Home

ଓଡ଼ିଶାରେ ତୃତୀୟ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୬।୩(ବ୍ୟୁରୋ): ଓଡ଼ିଶାରେ ତୃତୀୟ କରୋନା ପଜିିଟିଭ ଚିହ୍ନଟ ହୋଇଛନ୍ତି। ଉକ୍ତ ବ୍ୟକ୍ତ ଜଣକ ଭୁବନେଶ୍ୱରର ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ କରୋନା ଅକ୍ରାନ୍ତଙ୍କ ସଂଖ୍ୟା ୩ରେ ପହଞ୍ଚତ୍ଛି। ଗୁରୁବାର ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ…

କେନ୍ଦୁଝରରେ ଅଟକିଛନ୍ତି ବାହାର ରାଜ୍ୟର ଶ୍ରମିକ

କେନ୍ଦୁଝର,୨୬ା୩(ସ୍ବ.ପ୍ର)- ପେଟପାଟଣା ପାଇଁ ପଶ୍ଚିମବଙ୍ଗର ମୁର୍ସିଦାବାଦ ଜିଲାରୁ ଆସିଥିବା ଶ୍ରମିକମାନେ କେନ୍ଦୁଝରରେ ଅଟକି ରହିଛନ୍ତି। କରୋନା ପାଇଁ ଦେଶ ବ୍ୟାପି ଲକ୍‌ଡାଉନ ହୋଇ ଥିବାରୁ ସେମାନେ ଘରକୁ ଫେରି ପାରୁ ନାହାନ୍ତି। ଅନ୍ୟପକ୍ଷେ କାମଧନ୍ଧା ବନ୍ଦ ରହିଥିତ୍ବାରୁ ସେମାନେ ମଜୁରୀ ନ…

ଲକ୍‌ଡାଉନ୍‌ ବେଳେ ଗଞ୍ଜେଇ ଚାଲାଣ, ୪ ଗିରଫ

ଫିରିଙ୍ଗିଆ,୨୬ା୩-କରୋନା ଲାଗି ରାଜ୍ୟ ଲକ୍‌ଡାଉନରେ ଥିବା ବେଳେ ଗଞ୍ଜେଇ ଚାଲାଣକାରୀ ସକ୍ରିୟ ହୋଇଉଠିଛନ୍ତି। ପୋଲିସର ବ୍ଲକିଂକୁ ଚକମା ଦେଇ ଗଞ୍ଜେଇ ଚାଲାଣ କରାଯାଉଥିବା ବେଳେ ଫିରିଙ୍ଗିଆ ପୋଲିସ ତାହାକୁ ପଣ୍ଡ କରିଛି। ଏକ କାର୍‌ରୁ ୨୧ କି.ଗ୍ରା. ଗଞ୍ଜେଇ ଜବତ କରିବା…

ଟାଟା ହସ୍ପିଟାଲ ହେବ ଆଇସୋଲେଟେଡ୍‌ ଡାକ୍ତରଖାନା

ଛତ୍ରପୁର,୨୬ା୩(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାକୁ ବାହାର ରାଜ୍ୟରୁ ଆସିଥିବା ୧୫,୩୭୭ ଏବଂ ବିଦେଶରୁ ଆସିଥିବା ୩୭୨ ଜଣଙ୍କର ପ୍ରତ୍ୟହ ସ୍ବାସ୍ଥ୍ୟାବସ୍ଥା ତଦାରଖ କରାଯିବ। ଶୀତଳାପଲ୍ଲୀସ୍ଥିତ ଟାଟା ମେମୋରିଆଲ ହସ୍ପିଟାଲକୁ କରୋନା ଆଇସୋଲେଟେଡ ଡାକ୍ତରଖାନା ରୂପେ ବ୍ୟବହାର କରାଯିବ। ସେଠାରେ ଅନ୍ୟୁନ ୧୦୦ ରୋଗୀଙ୍କ…

