Home

ହାଇକୋର୍ଟ ମୁଖ୍ୟ ବିଚାରପତି ପାଇଁ ଜଷ୍ଟିସ୍‌ ମହମ୍ମଦ ରଫିକ୍‌ଙ୍କ ନାମ ସୁପାରିଶ

କଟକ ଅଫିସ,୧୯।୪- ମେଘାଳୟ ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ହୋଇପାରନ୍ତି। ତାଙ୍କ ନାମକୁ ସୁପ୍ରିମକୋର୍ଟ କଲେଜିୟମ ସୁପାରିଶ କରିଛନ୍ତି। ସେ ଗତ ନଭେମ୍ବରରେ ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ…

ବାକି ମଜୁରୀ ଟଙ୍କା ମାଗିବାରୁ ନିସ୍ତୁକ ମାଡ଼ ଘଟଣା: ଅଭିଯୁକ୍ତଙ୍କ ନାମରେ ଏତଲା

ଦିଗପହଣ୍ଡି,୧୯ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗାଁର ଜି. ଭୀମ ରେଡ୍ଡୀଙ୍କୁ ଜଣେ ଠିକାଦାର ନିସ୍ତୁକ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ରବିବାର ଭୀମଙ୍କ ଏତଲା କ୍ରମେ ଦିଗପହଣ୍ଡି ଥାନା ଆଇଆଇସି ବସନ୍ତ କୁମାର ସେଠୀ ଘଟଣାର…

ସୋମବାରଠାରୁ ଗଞ୍ଜାମ ଜିଲାରେ ଲକ୍‌ଡାଉନ୍‌ କୋହଳ, ବଳବତ୍ତର ରହିବ ଅନ୍ୟାନ୍ୟ କଟକଣା: ଜିଲାପାଳ

ଛତ୍ରପୁର, ୧୯।୪(ଡି.ଏନ୍‌.ଏ.)- ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ସୋମବାରଠାରୁ ଗଞ୍ଜାମ ଜିଲାରେ ଲକ୍‌ଡାଉନ୍‌ କୋହଳ କରାଯାଇଛି। ଫଳରେ ପୂର୍ବରୁ ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ପାଇଁ ଦିଆଯାଇଥିବା ନିର୍ଦ୍ଧାରିତ ସମୟସୀମା ଉପରେ ଥିବା କଟକଣା ଉଠାଇ ନିଆଯାଇଛି। ହେଲେ ସାମାଜିକ ଦୂରତା ବଜାୟ…

ପ୍ରଭାବ ପକାଇଛି ଲକ୍‌ ଡାଉନ, ଭୋକ୍‌ ଉପାସରେ କଟୁଛି ଦିନ

ବାରକୋଟ, ୧୯।୪ (ଡି.ଏନ.ଏ.)- ଲକ୍‌ ଡାଉନ ପ୍ରଭାବରେ ଦିନ ମଜୁରିଆଙ୍କ ଅବସ୍ଥା ଦୟନୀୟ ସ୍ଥିତିରେ ପହଞ୍ଚତ୍ଛି। ଏମାନଙ୍କ ଲାଗି ଅବଶ୍ୟ ସରକାରୀ ସହାୟତା କିଛି ମାତ୍ରାରେ ସହାୟକ ହେଉଛି। ତଥାପି ଅନେକ ଯୋଗ୍ୟ ହିତାଧିକାରୀ ସରକାରୀ ସହାୟତାରୁ ବଞ୍ଚତ୍ତ ହୋଇଛନ୍ତି। ଏଭଳି…

କରୋନା ଯୋଦ୍ଧାଙ୍କ ମୃତ୍ୟୁରେ ୫୦ ଲକ୍ଷ ଟଙ୍କା ଅନୁକମ୍ପା ରାଶି ପ୍ରଦାନ କଲେ ସରକାର

ଭୋପାଳ,୧୯।୪: କରୋନା ଯୁଦ୍ଧରେ ହାରିଗଲେ ଇନ୍ଦୋରର ପୋଲିସ ଇନ୍ସପେକ୍ଟର ଦେବେନ୍ଦ୍ର କୁମାର। ତାଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଶୋକ ପ୍ରକାଶ କରିବା ସହ ତାଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ ପାଇଁ ଘୋଷଣା…

ଲକ୍‌ ଡାଉନରେ ଭୁଲିଆଙ୍କ କୌଳିକ ବୃତ୍ତି ଠପ୍‌: ଦୁଃଖ ଦୁର୍ଦ୍ଦଶାରେ ପରିବାର

ମନମୁଣ୍ଡା, ୧୯।୪ (ଡି.ଏନ.ଏ.)- ଲାଭ ମିଳୁ ନ ମିଳୁ, କାମ ଛୋଟ ହେଉକି ବଡ କେହି ନିଜର କୌଳିକ ବୃତ୍ତିରୁ ବିଚ୍ୟୁତ ହେବାକୁ ଚାହାନ୍ତି ନାହିଁ । ଏହିପରି ଭୁଲିଆ ଜାତିର ଆବାଳ ବୃଦ୍ଧ, ବୃଦ୍ଧା ନିଜର କୌଳିକ ବୃତ୍ତି ହସ୍ତତନ୍ତ…

ସାନିଟାଇଜର ମେଶିନ ତିଆରି କଲେ ଯୁବ ଇଞ୍ଜିନିୟର

ବରଗଡ଼ ଅଫିସ୍‌,୧୯।୪: ଲକ୍‌ ଡାଉନ ସମୟରେ ଘରେ ବସି ନିଜର ଇଚ୍ଛାଶକ୍ତି, ପ୍ରୟାସରେ ଏକ ସାନିଟାଇଜର୍‌ ମେଶିନ ତିଆରି କରି ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ବରଗଡ଼ ଜିଲା କଲାପାଣି ଗ୍ରାମର ଚାଷୀ ତଥା ଯୁବ ଇଞ୍ଜିନିୟର ସିଏଚ୍‌. କଲ୍ୟାଣ କୁମାର…

ବିବାହକୁ ନେଇ ରାଗିଲେ ରବୀନା

ନୂଆଦିଲ୍ଲୀ: ଦେଶ ସାରା ଲକ୍‌ଡାଉନ୍‌ ହୋଇଥିବା ବେଳେ କନର୍ର୍ାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚ୍‌ଡି କୁମାରସ୍ବାମୀଙ୍କ ପୁଅ ନିଖିଲ ଗୌଡା ବିବାହ କରିଛନ୍ତି। ଏହି ବିଷୟ ବର୍ତ୍ତମାନ ବଡ଼ ଚର୍ଚ୍ଚାର ବିଷୟ। ଏନେଇ ବଲିଉଡ୍‌ ଅଭିନେତ୍ରୀ ରବିନା ଟଣ୍ଡନ ଖୁବ୍‌ ରାଗିଯାଇଛନ୍ତି ଏବଂ…

ପ୍ରହସନ ପାଲଟିଛି ଲୋକଙ୍କୁ ମାସ୍କ ବଣ୍ଟନ

ଲଖନପୁର,୧୯।୪(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ପ୍ରଶାସନ ନିର୍ଦ୍ଦେଶକ୍ରମେ ସମନ୍ବିତ ଶିଶୁ ବିକାଶ ଯୋଜନା (ଆଇସିଡିଏସ୍‌) ତରଫରୁ ଲଖନପୁର ବ୍ଲକ୍‌ରେ ମାସ୍କ ବଣ୍ଟନ କରାଯାଉଛି। ଅଙ୍ଗନଓ୍ବାଡି କର୍ମୀ ଓ ଆଶାକର୍ମୀମାନେ ଘର ଘର ବୁଲି ମାସ୍କ ବଣ୍ଟନ କରୁଛନ୍ତି। ହେଲେ ପ୍ରତି ପରିବାରକୁ ମାତ୍ର…

କୃତିଙ୍କ ହେୟାର ମସାଜ୍‌ କରୁଛନ୍ତି ପୁଲକିତ

ମୁମ୍ବାଇ: କୃତି ଖରବନ୍ଦା ଏବଂ ପୁଲକିତ ସମ୍ରାଟ ଦୁହେଁ ଦୀର୍ଘ ଦିନ ହେବ ଲିଭ୍‌ ଇନ୍‌ ରିଲେଶନସିପ୍‌ରେ ରହୁଛନ୍ତି। କରୋନା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବା ବେଳେ ଏହି ଲଭ୍‌ବାର୍ଡ ଦୁହେଁ ଦୁହିଁଙ୍କ ସହିତ କ୍ୱାଲିଟି ସମୟ ବିତାଉଛନ୍ତି।…

କଥକ ଅଭ୍ୟାସ କଲେ ସୋନାଲି

ମୁମ୍ବାଇ: ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବା ବେଳେ ସମସ୍ତେ ଘରେ ବନ୍ଦହୋଇ ରହିଛନ୍ତି। ଏଥିରୁ ବାଦ୍‌ ପଡ଼ିନାହାନ୍ତି ବଲିଉଡ ତାରକା। ଅଭିନେତା, ଅଭିନେତ୍ରୀମାନେ ଘରେ ରହି ବିଭିନ୍ନ ଉପାୟରେ ନିଜର ସମୟ ବିତାଉଛନ୍ତି। ଏମିତିରେ ‘ପ୍ୟାର କା ପଞ୍ଚନାମା ’ର…

ମାସ୍କ ବ୍ୟବହାର ସହ ସାମାଜିକ ଦୂରତା ଅବଲମ୍ବନ କରିବାକୁ ଆହ୍ବାନ

ଗୁଡଭେଲା,୧୯।୪ଡି.ଏନ.ଏ.): ସମଗ୍ର ଦେଶରେ ବର୍ତ୍ତମାନ କରୋନା ବିରୋଧରେ ଲଢେଇ ଚାଲିଛି। ଏହି ସମୟରେ ଡାକ୍ତର, ନର୍ସ, ପୋଲିସ, ପରାମେଡିକାଲ, ସଫେଇ କର୍ମଚାରୀ, ପ୍ରଶାସନିକ ଅଧିକାରୀ ଓ ବିଭିନ୍ନ ବିଭାଗର କର୍ମଚାରୀ ଗୋଟିଏ ଗୋଟିଏ ଯୋଦ୍ଧା। ଲୋକଙ୍କୁ ନିରାପଦ ରଖିବା ପାଇଁ ଏମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?