Home

ସନ୍ଧ୍ୟାରେ ଟିଫିନ ମଧ୍ୟାହ୍ନରେ ରନ୍ଧା ଖାଦ୍ୟ ବାଣ୍ଟୁଛି ରୋଟାରୀ ମିଡ୍‌ଟାଉନ

ଭଦ୍ରକ ଅଫିସ,୧୮।୪: ଭଦ୍ରକରେ ଅସହାୟ ଲୋକଙ୍କୁ ସହାୟତାର ହାତ ବଢ଼ାଇଳା ରୋଟାରୀ ମିଡ୍‌ଟାଉନ। ଅସହାୟ ଲୋକଙ୍କ ପାଇଁ ରୋଟାରୀ ମିଡ୍‌ଟାଉନ ପକ୍ଷରୁ ସନ୍ଧ୍ୟାରେ ବିଭିନ୍ନ ପ୍ରକାରର ଟିଫିନ ଓ ମଧ୍ୟାହ୍ନରେ ରନ୍ଧା ଖାଦ୍ୟ ବଣ୍ଟନ କରାଯାଉଛି। ମିଡ୍‌ଟାଉନ ସଭାପତି ତଥା ଆଇନଜୀବୀ…

ଭାରତରେ କରୋନା ସଂକ୍ରମଣ ତାଲିକା: ମହାରାଷ୍ଟ୍ର ପଛକୁ ଦିଲ୍ଲୀ

ନୂଆଦିଲ୍ଲୀ,୧୮।୪: ଭାରତରେ କରୋନା ସଂକ୍ରମଣର ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଜାରି ରହିଛି। ଦେଶରେ ସଂକ୍ରମିତଙ୍କ ସଂଖ୍ୟା ଇତିମଧ୍ୟରେ ୧୪, ୩୭୮ରେ ପହଞ୍ଚିଛି। ସଂକ୍ରମିତଙ୍କ ତାଲିକାରେ ରାଜ୍ୟ ମଧ୍ୟରେ ମହାରାଷ୍ଟ୍ର ଆଗରେ ରହିଛି। ଏଠାରେ ସଂକ୍ରମିତଙ୍କ ସଂଖ୍ୟା ୩ ,୦୦୦…

ଭୁବନେଶ୍ୱରରେ ନମୂନା ସଂଗ୍ରହ ଆରମ୍ଭ: ଦୁଇଟି ପର୍ଯ୍ୟାୟରେ ହେବ ପରୀକ୍ଷା, ସକାଳ ୮ରୁ ୧୧ ଏବଂ ଅପରାହ୍ନ ୪ରୁ ୬ଟା ଯାଏ ହେବ ନମୂନା ସଂଗ୍ରହ

ଭୁବନେଶ୍ୱର, ୧୮।୪(ବ୍ୟୁରୋ): କରୋନା ମୁକାବିଲା ନିମେନ୍ତ ହଟ୍‌ସ୍ପଟ୍‌ ସାଜିଥିବା ଭୁବନେଶ୍ୱରରୁ ନମୂନା ସଂଗ୍ରହ ପ୍ରକ୍ରିୟା ଶନିବାରଠାରୁ ଆରମ୍ଭ ହୋଇଛି। ଏଥିପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ୩ଟି ଜୋନ୍‌ରେ ୧୩ଟି ଟିମ୍‌ ଗଠନ ହୋଇଛି। ପ୍ରତ୍ୟେକ ଟିମ୍‌ରେ ଡାକ୍ତର, ଶିକ୍ଷକ…

୯୨ଗାଡିରୁ ୧.୨ ଲକ୍ଷ ଟଙ୍କା ଜରିମାନା ଆଦାୟ

ଭଦ୍ରକ ଅଫିସ,୧୮।୪: କରୋନା ମୁକାବିଲା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏଥିସହ ଘରୁ ବାହାରିଲେ ମାସ୍କ ବ୍ୟବହାର କରିବା ପାଇଁ କଡ଼ା ନିର୍ଦ୍ଦେଶ ଦିଆଯାଇଛି। ହେଲେ କିଛି ଅମାନିଆ ଲୋକ ଏହି ସବୁ ନିୟମକୁ ଉଲ୍ଳଂଘନ କରୁଥିବା ଦେଖିବାକୁ…

ଲକ୍‌ଡାଉନ୍‌ ସମୟରେ ଦୁଇ ନିଆରା ସେବାକାରୀ

ଭଦ୍ରକ ଅଫିସ,୧୮।୪: ଲକ୍‌ଡାଉନ୍‌ ସମୟରେ ଦୁଇ ନିଆରା ସେବାକାରୀଙ୍କୁ ନେଇ ଏବେ ଭଦ୍ରକରେ ଚର୍ଚ୍ଚା ଜୋର ଧରିଛି। ଲକ୍‌ଡାଉନ୍‌ରେ ଘରେ ସମସ୍ତେ ବନ୍ଦୀ ହୋଇ ଥିବାବେଳେ ଏହି ଦୁଇ ଜଣ ବ୍ୟକ୍ତି କିନ୍ତୁ ଲୋକଙ୍କୁ ବିଭିନ୍ନ ସେବା ଯୋଗାଇବାରେ ବ୍ୟସ୍ତ ରହୁଛନ୍ତି।…

କରୋନାକୁ ରୋକିବାରେ ସମ୍ପୂର୍ଣ୍ଣ ସମର୍ଥ ନୁହେଁ ବିସିଜି ପ୍ରତିଷେଧକ ଟୀକା: ପ୍ରଭାବ ରୁହେ ମାତ୍ର ୧୫ ବର୍ଷ !

ନୂଆଦିଲ୍ଲୀ,୧୮।୪: ଭାରତରେ କରୋନା ସଂକ୍ରମଣର ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଜାରି ରହିଛି। ତେବେ କରୋନା ସଂକ୍ରମଣକୁ ରୋକିବା ନେଇ ନାନା ଉଦ୍ୟମ ଅବ୍ୟାହତ ରହିଛି। କିଛିଦିନ ତଳେ ରିପୋର୍ଟ ମିଳିଥିଲା ଯେ, ଜନ୍ମ ସମୟରେ ବିସିଜି ପ୍ରତିଷେଧକ ଟୀକା…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨.୫୦ ଲକ୍ଷ ଟଙ୍କା ସହାୟତା ପ୍ରଦାନ

ଭଦ୍ରକ ଅଫିସ,୧୮।୪: କରୋନା ମୁକାବିଲା ପାଇଁ ଭଦ୍ରକର ପି.ଏନ୍‌. ଏଜେନ୍ସିି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨.୫୦ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ପି.ଏନ୍‌. ଏଜେନ୍ସିି ପକ୍ଷରୁ ସମାଜସେବୀ ସୀତାଂଶୁ ମହାପାତ୍ର ଜିଲାପାଳ ଡ଼ ଜ୍ଞାନ ରଞ୍ଜନ ଦାସଙ୍କୁ ଏକ ଚେକ୍‌…

ରବିବାର ଖୋଲିବ ବହିଦୋକାନ: ରୋଗୀ ଯାତାୟତ ପାଇଁ ପ୍ରଶାସନ ଧାର୍ଯ୍ୟ କଲା ଅଟୋ ଭଡ଼ା

ଭଦ୍ରକ ଅଫିସ,୧୮।୪: କରୋନା ମୁକାବିଲା ପାଇଁ ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବା ବେଳେ ଭଦ୍ରକରେ ଆଶିଂକ ଭାବେ ଏହାକୁ କୋହଳ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ରୋଗୀ ନେବା ଆଣିବା ପାଇଁ ଅଟୋ ଚଳାଚଳ କରିବା ଲାଗି ଭଦ୍ରକ ପ୍ରଶାସନ ପକ୍ଷରୁ ଅନୁମତି…

କରୋନା ଲଢ଼େଇ: ରାଜସ୍ଥାନ-କେରଳ ସୃଷ୍ଟି କଲେ ନୂଆ ଉଦାହରଣ

ନୂଆଦିଲ୍ଲୀ,୧୮।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ଏପରିସ୍ଥଳେ ଭାରତର ରାଜସ୍ଥାନର ଭୀଲଓ୍ବାଡା ଏବଂ କେରଳରେ ହୋଇଥିବା କରୋନା ମୁକାବିଲା ଲଢ଼େଇ ପୃଥିବୀ ପାଇଁ ଏକ…

ରାଇପଡ଼ା ହତ୍ୟା ଘଟଣା: ୨ ଭାଇ ଜେଲ ଗଲେ

ରଣପୁର,୧୮ା୪(ସ୍ବ.ପ୍ର.): ନୟାଗଡ ଜିଲା ରଣପୁର ତହସିଲ ଚାନ୍ଦପୁର ଥାନାର ରାଇପଡା ଗଁ।ରେ କାଜୁ ଜଙ୍ଗଲକୁ ନେଇ ଦୁଇ ଆଦିବାସୀଙ୍କ ହତ୍ୟା ଘଟଣାରେ ପୋଲିସ ନୂଆସାହିର ଦୁଇଭାଇ ବିକାଶ ଜେନା ଓ ପ୍ରକାଶ ଜେନାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଜାମିନ…

ପଶୁପକ୍ଷୀଙ୍କୁ ବଣ୍ଟାହେଲା ଜବତ ଜଳଖିଆ, ମିଠା

ଯାଜପୁର ଅଫିସ,୧୮ା୪: ଯାଜପୁର ଜିଲା ଦର୍ପଣ ତହସିଲ ଅନ୍ତର୍ଗତ ଦର୍ପଣୀଗଡ଼ ବଜାରରେ ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର ଚଢାଉ କରି ୩ଟି ଦୋକାନକୁ ସିଲ କରାଯାଇଛି। ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣି ନାୟକ ଓ ଉପଜିଲାପାଳ ନାରାୟଣ ଚନ୍ଦ୍ର ଧଳ ବଜାରରେ ସାମାଜିକ…

ବାହାରେ ଛେପ ପକାଇଲେ ଜରିମାନା

ଭୁବନେଶ୍ୱର,୧୮ା୪(ବ୍ୟୁରୋ): କରୋନା ସଂକ୍ରମଣ ରୋକିବାକୁ ଦିନକୁ ଦିନ କଠୋର ଆଭିମୁଖ୍ୟ ଆପଣାଉଛନ୍ତି ରାଜ୍ୟ ସରକାର। ଏଣିକି ବାହାରେ ଛେପ ପକାଇଲେ ଜରିମାନା ଗଣିବାକୁ ପଡ଼ିବ। ନିକଟରେ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯିବା ସହ ଉଲ୍ଲଂଘନକାରୀଙ୍କଠାରୁ ଜରିମାନା ଆଦାୟ କରାଯାଉଛି। ଏବେ ସର୍ବସାଧାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?