ଗଣମାଧ୍ୟମ ଉପରେ ଲାଗୁ ହେଲା ପ୍ରସାରଣ କଟକଣା, ସୈନ୍ୟ ଗତିବିଧିର ସିଧା ପ୍ରସାରଣରୁ ଦୂରେଇ ରୁହ
ନୂଆଦିଲ୍ଲୀ,୨୭।୪: ଆତଙ୍କବାଦୀ ନିରୋଧୀ ଅଭିଯାନ, ଜାତୀୟ ସୁରକ୍ଷା ସ୍ବାର୍ଥରେ ସୁରକ୍ଷାବଳର ଗତିବିଧି ଆଦିର ସିଧା ପ୍ରସାରଣଠାରୁ ଗଣମାଧ୍ୟମ ଚ୍ୟାନେଲଗୁଡ଼ିକ ଦୂରେଇ ରହିବା ପାଇଁ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଆଡଭାଇଜରି ଜାରି କରିଛି। ଜାତୀୟ ସ୍ବାର୍ଥର ସୁରକ୍ଷାରେ ଗଣମାଧ୍ୟମ, ଡିଜିଟାଲ ପ୍ଲାଟଫର୍ମ…
ଅଡୁଆରେ ରେହମାନ, ନୋଟିସ ପରେ ୨ କୋଟି ଟଙ୍କାର ଜରିମାନା ଲଗାଇଲେ ହାଇକୋର୍ଟ
ମୁମ୍ବାଇ: ନୂଆ ଅଡ଼ୁଆରେ ଫସିଛନ୍ତି ଖ୍ୟାତନାମା ସଂଗୀତକାର ଏ ଆର୍ ରେହମାନ। ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟଙ୍କ ଦୁଇ ବର୍ଷ ପୁରୁଣା ଫିଲ୍ମ ‘ପୋନ୍ନିୟିନ ସେଲଭନ ୨’ରେ କପିରାଇଟ୍ ମାମଲାରେ ସେ ଛନ୍ଦି ହୋଇଛନ୍ତି। ରେହମାନ ଏବଂ ଫିଲ୍ମର ପ୍ରଯୋଜନା ସଂସ୍ଥା ଉପରେ…
MEAର ସ୍ପଷ୍ଟିକରଣ, ବୈଧ ରହିବ ଦୀର୍ଘକାଳିନ ଭିଜା
ନୂଆଦିଲ୍ଲୀ,୨୬।୪: ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ (MEA) ଗୁରୁବାର ସ୍ପଷ୍ଟ କରିଛି ଯେ ପାକିସ୍ତାନୀ ନାଗରିକଙ୍କ ପାଇଁ ସମ୍ପ୍ରତି ଭିଜା ସେବା ସ୍ଥଗିତ କରାଯିବା ସତ୍ତ୍ୱେ ହିନ୍ଦୁ ପାକିସ୍ତାନୀ ନାଗରିକଙ୍କୁ ପୂର୍ବରୁ ପ୍ରଦାନ କରାଯାଇଥିବା ଦୀର୍ଘକାଳୀନ ଭିଜା (LTV) ବୈଧ ରହିବ। ଏକ…
Passport Apply: ଅନ୍ଲାଇନ୍ରେ ପାସପୋର୍ଟ ପାଇଁ କିଭଳି କରିବେ ଆବେଦନ? କେଉଁ ଡକ୍ୟୁମେଣ୍ଟ ଆବଶ୍ୟକ ଜାଣନ୍ତୁ…
ନୂଆଦିଲ୍ଲୀ,୨୬।୪: ଆଜିର ଡିଜିଟାଲ ଯୁଗରେ, ପାସପୋର୍ଟ କରିବା ବହୁତ ସହଜ ହୋଇଯାଇଛି। କାରଣ ଜଣେ ଘରେ ବସି ଅନଲାଇନ୍ରେ ପାସପୋର୍ଟ ପାଇଁ ଆବେଦନ କରିପାରିବେ। ଏଠାରେ ଆମେ ଆପଣଙ୍କୁ କହିବୁ ଯେ ଅନଲାଇନରେ ପାସପୋର୍ଟ ଆବେଦନ କରିବାର ସମ୍ପୂର୍ଣ୍ଣ ପ୍ରକ୍ରିୟା କ’ଣ?…
