Home

ମାସକର ଖାଦ୍ୟ ମାଗଣାରେ ଦେବାକୁ ନିବେଦନ

କଟକ ଅଫିସ୍‌,୨୬ା୩: କରୋନାକୁ ଦୃଷ୍ଟିରେ ରଖି ୨୧ଦିନ ପାଇଁ ସାରା ଦେଶରେ ତାଲା ବନ୍ଦ ଘୋଷଣା କରାଯାଇଛି। ତେବେ ଏଥିଯୋଗୁ ଦିନମଜୁରିଆ, ଚୁକ୍ତିଭିିିତ୍ତିକ ଶ୍ରମିକ, ନିର୍ମାଣ ଶ୍ରମିକ, ପାଚିକା, ପରିଚାରିକା, ରିକ୍ସା ଚାଳକ, ଅଟୋ ଚାଳକ, ଉଠାଦୋକାନୀ, ଚାଷୀ ପ୍ରମୁଖଙ୍କ ନିତିଦିନିଆ…

ସିଏମ୍‌ସି ପକ୍ଷରୁ ହୋମ ଡେଲିଭରି ସେବା

କଟକ ଅଫିସ,୨୬ା୩: ସମ୍ପ୍ରତି ଲକ୍‌ଡାଉନ୍‌ ସମୟରେ କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ଅତ୍ୟାବଶ୍ୟକ ସାମଗ୍ରୀ ପାଇଁ ହୋମ ଡେଲିଭରି ସେବା ଯୋଗାଇଦେବାକୁ ବୁଧବାର ପଦକ୍ଷେପ ନିଆଯାଇଛି। ଜନଗହଳିକୁ ନିୟନ୍ତ୍ରଣ କରିବା ପାଇଁ ଏହି ବ୍ୟବସ୍ଥା କରାଯାଇଥିବା ସିଏମ୍‌ସି କମିଶନର ଅନନ୍ୟା…

ପଞ୍ଚାୟତରେ ଆଇସୋଲେଶନ ସେଣ୍ଟର

ପୁରୀ ଅଫିସ,୨୬ା୩: କରୋନା ମୁକାବିଲା ପାଇଁ ପୁରୀ ଜିଲା ପ୍ରଶାସନ ଜୋର୍‌ଦାର ଉଦ୍ୟମ ଜାରି ରଖିଛି। ଜିଲାର ୧୧ଟି ବ୍ଲକର ସମସ୍ତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ବିଭିନ୍ନ ପଞ୍ଚାୟତରେ ଆଇସୋଲେଶନ ସେଣ୍ଟର ଖୋଲାଯାଇଛି। ଆଇସୋଲେଶନ ସେଣ୍ଟରରେ ବେଡ୍‌ ପକାଯାଇଥିବାବେଳେ…

ଚେନ୍ନାଇରେ ଫଶିିଛନ୍ତି ପୁରୀର ୧୮ ତୀର୍ଥଯାତ୍ରୀ

ପୁରୀ ଅଫିସ,୨୬ା୩: ତୀର୍ଥ କରିବାକୁ ଯାଇଥିବା ପୁରୀର ୧୮ଜଣ ଚେନ୍ନାଇରେ ଅଟକି ରହିଛନ୍ତି। ଏବେ ଟ୍ରେନ୍‌ ଏବଂ ବିମାନ ସେବା ବନ୍ଦ ହୋଇଯାଇଥିବାରୁ ସେମାନେ ଓଡ଼ିଶା ଫେରି ପାରୁନାହାନ୍ତି। ବହୁତ ହଇରାଣରେ ରହୁଥିବାବେଳେ ଉଦ୍ଧାର ପାଇଁ ଏକ ଭିଡିିଓ ମାଧ୍ୟମରେ ରାଜ୍ୟ…

ବୃତ୍ତ ଚିହ୍ନରେ ଠିଆହୋଇ ସାମଗ୍ରୀ କିଣିବେ ଲୋକେ: ହାଟ, ବଜାରରେ ଲକ୍ଷ୍ମଣରେଖା ଟାଣିଲା ବିଏମ୍‌ସି

ଭୁବନେଶ୍ୱର, ୨୬ା୩ (ବ୍ୟୁରୋ): କରୋନା ପାଇଁ ସାରା ଦେଶ ଏବେ ୨୧ଦିନ ପାଇଁ ଲକ୍‌ ଡାଉନ୍‌। ଆବଶ୍ୟକତା ହେଉ ଅବା ଅଧିକ ଅତ୍ୟାବଶ୍ୟକ ସାମଗ୍ରୀ ଘରେ ମହଜୁଦ ରଖିବାକୁ ହେଉ, ଲୋକେ ଏବେ ବଜାର ମୁହାଁ। ଫଳରେ ହାଟ, ବଜାର ଓ…

୧୮୬୧ ପଏଣ୍ଟ ବଢିଲା ସେନ୍‌ସେକ୍ସ

ମୁମ୍ବାଇ,୨୬। ୩: ଭାରତୀୟ ପୁଞ୍ଜି ବଜାରର ସେନ୍‌ସେକ୍ସ ଏବଂ ନିଫ୍ଟି କାରବାରରେ ବୁଧବାର ଉଲ୍ଲେଖନୀୟ ଅଭିବୃଦ୍ଧି ପରିଲକ୍ଷିତ ହୋଇଛି। ଏହି ସମୟରେ ସେନ୍‌ସେକ୍ସ ସର୍ବାଧିକ ଦୈନିକ ଅଭିବୃଦ୍ଧି ହାସଲ କରିବାକୁ ସକ୍ଷମ ହୋଇଛି। ବିଶ୍ୱ ଶେୟାର ବଜାରରେ କିଛିଟା ଉନ୍ନତି ଏବଂ…

ଜିଲା ରେଡ୍‌କ୍ରସ୍‌ ପାଣ୍ଠିକୁ ୪୪ କୋଟି ୫୦ଲକ୍ଷ

ଭୁବନେଶ୍ୱର,୨୬ା୩(ବ୍ୟୁରୋ): ରାଜ୍ୟରେ କୋଭିଡ୍‌-୧୯ ଭାଇରସ୍‌କୁ ନିୟନ୍ତ୍ରଣ କରିବା ପାଇଁ ଅନ୍ୟତମ ପଦକ୍ଷେପ ସ୍ବରୂପ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିରୁ ୩୦ ଜିଲାର ରେଡ୍‌କ୍ରସ ପାଣ୍ଠିକୁ ୪୪କୋଟି ୫୦ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ଗଞ୍ଜାମ ଓ ମାଲକାନଗିରି ଜିଲାକୁ ୩ କୋଟି ଟଙ୍କା…

ଆସିପାରେ ୧.୫ ଲକ୍ଷ କୋଟି ଆର୍ଥିକ ପ୍ୟାକେଜ

ମୁମ୍ବାଇ,୨୬। ୩: କରୋନା ଭାଇରସ ଲାଗି ସାରା ଦେଶ ଏବେ ଲକ୍‌ଡାଉନ ହୋଇଛି। ଦେଶର ଆର୍ଥତ୍କ କାର୍ଯ୍ୟକଳାପ ଏବେ ବନ୍ଦ ପାଇଁ ଠପ୍‌ ହୋଇଯାଇଛି। କରୋନା ପାଇଁ ଅର୍ଥ ବ୍ୟବସ୍ଥା ସାମ୍ନା କରୁଥିବା ଅସୁବିଧାର ସମାଧାନ ଲାଗି ସରକାର ଆର୍ଥତ୍କ ପ୍ୟାକେଜ…

ରାଜଧାନୀରେ ଶତାଧିକ ଗାଡ଼ି ଧରାପଡ଼ିଲା

ଭୁବନେଶ୍ୱର, ୨୬ା୩(ବ୍ୟୁରୋ): ଲକ୍‌ଡାଉନ୍‌କୁ ନ ମାନି ରାଜଧାନୀ ରାସ୍ତାରେ ଗାଡ଼ି ଚଳାଉଥିବା ଲୋକଙ୍କୁ ଧରିଛି କମିଶନରେଟ ପୋଲିସ। ଶତାଧିକ ଗାଡ଼ି ଧରାଯାଇଥିବାବେଳେ କେତେକ ମାଲିକ ଓ ଚାଳକ ଜରିମାନା ଦେଇ ଗାଡ଼ି ନେଇଛନ୍ତି। କ୍ୟାପିଟାଲ ଥାନାଞ୍ଚଳରେ ୧୫ଟି ବାଇକ ଜବତ କରାଯାଇଥିବାବେଳେ…

ନିର୍ମାଣ ଶ୍ରମିକଙ୍କୁ ଆର୍ଥିକ ସହାୟତା ଯୋଗାଇ ଦେବାକୁ ନିବେଦନ

ଭୁବନେଶ୍ୱର,୨୬ା୩ (ବ୍ୟୁରୋ): କରୋନା ସଂକ୍ରମଣ ରୋକିବାକୁ ଲକ୍‌ଡାଉନ୍‌ ଯୋଗୁ ନିର୍ମାଣ ଶ୍ରମିକମାନେ ହାତବାନ୍ଧି ଘରେ ବସିଛନ୍ତି। ଅନେକ ନିର୍ମାଣ ଶ୍ରମିକ ଦୈନିକ ଓ ସାପ୍ତାହିକ ମଜୁରି ପାଇ ନିଜର ଜୀବିକା ନିର୍ବାହ କରିଥାନ୍ତି। ରୋଜଗାର ବନ୍ଦ ହୋଇଯାଇଥିବାରୁ ସେମାନଙ୍କ ପରିବାରର ଦୁର୍ଦ୍ଦଶା…

ଚଢ଼ାଉ ପରେ ଦର କମାଇଲେ ଗ୍ରସେରି, ପରିବା ଦୋକାନୀ

ଭୁବନେଶ୍ୱର,୨୬ା୩(ବ୍ୟୁରୋ): କରୋନା ସଂକ୍ରମଣ ଏଡ଼ାଇବାକୁ ମଙ୍ଗଳବାର ମଧ୍ୟରାତିରୁ ସାରା ଦେଶ ୨୧ ଦିନିଆ ଲକ୍‌ଡାଉନ୍‌ ହେବା ପରେ ଏବେ ବଜାରରେ ଗ୍ରସେରି ଓ ପରିବା ଦର ବୃଦ୍ଧି ପାଇଛି। ଭୁବନେଶ୍ୱରର ପ୍ରମୁଖ ୧୭ଟି ହାଟ ସହ ବିଏମ୍‌ସି ଅଧୀନ ୬୭ ଓ୍ବାର୍ଡ…

ଔଷଧ ବିତରକଙ୍କୁ ମିଳିବ ପ୍ରୋତ୍ସାହନ

ଭୁବନେଶ୍ୱର,୨୬ା୩(ବ୍ୟୁରୋ): ହସ୍ପିଟାଲଗୁଡିକୁ ଔଷଧ ଏବଂ ମେଡିକାଲ ସାମଗ୍ରୀ ଯୋଗାଣକୁ ତ୍ୱରାନ୍ବିତ କରିବା ପାଇଁ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ନିର୍ଦ୍ଧାରିତ ସମୟଠାରୁ ଶୀଘ୍ର ଔଷଧ ଯୋଗାଇଲେ ବିତରକ ସଂସ୍ଥାମାନଙ୍କୁ ପ୍ରୋତ୍ସାହନ ମିଳିବ ବୋଲି ସରକାର ଘୋଷଣା କରିଥିବା ବୁଧବାର କରୋନା ଭୂତାଣୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri