ଆଇସିୟୁରେ ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକ : ଆର୍ଥିକ ସହାୟତା ଯୋଗାଇ ଦେବାକୁ ଦାବି
ଭୁବନେଶ୍ୱର, ୨୫।୩(ବ୍ୟୁରୋ): ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ତଥା ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକ(୯୭) ମଙ୍ଗଳବାର ଗୁରୁତର ଅସୁସ୍ଥ ହୋଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଅବସ୍ଥା ସଙ୍କଟାପନ୍ନ ହେବାରୁ ବୁଧବାର ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି। ୧୯୨୨ ମସିହାରେ ପୁରୀ ଜିଲା…
କରୋନା ମୁକାବିଲା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଓଏମ୍ସି ଦେଲା ୫ଶହ କୋଟି ଟଙ୍କା
ଭୁବନେଶ୍ୱର,୨୫।୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି(ସିଏମ୍ଆର୍ଏଫ୍)କୁ ଓଡ଼ିଶା ଖଣି ନିଗମ(ଓଏମ୍ସି) ସହଯୋଗ କରିଛି। ଓଏମ୍ସି ସିଏମ୍ଆର୍ଏଫ୍ ଫଣ୍ଡକୁ ୫ଶହ କୋଟି ଟଙ୍କା ପ୍ରଦାନ କରିଥିବା ସୂଚନା ମିଳିଛି। ପ୍ରକାଶ ଯେ, ରାଜ୍ୟ ସରକାର କରୋନା ମୁକାବିଲା ପାଇଁ ଜନପ୍ରତିନିଧିମାନଙ୍କୁ…
କରୋନା କଟକଣା: ନୀରବି ଯାଇଛି ଆରଡ଼ି ପୀଠ, ୩୫୦ ବର୍ଷ ମଧ୍ୟରେ ନ ଥିଲା ଏପରି ପ୍ରତିବନ୍ଧକ
ଆରଡ଼ି,୨୫।୩(ଡି.ଏନ୍.ଏ.): ଭଦ୍ରକ ଜିଲା ଆରଡ଼ିର ବାବା ଆଖଣ୍ଡଳମଣିଙ୍କ ପୀଠରେ ପ୍ରତିଦିନ ହଜାର ହଜାର ଭକ୍ତଙ୍କ ଗହଳି ଲାଗିଥାଏ। ହେଲେ କରୋନା ଭାଇରସ୍ ପାଇଁ ଶୁକ୍ରବାରଠାରୁ କଟକଣା ଜାରି କରାଯାଇଛି। ଫଳରେ ୬ ଦିନ ହେଲାଣି ଆଉ ଶୁଭୁନି ହରିବୋଲ, ହୁଳହୁଳି ଏବଂ…
ଲକ୍ଡାଉନ୍କୁ ନେଇ ପୁରୀ ପୋଲିସର କଡ଼ା ଆଭିମୁଖ୍ୟ: ୩୦ ବାଇକ୍ ଜବତ, ସାମାଜିକ ଦୂରତ୍ୱ ରକ୍ଷା ଲାଗି ବ୍ୟବସାୟୀଙ୍କୁ ତାଗିଦ୍
ପୁରୀ ଅଫିସ,୨୫।୩: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ଲାଗି ହୋଇଥିବା ଲକ୍ଡାଉନ୍କୁ କଡ଼ାକଡ଼ି କରିବା ଲାଗି ପୁରୀ ପୋଲିସ କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୁଧବାର ଲକ୍ଡାଉନ୍ର ଚତୁର୍ଥ ଦିନରେ ପୋଲିସ ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗରେ ୩୦ଟି ବାଇକ୍କୁ ଜବତ…
ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ତିନି ମାସର ଦରମା ପ୍ରଦାନ କଲେ କୃଷି ମନ୍ତ୍ରୀ, ଏମ୍ପି ସସ୍ମିତ୍
ଭୁବନେଶ୍ୱର,୨୫।୩(ବ୍ୟୁରୋ): ରାଜ୍ୟ ସରକାର କରୋନା ମୁକାବିଲା ପାଇଁ ଜନପ୍ରତିନିଧିମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠି(ସିଏମ୍ଆର୍ଏଫ୍)କୁ ସହାୟତା କରିବା ଲାଗି ଅନୁରୋଧ କରିଥିଲେ। ଏହାପରଠାରୁ ସିଏମ୍ଆର୍ଏଫ୍କୁ ସହାୟତାର ସୁଅ ଛୁଟିଛି। ଏହି କ୍ରମରେ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ,…
ଲକ୍ଡାଉନ୍ ସମୟରେ ଘରେ ଓ୍ବର୍କଆଉଟ୍ କରୁଛନ୍ତି ବିଗ୍ ବି, ଫଟୋ ଭାଇରାଲ
ମୁମ୍ବାଇ: ବିଗ୍ ବି ନିଜର ଫ୍ୟାନ୍ମାନଙ୍କୁ କରୋନା ଭାଇରସ୍ ପ୍ରତି ସତର୍କ ରହିବା ପାଇଁ ସଚେତନତା ସୃଷ୍ଟି କରୁଛନ୍ତି। ପ୍ରତିଦିନ ସୋସିଆଲ ମିଡିଆରେ କିଛି ନା କିଛି ଟ୍ବିଟ୍ କରୁଛନ୍ତି। ମଙ୍ଗଳବାର ପ୍ରଧାନମନ୍ତ୍ରୀ ମୋଦି ଯେତେବେଳେ ୨୧ ଦିନ ଲକ୍ଡାଉନ୍ ଘୋଷଣା…
ବିନା ଲକ୍ ଡାଉନ୍ରେ କରୋନା ସହିତ ଲଢୁଛି ଦକ୍ଷିଣ କୋରିଆ
ସିଓଲ୍,୨୫।୩: ସାରା ପୃଥିବୀ କରୋନା ଆତଙ୍କରେ ରହିଥିବା ବେଳେ ଦକ୍ଷିଣ କୋରିଆ ବିନା ଲକ୍ ଡାଉନ୍ରେ ଲଢ଼େଇ ଜାରି ରଖିଛି। ତେବେ ଦକ୍ଷିଣ କୋରିଆର ଚିକିତ୍ସା ପ୍ରଣାଳୀ ଅନ୍ୟ ଦେଶ ପାଇଁ ଉପଯୋଗୀ ସାବ୍ୟସ୍ତ ହେବ କି ନାହିଁ ସେନେଇ ଠିକ…
କାଳିଆପାଣି ଖଣି ଅଞ୍ଚଳରେ ଲକ୍ଡାଉନ୍ ପ୍ରଭାବ ଶୂନ
କାଳିଆପାଣି, ୨୫।୩: କରୋନା (କୋଭିଡ୍-୧୯) ବିଶ୍ୱ ପାଇଁ ମହାମାରୀ ରୂପେ ଉଭା ହୋଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଲକ୍ଡାଉନ୍ ଭଳି କଠୋର ପଦକ୍ଷେପ ନେବାକୁ ବାଧ୍ୟ ହୋଇଛନ୍ତି। ମାତ୍ର ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ କାଳିଆପାଣି ଖଣି…
କଟକଣା ସତ୍ତ୍ୱେ ଛତ୍ରବଜାରରେ ଭିଡ଼: ଜିଲା ପ୍ରଶାସନ ପଦକ୍ଷେପ ନେବାକୁ ଦାବି
କଟକ ଅଫିସ,୨୫।୩: କରୋନା (କୋଭିଡ୍-୧୯)ର ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ଓଡ଼ିଶାକୁ ଲକ୍ଡାଉନ୍ ଘୋଷଣା କରିଛନ୍ତି। ମାତ୍ର କଟକ ଛତ୍ରବଜାରରେ ଏହି କଟକଣାକୁ ଲୋକେ ମାନୁ ନ ଥିବା ଦେଖିବାକୁ ମିଳୁଛି। ଲକ୍ଡାଉନ୍ ସତ୍ତ୍ୱେ ପ୍ରବଳ ଭିଡ଼ ଜମୁଛି। ସକାଳ…
ବୁଲାଗୋରୁଙ୍କୁ ମିନି ଷ୍ଟାଡିୟମରେ ଭର୍ତ୍ତିକରି ତାଲା ପକାଇଲା ପ୍ରଶାସନ, ୩ଦିନ ହେଲା ଉପାସରେ
ଗଞ୍ଜାମ, ୨୫।୩(ଡି.ଏନ୍.ଏ.): କରୋନା ପାଇଁ ସାରା ବିଶ୍ୱ ଚିନ୍ତାରେ ଥିବାବେଳେ ଜୀବଜନ୍ତୁ ମଧ୍ୟ ସଙ୍କଟରେ ପଡ଼ିଛନ୍ତି। ଏ ନେଇ ସରକାର ଏପ୍ରିଲ ୧୪ ପର୍ଯ୍ୟନ୍ତ ଅର୍ଥାତ୍ ୨୧ ଦିନ ଲୋକଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଲୋକଙ୍କ ଗହଳି ହେଲେ ପୋଲିସ…
ଦିଗପହଣ୍ଡି ଗ୍ରାମାଞ୍ଚଳରେ ଯୁବ ସଙ୍ଗଠନ ପକ୍ଷରୁ ଜନସଚେତନତା
ଦିଗପହଣ୍ଡି,୨୫।୩(ଡି.ଏନ୍.ଏ.): କରୋନା (କୋଭିଡ-୧୯)ର ମୂକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ଏ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରୀ ପଞ୍ଚାୟତ ଗୋଲଣ୍ଡା ଗ୍ରାମରେ ଯୁବ ସଙ୍ଗଠନ ପକ୍ଷରୁ ଜନସଚେତନତା ପାଇଁ ପଦକ୍ଷେପ ନିଆଯାଇଛି। ଏଭଳି…
ଚିତ୍ରକୋଣ୍ଡାରେ ଡାକବାଜି ଯନ୍ତ୍ର ମାଧ୍ୟମରେ ଲୋକଙ୍କୁ ଘରେ ରହିବାକୁ କୁହାଯାଉଛି
ଚିତ୍ରକୋଣ୍ଡା, ୨୫।୩(ଡି.ଏନ୍.ଏ.): ସାରା ପୃଥିବୀରେ କରୋନା ଭୂତାଣୁ ଭୟଙ୍କର ରୂପ ଧାରଣ କରିଥିବା ବେଳେ ଲୋକେ ଆତଙ୍କିତ ଅବସ୍ଥାରେ ରହିଛନ୍ତି। ପ୍ରଥମେ ମାର୍ଚ୍ଚ ୩୧ ଓ ପରେ ୨୧ ଦିନ ପର୍ଯ୍ୟନ୍ତ ଲକ୍ଡାଉନ୍ ଘୋଷଣା କରାଯାଇଛି। ଏହାର ପ୍ରଭାବରେ ମାଲକାନଗିରି ଜିଲା…
Archives