White Houseରେ ତୁତୁମେମେ ପରେ ପ୍ରଥମ ଥର ଭେଟିଲେ ଟ୍ରମ୍ପ-ଜେଲନସ୍କି, କ’ଣ କଥାହେଲେ ଜାଣନ୍ତୁ…
ଭାଟିକାନ ସିଟି,୨୬।୪: ଖ୍ରୀଷ୍ଟିଆନ ଧାର୍ମିକ ନେତା ପୋପ ଫ୍ରାନ୍ସିସଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବା ପାଇଁ ସାରା ବିଶ୍ୱରୁ ମାନ୍ୟଗଣ୍ୟ ବ୍ୟକ୍ତିମାନେ ପହଞ୍ଚିଥିଲେ। ଶନିବାର ଭାଟିକାନ ସିଟିରେ ପୋପଙ୍କ ଅନ୍ତିମ ସଂସ୍କାର କରାଯାଇଥିଲା। ପୋପଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବାକୁ ଆସିଥିବା ଆମେରିକା ରାଷ୍ଟ୍ରପତି…
ବଜାରକୁ ଆସିଲା Royal Enfieldର ସବୁଠୁ ଶସ୍ତା ବାଇକ୍, କ୍ଲାସିକ୍ ୩୫୦କୁ ଦେବ ଟକ୍କର
ନୂଆଦିଲ୍ଲୀ,୨୬।୪: ବାଇକ ଚାଳକଙ୍କ ମଧ୍ୟରେ ଡୁଗ୍-ଡୁଗ୍ ସାଉଣ୍ଡ ପାଇଁ ଜଣାଶୁଣା କମ୍ପାନୀ ରୟାଲ ଏନଫିଲ୍ଡ ଏହାର ସବୁଠାରୁ ଶସ୍ତା ବାଇକ ଲଞ୍ଚ କରିଛି। ଏହାର ଏକ୍ସ-ସୋରୁମ ମୂଲ୍ୟ ୧.୪୯ ଲକ୍ଷ ଟଙ୍କା ରହିଛି। ଏଥିରେ ଏକ ୩୫୦cc ଇଞ୍ଜିନ ଅଛି, ଯାହା…
ପଡ଼ିବ ମରୁଡ଼ି, ଅନ୍ଧାରରେ ବିତିବ ରାତି; ଭାରତର କାର୍ଯ୍ୟାନୁଷ୍ଠାନ ଯୋଗୁ ପାକିସ୍ତାନକୁ ୫ ଝଟ୍କା
ନୂଆଦିଲ୍ଲୀ,୨୬।୪: ଜମ୍ମୁ-କାଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଏବେ ପାଣି ପାଇଁ ପାକିସ୍ତାନକୁ ହଇରାଣ କରିବା ଆରମ୍ଭ କରିଛି। ଭାରତ ସରକାର ଐତିହାସିକ ସିନ୍ଧୁ ଜଳ ଚୁକ୍ତିନାମାକୁ ସ୍ଥଗିତ ରଖିବା ପାଇଁ ବଡ଼ ନିଷ୍ପତ୍ତି ନେଇଛନ୍ତି। ୧୯୬୦ ମସିହାରେ ଭାରତ…
ବାଂଲାଦେଶରେ ପାକିସ୍ତାନ ମୁତୟନ କଲା Fighter Jet? ପାକ୍ ଖବରଦାତା ଦାବି କଲେ…
ଇସଲାମାବାଦ,୨୬।୪: ୨୨ ଏପ୍ରିଲ ୨୦୨୫ରେ ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ରହିଛି। କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି, ଭାରତ ସିନ୍ଧୁ ଜଳ ଚୁକ୍ତିନାମାକୁ ସ୍ଥଗିତ କରିବା ସମେତ ଅନେକ ବଡ଼ ନିଷ୍ପତ୍ତି…
ଝେଲମରେ ପାଣି ଛାଡିଦେଲା ଭାରତ, ପାକିସ୍ତାନରେ ବନ୍ୟା, ଘୋଷଣା ହେଲା Emergency
ନୂଆଦିଲ୍ଲୀ,୨୬।୪: ଶନିବାର ପାକିସ୍ତାନ ଅଧିକୃତ କଶ୍ମୀର (ପିଓକେ)ର ମୁଜାଫରାବାଦରେ ବନ୍ୟା ସତର୍କତା ଜାରି କରାଯାଇଛି। ପ୍ରକୃତରେ, ଶନିବାର ଅପରାହ୍ନରେ ଝେଲମ ନଦୀର ଜଳସ୍ତର ହଠାତ ବୃଦ୍ଧି ପାଇଥିଲା। ସ୍ଥାନୀୟ ଲୋକଙ୍କ ଅଭିଯୋଗ ଥିଲା ଯେ ପାକିସ୍ତାନୀ କର୍ତ୍ତୃପକ୍ଷଙ୍କୁ କୌଣସି ସୂଚନା ନ…
Pope Francisଙ୍କ ଅନ୍ତିମ ସଂସ୍କାରରେ ଅସମ୍ଭାଳ ଭିଡ, ଟ୍ରମ୍ପ ବି କଲେ ଶେଷ ଦର୍ଶନ
ଭାଟିକାନ ସିଟି,୨୬।୪: ଭାରତୀୟ ସମୟ ଅନୁସାରେ ଶନିବାର ଅପରାହ୍ନରେ ପୋପ ଫ୍ରାନ୍ସିସଙ୍କ ଅନ୍ତିମ ସଂସ୍କାର ଆରମ୍ଭ ହୋଇଥିଲା। ତାଙ୍କର ଅନ୍ତିମ ସଂସ୍କାର ସେଣ୍ଟ ପିଟର୍ସ ବାସିଲିକା ସମ୍ମୁଖରେ ଥିବା ପ୍ରତୀକାତ୍ମକ ବାରୋକ ପ୍ଲାଜାରେ କରାଯିବ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସମେତ…
ଭାରତ ଛାଡ଼ି କାହିଁକି ଲଣ୍ଡନ ଗଲେ ବିରାଟ-ଅନୁଷ୍କା? ମାଧୁରୀଙ୍କ ସ୍ବାମୀ ଖୋଲିଦେଲେ ଗୁମର
ନୂଆଦିଲ୍ଲୀ,୨୬।୪: ଲଣ୍ଡନ ଚାଲିଯିବେ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବଂ ବିରାଟ କୋହଲି। ଗତ ବର୍ଷେ ମଧ୍ୟରେ ଅନେକ ଥର ଦୁହିଁଙ୍କୁ ଲଣ୍ଡନରେ ଦେଖାଯିବା ପରେ କିଛି ଏଭଳି କଳ୍ପନାଜଳ୍ପନା ଲାଗି ରହିଛି। ଏବେ ସେମାନେ ବାସ୍ତବରେ ସେଠାକୁ ଚାଲିଯିବେ ବୋଲି ସ୍ପଷ୍ଟ…
Kashmir Pahalgam Terrorists Attack Update: ପହଲଗାମ ପରେ କଶ୍ମୀରରେ ହୋଇପାରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ!
ନୂଆଦିଲ୍ଲୀ,୨୬।୪: ପହଲଗାମର ବୈସାରନ ଉପତ୍ୟକାରେ ନିରୀହ ପର୍ଯ୍ୟଟକଙ୍କ ହତ୍ୟା ପରେ ମଧ୍ୟ ପାକିସ୍ତାନ ନିରନ୍ତର ଘୃଣ୍ୟ କାର୍ଯ୍ୟକଳାପ ଚଳାଇଛି। ୨୫ ଏବଂ ୨୬ ତାରିଖ ରାତିରେ, ପାକିସ୍ତାନୀ ସୁରକ୍ଷା ବାହିନୀ ପୁଣି ଥରେ ଅସ୍ତ୍ରବିରତି ଉଲ୍ଲଂଘନ କରି ଗୁଳି ଚଳାଇଥିଲେ। ଭାରତୀୟ…
Archives


