ପ୍ରବେଶପଥ ବନ୍ଦ କରିଦେଲେ ଗ୍ରାମବାସୀ
ବରଗଡ଼ ଅଫିସ୍,୨୭।୩-ଘାତକ କରୋନା ଭୂତାଣୁ(କୋଭିଡ୍-୧୯)ଏବେ ସାରାବିଶ୍ୱରେ ଆତଙ୍କ ଖେଳାଇ ଦେଇଛି । ଏହି ଭୂତାଣୁ ସଂକ୍ରମଣ ଗୋଟିଏ ଦେଶରୁ ଅନ୍ୟଦେଶକୁ ବ୍ୟାପୁଥିବାବେଳେ ମୃତକ ଓ ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି । ତେବେ ଏହି ଭୂତାଣୁକୁ ଦମନ କରିବା ପାଇଁ…
କରୋନା ଭାଇରସ: ସାଇବାବା ସଂସ୍ଥାନ ଟ୍ରଷ୍ଟ ଦାନ କଲା ୫୧ କୋଟି ଟଙ୍କା
ସିରିଡି,୨୭।୩: କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ଭାରତରେ ବେଳକୁ ବେଳ ବଢିବାରେ ଲାଗିଛି। ଏହାର ମୁକାବିଲା କରିବାକୁ ଏବେ ସମସ୍ତେ ଏକାଠି ହୋଇଛନ୍ତି। ମହାରାଷ୍ଟ୍ର ଓ କେରଳରେ ସବୁଠାରୁ ଅଧିକ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଏବେ ଏହି କରୋନା…
କୋଭିଡ-୧୯: ଦରମା କାଟିବ ବାର୍ସିଲୋନା
ବାର୍ସିଲୋନା,୨୭।୩(ଏଏଫ୍ପି): କରୋନା ଭାଇରସ୍ ବଶ୍ୱରେ ମହାମାରୀ ରୂପ ନେଇଥିବାରୁ ଆର୍ଥିକ ବିପର୍ଯ୍ୟୟରୁ ରକ୍ଷା ପାଇବା ପାଇଁ ହାଇପ୍ରୋଫାଇଲ ଫୁଟବଲ କ୍ଲବ ବାର୍ସିଲୋନା ଦରମା କାଟିବାକୁ ନିଷ୍ପତ୍ତି ନେବ ବୋଲି କହିଛି। ତେବେ ସ୍ପେନର ଏହି ଜଣାଶୁଣା କ୍ଲବ ସବୁ କର୍ମଚାରୀ କିମ୍ବା…
ଲକ୍ଡାଉନ୍ରେ ଫସିଥିଲେ ସ୍ବାମୀ: ୯ ମାସର ଗର୍ଭବତୀ ସ୍ତ୍ରୀ ଭିଡିଓ ପ୍ରସ୍ତୁତ କରି ମାଗିଲେ ପୋଲିସର ସହାୟତା, ଫଟୋ ଭାଇରାଲ
ଲକ୍ଷ୍ନୌ: କରୋନା ଭୂତାଣୁ ସମଗ୍ର ବିଶ୍ୱରେ କାୟା ବିସ୍ତାର କରିଥିବା ବେଳେ ଲୋକେ ପରିବାର ସହ ଘରେ ରହିବାକୁ ସରକାର ବାରମ୍ବାର ପରାମର୍ଶ ଦେଉଛନ୍ତି। କିନ୍ତୁ କିଛି ଲୋକ ବାହାରକୁ କାମ କରିବାକୁ ଯାଇ ଲକ୍ଡାଉନ୍ରେ ଫସି ଯାଇଛନ୍ତି। ଏପରି ଏକ…
୨୦୨୧ ଅଲିମ୍ପିକ୍ସ: ସ୍ଥାନ ବଜାୟ ରଖିବେ ଯୋଗ୍ୟ ଆଥଲେଟ୍
ପ୍ୟାରିସ୍, ୨୭।୩(ଏଏଫ୍ପି): କୋଭିଡ-୧୯ ସଂକ୍ରମଣ ଲାଗି ୨୦୨୦ ଟୋକିଓ ଅଲିମ୍ପିକ୍ପ ସ୍ଥଗିତ ରହିଛି ଓ ଗୋଟିଏ ବର୍ଷ ଘୁଞ୍ଚିଯାଇଛି। ତେବେ ଏହା ସତ୍ତ୍ୱେ ଯେଉଁ ଆଥଲେଟ୍ମାନେ ୨୦୨୦ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିଛନ୍ତି ସେମାନେ ସ୍ଥାନ ବଜାୟ ରଖିବେ। ଅର୍ଥାତ୍…
କୋଭିଡି-୧୯: ଆରୋଗ୍ୟ ଲାଭ କଲେ କଲମ୍ବିଆ ସାଇକ୍ଳିଷ୍ଟ
ବୋଗୋଟା,୨୭।୩ (ଏଏଫପି): ସାରା ବିଶ୍ୱରେ କାରୋନା ଭାଇରସର ଆତଙ୍କ ଜାରି ରହିଥିବାବେଳେ କଲମ୍ପିଆର ଜଣେ ସାଇକ୍ଲିଷ୍ଟ ଏଥିରୁ ଆରୋଗ୍ୟ ଲାଭ କରିଛନ୍ତି। ୨୫ ବର୍ଷୀୟ ଫର୍ଣ୍ଣାଣ୍ଡୋ ଗାଭିରିଆ କରୋନା ଭାଇରସରୁ ମୁକ୍ତ ହୋଇଛନ୍ତି ବୋଲି କହିଛନ୍ତି। ୟୁନାଇଟେ ଆରବ ଏମିରେଟ୍ସ (ୟୁଏଇ)…
ଝାରସୁଗୁଡାରେ ବିଚାରପତି-ପୋଲିସ ମୁହାଁମୁହିଁ
ଝାରସୁଗୁଡା ଅଫିସ,୨୭।୩-ଝାରସୁଗୁଡା ଜିଲା ପୋଲିସ ପକ୍ଷରୁ ଲକ୍ ଡାଉନକୁ କଡାକଡି ଭାବେ ପାଳନ କରିବା ପାଇଁ ସହରର କିଶାନ ଛକ, ବସଷ୍ଟାଣ୍ଡ ଛକ, ରେଳ ଷ୍ଟେସନ ଛକ ଓ ଥାନା ଛକଠାରେ ପୋଲିସ କର୍ମଚାରୀ ଓ ଅଧିକାରୀମାନେ ମୁତୟନ ଅଛନ୍ତି। ଏହି…
ସାଉଥ୍ ସୁପରଷ୍ଟାର ଅଲୁ ଅର୍ଜୁନ ଦାନ କଲେ ୧.୨୫ କୋଟି ଟଙ୍କା
ମୁମ୍ବାଇ: କରୋନା ଭାଇରସ୍ ମହାମାରୀକୁ ନେଇ ସାରା ବିଶ୍ୱରେ ସଂଘର୍ଷ ଜାରି ରହିଛି। କରୋନା ସହ ମୁକାବିଲା ପାଇଁ ସମସ୍ତେ ଏବେ ସହାୟତାର ହାତ ବଢ଼ାଇଛନ୍ତି। ଉଦ୍ୟୋଗ ଜଗତଠାରୁ ଆରମ୍ଭ କରି ଖେଳାଳି ଓ ସେଲିବ୍ରିଟି କରୋନାକୁ ହରାଇବା ପାଇଁ ଯଥାସମ୍ଭବ…
କରୋନା କଟକଣାରେ ସାମାଜିକ ଦୂରତା: ବିଜେପୁରରେ ଘରକୁ ଘର ବଣ୍ଟା ଯାଉଛି ଭତ୍ତା
ବିଜେପୁର,୨୭।୩(ଡି.ଏନ୍.ଏ.): କରୋନା କଟକଣା ଯୋଗୁ ଗତ ମଙ୍ଗଳବାର ମଧ୍ୟ ରାତ୍ରରୁ ସମସ୍ତ ଜିଲା ଲକ୍ଡାଉନ୍ କରାଯାଇଛି।ଏହି ଭାଇରସକୁ ପ୍ରତିହତ କରିବା ପାଇଁ ସାମାଜିକ ଦୂରତା ରକ୍ଷା କରିବାକୁ ସଚେତନତା ସୃଷ୍ଟି କରାଯାଉଛି। ତେଣୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ସାମାଜିକ ସୁରକ୍ଷା…
କୋଭିଡ୍-୧୯: ୫୦ ଲକ୍ଷ ଟଙ୍କା ଦାନ କଲେ ସଚିନ
ନୂଆଦିଲ୍ଲୀ,୨୭।୩(ପି.ଟି.): କୋଭିଡ-୧୯ ସଂକ୍ରମଣକୁ ରୋକିବା ତଥା କରୋନା ଭାଇରସ ବିରୋଧରେ ଲଢେଇ ପାଇଁ କ୍ରିକେଟ ଆଇକନ ସଚିନ ତେନ୍ଦୁଲକର ୫୦ ଲକ୍ଷ ଟଙ୍କା ଦାନ କରିଛନ୍ତି। ଏହି ଅର୍ଥକୁ ସଚିନ ସମାନ ଦୁଇଭାଗରେ ବିଭକ୍ତ କରି ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ…
ଚେତୁନି ଚାଇନା, ପୁଣି ଚଳାଇଛି ପଶୁପକ୍ଷୀଙ୍କ ଅଙ୍ଗରୁ ଔଷଧ ପ୍ରସ୍ତୁତି ପ୍ରୟାସ
ନୂଆଦିଲ୍ଲୀ: ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିବା ମହାମାରୀ କରୋନା ଭୂତାଣୁ ଆଜି ସମଗ୍ର ବିଶ୍ୱକୁ ଗ୍ରାସ କରିସାରିଲାଣି। ଏଥିରେ ଲକ୍ଷାଧିକ ଲୋକ ଆକ୍ରାନ୍ତ ହୋଇଥିବା ବେଳେ ହଜାର ହଜାର ଲୋକଙ୍କ ଜୀବନ ମଧ୍ୟ ଯାଇସାରିଲାଣି। ଏହାର ସଠିକ୍ କାରଣ ଆଜି…
କରୋନା ପ୍ରଭାବ: ୫୦ କର୍ମଚାରୀଙ୍କୁ କ୍ୱାରାଣ୍ଟାଇନ୍ରେ ରଖିବ ରିଜର୍ଭ ବ୍ୟାଙ୍କ
ନୂଆଦିଲ୍ଲୀ,୨୭।୩: ଦେଶରେ କରୋନା ଭାଇରସ୍ର ପ୍ରକୋପ ଜାରି ରହିଛି। ଦିନକୁ ଦିନ କରୋନାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଭାରତରେ କରୋନା ଭାଇରସ୍ରେ ଏପର୍ଯ୍ୟନ୍ତ ସଂକ୍ରମିତଙ୍କ ସଂଖ୍ୟା ୭୦୦ରୁ ଊର୍ଦ୍ଧ୍ୱ ହୋଇଥିବା ବେଳେ ଏଥିରେ ୧୬ଜଣଙ୍କ ମୃତ୍ୟୁ ହୋଇସାରିଛି। କରୋନାକୁ…
Archives


