ମୋଦିଙ୍କୁ କଂଗ୍ରେସର ୫ ପ୍ରଶ୍ନ
ନୂଆଦିଲ୍ଲୀ,୨୪ା୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ଭାରତ ଗସ୍ତକୁ ନେଇ ମୁଖ୍ୟ ବିରୋଧୀ ଦଳ କଂଗ୍ରସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ୫ଟି ପ୍ରଶର ଉତ୍ତର ଚାହିଁଛି। ଭାରତ-ଆମେରିକା ବାଣିଜ୍ୟ, ଏଚ୍-୧ବି ଭିଜା, ଜାତୀୟ ନିରାପତ୍ତା, ତୈଳ ଦର ଏବଂ ଇସ୍ତାତ ରପ୍ତାନିକୁ…
ପବନରେ ଭାଙ୍ଗିଲା ଷ୍ଟାଡିୟମ ଗେଟ୍
ଅହମଦାବାଦ,୨୪ା୨(ପି.ଟି.): ଟ୍ରମ୍ପ୍ଙ୍କ ଗସ୍ତର ଅବ୍ୟବହିତ ପୂର୍ବରୁ ଅହମଦାବାଦରେ ନବନିର୍ମିତ ମୋଟେରା କ୍ରିକେଟ ଷ୍ଟାଡିୟମର ପ୍ରବେଶପଥ ଭାଙ୍ଗିଯାଇଛି। ଷ୍ଟିଲ୍ ରଡ୍ରେ ନିର୍ମିତ ଏହି ଗେଟ୍ ଫ୍ଲେକ୍ସକୁ ଆଚ୍ଛାଦିତ କରାଯାଇଥିଲା। ଭିଭିଆଇପିଙ୍କ ପ୍ରବେଶ ପାଇଁ ଉଦ୍ଦିଷ୍ଟ ଉକ୍ତ ଗେଟ୍ ପବନରେ ଢଳିପଡ଼ୁଥିବା ବେଳର ଦୃଶ୍ୟ…
ସମ୍ପର୍କରେ ଯୋଡ଼ିହେବ ନୂଆ ଅଧ୍ୟାୟ
ଓ୍ବାଶିଂଟନ/ନୂଆଦିଲ୍ଲୀ,୨୪ା୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ସୋମବାର ଗୁଜରାଟର ଅହମଦାବାଦ ଆସୁଛନ୍ତି। ଟ୍ରମ୍ପ୍ଙ୍କ ସହ ତାଙ୍କ ସ୍ତ୍ରୀ ତଥା ଫାଷ୍ଟ ଲେଡି ମାଲେନିଆ, ଝିଅ ଇଭାଙ୍କା ଟ୍ରମ୍ପ୍ ଓ ଜ୍ୱାଇଁ ଜାରେଡ୍ କୁଶନର ମଧ୍ୟ ଆସୁଛନ୍ତି। ଟ୍ରମ୍ପ୍ ଦମ୍ପତି ଓ ଆମେରିକାର…
ନାଜମୁଲ, ମୋମିନୁଲଙ୍କ ଅର୍ଦ୍ଧଶତକ
ଢାକା,୨୩ା୨(ଏଏଫ୍ପି): ଢାକାଠାରେ ଖେଳାଯାଉଥିବା ଜିମ୍ବାଓ୍ବେ ବିପକ୍ଷ ଏକମାତ୍ର କ୍ରିକେଟ ଟେଷ୍ଟ ମ୍ୟାଚରେ ନାଜମୁଲ ହୋସେନ ଏବଂ ମୋମିନୁଲ ହକ୍ଙ୍କ ଅର୍ଦ୍ଧଶତକ ସହାୟତାରେ ବାଂଲାଦେଶ ନିଜ ସ୍ଥିତିକୁ ସୁଦୃଢ କରିନେଇଛି। ନାଜମୁଲ ୧୩୯ ବଲ୍ରୁ ୭୧ ରନ କରିଥିବାବେଳେ ମୋମିନୁଲ ୭୯ ରନରେ…
ପ୍ରେଗ୍ ଚେସ୍ ଫେଷ୍ଟିଭାଲ: ଆକାଶ ଜିତିଲେ ଓପନ ଇଭେଣ୍ଟ
ପ୍ରେଗ୍,୨୩ା୨ (ପି.ଟି.)- ଭାରତର ଜି. ଆକାଶ ଏଠାରେ ଚାଲିଥିବା ପ୍ରେଗ୍ ଚେସ୍ ଫେଷ୍ଟିଭାଲର ଓପନ୍ ଇଭେଣ୍ଟ ଜିତିଛନ୍ତି। ୯ ରାଉଣ୍ଡ ବିଶିଷ୍ଟ ଏହି ପ୍ରତିଯୋଗିତାରେ ଆକାଶ ଅପରାଜିତ ରହିବା ସହ ୭.୫ ପଏଣ୍ଟ ଅର୍ଜନ କରିଥିଲେ। ସ୍ଲୋଭାକିଆର ଜର୍ଗସ ପେଚାକ୍ ଏବଂ…
ଅଜବ ସଉକ: ବିମାନରେ ଏକାକୀ ୧୯୯ ସିଟ୍ ବୁକ୍ କରି ଉଡ଼ାଣର ମଜାନେଲେ ମହିଳା
ଦୁନିଆରେ ଏମିତି କିଛି ଲୋକ ଅଛନ୍ତି, ଯେଉଁମାନଙ୍କ ସଉକ ଭିନ୍ନ ଭିନ୍ନ ଥାଏ। ନିଜର ଇଚ୍ଛାକୁ ପୂରଣ କରିବା ପାଇଁ କିଛି ବି କରିବାକୁ ପଛାନ୍ତି ନାହିଁ। ଠିକ୍ ସେମିତି ଫିଲିପାଇନ୍ସର ଜଣେ ମହିଳା ନିଜର ଇଚ୍ଛାକୁ ପୂରଣ କରିବା ପାଇଁ…
ଧାାନ କିଣାରେ ଅନିୟମିତତା ନେଇ ସମିତି ସିଲ୍
ସୋର,୨୩।୨(ଡି.ଏନ.ଏ.): ସୋର ଉତ୍ତରେଶ୍ୱର ସେବା ସମିତିକୁ ରବିବାର ମଧ୍ୟାହ୍ନରେ ସିଲ୍ କରାଯାଇଛି। ଧାନକିଣାରେ ଅନିୟମିତତା ନେଇ ବାଲେଶ୍ୱର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଠାରେ ଅଭିଯୋଗ ହୋଇଥିଲା। ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ସୋର ମ୍ୟୁନିସିପାଲିଟିର ନିର୍ବାହୀ ଅଧିକାରୀ ରାକେଶ ପଣ୍ଡା, ମ୍ୟୁନିସିପାଲିଟିର ବରିଷ୍ଠ…
ଡଙ୍କଲପାଡୁ ବସ୍ ଟ୍ରାଜେଡି: ମୃତକଙ୍କ ପରିବାରକୁ ସହାୟତା ପ୍ରଦାନ କଲେ ୩ ମନ୍ତ୍ରୀ
ଗୋପାଳପୁର,୨୩ା୨: ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଡଙ୍କଲପାଡୁ ରାସ୍ତାରେ ଗତ ୯ ତାରିଖରେ ନିର୍ବନ୍ଧ ପାଇଁ ଯାଉଥିବା ବସ୍ରେ ୧୧ କେଭି ବିଦ୍ୟୁତ୍ ତାର ଲାଗିଯିବାରୁ ୧୧ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣା ପରେ ବିଭିନ୍ନ ରାଜନୈତିକ ଦଳ ମୃତକ…
ଦୁଇ ନକଲି ଡ୍ରାଇଭିଂ ଲାଇସେନ୍ସଧାରୀ ଭାରୀଯାନ ଚାଳକ ଗିରଫ
ବଡ଼ବିଲ,୨୩।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ରବିବାର ଦୁଇ ନକଲି ଡ୍ରାଇଭିଂ ଲାଇସେନ୍ସଧାରୀ ଭାରୀଯାନ ଚାଳକଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ସୁନ୍ଦରଗଡ଼ ଜିଲା କୋଇଡା ଥାନା କାଦଡିହା ଅଞ୍ଚଳର ଜଗନ୍ନାଥ ଲୋହାର…
କଖାରୁ ଫୁଲ, ଶାଗ ଖାଇ ଗୋଟିଏ ପରିବାରର ୬ ଅସୁସ୍ଥ
ନୟାଗଡ଼ ଅଫିସ/ଦଶପଲ୍ଲା,୨୩।୨(ଡି.ଏନ୍.ଏ.): ନୟାଗଡ଼ ଜିଲା ଦଶପଲ୍ଲା ସହର ହରିଡାବାରୀ ସତ୍ସଙ୍ଗ ବିହାର ସାହିରେ କଖାରୁ ଫୁଲ ଓ ଶାଗ ଖାଇ ରବିବାର ଗୋଟିଏ ପରିବାରର ୬ଜଣ ଅସୁସ୍ଥ ହୋଇଛନ୍ତି। ପରିବାରର ଶଙ୍କର୍ଷଣ ସାହୁ(୬୩), ମାଳତୀ ସାହୁ(୮୫), ରାଜେଶ ସାହୁ(୯),ପ୍ରତିମା ସାହୁ(୨୬), ରୀତା…
ପରିବେଶକର୍ମୀ ହେବା ଗ୍ରେଟା ଥନବର୍ଗଙ୍କ ପାଇଁ ନ ଥିଲା ସହଜ: ମା’ ମୈଲେନା ଇର୍ମାନ୍
ଷ୍ଟକ୍ହୋମ୍,୨୩।୨: ପରିବେଶକର୍ମୀ ଭାବେ ସମ୍ପ୍ରତି ୧୭ ବୟସ୍କା ଗ୍ରେଟା ଥନବର୍ଗ ପୃଥିବୀ ସାରା ପରିଚିତ ହାସଲ କରିପାରିଛନ୍ତି। ଗ୍ରେଟା ଜଳବାୟୁ ପରିବର୍ତ୍ତନ ବିରୋଧରେ ସଚେତନତା ସୃଷ୍ଟି ପାଇଁ ନିଜର ଅଭିଯାନ ଜାରି ରଖିଛନ୍ତି। ତେବେ ଗ୍ରେଟାଙ୍କୁ ୧୧ ବର୍ଷ ହୋଇଥିବାବେଳେ ସେ…
ଗୁଣିଗାରେଡ଼ି ସନ୍ଦେହରେ ହତ୍ୟା
ରାୟଗଡ଼ା ଅଫିସ,୨୩।୨: ରାୟଗଡ଼ା ଜିଲା ସେସକାଲ ଥାନା ଅନ୍ତର୍ଗତ ବାଲାପାଡୁ ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଜଣଙ୍କୁ ହତ୍ୟା କରାଯାଇଛି। ସାନଭାଇ ସତ୍ୟ ମିଣିଆକା ସେସକାଲ ଥାନାରେ ଏନେଇ ଏକ ଲିଖିତ ଅଭିଯୋଗ ଦେବା ପରେ ଘଟଣାସ୍ଥଳରୁ ପୋଲିସ ମୃତଦେହ ଜବତ କରି…
Archives


