Home

ହିତାଧିକାରୀଙ୍କ ଘରେ ପହଞ୍ଚିଲା ଆଗୁଆ ଭତ୍ତା ଟଙ୍କା

ସମ୍ବଲପୁର,୨୭।୩ (ବ୍ୟୁରୋ)-କରୋନା କଟକଣା ଓ ଦେଶ ଲକ୍‌ ଡାଉନ୍‌ ଘୋଷଣା ପରେ ସରକାର ଲୋକଙ୍କୁ ଆର୍ଥତ୍କ ସହାୟତା କରିବା ପାଇଁ ଯୋଜନା କରିଛନ୍ତି। ବିଭିନ୍ନ ଯୋଜନାରେ ପେନ୍‌ସନ୍‌ ପାଉଥିବା ହୀତଧିକାରୀଙ୍କୁ ୩ ମାସର ଆଗୁଆ ଭତ୍ତା ପ୍ରଦାନ କରାଯିବାକୁ ନେଇ ଘୋଷଣା…

ଦେଖାଦେଲାଣି ଷ୍ଟେଜ୍‌-୩ ଆଶଙ୍କା, ସାମାଜିକ ସଂକ୍ରମଣକୁ ନେଇ ଅଧିକ ସତର୍କ ହେବାକୁ ପଡ଼ିବ: ବାଗ୍‌ଚୀ

ଭୁବନେଶ୍ୱର,୨୭।୩(ବ୍ୟୁରୋ): ଓଡ଼ିଶାରେ ତୃତୀୟ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ବଡ଼ ବୟାନ ଦେଇଛନ୍ତି ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତ ବାଗ୍‌ଚୀ। ଏବେ ଷ୍ଟେଜ୍‌ ୩ ସମ୍ଭାବନା ଦେଖାଯାଉଥିବା ସେ କହିଛନ୍ତି। ପୂର୍ବରୁ…

ଇଣ୍ଡିଗୋ ବିମାନ ‘6E 2014’ରେ ଦିଲ୍ଲୀରୁ ଫେରିଥିଲେ ତୃତୀୟ କରୋନା ଆକ୍ରାନ୍ତ; ପରିବାର ସହ କର କ୍ଲିନିକ୍‌, ବିମାନ କର୍ମଚାରୀ କ୍ୱାରେଣ୍ଟାଇନ୍‌ରେ ରୁହନ୍ତୁ: ବାଗ୍‌ଚୀ

ଭୁବନେଶ୍ୱର,୨୭।୩(ବ୍ୟୁରୋ): ଓଡ଼ିଶାରେ ତୃତୀୟ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେ ଜଣେ ୬୦ ବର୍ଷ ବୟସ୍କ ବ୍ୟକ୍ତି। ମାର୍ଚ୍ଚ ୭ରେ ସେ ଦିଲ୍ଲୀ ଯାଇଥିଲେ। ସେଠାରେ କିଛି ଦିନ ରହଣୀ କାଳରେ ସେ ହରିୟାଣା ରିଓ୍ବାଡା ଯାଇଥିଲେ। ସେଠାରୁ ଇଣ୍ଡିଗୋ ବିମାନ…

ପରଲୋକରେ ବିଶିଷ୍ଟ ଚିତ୍ରକାର: ଶୋକ ପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୨୭।୩: ବିଶିଷ୍ଟ ଚିତ୍ରକାର, ଲେଖକ ତଥା ପଦ୍ମ ବିଭୂଷଣରେ ସମ୍ମାନିତ ହୋଇଥିବା ସତୀଶ ଗୁଜରାଲଙ୍କର ପରଲୋକ ଘଟିଛି। ଗୁରୁବାର ବିଳମ୍ବିତ ରାତିରେ ତାଙ୍କର ନିଧନ ହୋଇଥିବା ସୂଚନା ମିଳିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୪ ବର୍ଷ ହୋଇଥିଲ। ଦୀର୍ଘ ଦିନରୁ ସେ…

ସଚେତନତା ବାର୍ତ୍ତା ବାଣ୍ଟୁଛନ୍ତି ପରିବାର

ବରଗଡ଼ ଅଫିସ୍‌,୨୭।୩- ପରିବାରରେ କାହାକୁ କରୋନା ଭାଇରସ୍‌ ସଂକ୍ରମଣ କରି ନାହିଁ । କେହି ପରିବାର ସଦସ୍ୟ ରାଜ୍ୟ କିମ୍ବା ଦେଶ ଫେରନ୍ତା ନୁହଁନ୍ତି । ତଥାପି ଗତ ୨୨ତାରିଖରୁ ପରିବାର ସବୁ ସଦସ୍ୟ ହୋମ କ୍ବାରେଣ୍ଟାଇନରେ ରହିଛନ୍ତି । ଏଭଳି…

ରେପୋ ରେଟ୍‌ କମାଇଲା ଆର୍‌ବିଆଇ: ୩ ମାସ ଋଣ କିସ୍ତି ବନ୍ଦ

ନୂଆଦିଲ୍ଲୀ,୨୭ା୩(ପି.ଟି.): କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ସରକାର ୨୧ ଦିନିଆ ଲକ୍‌ଡାଉନ ଘୋଷଣା କରିଥିବାରୁ ଏହା ଅର୍ଥନୀତିକୁ ଗୁରୁତର ପ୍ରଭାବିତ କରିଛି। ଏହି ପ୍ରଭାବକୁ ହ୍ରାସ କରିବା ଲାଗି ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଶୁକ୍ରବାର…

ବ୍ୟବସାୟୀ ବଢ଼ାଉଛନ୍ତି ଖାଉଟି ସାମଗ୍ରୀ ଦର: ସାଧାରଣରେ ଅସନ୍ତୋଷ

ଗୁଡଭେଲା,୨୭।୩(ଡି.ଏନ୍‌.ଏ.): କରୋନା ପାଇଁ ବଲାଙ୍ଗୀର ଜିଲା ତୁଷୁରା ସହରରେ ମାନ୍ଦା ଅବସ୍ଥା ଦେଖିବାକୁ ମିଳୁଛି। ଖାଉଟି ସାମଗ୍ରୀ, ଔଷଧ, ପନିପରିବା ଦୋକାନକୁ ଛାଡ଼ି ଅନ୍ୟ ସମସ୍ତ ଦୋକାନ ବଜାର ବନ୍ଦ କରାଯାଇଛି। ଏହାର ସୁଯୋଗ ନେଇ କିଛି ବ୍ୟବସାୟୀ ବୁଧବାରଠାରୁ ଖାଉଟି…

ଆଳୁ ପିଆଜ ଗୋଦାମରେ ଚଢ଼ାଉ: ବିଲ୍‌, ଭାଉଚର ଦେଖାଇ ପାରିଲେନି ବ୍ୟବସାୟୀ

ବଲାଙ୍ଗୀର ଅଫିସ, ୨୭।୩: ବଲାଙ୍ଗୀର ସହରର କେତେଜଣ ଅସାଧୁ ବେପାରୀ ସେମାନଙ୍କ କଳାବେପାର ଆରମ୍ଭ କରିଦେଇଛନ୍ତି। ଆଳୁ, ପିଆଜ, ଚାଉଳ, ତେଲ, ଡାଲି, ପନିପରିବା ମୂଲ୍ୟକୁ ଅହେତୁକ ବୃଦ୍ଧି ଓ ଗଚ୍ଛିତ କରି ରଖିଥିବା ଅଭିଯୋଗ ପରେ ଜିଲା ପ୍ରଶାସନ ଓ…

କରୋନା ସଂକ୍ରମଣ ଆଶଙ୍କା, କନ୍‌ଭେନସନ୍‌ ହଲ୍‌ରେ ହେବ ବିଧାନସଭା କାର୍ଯ୍ୟ: ବାଚସ୍ପତି

ଭୁବନେଶ୍ୱର,୨୭।୩(ବ୍ୟୁରୋ): କରୋନା ସଂକ୍ରମଣ ଆଶଙ୍କାରେ ବିଧାନସଭା କାର୍ଯ୍ୟକୁ ସ୍ଥାନାନ୍ତର କରାଯିବ। ଲୋକସେବା ଭବନ କନ୍‌ଭେନସନ୍‌ ହଲ୍‌ରେ ଏହି କାର୍ଯ୍ୟ ହେବ। ବଜେଟ ଅଧିବେଶନର ବାକି କାର୍ଯ୍ୟ ଦିବସ କନ୍‌ଭେନସନ୍‌ ହଲ୍‌ରେ ହେବ ବୋଲି ଶୁକ୍ରବାର ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା…

ଆମେରିକୀୟଙ୍କ ପ୍ରବେଶକୁ ମେକ୍ସିକୋର ବିରୋଧ

ମେକ୍ସିକୋ ସିଟି,୨୭ା୩(ପି.ଟି.): ମେକ୍ସିକୋ ନାଗରିକମାନଙ୍କ ପ୍ରବେଶକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଜୋର୍‌ଦାର ବିରୋଧ କରିଆସୁଥିଲେ। ମେକ୍ସିକୀୟମାନଙ୍କ ଯୋଗୁ ଆମେରିକାରେ ଅର୍ଥନୈତିକ ଓ ସାମାଜିକ ସମସ୍ୟା ସୃଷ୍ଟି ହେଉଥିବା ଅଭିଯୋଗ କରି ସେମାନଙ୍କ ପ୍ରବେଶ ବନ୍ଦ ଲାଗି ଟ୍ରମ୍ପ୍‌ ସୀମାରେ ପାଚେରି…

ଅତିରିକ୍ତ ଜିଲାପାଳ ଭାବେ ଦାୟିତ୍ୱ ଗ୍ରହଣ କଲେ ଅରୁଣ ମହାପାତ୍ର

ଭଦ୍ରକ ଅଫିସ,୨୭।୩: ରାଜ୍ୟ ସରକାର ୧୯ଟି ଜିଲାରେ ଅଧିକ ଜଣେ ଲେଖାଏ ଅତିରିକ୍ତ ଜିଲାପାଳ (ରାଜସ୍ବ) ପଦବୀ ସୃଷ୍ଟି କରି ନିଯୁକ୍ତି ପ୍ରଦାନ କରିଛନ୍ତି। ସରକାରୀ ନିର୍ଦ୍ଦେଶନାମା ଅନୁଯାୟୀ, ସେମାନଙ୍କୁ ତୁରନ୍ତ କାର୍ଯ୍ୟରେ ଯୋଗ ଦେବାକୁ ମଧ୍ୟ ନିର୍ଦ୍ଦେଶ ହୋଇଥିଲା। ଏହି…

ବିବାହ ଭୋଜିରୁ ବାପାପୁଅଙ୍କୁ ଉଠାଇନେଲା ପୋଲିସ

ଭଟଲି,୨୭। ୩(ଡି.ଏନ.ଏ.): କରୋନା ପାଇଁ ସମଗ୍ର ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଘରୁ ନ ବାହାରିବା ସହିତ କୌଣସି ପ୍ରକାର ଭୋଜି ମହୋତ୍ସବ ନ କରିବା ପାଇଁ କଟକଣା ଜାରି କରାଯାଇଛି । ଏହି କଟକଣାକୁ ନ ମାନିଲେ ଦଣ୍ଡବିଧାନର ବ୍ୟବସ୍ଥା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri