Home

ମହିଳାଙ୍କଠାରେ ଏହି ୭ ଲକ୍ଷଣ ଦେଖାଯାଉଥିଲେ ସାବଧାନ! ହୃଦଘାତ…

ନୂଆଦିଲ୍ଲୀ,୧୫।୧୨: ହୃଦଘାତର ସବୁଠାରୁ ସାଧାରଣ ଲକ୍ଷଣ ହେଉଛି ଛାତିରେ ଯନ୍ତ୍ରଣା। କିନ୍ତୁ ଅନେକ କ୍ଷେତ୍ରରେ, ହୃଦଘାତର ଲକ୍ଷଣ ସମ୍ପୂର୍ଣ୍ଣ ଭିନ୍ନ ହୋଇପାରେ, ବିଶେଷକରି ମହିଳାଙ୍କ କ୍ଷେତ୍ରରେ। ମହିଳାଙ୍କଠାରେ ହୃଦଘାତର ଲକ୍ଷଣ ପୁରୁଷମାନଙ୍କଠାରୁ ବହୁତ ଭିନ୍ନ ହୋଇଥାଏ । ମହିଳାମାନଙ୍କ କ୍ଷେତ୍ରରେ ହୃଦଘାତର…

ଏପରି ଗାଁ, ଯେଉଁଠି କାହା ଘରେ ନାହିଁ ରୋଷେଇ ଘର: ଖାଇବା ଶୈଳୀ ଜାଣିଲେ ଉଡ଼ିଯିବ ହୋଶ୍‌

ଶତାବ୍ଦୀ ଧରି ଭାରତୀୟ ଗ୍ରାମଗୁଡ଼ିକ ସେମାନଙ୍କର ସରଳତା ଏବଂ ପରମ୍ପରା ପାଇଁ ଜଣାଶୁଣା। ସମୟ ବଦଳିଛି ଏବଂ ସୁବିଧାସୁଯୋଗ ବୃଦ୍ଧି ପାଇଛି। କିନ୍ତୁ ଆଜି ମଧ୍ୟ କିଛି ଗ୍ରାମ ସେମାନଙ୍କର ଅନନ୍ୟ ପରମ୍ପରା ସହିତ ଧ୍ୟାନ ଆକର୍ଷଣ କରେ। ଏପରି ଏକ…

ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ଦାୟିତ୍ବ ନେଲେ ନିତିନ ନବୀନ

ନୂଆଦିଲ୍ଲୀ,୧୫।୧୨: ଭାଜପାର ନୂତନ କାର୍ଯ୍ୟକାରୀ ସଭାପତି ଭାବେ ଦାୟିତ୍ବ ନେଲେ ନୀତିନ ନବୀନ । ସଭାପତି ଜେପି ନଡ୍ଡା ଓ ଗୃହ ମନ୍ତ୍ରୀ ଅମିତ ଶାହଙ୍କ ଉପସ୍ଥିତିରେ ସେ ଦଳୀୟ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦଳର ବହୁମୁଖୀ ହଲରେ ଜାତୀୟ…

ନିଜ ହାତରେ ରାସ୍ତା ଖୋଳିଲେ ଭାଜପା ବିଧାୟକ: ଗୁଣବତ୍ତାର ଖୋଲିଲା ପୋଲ୍‌

ଭୋପାଳ,୧୫।୧୨: ମଧ୍ୟପ୍ରଦେଶର ଦିଣ୍ଡୋରୀର ଶାହପୁରା ବିଧାନସଭା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ତଥା ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ଓମ ପ୍ରକାଶ ଧୁର୍ଭେ ବିଭାଗୀୟ କର୍ମଚାରୀଙ୍କ ପର୍ଦ୍ଦାଫାସ କରୁଛନ୍ତି। ଭାଜପା ବିଧାୟକ ଅଭିଯୋଗ କରିଛନ୍ତି, ପୂର୍ତ୍ତ ବିଭାଗ ଏବଂ ପ୍ରଧାନମନ୍ତ୍ରୀ ସଡ଼କ ବିଭାଗର ଅଧିକାରୀମାନେ…

ବଞ୍ଚିବାକୁ ରାହା ଖୋଜୁଛନ୍ତି ବେସାହାରା ଭଉଣୀ-ଭାଇ

ଗଞ୍ଜାମ,୧୫।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ରାମଗଡ଼ ପଞ୍ଚାୟତ ଗଜପତି ନଗର ତିନି ନମ୍ବର ସାହିରେ ସ୍ବର୍ଗତ ଦିନେଶ୍ୱର ବେହେରାଙ୍କ ଘର l ଦିନେଶ୍ୱର ମତ୍ସ୍ୟଜୀବି ପରିବାର ହୋଇଥିବାରୁ ଚିଲିକାରେ ମାଛ ମାରିବା ଥିଲା ତାଙ୍କର ମୁଖ୍ୟ ବେଉସା l ଦିନେ ନଳବଣ…

Post Officeର ଜବରଦସ୍ତ ସ୍କିମ୍‌: ମାସିକ ୫୫୫୦ ଟଙ୍କା ରୋଜଗାର ଗ୍ୟାରେଣ୍ଟି

ପୋଷ୍ଟ ଅଫିସ ଗ୍ରାହକମାନଙ୍କ ପାଇଁ ବିଭିନ୍ନ ପ୍ରକାରର ସଞ୍ଚୟ ଯୋଜନା ପ୍ରଦାନ କରେ। ପୋଷ୍ଟ ଅଫିସ ଏକ ଉଲ୍ଲେଖନୀୟ ଯୋଜନା ହେଉଛି, ମାସିକ ଆୟ ଯୋଜନା (MIS), ଯାହା ଏକକାଳୀନ ନିବେଶ ପାଇଁ ଏକ ସ୍ଥିର ମାସିକ ସୁଧ ହାର ପ୍ରଦାନ…

ପୋକୁଣ୍ଡା ସେକ୍ସନରେ ଦନ୍ତା ହାତୀର ମୃତ୍ୟୁ, ତଦନ୍ତ କରୁଛି ବନବିଭାଗ

ଅନୁଗୋଳ ୧୫୲୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶି ଠାରେ ସୋମବାର ସକାଳୁ ଏକ ଦନ୍ତା ହାତୀର ମୃତଦେହ ମିଳିଛି । ଖବର ପାଇ ବନ ବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନା…

MGNREGA ପାଇଁ ନୂଆ ଆଇନ ଆଣିବେ ସରକାର: ଏତିକି ଦିନର ମିଳିବ ନିଯୁକ୍ତି ଗ୍ୟାରେଣ୍ଟି

ନୂଆଦିଲ୍ଲୀ,୧୫।୧୨: କେନ୍ଦ୍ର ସରକାର ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଯୁକ୍ତି ଗ୍ୟାରେଣ୍ଟି ଆଇନ (MGNREGA)କୁ ବାତିଲ କରି ଗ୍ରାମୀଣ ନିଯୁକ୍ତି ପାଇଁ ଏକ ନୂତନ ଆଇନ ପ୍ରଣୟନ କରିବାକୁ ଯାଉଛନ୍ତି। ‘ବିକଶିତ ଭାରତ ନିଯୁକ୍ତି ଏବଂ ଜୀବିକା ମିଶନ (ଗ୍ରାମୀଣ) ପାଇଁ…

କୁହୁଡ଼ି ତାଣ୍ଡବ: ପଛକୁ ପଛ ପିଟିହେଲା ୨୫ କାର୍, ୨ ପୋଲିସ କର୍ମଚାରୀଙ୍କ ସମେତ ୪ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୧୫।୧୨: ଆଜି ସକାଳେ ଉତ୍ତର ଭାରତର ଅଧିକାଂଶ ଅଞ୍ଚଳ ଘନ କୁହୁଡ଼ିରେ ଆଚ୍ଛାଦିତ ହୋଇଥିଲା । ଯାହା ଫଳରେ ସମସ୍ତ ପ୍ରକାରର ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ଋତୁର ଏହି ପ୍ରଥମ କୁହୁଡ଼ି ଯୋଗୁଁ ସୋମବାର ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ୨୫ଟି ଗାଡ଼ି ପଛକୁ…

ଶରୀର ପାଇଁ ଉପକାରୀ ଗାଜର, ହାର୍ଟକୁ ସୁସ୍ଥ ରଖିବା ସହ…

ଗାଜର ଆମ ଶରୀର ପାଇଁ ବେଶ୍‌ ଉପକାରୀ। ଏଥିରେ ଭିଟାମିନ, ଫାଇବର୍‌ ଓ ଆଣ୍ଟି ଅକ୍ସିଡାଣ୍ଟ ଉପାଦାନ ଭରି ହୋଇରହିଛି। ଏଥିରେ ଏଭଳି ଉପକାରୀ ତତ୍ତ୍ୱ ଭରିରହିଛି, ଯାହା ହୃତ୍‌ପିଣ୍ଡ ପାଇଁ ଉପକାରୀ। ‘ସୁସ୍ଥ ହୃତ୍‌ପିଣ୍ଡ ଏବଂ ଗାଜର’ ଶୀର୍ଷକ ବିଷୟକୁ…

ମୃତ୍ତିକା ପ୍ରଦୂଷଣ ବଢ଼ାଉଛି ପ୍ଲାଷ୍ଟିକ୍‌

ପ୍ଲାଷ୍ଟିକ୍‌ ପ୍ରଦୂଷଣ ମଧ୍ୟ ସ୍ଥଳଭାଗରେ ନିଜର କାୟା ବିସ୍ତାର କରି ଚାଲିଛି। ପ୍ଲାଷ୍ଟିକ୍‌ ଆବର୍ଜନାକୁ ଖାଦ୍ୟ ବୋଲି ମନେକରି କିଛି ଜୀବ ଭକ୍ଷଣ କରିଥାନ୍ତି। ଏହା ସେମାନଙ୍କ ଅନ୍ତନଳୀରେ ପ୍ରବେଶ କରି ଖାଦ୍ୟପଥକୁ ବନ୍ଦ କରିଦିଏ। ଏହା ମଧ୍ୟ ସମୟକ୍ରମେ ଛୋଟ…

ଖୋଲୁନି ମଣ୍ଡି, ବଢୁଛି ଧାନ ଚୋରା ଚାଲାଣ

ପଟ୍ଟାମୁଣ୍ଡାଇ,୧୫ା୧୨ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ଭାତହାଣ୍ଡି କୁହାଯାଉଥିବା ପଟ୍ଟାମୁଣ୍ଡାଇ ଉତିକଣ ଅଞ୍ଚଳ ସମେତ ଅନ୍ୟ ସ୍ଥାନରେ ଚାଷୀଙ୍କ ଖରିଫ ଧାନ ଫସଲ ୮୦ ଭାଗ ଅମଳ ହୋଇଥିଲେ ମଧ୍ୟ ସରକାର ଆଜି ଯାଏ ମଣ୍ଡି ଖୋଲିନାହାନ୍ତି। ଫଳରେ ଚାଷୀ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?