Home

ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ: ସୁସ୍ଥ ହେଲେ ଭୁବନେଶ୍ୱରର ୩ ଆକ୍ରାନ୍ତ

ଭୁବନେଶ୍ୱର,୧୮।୪(ବ୍ୟୁରୋ): ରାଜ୍ୟରେ ପୁଣି ୩ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ସମସ୍ତ ଆକ୍ରାନ୍ତ ରାଜଧାନୀର। ସେହିଭଳି ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ପଜିଟିଭ୍‌ ସଂଖ୍ୟା ୬୧କୁ ବୃଦ୍ଧି ପାଇଥିବା ଶନିବାର ରାଜ୍ୟ ସ୍ବାସ୍ଥ୍ୟ…

ଏନ୍‌ଏସ୍‌ଏଫ୍‌ଗୁଡିକର ସ୍ବାୟତ୍ତତା ବଜାୟ ରହିବ: ରିଜିଜୁ

ନୂଆଦିଲ୍ଲୀ, ୧୮।୪(ପି.ଟି.)- ଦେଶରେ ଥିବା ସବୁ ଜାତୀୟ କ୍ରୀଡ଼ା ଫେଡେରେଶନ (ଏନ୍‌ଏସ୍‌ଏଫ୍‌) ପରିଚାଳନାରେ ସରକାର ହସ୍ତକ୍ଷେପ କରିବାର ପ୍ରଶ୍ନ ଉଠୁନାହିଁ ବୋଲି କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ କହିଛନ୍ତି। ଏନ୍‌ଏସ୍‌ଏଫ୍‌ଗୁଡିକର ସ୍ବାୟତ୍ତତା ପୂର୍ବପରି ବଜାୟ ରହିବ ବୋଲି ସେ ସ୍ପଷ୍ଟ କରିଛନ୍ତି।…

ଧୋନୀ ବିଶ୍ୱରେ ଶ୍ରେଷ୍ଠ ଅଧିନାୟକ: ପିଟରସନ

ମୁମ୍ବାଇ,୧୮।୪ (ପି.ଟି.)- ଇଂଲଣ୍ଡ ପୂର୍ବତନ ତାରକା ବ୍ୟାଟ୍ସମ୍ୟାନ କେଭିନ ପିଟରସନ ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି। ଧୋନୀ ବିଶ୍ୱରେ ଶ୍ରେଷ୍ଠ ଅଧିନାୟକ ବୋଲି ସେ ମତ ଦେଇଛନ୍ତି। ଦୁଇଟି ବିଶ୍ୱକପ୍‌ ଜିତିଥିବା ଧୋନୀଙ୍କୁ ବିନା…

ଚାଷକାର୍ଯ୍ୟରୁ କଟକଣା ଉଠିବା ପରେ ଚାଷୀଙ୍କ ମଧ୍ୟରେ ଉତ୍ସାହ: ଦାରିଙ୍ଗବାଡ଼ିରେ ଚାଲିଛି ହଳଦୀ ଚାଷ

ଦାରିଙ୍ଗବାଡ଼ି,୧୮ା୪(ଡି.ଏନ୍‌.ଏ.): କରୋନା ମୁକାବିଲା ପାଇଁ ଲକ୍‌ଡାଉନ୍‌ ଘୋଷଣା ଅବଧି ବୃଦ୍ଧି ପାଇଛି ା ଆସନ୍ତା ମେ’୩ ତାରିଖ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ବଳବତ୍ତର ରହିଥିବା ବେଳେ ସରକାର ଚାଷକାର୍ଯ୍ୟ ପାଇଁ ଏହି ନିୟମକୁ କୋହଳ କରିଛନ୍ତି। ଫଳରେ ବିଶ୍ୱ ପ୍ରସିଦ୍ଧ କନ୍ଧମାଳ ହଳଦୀ…

କରୋନା ପ୍ରତିହତ ପାଇଁ ସଚେତନ କଲେ ବିଧାୟକ, ପ୍ରଶାସନିକ ଅଧିକାରୀ

ବାଲିଗୁଡ଼ା,୧୮ା୪(ଡି.ଏନ୍‌.ଏ.): ମହାମାରୀ କରୋନା ଭୂତାଣୁ ରୋକିବା ନିମନ୍ତେ ସବୁସ୍ତରରେ ଲୋକଙ୍କୁ ସଚେତନ କରାଯାଉଛି। ଏଭଳି ଦେଖିବାକୁ ମିଳିଛି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ସାଇନପଡ଼ା ପଞ୍ଚାୟତର ବିଭିନ୍ନ ଗ୍ରାମରେ। ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁରଙ୍କ ସମେତ ବାଲିଗୁଡ଼ା…

୨ ମାସ ମଧ୍ୟରେ ପ୍ରଥମଥର ଦକ୍ଷିଣ କୋରିଆରେ ୨୦ ତଳକୁ ଖସିଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ସିଓଲ,୧୮।୪: ଗତ ୨ ମାସ ମଧ୍ୟରେ ଦକ୍ଷିଣ କୋରିଆରେ କାୟା ବିସ୍ତାର କରି ଚାଲିଛି କରୋନା ଭାଇରସ। ଏଠାରେ ପ୍ରତିଦିନ ୩୦ରୁ ଅଧିକ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଉଥିବା ବେଳେ ଶନିବାର ପ୍ରଥମ କରି ଏଠାରେ କରୋନା ପଜିଟିଭ ସଂଖ୍ୟା ରହିଥିଲା…

ବିଡିଓ, ତହସିଲଦାରଙ୍କୁ ସଂଘବଦ୍ଧ ଆକ୍ରମଣ ଉଦ୍ୟମ, ୩ ଅଟକ

ଯାଜପୁର ଅଫିସ,୧୮ା୪: ରସୁଲପୁର ବ୍ଲକ ଅନ୍ତର୍ଗତ ବଡ଼କଇଁଚି ପଞ୍ଚାୟତର ଗୋପୀନାଥପୁର ବଡ଼କଇଁଚି ଗ୍ରାମରେ କିଛି ବ୍ୟକ୍ତି ସଂଘବଦ୍ଧ ଭାବେ ରସୁଲପୁର ବିଡିଓ ଉମାକାନ୍ତ ପରିଡ଼ା ଓ ତହସିଲଦାର ଜ୍ୟୋତିକାନ୍ତ ଭୂଜବଳଙ୍କୁ ଆକ୍ରମଣ ଉଦ୍ୟମ କରିଥିଲେ। ଶନିବାର ପୂର୍ବାହ୍ନରେ ଜିଲାପାଳ ରଞ୍ଜନ କୁମାର…

ଲକ୍‌ଡାଉନ୍‌ ଯୋଗୁ ମାସ୍କ ପିନ୍ଧି ବେଦୀରେ ବସିଲେ ବରକନ୍ୟା, ସାମାଜିକ ଦୂରତ୍ୱ ରକ୍ଷା କରି ବିବାହ ସମ୍ପନ୍ନ

ସୁନ୍ଦରଗଡ଼, ୧୮।୪(ଡି.ଏନ୍‌.ଏ.): କରୋନା ସଂକ୍ରମଣକୁ ରୋକିବା ନିମନ୍ତେ ଲକ୍‌ଡାଉନ୍‌ ଅବଧି ମେ ୩ କୁ ବୃଦ୍ଧି ପାଇଛି। ଏଭଳି ସ୍ଥିତିରେ ସୁନ୍ଦରଗଡ଼ ଜିଲାରେ ପୂର୍ବରୁ ଲଗ୍ନ ସ୍ଥିର ହୋଇଥିବା ବର କନ୍ୟା ମୁହଁରେ ମାସ୍କ ପିନ୍ଧି ସାମାଜିକ ଦୂରତ୍ୱ ରକ୍ଷା କରି…

ବୃଦ୍ଧି ହେବ କରୋନା ଭାଇରସ ଯୋଗୁ ଭାରତରେ ଫସିଥିବା ବିଦେଶୀଙ୍କ ଭିଜା ଅବଧି

ନୂଆଦିଲ୍ଲୀ,୧୮।୪: କରୋନା ଭାଇରସକୁ ନେଇ ଦେଶରେ ହଠାତ୍‌ ଲକ୍‌ ଡାଉନ ଘୋଷଣା କରାଯିବା ପରେ କେତେଜଣ ବିଦେଶୀ ନାଗରିକ ଭାରତରେ ଫସି ରହିଛନ୍ତି। ଏହି ସମୟ ମଧ୍ୟରେ ଯେଉଁମାନଙ୍କର ଭିଜା ଅବଧି ଶେଷ ହୋଇ ଯାଉଥିବ ସେମାନଙ୍କ ପାଇଁ ବିନା ମୂଲ୍ୟରେ…

କୋଭିଡ-୧୯ ଲେଖି କାଠ ଚୋରା ଚାଲାଣ

ସମ୍ବଲପୁର,୧୮ା୪(ବ୍ୟୁରୋ)-ରାଜ୍ୟ ସରକାର ଅତ୍ୟାବଶ୍ୟକ ସାମଗ୍ରୀ ନେବା ଆଣିବା ପାଇଁ ଗାଡି ଗୁଡିକୁ ପାସ୍‌ ଦେଇଛନ୍ତି। ଫଳରେ ଗାଡି ସମ୍ମୁଖରେ କୋଭିଡ- ୧୯ ଲେଖାଥିବାରୁ କେଉଁଠି ନ ଅଟକି ସୁବଧାରେ ଯିବା ଆସିବା କରିପାରିବ। ହେଲେ ଏହି ସୁଯୋଗକୁ ହାତ ଛଡା କରିନାହାନ୍ତି…

ଅଗ୍ନିବିପନ୍ନ ପରିବାରଙ୍କୁ ଭେଟିଲା ବ୍ଲକ ପ୍ରଶାସନ

ବନ୍ତ,୧୮।୪(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକ ବସନ୍ତିଆ ପଞ୍ଚାୟତ ମନୋହରପୁର ଗ୍ରାମର ୪ ଅଗ୍ନିବିପନ୍ନ ପରିବାରଙ୍କୁ ବ୍ଲକ ଅଧ୍ୟକ୍ଷ ଦେବେନ୍ଦ୍ର କୁମାର ଜେନା, ବିଡିଓ ରେବେକା ବିଲୁଙ୍ଗ ଓ ସରପଞ୍ଚଙ୍କ ପ୍ରତିନିଧି ନିମାଇଁ ଜେନା ଭେଟି ସମବେଦନା ଜଣାଇବା ସହିତ ସରକାରୀ ସହାୟତା…

ମାସ୍କ, ସାବୁନ ବଣ୍ଟନ

କେନ୍ଦୁଝର, ୧୮।୪(ସ୍ବ.ପ୍ର.)-ହରିଚନ୍ଦନପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ କରୋନା ମହାମାରୀ ପାଇଁ ହରିଚନ୍ଦନପୁର ପ୍ରେସ କ୍ଲବ ପକ୍ଷରୁ ସାବୁନ, ମାସ୍କ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଯାଇଛି। ବର୍ତ୍ତମାନ ସବୁଠି କରୋନା ମହାମାରୀର ଆତଙ୍କ ଖେଳିଯାଇଛି । ଏହାକୁ ଆଖି ଆଗରେ ରଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?