କରୋନା ସାଜିଲା ବାଧକ: ବିବାହ ସ୍ଥଗିତ ରଖିଲେ ଉପ ଜିଲାପାଳ
ରାୟପୁର,୨୬।୩: କରାନା ଭାଇରସ ସଂକ୍ରମଣକୁ ରୋକିବାକୁ ସରକାର ସାରା ଦେଶକୁ ୨୧ ଦିନ ପାଇଁ ଲକ୍ଡାଉନ୍ ଘୋଷଣା କରିଛନ୍ତି। ଫଳରେ ସାରା ଦେଶ ଏକ ପ୍ରକାର ଠପ୍ ହୋଇଯାଇଛି କହିଲେ ଚଳେ। ନିକଟରେ ଛତିଶଗଡ଼ ରାୟପୁରର ଉପ ଜିଲାପାଳ ଶୀତଲ ବଂଶଲ…
ରେଖାଙ୍କିତ ଚିହ୍ନ ମଧ୍ୟରେ ଠିଆ ହୋଇ ପରିବା କିଣିବାକୁ ପରାମର୍ଶ
ପାଟପୁର,୨୬।୩(ଡି.ଏନ୍.ଏ.): ଦେଶରେ କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି ରାଜ୍ୟର ସମସ୍ତ ଜିଲାକୁ ଲକ୍ଡାଉନ୍ କରାଯାଇଛି। ଗଞ୍ଜାମ ଜିଲାରେ ମଧ୍ୟ ଲକ୍ଡାଉନ୍ର ପ୍ରଭାବ ଦେଖିବାକୁ ମିଳିଛି। ଧାର୍ଯ୍ୟ ହୋଇଥିବା ସମୟରେ…
ଅଫିସର
ଏକ ରାଜ୍ୟରେ ପାଞ୍ଚଜଣ ଅଫିସରଙ୍କ ଭିତରେ ଥାଏ ଅତୁଟ ବନ୍ଧୁତା। ସତେଯେମିତି ସେମାନେ ଗୋଟିଏ ରଜ୍ଜୁରେ ବନ୍ଧା। କାହାର ଅସୁବିଧା ପଡ଼ିଲେ ଏକାଠି ହୋଇ ସାହାଯ୍ୟର ହାତ ବଢ଼ାଇ ଦିଅନ୍ତି। ହେଲେ ହଠାତ୍ ସେମାନଙ୍କ ମଧ୍ୟରୁ ଦୁଇଜଣଙ୍କ ଜୀବନ ଆକାଶରେ କଳା…
୧୯ ହଜାର ଟପିଲା କରୋନା ମୃତ୍ୟୁ
ପ୍ୟାରିସ୍/ମାଡ୍ରିଡ,୨୬ା୩: କରୋନା ସଂକ୍ରମଣ ଜନିତ ମୃତ୍ୟୁସଂଖ୍ୟା ବୁଧବାର ୧୯,୭୪୮ରେ ପହଞ୍ଚତ୍ଛି। ଡିସେମ୍ବରରେ ଚାଇନାରୁ ଆରମ୍ଭ ହୋଇଥିବା କୋଭିଡ୍-୧୯ ବର୍ତ୍ତମାନ ସୁଦ୍ଧା ୧୯୬ ଦେଶକୁ ବ୍ୟାପିଲାଣି ଓ ଏଥିରେ ୪ ଲକ୍ଷ ୪୦ ହଜାର ୧୪୫ ଜଣ ସଂକ୍ରମିତ ହୋଇଛନ୍ତି। ଏହି ଭୂତାଣୁ…
ଅସ୍ଥାୟୀ ଭାବେ ରାଜମହଲ ଛକକୁ ସ୍ଥାନାନ୍ତର ହେଲା ୧ ନଂ ପରିବା ହାଟ
ଭୁବନେଶ୍ୱର,୨୬।୩(ବ୍ୟୁରୋ): କରୋନା ଭୂତାଣୁକୁ ନେଇ ବର୍ତ୍ତମାନ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି ହୋଇଛି। ତେଣୁ ସାମାଜିକ ଦୂରତା ବଜାୟ ରଖିବା ସହ କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମଗ୍ର ଦେଶବାସୀଙ୍କୁ ନିବେଦନ କରିଛନ୍ତି। ଏହି ପରିପ୍ରେକ୍ଷୀରେ…
ଗୁରୁଦ୍ୱାରାକୁ ଆଇଏସ୍ ଟାର୍ଗେଟ: ୨୫ ନିହତ
କାବୁଲ,୨୬ା୩: ଆଫଗାନିସ୍ତାନ ରାଜଧାନୀ କାବୁଲର କେନ୍ଦ୍ରସ୍ଥଳରେ ଥିବା ସଂଖ୍ୟାଲଘୁ ଶିଖ୍ମାନଙ୍କ ଗୁରୁଦ୍ୱାରା ଉପରେ ଇସ୍ଲାମିକ୍ ଷ୍ଟେଟ୍ (ଆଇଏସ୍) ଆତଙ୍କବାଦୀ ଆକ୍ରମଣ କରିଛନ୍ତି। ଏଥିରେ୨୫ ଜଣଙ୍କ ମୃତ୍ୟୁ ହେବା ସହ ୧୫ ଜଣ ଆହତ ହୋଇଛନ୍ତି। କାବୁଲ ଶୋର୍ ବଜାରରେ ଥିବା ଏକ…
ଲକ୍ଡାଉନ୍କୁ ମହାଭାରତ ଯୁଦ୍ଧ ସହ ତୁଳନା କଲେ ମୋଦି
ନୂଆଦିଲ୍ଲୀ,୨୬ା୩(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘାତକ କରୋନା ଭାଇରସ୍ ପରିପ୍ରେକ୍ଷୀରେ ଚାଲିଥିବା ୨୧ ଦିନିଆ ଲକ୍ଡାଉନ୍କୁ ମହାଭାରତ ଯୁଦ୍ଧ ସହ ତୁଳନା କରିଛନ୍ତି। ନିଜ ସଂସଦୀୟ କ୍ଷେତ୍ର ବାରାଣସୀର ଜନତାଙ୍କୁ ଭିଡିଓ କନ୍ଫରେନ୍ସିଂ ଜରିଆରେ ସମ୍ବୋଧିତ କରି ମୋଦି କହିଛନ୍ତି, ମହାଭାରତ…
କଶ୍ମୀରରେ ପ୍ରଥମ କରୋନା ସଂକ୍ରମିତଙ୍କ ମୃତ୍ୟୁ
ଶ୍ରୀନଗର,୨୬।୩: ଜମ୍ମୁ-କଶ୍ମୀର ଶ୍ରୀଗନରରେ କରୋନା ଭାଇରସରେ ସଂକ୍ରମିତ ପ୍ରଥମ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ଗୁରୁବାର ଶ୍ରୀନଗର ହାଇଦରପୋରା ଅଞ୍ଚଳର ଜଣେ ୬୫ ବର୍ଷୀୟ ବ୍ୟକ୍ତିଙ୍କର ଏହି ରୋଗରେ ମୃତ୍ୟୁ ହୋଇଥିବା ଜଣାପଡିଛି। ଜମ୍ମୁ-କଶ୍ମୀରର ପ୍ରିନ୍ସପାଲ ସେକ୍ରେଟାରୀ(ଯୋଜନା ଆୟୋଗ)ରୋହିତ କନସଲ ଟୁଇଟ୍ କରି…
ସ୍ବତନ୍ତ୍ର କୋଭିଡ-୧୯ ହସ୍ପିଟାଲ ଲାଗି ପ୍ରସ୍ତାବ
ଭୁବନେଶ୍ୱର, ୨୬ା୩(ବ୍ୟୁରୋ): ରାଜ୍ୟରେ କରୋନା ଭୂତାଣୁ (କୋଭିଡ୍-୧୯)କୁ ରୋକିବା ଓ ସଂକ୍ରମିତ ରୋଗୀଙ୍କ ନିମନ୍ତେ ଏକ ସ୍ବତନ୍ତ୍ର କୋଭିଡ୍ ହସ୍ପିଟାଲ୍ ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରସ୍ତାବ ଦେଇଛନ୍ତି।…
ଆମେରିକାରେ ଆର୍ଥିକ ସ୍ଥିତି ଗମ୍ଭୀର
ଲରେଡୋ, ଟେକ୍ସାସ,୨୬ା୩: କରୋନା ସଂକ୍ରମଣ ଯୋଗୁ ବିଶ୍ୱର ସବୁଠୁ ଧନୀ ରାଷ୍ଟ୍ର ଆମେରିକାର ଆର୍ଥିକ ସ୍ଥିତି ଗୁରୁତର ପ୍ରଭାବିତ ହୋଇଛି। ନୂତନ ତଥ୍ୟ ପଦାକୁ ଆସିବା ପରେ ଏହି ଦେଶର ଅର୍ଥନୀତି କିଭଳି ସଙ୍କଟର ସମ୍ମୁଖୀନ ହୋଇଛି ତାହା ସ୍ପଷ୍ଟ ହେବ।…
ଲକ୍ ଡାଉନ ନିୟମକୁ ଉଲ୍ଲଂଘନ: ୧୯ ଜଣଙ୍କ ନାଁରେ ମାମଲା
ପୁରୀ ଅଫିସ,୨୬ା୩: କରୋନା ମୁକାବିଲା ନେଇ ସମଗ୍ର ଦେଶରେ ଲକ୍ ଡାଉନ ଘୋଷଣା ହୋଇଛି। ହେଲେ ଏହି ସମୟରେ କେତେକ ଲୋକଙ୍କର କୌଣସି କାମ ନ ଥିଲେ ମଧ୍ୟ ବାହାରେ ବୁଲାବୁଲି କରୁଛନ୍ତି। ଲକ୍ଡାଉନ ନିୟମ ଉଲ୍ଲଂଘନ କରିଥିବାରୁ ବୁଧବାର ପୁରୀ…
ଅର୍ଥ ବ୍ୟବସ୍ଥାକୁ ଲାଗିବ ୯ ଲକ୍ଷ କୋଟିର ଝଟକା
ନୂଆଦିଲ୍ଲୀ,୨୬। ୩: କୋଭିଡ ୧୯ ପାଇଁ ସାରା ଦେଶକୁ ଏବେ ଲକ୍ଡାଉନ କରାଯାଇଛି। ଏହା ଦ୍ୱାରା ଦେଶର ମୋଟ ଘରୋଇ ଉତ୍ପାଦ(ଜିଡିପି)କୁ ପ୍ରାୟ ୪% ବା ୧୨୦ ବିଲିୟନ ଡଲାର(୯ ଲକ୍ଷ କୋଟି)ର ଝଟକା ଲାଗିବା ନେଇ ଆଶଙ୍କା କରାଯାଉଛି। ଏ…
Archives


