Home

ସିଲ୍‌ ମଦ ଦୋକାନ ଖୋଲି ସନ୍ଦେହରେ ଅବକାରୀ ବିଭାଗ

ଲଖନପୁର,୧୭।୪(ଡି.ଏନ୍‌.ଏ): କରୋନା ନିୟନ୍ତ୍ରଣକୁନେଇ ଲକ୍‌ଡାଉନ୍‌ ଜାରି ହୋଇଛି। କେଉଁସବୁ ଦୋକାନ ଖୋଲିବ, କେଉଁସବୁ ଦୋକାନ ଖୋଲିବ ନାହିଁ, କେତେ ସମୟ ଖୋଲିବ ଏସବୁକୁ ନେଇ ସରକାରୀ ନିର୍ଦ୍ଦେଶନାମା ଜାରି ହୋଇଛି। ଏହାକୁ ତଦାରଖ କରିବା ପାଇଁ ଜିଲା ପ୍ରଶାସନ, ପୋଲିସ୍‌ ପ୍ରଶାସନ…

ବିଦ୍ୟୁତ ତାର ଲଗି ବୃଦ୍ଧଙ୍କ ଜୀବନ ଗଲା

ତିହିଡି,୧୭।୪(ଡି.ଏନ.ଏ.)-ଭଦ୍ରକ ଜିଲା ତିହିଡି ଥାନା ଅଧୀନ ବାହାବଳପୁର ଗ୍ରାମର ଦୀନବନ୍ଧୁ ବେହେରା(୮୧) ବିଦ୍ୟୁତ ତାର ସଂସ୍ପର୍ଶରେ ଆସିବାରୁ ମୃତ୍ୟୁ ଘଟିଛି। ଶୁକ୍ରବାର ସକାଳେ ବାଡିରେ କାମ କରୁଥିବାବେଳେ ଝୁଲି ରହିଥିବା ୧୧କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିଥିଲେ। ଯାହାଫଳରେ ଘଟଣାସ୍ଥଳରେ ତାଙ୍କର…

ସୋସିଆଲ ମିଡିଆରେ ଭିଡିଓ ଭାଇରାଲ ପରେ ଚାଉଳ ମିଳିଲା

ଜହ୍ନାପଙ୍କ, ୧୭।୪ (ଡି.ଏନ.ଏ.): ବର୍ତ୍ତମାନ କରୋନା ପାଇଁ ଲକ୍‌ ଡାଉନ ଯୋଗୁ କାମ ଧନ୍ଦା ଠପ୍‌ ହୋଇଯାଇଛି । ସେଥିପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଉପଭୋକ୍ତାଙ୍କୁ ୩ ମାସର ଚାଉଳ ଦେବା ସହିତ ହଜାରେ ଟଙ୍କା ମଧ୍ୟ ଦେବାର ବ୍ୟବସ୍ଥା…

ବାଧକ ସାଜିଛି କରୋନା: ବିକ୍ରି ହେଉନି ଖଲି, ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୧୭ା୪(ଡି.ଏନ୍‌.ଏ.): କରୋନା ମୁକାବିଲା ପାଇଁ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହାକୁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳବାସୀ ପାଳନ କରିବା ସହ ପ୍ରଶାସନର ନିର୍ଦ୍ଦେଶ ଅନୁଯାୟୀ ଘରେ ରହୁଛନ୍ତି। ଆବଶ୍ୟକ ନ ଥିଲେ କେହି…

ରୋହିତ ସେଟ୍ଟୀଙ୍କ ବଦାନ୍ୟତା

ମୁମ୍ବାଇ: ବଲିଉଡ୍‌ ଫିଲ୍ମ ଇଣ୍ଡଷ୍ଟ୍ରିରେ କରୋନା ମହାମାରୀର ମୁକାବିଲା ଲାଗି ସମସ୍ତେ ସହଯୋଗ କରିବାକୁ ଆଗେଇ ଆସିଛନ୍ତି। ସେମାନଙ୍କ ମଧ୍ୟରୁ ରୋହିତ ସେଟ୍ଟୀ ଅନ୍ୟତମ। କିଛିଦିନ ତଳେ ଅମିତାଭ ବଚ୍ଚନ ଟିଭି ଇଣ୍ଡଷ୍ଟ୍ରିରେ କାମ କରୁଥିବା ଶ୍ରମିକଙ୍କୁ ସାହାଯ୍ୟ କରିଥିବାବେଳେ ରୋହିତ…

ଜାହ୍ନବୀ-ଖୁସିଙ୍କ ପ୍ରଥମ ଟିକ୍‌-ଟକ୍‌ ଭିଡିଓ

ମୁମ୍ବାଇ: ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା ଜାରି ହୋଇଛି। ସବୁଲୋକ ଏକପ୍ରକାର ବନ୍ଦହୋଇ ରହିଥିବାବେଳେ ବଲିଉଡ୍‌ ତାରକାମାନେ ଏଥିରୁ ବାଦ୍‌ ପଡ଼ିନାହାନ୍ତି। ଏହି ସମୟକୁ ସମସ୍ତେ ଭିନ୍ନ ଢଙ୍ଗରେ କିଛି ନା କିଛି କରି ବିତାଉଛନ୍ତି। ତେବେ ଲକ୍‌ଡାଉନ୍‌ ଘୋଷଣା ପୂର୍ବରୁ…

ଗଞ୍ଜାମର ୫୪୮୧ ହୋମ୍‌ କ୍ୱାରାଣ୍ଟାଇନ୍‌ରେ, ୭.୮୧ ଲକ୍ଷ ଘରେ ସ୍ବାସ୍ଥ୍ୟ ସମ୍ପର୍କିତ ଯାଞ୍ଚ

ଛତ୍ରପୁର,୧୭ା୪(ଡି.ଏନ୍‌.ଏ.) : କରୋନା ଭୂତାଣୁ ପ୍ରତିହତ ଲାଗି ଗଞ୍ଜାମ ଜିଲାକୁ ବିଦେଶ ଓ ଅନ୍ୟ ରାଜ୍ୟ ଫେରନ୍ତାଙ୍କୁ ହୋମ୍‌ କ୍ୱାରାଣ୍ଟାଇନରେ ରଖାଯାଇଥିଲା। ଅପରପକ୍ଷରେ ଗଞ୍ଜାମ ଜିଲାକୁ ଫେରିଥିବା ସମସ୍ତ ବିଦେଶ ଫେରନ୍ତାଙ୍କ ହୋମ୍‌ କ୍ୱାରାଣ୍ଟାଇନ ଅବଧି ସରିଛି। ତେବେ ଅବଧି ସରିଲା…

କୋଟାରେ ଫସିଥିବା ଛାତ୍ରଙ୍କୁ ଆଣିବା ପାଇଁ ୩୦୦ ବସ୍‌ ପଠାଇଲେ ଯୋଗୀ ସରକାର

ଲକ୍ଷ୍ନୌ,୧୭।୪: କରୋନା ସହ ମୁକାବିଲା ପାଇଁ କେନ୍ଦ୍ର ସରକାର ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରିଥିଲେ। ଲକ୍‌ଡାଉନ୍‌ ଯୋଗୁ ବିଭିନ୍ନ ରାଜ୍ୟର ଲୋକ ଓ ଛାତ୍ରୀଛାତ୍ର ବିଭିନ୍ନ ସ୍ଥାନରେ ଫସିରହିଛନ୍ତି। ଇତିମଧ୍ୟରେ ରାଜସ୍ଥାନର କୋଟାରେ ଫସି ରହିଥିବା ଛାତ୍ରୀଛାତ୍ରଙ୍କୁ ଉଦ୍ଧାର କରିବା…

ସାରା ରାଜ୍ୟରେ ଲାଗୁ ହେଲା କଟକଣା: ସର୍ବସାଧାରଣ ସ୍ଥାନରେ ଛେପ ପକାଇଲେ ୨୦୦ ଜରିମାନା

ଭୁବନେଶ୍ୱର,୧୭।୪(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ କଟକଣା ଲଗାଯାଉଛି। ଏହି କ୍ରମରେ ସର୍ବସାଧାରଣ ସ୍ଥାନରେ ଛେପ ପକାଇଲେ ଜରିମାନା କରାଯିବ। ପ୍ରଥମ ୩ ଥର ଭୁଲ୍‌ ପାଇଁ ୨୦୦ ଟଙ୍କା ଲେଖାଏ ଜରିମାନା ଆଦାୟ କରାଯିବ।…

ରାଜଧାନୀରେ ୪ଟି ବର୍ଗରେ ହେବ ନମୁନା ପରୀକ୍ଷଣ, ସହଯୋଗ ନ କଲେ ହସ୍ତକ୍ଷେପ କରିବ ପୋଲିସ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ରାଜ୍ୟରେ ୬୦ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ରାଜଧାନୀରୁ ୪୬ଜଣ ରହିଛନ୍ତି। ଏହାକୁ ନେଇ ଭୁବନେଶ୍ୱରକୁ ହଟ୍‌ସ୍ପଟ୍‌ କୁହାଯାଉଛି। ଆଗାମୀ ଦିନରେ କରୋନାର ଚିତ୍ର ସ୍ପଷ୍ଟ କରିବା ଲାଗି ନମୂନା ପରୀକ୍ଷଣକୁ ଅଧିକ କରାଯିବ। ୭ଦିନ ମଧ୍ୟରେ ୫,୦୦୦…

ରାଜ୍ୟ ସରକାରଙ୍କ କରୋନା ମୁକାବିଲା ଚିନ୍ତା: ରାଜଧାନୀ ପାଇଁ ସ୍ବତନ୍ତ୍ର ପ୍ଲାନ୍‌, ୭ ଦିନରେ ୫୦୦୦ ନମୁନା ପରୀକ୍ଷଣ ଲକ୍ଷ୍ୟ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ଓଡ଼ିଶାରେ ୭,୫୭୭ଟି ନମୂନା ପରୀକ୍ଷଣ କରାଯାଇଛି। ସେଥିରୁ ୬୦ଜଣ ପଜିଟିଭ୍‌ ବାହାରିଛନ୍ତି। ହେଲେ କେବଳ ଭୁବନେଶ୍ୱରରେ ୪୬ ପଜିଟିଭ୍‌ ମାମଲା ରହିଛି। ଏଥିରୁ ଭୁବନେଶ୍ୱର ହଟ୍‌ସ୍ପଟ୍‌ ବୋଲି ସ୍ପଷ୍ଟ ହୋଇଛି। ଖୋର୍ଦ୍ଧାକୁ ଛାଡ଼ି ବାକି ୮ଟି…

ବାହାରୁ ଫେରିଥିବା ଲୋକଙ୍କୁ ଖାଦ୍ୟ ମିଳୁ ନ ଥିବା ଅଭିଯୋଗ

କେନ୍ଦୁଝର,୧୭ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅନ୍ତର୍ଗତ କାଦଡିହା ଗ୍ରାମର ପ୍ରାଥମିକ ସ୍କୁଲରେ ୧୩ ଜଣ ମହିଳା ଓ ପୁରୁଷ ଗତ ୩ ତାରିଖରୁ ଅଲଗା ରହୁଥିଲେ ହେଁ ପଞ୍ଚାୟତ କିମ୍ବା ବ୍ଲକ ପକ୍ଷରୁ ଖାଦ୍ୟ ମିଳୁ ନ ଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?