ସ୍ବାଧୀନତା ସଂଗ୍ରାମୀ ଚନ୍ଦ୍ରଶେଖର ନାୟକଙ୍କ ପରଲୋକ
ପୁରୀ ଅଫିସ,୨୫ା୩: ବିଶିଷ୍ଟ ଗାନ୍ଧିବାଦୀ ତଥା ସ୍ବାଧୀନତା ସଂଗ୍ରାମୀ ଚନ୍ଦ୍ରଶେଖର ନାୟକଙ୍କ ବୁଧବାର ପରଲୋକ ହୋଇଯାଇଛି। ତାଙ୍କୁ ୯୯ ବର୍ଷ ବୟସ ହୋଇଥିଲା। ବାର୍ଦ୍ଧକ୍ୟଜନିତ ସମସ୍ୟା ଯୋଗୁ ମଙ୍ଗଳବାର ତାଙ୍କୁ ସ୍ଥାନୀୟ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ମାତ୍ର ସେଠାରେ…
ଜହ୍ନାପଙ୍କ ଛକରେ ବସିଲା ମଙ୍ଗଳବାର ବଜାର
ଜହ୍ନାପଙ୍କ, ୨୫।୩ (ଡି.ଏନ.ଏ): କରୋନା ପାଇଁ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ବୌଦ୍ଧ ବ୍ଲକ ଲକ୍ଷ୍ମୀପ୍ରସାଦ ପଞ୍ଚାୟତର ନାରାୟଣନଗରଠାରେ ମଙ୍ଗଳବାର ବସୁଥିବା ସାପ୍ତାହିକ ହାଟ ଜହ୍ନାପଙ୍କ ଛକଠାରେ ବସିଥିବା ଦେଖିବାକୁ ମିଳିଥିଲା । ଏ ନେଇ ପ୍ରଶାସନର ଥିବା ନିର୍ଦ୍ଦେଶକୁ ବ୍ୟବସାୟୀମାନେ ମାନିଥିଲେ…
କଣ୍ଟାମାଳ ଡାକ୍ତରଖାନାରେ ଡାକ୍ତର ଅଭାବ
କଣ୍ଟାମାଳ,୨୫ା୩(ଡି.ଏନ.ଏ.): ବୌଦ୍ଧ ଜିଲା କଣ୍ଟାମାଳ ଡାକ୍ତରଖାନାରେ ଡାକ୍ତରଙ୍କ ଅଭାବ ଦେଖାଦେଇଛି । ୬ଟି ପଦବୀ ଥିବା ଏହି ଡାକ୍ତରଖାନାରେ ୨ ଜଣ ଡାକ୍ତର ସ୍ବାସ୍ଥ୍ୟସେବା ସମ୍ଭାଳୁଛନ୍ତି। ଜଣେ ଡାକ୍ତର ସ୍ବତନ୍ତ୍ର ଭାବରେ କରୋନା ନିରାକରଣ ପାଇଁ ନିୟୋଜିତ ଥିବା ବେଳେ କେତେଜଣ…
ଲକ୍ ଡାଉନକୁ ନେଇ ଦିନ ମଜୁରିଆ ଓ ବ୍ରାହ୍ମଣ ଚିନ୍ତାରେ
ମନମୁଣ୍ଡା,୨୫।୩ (ଡି.ଏନ.ଏ): କରୋନାକୁ ନେଇ ଲକ୍ ଡାଉନ ବୋଝ ଉପରେ ନଳିତା ବିଡା ସଦୃଶ ଦେଖାଦେଇଛି । ବିଶେଷ କରି ଦିନ ମଜୁରିଆ, ଶ୍ରମିକ, ମନ୍ଦିର ପୂଜକ ଓ କର୍ମକାଣ୍ଡ ପୂଜାର୍ଚ୍ଚନା କରୁଥିବା ବ୍ରାହ୍ମଣମାନଙ୍କ ପାଇଁ ନାହିଁ ନ ଥିବା ଅସୁବିଧା…
ଆଶାକର୍ମୀଙ୍କୁ ମିଳୁନାହିଁ ମାସ୍କ ଓ ସାନିଟାଇଜର
ବିନିକା,୨୫।୩(ଡି.ଏନ୍.ଏ.): ଦେଶର ବିଭିନ୍ନ ରାଜ୍ୟରେ କରୋନା ଭାଇରସ୍ ଧୀରେ ଧୀରେ କାୟା ବିସ୍ତାର କରିବାରେ ଲାଗିଛି । ଏହାର ଭୟାବହତା ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଲୋକଙ୍କୁ ସଚେତନ କରାଯାଉଛି । ଏଭଳି ପରିସ୍ଥିତିରେ ବିନିକା ଅଞ୍ଚଳରେ ଆଶାକର୍ମୀମାନଙ୍କୁ ସାନିଟାଇଜର…
ମଧ୍ୟପ୍ରଦେଶରେ ପ୍ରଥମ ମୁଣ୍ଡ ନେଲା କରୋନା
ଭୋପାଳ,୨୫।୩: କରୋନା ଭାଇରସ୍ରେ ସଂକ୍ରମିତ ହୋଇ ମଧ୍ୟପ୍ରଦେଶରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଉଜୈନରେ ରହୁଥିବା ଜଣେ ମହିଳାଙ୍କ ବୁଧବାର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିବଲା। ସୂଚନାଯୋଗ୍ୟ, ଉକ୍ତ ମହିଳାଙ୍କ ରିପୋର୍ଟ କରୋନା ପଜିଟିଭ୍…
ବ୍ରିଟେନ ରାଜ ପରିବାରକୁ ବଡ଼ ଝଟ୍କା: କରୋନାରେ ସଂକ୍ରମିତ ପ୍ରିନ୍ସ ଚାଲର୍ସ
ଲଣ୍ଡନ,୨୫।୩: ସାରା ବିଶ୍ୱରେ କରୋନା ଭାଇରସ୍ ବେ-ଲଗାମ୍ ହୋଇପଡ଼ିଛି। ଏହାକୁ ରୋକିବା ପାଇଁ ସାରା ଦେଶ ନିଜ ପକ୍ଷରୁ ବିଭିନ୍ନ ସତର୍କତା ଅବଲମ୍ବନ କରିବା ସହ କେତେକ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହାରି ଭିତରେ ବ୍ରିଟେନ ରାଜ ପରିବାରରୁ ଏକ ବଡ଼…
ଅନ୍ୟ ରାଜ୍ୟରୁ ଓଡ଼ିଶାକୁ ଫେରିଛନ୍ତି ପ୍ରାୟ ୭୮,୨୩୩ ଜଣ; ସେମାନେ ୧୪ ଦିନ ସଂଗରୋଧରେ ରୁହନ୍ତୁ: ବାଗ୍ଚୀ
ଭୁବନେଶ୍ୱର,୨୫।୩(ବ୍ୟୁରୋ): ଗତ କିଛି ଦିନ ମଧ୍ୟରେ ରାଜ୍ୟ ବାହାରୁ ପାଖାପାଖି ୭୮,୨୩୩ ଜଣ ବ୍ୟକ୍ତି ଫେରି ଆସିଛନ୍ତି। ପ୍ରାୟ ସମସ୍ତେ ଅନ୍ୟ ରାଜ୍ୟରେ ଥିଲେ। ସେମାନଙ୍କ ମଧ୍ୟରୁ ୩ଟି ଜିଲାକୁ ୫ଶହ ପାଖାପାଖି, ୨୭ଟି ଜିଲାକୁ ୧ହଜାରରୁ ଆରମ୍ଭ କରି ୧୧,୦୦୦…
ମୁଖ୍ୟମନ୍ତ୍ରୀଙ୍କ ଅପିଲ୍କୁ ଓଡ଼ିଶାବାସୀଙ୍କ ସମର୍ଥନ: ୨୪ ଘଣ୍ଟାରେ ୧ଲକ୍ଷରୁ ଅଧିକ ଲୋକେ ଘରୁ ନ ବାହାରିବାକୁ ନେଲେ ଶପଥ
ଭୁବନେଶ୍ୱର,୨୫।୩(ବ୍ୟୁରୋ): କରୋନା ସଂକ୍ରମଣ ରୋକିବାକୁ ଓଡ଼ିଶା ଜୋରଦାର୍ ଉଦ୍ୟମ ଚଳାଇଛି। ଏହି କ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ ବାର୍ତ୍ତା ଦେଇ ଘରୁ ନ ବାହାରିବାକୁ ଶପଥ ନେବାକୁ କହିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଅପିଲରେ ଅନୁପ୍ରାଣୀତ ହୋଇ ଗତ ୨୪ ଘଣ୍ଟାରେ…
ଲକ୍ଡାଉନ୍ ପରେ ହଷ୍ଟେଲ୍ ଛାଡୁଛନ୍ତି ଛାତ୍ରୀଛାତ୍ର, ଗାଡ଼ିମୋଟର ନ ଥିବାରୁ ସମସ୍ୟା ଭୋଗୁଛନ୍ତି ଅଭିଭାବକ
ରାଇକିଆ,୨୫।୩(ଡି.ଏନ୍.ଏ.): ସାରା ଦେଶରେ ଲକ୍ଡାଉନ୍ ଲାଗୁ ହେବା ପରେ ଏହାର ପ୍ରଭାବ ଦେଖିବାକୁ ମିଳିଛି କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ। ଦୋକାନ ବଜାର ବନ୍ଦ ରହିବା ସହ ଯାନବାହନ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଛି। ଏପରିକି ଦୁଇ ଚକିଆ ଯାନକୁ ମଧ୍ୟ…
ଲକ୍ଡାଉନ୍ର ଫାଇଦା ଉଠାଉଛନ୍ତି ବ୍ୟବସାୟୀ: ଗ୍ରାହକଙ୍କ ଉପରେ ମହଙ୍ଗା ମାଡ଼
ବରଗଡ଼ ଅଫିସ,୨୫।୩: ମହାମାରୀ କରୋନା ଭୂତାଣୁକୁ ପ୍ରତିହତ କରିବା ପାଇଁ ମଙ୍ଗଳବାର ମଧ୍ୟରାତ୍ରିରୁ ଦେଶବ୍ୟାପୀ ଲକ୍ଡାଉନ୍ କଟକଣା ଲାଗୁ କରାଯାଇଛି। ୨୧ଦିନ ପାଇଁ ହୋଇଥିବା ଏହି କଟକଣାରୁ ଫଳ, ତେଜରାତି, ଔଷଧ, ପନିପରିବା, ମାଛ, ମାଂସ, ଅଣ୍ଡା ଆଦି ଅତ୍ୟାବଶ୍ୟକ ସାମଗ୍ରୀ…
ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୩ ମାସର ଦରମା ପ୍ରଦାନ କଲେ ପାଟଣା ବିଧାୟକ ଜଗନ୍ନାଥ ନାୟକ
ପାଟଣା,୨୫।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀର ଯୁବ ବିଧାୟକ ଜଗନ୍ନାଥ ନାଏକ ବୁଧବାର ମହାମାରୀ କରୋନା ସଂକ୍ରମଣର ଚିକିତ୍ସା ପାଇଁ ଭୁବନେଶ୍ୱର ବିଧାନସଭା ସେକ୍ରେଟାରୀ ଦାଶରଥୀ ଶତପଥୀଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୩ ମାସର ଦରମା ଚେକ୍ ଆକାରରେ…
Archives