ଗାଁ ପ୍ରବେଶ ପଥ ବନ୍ଦ କଲେ ଲୋକେ

ଭଞ୍ଜନଗର,୨୬।୩(ଡି.ଏନ.ଏ)-କରୋନା ଭୂତାଣୁ ସଂକ୍ରମଣ ପ୍ରତିହତ କରିବା ଲାଗି ଗୁରୁବାର ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ଓ କେତେକ ଗ୍ରାମବାସୀ ଆଲୋଚନା କରି ଗାଁ ପ୍ରବେଶ ପଥକୁ ସିଲ୍‌ କରିଛନ୍ତି। ନିହାତି ଆବଶ୍ୟକ ନ ଥିଲେ ଗାଁ ବାହାରକୁ କେହି ଯିବେ ନାହିଁ। ସେହିପରି…

ରାତିରେ ଖୋଲା ରହିବ ତେଜରାଜି ଦୋକାନ: ଗୋଲେଇ ମଧ୍ୟରେ ରହି ସାମଗ୍ରୀ ଆଣିବାକୁ ପରାମର୍ଶ

ଭୁବନେଶ୍ୱର,୨୬।୩(ବ୍ୟୁରୋ)-ସମଗ୍ର ଦେଶ ଲକ୍‌ଡାଉନ୍‌ ରହିଛି। ଅତ୍ୟାବଶ୍ୟକ ସାମଗ୍ରୀ ତେଜରାତି ଦୋକାନରେ ଅସମ୍ଭବ ଭିଡ ପରିଲକ୍ଷିତ ହେଉଛି। ସେହି ଦୋକାନଗୁଡିକ ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏ ଖୋଲା ରହୁଛି। ଏହା ସତ୍ତ୍ୱେ ବଡ ବଡ ମାର୍କେଟରେ ଲୋକମାନେ ପ୍ରବଳ ଜନ ଗହଳି…

ଖବରକାଗଜ ହକରଙ୍କ ପାଇଁ କୋହଳ ହେଲା କଟକଣା: ବିତରଣ ପାଇଁ ୪, ବିକ୍ରି ପାଇଁ ୧ ଘଣ୍ଟା

ଭୁବନେଶ୍ୱର,୨୬।୩(ବ୍ୟୁରୋ)-କରୋନା(କୋଭିଡ୍‌-୧୯)ର ଭୟାବହତା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏଭଳି ପରିସ୍ଥିତିରେ ଖବରକାଗଜର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଲୋକମାନଙ୍କୁ ସଚେତନ କରିବା ସହ ସେମାନଙ୍କ ନିକଟରେ ବାର୍ତ୍ତା ପହଞ୍ଚାଇବାରେ ଖବରକାଗଜ ଗୁରୁ ଦାୟିତ୍ୱ ବହନ କରୁଛି। କଟକଣା ଯୋଗୁ ଖବରକାଗଜ ବଣ୍ଟନରେ…

ବିନା ବାଧାରେ ଅତ୍ୟାବଶ୍ୟକ ମାଲ ପରିବହନ ଯାନ ଚଳପ୍ରଚଳକୁ ନିଶ୍ଚିତ କର: ଜିଲାପାଳ, ଏସ୍‌ପିଙ୍କୁ  ନିର୍ଦ୍ଦେଶ

ଭୁବନେଶ୍ୱର,୨୬ା୩(ବ୍ୟୁରୋ)- କରୋନା ଭୂତାଣୁ(କୋଭିଡ୍‌-୧୯)କୁ ନିୟନ୍ତ୍ରଣ କରିବା ଅତ୍ୟନ୍ତ ଜଟିଳ ହୋଇପଡ଼ିଛି। ସମଗ୍ର ଦେଶରେ ଲକ୍‌ଡାଉନ୍‌ ଚାଲିଛି। ଜନସାଧାରଣଙ୍କ ନିକଟରେ କିଭଳି ଅତ୍ୟାବଶ୍ୟକ ସାମଗ୍ରୀ ପହଞ୍ଚତ୍ବ ତାହା ସରକାରଙ୍କ ପ୍ରାଥମିକତା ହୋଇଛି। ଏହାକୁ ଦୃଷ୍ଟିରେ ରଖି ଅତ୍ୟାବଶ୍ୟକ ସାମଗ୍ରୀ ପରିବହନରେ ନିୟୋଜିତ ଯାନବାହନଗୁଡ଼ିକ…

୨ଦିନ ପ୍ରବଳ ଖରା

ଭୁବନେଶ୍ୱର,୨୬ା୩(ବ୍ୟୁରୋ)- କରୋନା ଭୂତାଣୁକୁ ନେଇ ଲୋକଙ୍କ ମନରେ ଭୟ ଥିବାବେଳେ ଏବେ ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଆରମ୍ଭ ହୋଇଯାଇଛି। ପ୍ରଚଣ୍ଡ ଖରା ଯୋଗୁ ରାଜ୍ୟର କେତେକ ଅଞ୍ଚଳରେ ସର୍ବୋଚ୍ଚ ତାପମାତ୍ରା ୩୯ଡିଗ୍ରୀ ସେଲସିୟସକୁ ଛୁଇଁଲାଣି। ଆସନ୍ତା ଦୁଇଦିନ ତାତି ଆହୁରି ବଢ଼ିବ…

କୋଭିଡ୍‌-୧୯ ମୁକାବିଲା: ୧୫ ଦିନରେ ଖୋଲିବ ୨ ସ୍ବତନ୍ତ୍ର ହସ୍ପିଟାଲ

ଭୁବନେଶ୍ୱର,୨୬ା୩(ବ୍ୟୁରୋ)- କରୋନା ଭୂତାଣୁ(କୋଭିଡ୍‌-୧୯) ସଂକ୍ରମଣ ସଂଖ୍ୟା ଦେଶରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଘରୋଇ ହସ୍ପିଟାଲ ସହାୟତାରେ କରୋନା ଆକ୍ରାନ୍ତ ରୋଗୀଙ୍କ ପାଇଁ ୧ ହଜାର ବେଡ୍‌ ହସ୍ପିଟାଲ ଆୟୋଜନ କରିଛନ୍ତି। ଏ…

ତୁର୍କୀ ବକ୍ସର କରୋନାରେ ସଂକ୍ରମିତ

ଓ୍ବାଶିଂଟନ୍‌, ୨୬ା୩ (ଏପି)-ତୁର୍କୀର ଜଣେ ବକ୍ସର ସରହାତ୍‌ ଗୁଲର ଏବଂ ତାଙ୍କ ଟ୍ରେନର ସୈଫୁଲ୍ଲା ଡମ୍‌ଲୁପିନାର କରୋନା ଭାଇରସ ଦ୍ୱାରା ସଂକ୍ରମିତ ଥିବା ଜଣାପଡ଼ିଛି। ଲଣ୍ଡନରେ ଅନୁଷ୍ଠିତ ଅଲିମ୍ପିକ କ୍ୱାଲିଫିକେଶନ ପ୍ରତିଯୋଗିତାରୁ ଏହି ଦୁଇ ଜଣ ଫେରିଥିଲେ। ତୁର୍କିଶ ବକ୍ସିଂ ଫେଡେରଶନ…

ଆଇସିସିର ଆକସ୍ମିକ ଯୋଜନା ବୈଠକ ଆଜି

ନୂଆଦିଲ୍ଲୀ, ୨୬ା୩ (ପି.ଟି.)- କୋଭିଡ୍‌-୧୯ ସଂକ୍ରମଣ ବିଶ୍ୱ କ୍ରୀଡ଼ାଜଗତକୁ ସ୍ଥିର କରିଦେଇଛି। ଏହିପରିପ୍ରେକ୍ଷୀରେ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ବୋର୍ଡର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଶୁକ୍ରବାର ଡକାଯାଇଛି। ଏଥିରେ ସଦସ୍ୟମାନେ ସାମ୍ପ୍ରତିକ ପରିସ୍ଥିତିରେ ଆଇସିସିର ଆକସ୍ମିକ ଯୋଜନା ସମ୍ପର୍କରେ ଆଲୋଚନା ହେବ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri