କରୋନା ଗୁଜବ ପ୍ରଚାର କରି ଜଣେ ଗିରଫ
ଧାମନଗର,୨୫।୩(ଡି.ଏନ୍.ଏ.): ଭଦ୍ରକ ଜିଲା ଧାମନଗର ଥାନା ପୋଲିସ ଫେସବୁକ୍ ଏବଂ ହ୍ବାଟ୍ସଆପ୍ରେ କରୋନା ନେଇ ଗୁଜବ ପ୍ରଚାର ଅଭିଯୋଗରେ ଭଦ୍ରକ ଜିଲା ଧାମନଗର ଥାନା ଅଧୀନ ବରହମପୁର ଗ୍ରାମର ଦୁର୍ଯ୍ୟୋଧନ କୁଣ୍ଡୁଙ୍କୁ ଗିରଫ କରିଛି । ଏହି ବ୍ଲକର ଧୂଷୁରୀ ଥାନା…
ଲକ୍ଡାଉନ୍ ପ୍ରଭାବ: ବଜାରରୁ ଆଳୁ, ପିଆଜ ଉଭାନ୍
ଖୋର୍ଦ୍ଧା ଅଫିସ,୨୫।୩: କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ସରକାର ବିଭିନ୍ନ ସତର୍କତା ଅବଲମ୍ବନ କରୁଛନ୍ତି। କେନ୍ଦ୍ର ସରକାର ମଙ୍ଗଳବାର ମଧ୍ୟରାତ୍ରରୁ ସମ୍ପୂର୍ଣ୍ଣ ଲକ୍ଡାଉନ ଘୋଷଣା କରିବା ପରେ ବୁଧବାର ବଜାରରୁ ଆଳୁ ଓ ପିଆଜ ଉଭାନ୍ ହୋଇଯାଇଥିବା ଦେଖିବାକୁ ମିଳୁଛି।…
ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୩ ମାସର ଦରମା ପ୍ରଦାନ କଲେ ରାଜ୍ୟ ସଭା ଏମ୍ପି ପ୍ରସନ୍ନ ଆଚାର୍ଯ୍ୟ
ସମ୍ବଲପୁର,୨୫।୩(ବ୍ୟୁରୋ): ରାଜ୍ୟ ସଭା ଏମ୍ପି ପ୍ରସନ୍ନ ଆଚାର୍ଯ୍ୟ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୩ ମାସର ଦରମା ପ୍ରଦାନ କରିଛନ୍ତି। ଏନେଇ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୂଚନା ଦେଇଛନ୍ତି । ଚେକ୍ ନଂ. ୨୨୪୭୯୭ ଜରିଆରେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ନାମରେ…
ଅମାନିଆଙ୍କୁ ନିଆରା ଶାସ୍ତି: ‘ମୁଁ ସ୍ବାର୍ଥପର’ ପ୍ଲାକାର୍ଡ ଧରାଉଛି ପାଟଣା ପୋଲିସ
ପାଟଣା,୨୫।୩(ସ୍ବ.ପ୍ର.): ସାରା ବିଶ୍ୱ କରୋନା ଭାଇରସକୁ ନେଇ ଆତଙ୍କିତ ଥିବା ବେଳେ ସରକାର ଓଡ଼ିଶାର ସମସ୍ତ ଜିଲାକୁ ମଙ୍ଗଳବାରଠାରୁ ଲକ୍ଡାଉନ କରିଛନ୍ତି। ଘରଭିତରେ ରହିବାକୁ ପୋଲିସ, ପ୍ରଶାସନ ଓ ସରକାର ଲୋକଙ୍କୁ ବାରମ୍ବାର ସଚେତନ ଓ ନିବେଦନ କରୁଥିଲେ ହେଁ କେତେକ…
ସ୍ବାସ୍ଥ୍ୟକାନ୍ଥରେ କରୋନା ସଚେତନତା: ଆଶା, ଅଙ୍ଗନଓ୍ବାଡି କର୍ମୀ ତତ୍ପର
ବିଜେପୁର, ୨୪।୩(ଡି.ଏନ୍.ଏ.): କରୋନା ଭାଇରସ୍ ସମଗ୍ର ବିଶ୍ୱକୁ ଗ୍ରାସ କରିବାରେ ଲାଗିଛି। ବ୍ୟକ୍ତିଗତ ସଚେତନତା ହିଁ ଏହାକୁ ପ୍ରତିରୋଧ କରିପାରିବ। ତେଣୁ ସହରଠାରୁ ଗାଁ ପର୍ଯ୍ୟନ୍ତ ସମସ୍ତେ ତତ୍ପର ହୋଇପଡ଼ିଛନ୍ତି। ଏହି କ୍ରମରେ ବରଗଡ଼ ଜିଲା ବିଜେପୁର ବ୍ଲକର ଗାଁ ଗହଳିରେ…
ପ୍ରଶାସନ ନିର୍ଦ୍ଦେଶକୁ ଅବମାନନା କରୁଛନ୍ତି ଉଠା ଦୋକାନୀ: ବିରକ୍ତି ପ୍ରକାଶ କଲେ ଜିଲାପାଳ
ଜଟଣୀ,୨୫।୩(ଡି.ଏନ୍.ଏ.): କରୋନା(କୋଭିଡ୍-୧୯) ଭାଇରସ୍ ମୁକାବିଲା ପାଇଁ ସାମାଜିକ ଦୂରତ୍ୱ ରଖିବା ଉପରେ ଗୁରୁତ୍ୱ ଦିଆଯାଇଛି। ତେବେ ଜଟଣୀର କେତେକ ବଜାରରେ ବୁଧବାର ସକାଳେ ପ୍ରବଳ ଗହଳି ପରିଲକ୍ଷିତ ହୋଇଥିଲା। ସ୍ଥାନୀୟ ସୀତାରାମ ଛକ, ବଡ଼ବଜାର, ରେଲ୍ୱେ ମାର୍କେଟ, ଦୁର୍ଗା ମାର୍କେଟରେ ସକାଳୁ…
କରୋନା ପ୍ରଭାବ: କ୍ୟାବିନେଟ୍ ବୈଠକରେ ବି ସାମାଜିକ ଦୂରତା
ନୂଆଦିଲ୍ଲୀ,୨୫।୩: କରୋନା ସଂକ୍ରମଣର ମୁକାବିଲା ପାଇଁ ଭାରତ ସରକାରଙ୍କ ପକ୍ଷରୁ କେତେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଏହି ମର୍ମରେ ୨୧ ଦିନର ଲକ୍ ଡାଉନ୍ ଘୋଷଣା ହୋଇଛି। ସାମାଜିକ ଦୂରତା ବଢ଼ାଇବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ପରାମର୍ଶ…
ଗୁଣପୁରରେ ବାଇକ୍ ଚଳାଚଳ ଉପରେ ପ୍ରଶାସନର କଡ଼ା ନଜର
ଗୁଣପୁର, ୨୫।୩(ଡି.ଏନ୍.ଏ.): କରୋନା(କୋଭିଡ୍-୧୯) ସାରା ବିଶ୍ୱରେ କାୟା ବିସ୍ତାର କରିବାରେ ଲାଗିଛି। ଏହାର ମୁକାବିଲା ଲାଗି ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଏହି ପରିପ୍ରେକ୍ଷୀରେ ରାୟଗଡ଼ା ଜିଲା ଗୁଣପୁରରେ ପ୍ରଶାସନ ପକ୍ଷରୁ ଦୃଢ଼ ପଦକ୍ଷେପ ନିଆଯାଇଛି। ବାଇକ୍ ଚଳାଚଳ ଉପରେ…
ଲକ୍ଡାଉନ୍ ପ୍ରଭାବ: ଖୋର୍ଦ୍ଧା ସହରକୁ ସଂଯୋଗ କରୁଥିବା ଜାତୀୟ ରାଜପଥ ନାକାବନ୍ଦୀ
ଖୋର୍ଦ୍ଧା ଅଫିସ,୨୫।୩: କରୋନା(କୋଭିଡ୍-୧୯) ସଂକ୍ରମଣର ମୁକାବିଲା ଲାଗି ସମ୍ପୂର୍ଣ୍ଣ ଓଡ଼ିଶାକୁ ଲକ୍ଡାଉନ୍ ଘୋଷଣା କରାଯାଇଛି। ଖୋର୍ଦ୍ଧା ଜିଲାର କେତେକ ସ୍ଥାନରେ ଏହାର ପ୍ରଭାବ ପଡ଼ିଥିବା ଦେଖିବାକୁ ମିଳୁଛି। ଆଉ କେତେକ ସ୍ଥାନରେ ବିନା କାରଣରେ ଲୋକେ ଗାଡ଼ି ଧରି ବୁଲୁଛନ୍ତି। ଏ…
ଚାଇନା ଇଟାଲି ପରେ ଏବେ କରୋନାର ନୂଆ ଠିକଣା ଆମେରିକା: ଡବ୍ଲ୍ୟୁଏଚ୍ଓ !
ଓ୍ବାଶିଂଟନ,୨୫।୩: ଚାଇନାରେ କରୋନା ତାଣ୍ଡବ ରଚିବା ପରେ ଇଟାଲି ମୁହାଁ ହୋଇଥିଲା। ଏବେ ଏହାର ନୂଆ ଠିକଣା ଆମେରିକା ପାଲଟିବାକୁ ଯାଉଛି ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍ଓ) ପକ୍ଷରୁ କୁହାଯାଇଛି। ଇତିମଧ୍ୟରେ ଏଠାରେ ୭୦୪ ଲୋକଙ୍କ ମୃତ୍ୟୁ ଘଟିଛି। ସେଥିମଧ୍ୟରୁ…
କରୋନା ପାଇଁ ପଡ଼ିପାରୁନି ହାତଗଣ୍ଠି
ସମ୍ବଲପୁର, ୨୫। ୩(ବ୍ୟୁରୋ): କରୋନା ଭୂତାଣୁକୁ ନେଇ ସମଗ୍ର ଦେଶବାସୀ ଭୟଭିତ। ଏହାର ମୁକାବିଲା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି । ଏପରିକି ଲକ୍ ଡାଉନ ଓ ଜନତା କର୍ଫ୍ୟୁ ଭଳି ପଦକ୍ଷେପ ନିଆଯାଇଛି…
୧୯୫ ଦେଶରୁ ୧୯୪ରେ କରୋନା: ମୃତ୍ୟୁ ସଂଖ୍ୟା ୧୮ ହଜାର ୯୦୫; ନ୍ୟୁଜିଲାଣ୍ଡରେ ଜରୁରୀକାଳୀନ ପରିସ୍ଥିତି
ଓ୍ବାଶିଂଟନ,୨୫।୩: କରୋନା ଭୂତାଣୁ ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଇତିମଧ୍ୟରେ ପୃଥିବୀର ୧୯୫ ଦେଶରୁ ୧୯୪ରେ କରୋନା ସଂକ୍ରମିତ ହୋଇଛି। ସେହିଭଳି କରୋନା ସଂକ୍ରମଣରେ ମୃତ୍ୟୁ ସଂଖ୍ୟା ୧୮ ହଜାର ୯୦୫ରେ ପହଞ୍ଚିଛି। ୪ଲକ୍ଷ ୨୨ ହଜାର ୯୧୩…
Archives


