଼ ତଥା ଛୋଟ ଇଭେଣ୍ଟ ଏହି କାରଣରୁ ବାତିଲ ହୋଇଛି କିମ୍ବା ସ୍ଥଗିତ ରହିଛି। କିନ୍ତୁ ତ୍‌ୁର୍କମେନିସ୍ତାନରେ କଥା…

ଅସହାୟଙ୍କୁ ଅତ୍ୟାବଶ୍ୟକୀୟ ସାମଗ୍ରୀ ବଣ୍ଟନ

ଯୋଡ଼ା, ୧୯।୪ (ଡି.ଏନ.ଏ.)-କରୋନା ମହାମାରୀର ମୁକାବିଲା ପାଇଁ ସରକାର ଦେଶରେ ଲକଡାଉନ୍‌ ଘୋଷଣା କରିଛନ୍ତି। ଏହି ଲକଡାଉନ୍‌ ନିୟମାନୁଯାୟୀ ଲୋକେ ନିଜ ଜୀବିକାରୁ ବଞ୍ଚିତ ରହି ଘରେ ରହୁଛନ୍ତି। ଏହି କାରଣରୁ ସରକାରଙ୍କ ପକ୍ଷରୁ ଗରିବ , ଅସହାୟ ଓ ନିରାଶ୍ରୟ…

କୋଭିଡ୍‌-୧୯: ଆଫ୍ରିକାନ୍‌ କ୍ଲବ ଫାଇନାଲ୍ସ ସ୍ଥଗିତ

କାଏରୋ,୧୯।୪(ଏଏଫ୍‌ପି): ଆଫ୍ରିକାନ୍‌ ଚାମ୍ପିୟନ୍ସ ଲିଗ୍‌ ଓ ଆଫ୍ରିକାନ କନ୍‌ଫେଡେରେଶନ କପ୍‌ ଫାଇନାଲ୍ସକୁ ସ୍ଥଗିତ ରଖାଯାଇଛି। କୋଭିଡ୍‌-୧୯ ମହାମାରୀ ରୂପ ନେଇଥିବା ବେଳେ ଏହି ଦୁଇଟି ଟୁର୍ନାମେଣ୍ଟକୁ ନିର୍ଦ୍ଧାରିତ ସମୟରେ ଆୟୋଜନ ହୋଇପାରିବ ନାହିଁ ବୋଲି ଅଧିକାରୀମାନେ ସୂଚନା ଦେଇଛନ୍ତି। ମେ’ରେ ଏହି…

ରାଇନାଙ୍କୁ ଧୋନୀ ସମର୍ଥନ କରୁଥିଲେ: ଯୁବରାଜ

ନୂଆଦିଲ୍ଲୀ, ୧୯।୪ (ପିଟି): ସବୁ ଅଧିନାୟକଙ୍କର ଦଳରେ ଜଣେ ପ୍ରିୟ ଖେଳାଳି ରହିଥାନ୍ତି। ଏହି ଖେଳାଳିଙ୍କୁ ଅଧିନାୟକମାନେ ସମର୍ଥନ କରିବା ସହ ବିଭିନ୍ନ ପ୍ରକାର ସହାୟତା ପ୍ରଦାନ କରିଥାନ୍ତି। ଏହି ଦୃଷ୍ଟିକୋଣରୁ ଦେଖିବାକୁ ଗଲେ ମହେନ୍ଦ୍ର ସିଂ ଧୋନୀଙ୍କ ପ୍ରିୟ ଖେଳାଳି…

କରୋନା ଯୋଗୁ ଆମେରିକାରେ ଅଚଳାବସ୍ଥା: ଖାଦ୍ୟ ପାଇଁ ଘଣ୍ଟା ଘଣ୍ଟା ଅପେକ୍ଷା କରୁଛନ୍ତି ଲୋକେ

ଓ୍ବାଶିଂଟନ,୧୯।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। କରୋନା ଯୋଗୁ ବିକଶିତ ଦେଶ ଆମେରିକାରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଏଠାରେ ଲଖ୍‌ ଡାଉନ୍‌ ଯୋଗୁ ୨…

କରୋନା ମୁକାବିଲା ସ୍ଥିତି ପରଖିଲେ ଜିଲାପାଳ

ବରଗଡ଼ ଅଫିସ୍‌,୧୯।୪: ଘାତକ କରୋନା(କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣ ସଭିଁଙ୍କ ଚିିନ୍ତା ବଢ଼ାଇ ଦେଇଛି । ଏଥିପାଇଁ ଦେଶବ୍ୟାପୀ ଲକ୍‌ ଡାଉନ କଟକଣା ଲାଗୁହୋଇ ଥିବାବେଳେ ସଚେତନତା, ସତର୍କତା ଏବଂ ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦିଆଯାଉଛି । ତେବେ ଏଭଳି ସ୍ଥଳେ ଅସହାୟ,…

ଅସହାୟଙ୍କ ଦେବଦୂତ ସାଜିଲେ ଦୁଇବନ୍ଧୁ

ବରଗଡ଼ ଅଫିସ୍‌,୧୯।୪-କରୋନା ବିପର୍ଯ୍ୟୟ ସମୟରେ ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ଲସ୍ତଲା ହାଇସ୍କୁଲର ବିଜ୍ଞାନ ଶିକ୍ଷକ ବୈଲୋଚନ ପ୍ରଧାନ ଏବଂ ଜୀବନ ବୀମା ନିଗମ(ଏଲଆଇସି)ରେ କାମ କରୁଥିବା ତାଙ୍କ ଜଣେ ବନ୍ଧୁ ଶେଷଦେବ ଗିରି ଅସହାୟଙ୍କୁ ସହଯୋଗର ହାତ ବଢ଼ାଇଛନ୍ତି…

ଏମ୍‌କେସିଜିରେ ୩ କରୋନା ସନ୍ଦିଗ୍ଧ, ସ୍ବାବ୍‌ ରିପୋର୍ଟ ମିଳିବାରେ ବିଳମ୍ବ

ବ୍ରହ୍ମପୁର ଅଫିସ,୧୯ା୪: ମେଡିକାଲର ସଂଘରୋଧ କକ୍ଷରେ ୩ ଜଣ କରୋନା ସନ୍ଦିଗ୍ଧ ଚିକିତ୍ସିତ ହେଉଛନ୍ତି। ସେମାନଙ୍କ ସ୍ବାବ୍‌ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଛି । ପ୍ରାୟ ୪ ଦିନ ହେଲା ଏହାର ରିପୋର୍ଟ ମିଳିପାରିନାହିଁ । ରିପୋର୍ଟ ମିଳିବାରେ…

କୋଭିଡ୍‌ ଯୋଦ୍ଧାଙ୍କୁ ସାଧୁବାଦ

ବିଜେପୁର,୧୯ା୪(ଡି.ଏନ୍‌.ଏ.): କୋଭିଡ୍‌-୧୯କୁ ପ୍ରତିହତ କରିବାକୁ ଡାକ୍ତର, ନର୍ସ, ସଫେଇ କର୍ମଚାରୀ, ପୋଲିସ କର୍ମଚାରୀ ନିଜ ଜୀବନକୁ ବାଜି ଲଗାଇ ଦିନରାତି କର୍ମ ସଂପାଦନ କରୁଛନ୍ତି। ତେଣୁ ପ୍ରଧାନମନ୍ତ୍ରୀଙ୍କ ଅନୁରୋଧ କ୍ରମେ ବରଗଡ଼ ଜିଲା ବିଜେପୁର ଭାଜପା ପକ୍ଷରୁ ରବିବାର ସଂପୃକ୍ତ କର୍ମଚାରୀମାନଙ୍କୁ…

ମହିଳାଙ୍କୁ ଅସଦାଚରଣ, ପ୍ରତିବାଦ କରିବାରୁ ସ୍ବାମୀଙ୍କୁ ନିସ୍ତୁକ ମାଡ଼ ଅଭିଯୋଗ

ଦିଗପହଣ୍ଡି,୧୯ା୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମହିଳାଙ୍କୁ ପାରିବାରିକ ବିବାଦକୁ କେନ୍ଦ୍ରକରି ଆକ୍ରମଣ ଓ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କୁ ଉଦ୍ଧାର କରିବାକୁ ଯାଇଥିବା ସ୍ବାମୀ ରବୀନ୍ଦ୍ର ବେହେରାଙ୍କୁ ବିଶ୍ୱନାଥ ବେହେରା ଓ…

ଓଡ଼ଗାଁ ଏନ୍‌ଏସି, ପୋଲିସର ମିଳିତ ଚଢ଼ାଉ: ମାସ୍କ ନ ପିନ୍ଧି ଗଣିଲେ ଜରିମାନା

ଓଡ଼ଗାଁ,୧୯ା୪(ସ୍ବ.ପ୍ର.): ସମଗ୍ର ରାଜ୍ୟରେ କରୋନା ପାଇଁ କଟକଣା ଲାଗି ରହିଥିବା ବେଳେ ପ୍ରତିକାର ନିମନ୍ତେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ହୋଇଛି। ଏପରିସ୍ଥଳେ ନୟାଗଡ଼ ଜିଲା ଓଡ଼ଗାଁ ଏନ୍‌ଏସି ଅଞ୍ଚଳରେ ଲୋକେ ଏହାକୁ ଫୁ କରି ଅନାୟସରେ ବୁଲିବାକୁ ପସନ୍ଦ କରୁଥିଲେ। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?