Home

ଲକ୍‌ଡାଉନ୍‌ ନ ମାନି ଜରିମାନା ଗଣିଲେ ଶତାଧିକ ଲୋକ: ଦୁଇଦିନରେ ୨୯ ଗିରଫ

ଝାରସୁଗୁଡ଼ା ଅଫିସ,୨୬।୩: କରୋନା ମୁକାବିଲା ପାଇଁ ସମଗ୍ର ଦେଶରେ ଲକ୍‌ଡାଉନ୍‌ ସମେତ ବିଭିନ୍ନ କଟକଣା କରାଯାଇଛି। ଏହି ପରିସ୍ଥିତିରେ ମଧ୍ୟ ଲୋକେ ଘରୁ ବାହାରକୁ ବାହାରୁଛନ୍ତି। ତେବେ ଘରୁ ମୋଟରସାଇକେଲ ନେଇ ବାହାରକୁ ଆସୁଥିବା ତିନି ଶହରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କଠାରୁ ଜରିମାନା…

ରାଜ୍ୟରେ ନାହାନ୍ତି ଜଣେ ବି କରୋନା ରୋଗୀ: ନିର୍ମାଣ ହେଲାଣି ଆଇସୋଲେଶନ ସେଣ୍ଟର

ଗୁଆହାଟୀ,୨୬।୭: କରୋନା ସାରା ବିଶ୍ୱରେ କାୟା ବିସ୍ତାର କରି ଚାଲିଥିବା ବେଳେ ଭାରତରେ ମଧ୍ୟ ତା’ର ଉପସ୍ଥିତି ଜାହିର କରି ସାରିଛି। ଭାରତରେ ସବୁ ରାଜ୍ୟରେ କରୋନା ରୋଗୀଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଏପର୍ଯ୍ୟନ୍ତ ଆସାମ କିନ୍ତୁ କରୋନାଠାରୁ ଦୂରେଇ ରହିଛି।…

ଭେଣ୍ଟିଲେଟରର ବିକଳ୍ପ ତିଆରି କଲେ ଭାରତୀୟ ଡାକ୍ତର: କରୋନା ସଂକ୍ରମିତଙ୍କ ଲାଗି ହେବ ଉପଯୋଗୀ

ନୂଆଦିଲ୍ଲୀ,୨୬।୩: କରୋନା ସଂକ୍ରମିତଙ୍କ ଚିକିତ୍ସା ପାଇଁ କେତେକ ସ୍ବତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଇଥାଏ। ଗୁରୁତର କରୋନା ସଂକ୍ରମିତଙ୍କ ଲାଗି ଭେଣ୍ଟିଲେଟର ଗୁରୁତ୍ୱପୂର୍ଣ୍ଣ। ଏପରିସ୍ଥଳେ ଦେଶରେ ମାତ୍ର ୪୪ ହଜାର ଭେଣ୍ଟିଲେଟର ରହିଛି। କିନ୍ତୁ ଏହାର ଆବଶ୍ୟକତା ପୂରଣ ଲାଗି ଭାରତୀୟ ଡାକ୍ତର…

ଲକ୍‌ଡାଉନ୍‌ ଯୋଗୁ ଅନ୍ୟ ରାଜ୍ୟକୁ ଚାଲିକି ଯାଉଛନ୍ତି ଲୋକେ

ନୂଆଦିଲ୍ଲୀ,୨୬।୩: କରୋନା ଭାଇରସ୍‌ ଯୋଗୁ ସାରା ଦେଶରେ ଲକ୍‌ଡାଉନ୍‌ ପରିସ୍ଥିତି ସୃଷ୍ଟି ହୋଇଛି। ଲକ୍‌ଡାଉନ୍‌ ଯୋଗୁ ସାଧାରଣ ଜୀବନ ଏକପ୍ରକାର ଠପ୍‌ ହୋଇଯାଇଛି। ଏଭଳି ସ୍ଥିତିରେ ଦୂରଦୂରାନ୍ତରୁ ଆସିଥିବା ଶ୍ରମିକଙ୍କ ସମସ୍ୟା ବଢ଼ିଯାଇଛି। ଗାଡିମଟର ଚାଲୁ ନ ଥିବା ବେଳେ ହାତରେ…

ଗରିବଙ୍କ ପାଇଁ ୧.୭ ଲକ୍ଷ କୋଟି ଟଙ୍କାର ଆର୍ଥିକ ପ୍ୟାକେଜ: କରୋନା ଯୋଦ୍ଧାଙ୍କୁ ୫୦ଲକ୍ଷର ମେଡିକାଲ ଇନସ୍ୟୁରାନ୍ସ

ନୂଆଦିଲ୍ଲୀ,୨୬।୩: କରୋନା ଭାଇରସ ଏବେ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଥିବା ବେଳେ ଗୁରୁବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମଣ ଗରିବଙ୍କ ପାଇଁ ୧.୭ଲକ୍ଷ କୋଟି ଟଙ୍କାର ଆର୍ଥିକ ପ୍ୟାକେଜ ଘୋଷଣା କରିଛନ୍ତି। ଗରିବ ଓ ପ୍ରବାସୀ ଶ୍ରମିକଙ୍କୁ ପ୍ରଧାନମନ୍ତ୍ରୀ ଗରିବ…

କରୋନା ପ୍ରଭାବ: କର୍ମଚାରୀଙ୍କ ଦରମା କାଟ୍‌ କଲା ଜୋମାଟୋ

ନୂଆଦିଲ୍ଲୀ,୨୬।୩: ସାରା ପୃଥିବୀ କରୋନା ଆତଙ୍କରେ ରହିଛି। ଏପରି ସ୍ଥଳେ ଭାରତ ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍‌ ଡାଉନ୍‌ ଜାରି କରାଯିବା ସହିତ ବିଭିନ୍ନ ବ୍ୟବସାୟିକ ସଂସ୍ଥାର ଦୈନଦିନ କାର୍ଯ୍ୟକୁ ବନ୍ଦ କରିବାକୁ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଫଳରେ ବହୁ…

ଦେଶରେ ଲକ୍‌ଡାଉନ୍‌ ପରିସ୍ଥିତି: ଦୂରଦର୍ଶନରେ ପୁଣି ପ୍ରସାରିତ ହେବ ରାମାୟଣ-ମହାଭାରତ

ନୂଆଦିଲ୍ଲୀ,୨୬।୩: ମହାମାରୀ କରୋନା ଭାଇରସ୍‌ ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହି ସମୟରେ ଲୋକମାନେ ଘରେ ବନ୍ଦୀ ହୋଇ ରହିଛନ୍ତି। ଘରେ ରହି ଲୋକମାନେ ଭିନ୍ନ ଉପାୟରେ ନିଜର ସମୟ କାଟୁଛନ୍ତି। କରୋନା ଯୋଗୁ ସାଧାରଣ…

ଅନିଶ୍ଚିତତାରେ ପିଡିଏସ୍‌ ସାମଗ୍ରୀ ବଣ୍ଟନ

ସମ୍ବଲପୁର, ୨୬।୩ (ବ୍ୟୁରୋ): କରୋନା କଟକଣା ଓ ଲକ୍‌ ଡାଉନ୍‌ ଘୋଷଣା ପରେ ରାଜ୍ୟ ସରକାର ୩ମାସର ଆଗୁଆ ପିଡିଏସ୍‌ ସାମଗ୍ରୀ ବଣ୍ଟନ କରିବା ପାଇଁ ଘୋଷଣା କରିଛନ୍ତି। ହେଲେ ଏ ପର୍ଯ୍ୟନ୍ତ ଜିଲା ଯୋଗାଣ ବିଭାଗ ପକ୍ଷରୁ କିଭଳି ଭାବେ…

ଲକ୍‌ ଡାଉନ୍‌ ଦେଲାନି କାମ: ଗୋଟିଏ ଦିନରେ ୧,୪୨୧ ମୁଣ୍ଡ ନେଲା କରୋନା

ମାଦ୍ରିଦ୍‌/ରୋମ,୨୬।୩: କରୋନା ସଂକ୍ରମଣ ପୃଥିବୀର ସମସ୍ତ ଦେଶରେ ଆତଙ୍କ ଜାରି ରଖିଛି। ସ୍ପେନ୍‌ ଏବଂ ଇଟାଲିରେ ସୁରକ୍ଷା ଦୃଷ୍ଟିରୁ ଲକ୍‌ ଡାଉନ୍‌ ଜାରି ହେବା ପରେ ମଧ୍ୟ ଗୋଟିଏ ଦିନରେ ୧,୪୨୧ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ସ୍ପେନ୍‌ରେ ସରକାର ଗତ ୧୧…

ଲକ୍‌ ଡାଉନ୍‌ ସମୟରେ ଘର ପାଖରେ ପହଞ୍ଚିବ ଅତ୍ୟାବଶ୍ୟକ ସାମଗ୍ରୀ

ନଏଡ଼ା,୨୬।୩: ଲକ୍‌ ଡାଉନ୍‌ ସମୟରେ ଲୋକେ ଘରୁ ବାହାରକୁ ବାହାରିବା କଷ୍ଟକର ବ୍ୟାପାର ହୋଇଯାଇଛି। ଏହି ସମୟରେ ଲୋକଙ୍କ ନିକଟରେ ଅତ୍ୟାବଶ୍ୟକ ସାମଗ୍ରୀ ପହଞ୍ଚିବ ବୋଲି କହିଛନ୍ତି ନଏଡା ପ୍ରଶାସନ। ଯେଉଁମାନେ ହୋମ୍‌ ଡେଲିଭରି ଦେବେ ସେମାନେ ଉପଯୁକ୍ତ ସୁରକ୍ଷା ବ୍ୟବସ୍ଥା…

ଭାଜପାର ମହାଭୋଜ ଅଭିଯାନ ଆରମ୍ଭ: ପ୍ରତିଦିନ ୫କୋଟି ଲୋକଙ୍କୁ ଦିଆଯିବ ଭୋଜନ

ନୂଆଦିଲ୍ଲୀ,୨୬।୩: କରୋନା ଭାଇରସ୍‌ ସଂକ୍ରମଣକୁ ବ୍ୟାପିବାରୁ ରୋକିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୧ଦିନ ଯାଏଁ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ହେଲେ ଏହି ଲକ୍‌ଡାଉନ୍‌ ସମୟରେ ଗରିବ, ଶ୍ରମିକ ଓ ଦିନମଜୁରିଆଙ୍କ ସମସ୍ୟା ବଢ଼ିଯାଇଛି। ତେଣୁ ଏମାନଙ୍କୁ ଦୃଷ୍ଟିରେ…

ଲକ୍‌ଡାଉନ୍‌ ପରେ ସାମାଜିକ ଦୂରତ୍ୱକୁ ଗରୁତ୍ୱ: ଦୁର୍ଗମ ଅଞ୍ଚଳରେ ଦିନ ମଜୁରିଆ ପ୍ରଭାବିତ

ଦାରିଙ୍ଗବାଡ଼ି,୨୬।୩(ଡି.ଏନ୍‌.ଏ.): ସାରା ଭାରତବର୍ଷରେ କରୋନା ଭୂତାଣୁ ସଂକ୍ରମଣ ପ୍ରତିହତ କରିବା ପାଇଁ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଫଳରେ ରାଜ୍ୟର ସମସ୍ତ ଜିଲାକୁ ଲକ୍‌ଡାଉନ୍‌ କରାଯାଇଛି। କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ଅଞ୍ଚଳରେ ଲକ୍‌ଡାଉନ୍‌ ପ୍ରଭାବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri