ଧରାପଡ଼ିଲା ଓରାଙ୍ଗଉଟାନର ଚାଲାଣର ମାଷ୍ଟରମାଇଣ୍ଡ୍: ଏହି ୨ ଜଣ କରୁଥିଲେ…
ଭୁବନେଶ୍ୱର/ଭୋଗରାଇ,୧୪ା୯ (ତ୍ରିନାଥ ମହାନ୍ତି/ପ୍ରଦୀପ ଦାସ):ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗ୍ଉଟାନ ଶାବକ ଉଦ୍ଧାର ଘଟଣାରେ ଅନ୍ତର୍ଜାତୀୟ ଚୋରା ଚାଲାଣକାରୀଙ୍କ ଲିଙ୍କ୍ ରହିଛି। ପଶ୍ଚିବଙ୍ଗ ଦୀଘାସ୍ଥିତ ଗ୍ରାଣ୍ଡ୍ ହେରିଟେଜ୍ ହୋଟେଲର ମାଲିକ ତଥା ହାଓଡା ଆନ୍ଦୋଳ ଅଞ୍ଚଳର ଜୟନ୍ତ ମାଇତି ଓ ତାଙ୍କ…
ଜଣଙ୍କୁ ପଢ଼ାଇବା ପାଇଁ ଶିକ୍ଷକଙ୍କ ଦୈନିକ ୫ କି.ମି. ପଦଯାତ୍ରା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ
କୋଲ୍ହାପୁର, ୧୪ା୯ (ପି.ଟି.):ପ୍ରତିଦିନ ସକାଳେ ଶିକ୍ଷକମାନେ ନିଜ ନିଜ ଗାଡ଼ି କିମ୍ବା ବସ୍ରେ ସ୍କୁଲ ଯାଉଥିବା ବେଳେ ୫୫ ବର୍ଷୀୟ ଶିକ୍ଷକ ଜୀବନ ମିଥାରୀ କିନ୍ତୁ ଖରା, ବର୍ଷା, ସାପ, ହିଂସ୍ର ଜନ୍ତୁଙ୍କ ଭୟ ଏବଂ ରାସ୍ତା ଅଭାବକୁ ଖାତିର ନ…
ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….
ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା ପ୍ରଧାନମନ୍ତ୍ରୀଙ୍କୁ ଭେଟି ନିଜ ଜମି ସମ୍ପର୍କିତ ବିବାଦର CBI ତଦନ୍ତ କରାଇବାକୁ ଦାବି…
ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ
ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ ଗୁଡାରି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପହଂଚିଥିଲେ। ଗ୍ରାମକୁ ରାସ୍ତା ନଥିବାରୁ କାଦୁଅ ପଚ…
ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…
ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ ନେତାମାନେ ଉଦ୍ବେଗ ପ୍ରକାଶ କରିବା ସହ ସୁସ୍ଥ ଜୀବନଶୈଳୀକୁ ପ୍ରୋତ୍ସାହନ ଦେବା ପାଇଁ…
ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି
କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି । ଦଳ ନନ୍ଦିଗ୍ରାମରୁ ସଞ୍ଚିତା ପ୍ରଧାନ (ଡେ) ଏବଂ ରେଜିନଗରରୁ ରବିଉଲ ଆଲମ ଚୌଧୁରୀଙ୍କୁ…
ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….
ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ ପାତ୍ର (୮୧) ନାମକ ଜଣେ ବୃଦ୍ଧ ଗାଁ ଶ୍ମଶାନ ନିକଟ ବାହୁଦା ନଦୀକୁ…
ପେଟ୍ରୋଲ ଦରକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଲିଟର ପ୍ରତି ୧୦୦ ଟଙ୍କା….
ଇସଲାମାବାଦ,୧୩।୯: ମହଙ୍ଗା ଇନ୍ଧନ ଦରରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବାକୁ ପାକିସ୍ତାନ ସରକାର ଏକ ବଡ଼ ରିଲିଫ୍ ଯୋଜନା ଘୋଷଣା କରିଛି। ରବିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ ସରିଫ୍ ଏହି ଯୋଜନା ବିଷୟରେ ଘୋଷଣା କରିଛନ୍ତି। ଏହି ଯୋଜନା ଅନୁସାରେ ମୋଟରସାଇକେଲ…
ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ
ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ ପର୍ବ ଅବସରରେ ୨ଦିନ ପୂର୍ବରୁ ଭାଇଚାରା, ସମାନତା ଓ ସାମାଜିକ ଏକତାର ମହତ୍ତ୍ୱପୂର୍ଣ୍ଣ…
କଟକରେ ମହିଳାଙ୍କୁ ହତ୍ୟା; ବନ୍ଦ ଘର ଭିତରେ ପଥର ଛେଚି….
କଟକ,୧୩।୯(ପ୍ରଭୁକଲ୍ୟାଣ ପାଲ୍): କଟକ ସିଡିଏ ସେକ୍ଟର ୧୩ ନମ୍ବରରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ଫେଜ ୨ ଥାନା ଅନ୍ତର୍ଗତ କାଠଯୋଡ଼ି ନଦୀ କୂଳ ବସ୍ତିରେ ମହିଳାଙ୍କୁ ଅତି ନିର୍ମମ ଭାବେ ପଥରରେ ଛେଚି ହତ୍ୟା କରାଯାଇଛି । ମୃତ ମହିଳା…
ଦବିଲା ଋଷିକୁଲ୍ୟା ନଦୀର ପଥର ବାଜ, ବିପଦରେ ଦାମୋଦରପୁର
ଗଞ୍ଜାମ,୧୩।୯(ବିଦ୍ୟାଧର ସାହୁ ): ନଦୀକୂଳ ତଟବର୍ତ୍ତୀ ଅଞ୍ଚଳକୁ ବନ୍ୟା ଜଳରୁ ସୁରକ୍ଷା ଦେବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ ନିକଟସ୍ଥ ବ୍ରିଜ ଠାରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚପୁର ମଧ୍ୟରେ ଋଷିକୁଲ୍ୟା ନଦୀକୂଳରେ…
ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍ କରି ପରିବାର ଲୋକଙ୍କୁ ଜଣାଇବାରୁ…
ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ ଯୌନ ନିର୍ଯାତନା ଅଭିଯୋଗରେ ଗିରଫ ହେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଅଭିଯୁକ୍ତ…

