କରୋନା ଭୟରେ ଆତଙ୍କିତ ଭାରତୀୟ ନାଗରିକ: ବିମାନକୁ ଏୟାରଲିଫ୍ଟ ପାଇଁ ଅନୁମତି ଦେଉନି ଚାଇନା
ବେଜିଂ,୨୨।୨: ଚାଇନାରେ କରୋନା ମହାମାରୀ ଯୋଗୁ ଇତିମଧ୍ୟରେ ମୃତ୍ୟୁ ସଂଖ୍ୟା ୨୩୪୫ରେ ପହଞ୍ଚିଛି। ସେହିପରି ୭୬ ହଜାର ୨୮୮ ଲୋକ ଏହି ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇଛନ୍ତି। ଚାଇନାରେ ଥିବା ଭାରତୀୟ ଅବସ୍ଥା ମଧ୍ୟ ଖରାପ ହେବାରେ ଲାଗିଛି। ସେମାନଙ୍କୁ ସ୍ବଦେଶ…
ଟ୍ରମ୍ପଙ୍କୁ ସ୍ବାଗତ କରିବାକୁ ପ୍ରସ୍ତୁତ ତାଜମହଲ: ପ୍ରଥମଥର ହେଉଛି ମଡ୍ ଥେରାପି
ନୂଆଦିଲ୍ଲୀ,୨୨।୨: ବିଶ୍ୱର ଶକ୍ତିଶାଳୀ ଦେଶର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ତାଙ୍କ ଧର୍ମପତ୍ନୀ ମେଲାନିଆ ଟ୍ରମ୍ପ ଆସନ୍ତା ୨୪ ତାରିଖରେ ପ୍ରେମର ନିଦର୍ଶନ ତାଜମହଲ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହାକୁ ନେଇ ସମସ୍ତ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି।…
ପରଲୋକରେ ଅନୁବାଦକ ଯୁଗଳ କିଶୋର
ଭୁବନେଶ୍ୱର,୨୨।୨(ବ୍ୟୁରୋ) : ବିଶିଷ୍ଟ ଅନୁବାଦକ ତଥା କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ସାହିତି୍ୟକ ଯୁଗଳ କିଶୋର ଦତ୍ତଙ୍କର ଶୁକ୍ରବାର ତାଙ୍କ ବାସଭବନରେ ପରଲୋକ ଘଟିଛି। ୯୨ ବର୍ଷୀୟ ଯୁଗଳ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ୧୯୨୮ ଡିସେମ୍ବର ୨୪ରେ ଯାଜପୁର ଜିଲା…
୧୭ ସହରରୁ ଉତ୍ପାଦନ ହେବ ସବୁଜ ଶକ୍ତି
ଭୁବନେଶ୍ୱର,୨୨।୨(ବ୍ୟୁରୋ): ପାରମ୍ପରିକ ଶକ୍ତି ଉତ୍ସ ବେଳକୁ ବେଳ ହ୍ରାସ ପାଉଥିବାରୁ ଅଣପାରମ୍ପରିକ ଶକ୍ତି ଉପରେ ଆଗାମୀ ଦିନରେ ଅଧିକ ନିର୍ଭର କରିବାକୁ ପଡ଼ିବ। ସେଥିପାଇଁ ରାଜ୍ୟ ସରକାର ସବୁଜ ଶକ୍ତି ଉପରେ ବିଶେଷ ଗୁରୁତ୍ୱ ଦେଉଛନ୍ତି। ଏହି ଶକ୍ତି ଉତ୍ସକୁ ଅଧିକ…
ଆୟୁଷ୍ମାନ ଖୁରାନାଙ୍କ ‘ଶୁଭ ମଙ୍ଗଳ ଜ୍ୟାଦା ସାବଧାନ‘ର ତାରିଫ୍ କଲେ ଟ୍ରମ୍ପ୍
ଓ୍ବାଶିଂଟନ,୨୨।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଭାରତ ଗସ୍ତ ପୂର୍ବରୁ ଆୟୁଷ୍ମାନ ଖୁରାନାଙ୍କ ଫିଲ୍ମ ‘ଶୁଭ ମଙ୍ଗଳ ଜ୍ୟାଦା ସାବଧାନ’ର ତାରିଫ୍ କରିଛନ୍ତି। ସେ ଟୁଇଟ୍ କରି ଫିଲ୍ମକୁ ପ୍ରଶଂସା କରିଛନ୍ତି। ଏହାକୁ ନେଇ ଆୟୁଷ୍ମାନଙ୍କ ଛାତି କୁଣ୍ଡେମୋଟ ହୋଇଯାଇଥିବା ପ୍ରଶଂସକ…
ଅନୁପଙ୍କୁ ରାତିଅଧିଆ ମାରାଥନ ଜେରା
ଝାରସୁଗୁଡ଼ା, ୨୨।୨(ଡି.ଏନ.ଏ.): ବହୁ ଚର୍ଚ୍ଚିତ କଳ୍ପନା ଦାଶ ଓ ତାଙ୍କ ଝିଅ ବବ୍ଲି ହତ୍ୟା ଘଟଣାରେ ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ଛତିଶଗଡ ପୋଲିସ ମାରାଥନ ଜେରା କରୁଛି। ଶନିବାର ସନ୍ଧ୍ୟାରେ ଅନୁପଙ୍କ ରିମାଣ୍ଡ ଅବଧି ଶେଷ ହେଉଥିବାରୁ ପୋଲିସ ତାଙ୍କ…
ଗ୍ରେଟାଙ୍କ ନାମରେ ନୂଆ ପ୍ରଜାତି ଗେଣ୍ଡାର ହେଲା ନାମକରଣ
ବନ୍ଦର ସେରି ବେଗାଓ୍ବନ,୨୨।୨: ବ୍ରୁନେଇରେ ଗବେଷକ ଗେଣ୍ଡାର ଏକ ନୂଆ ପ୍ରଜାତି ସମ୍ପର୍କରେ ସନ୍ଧାନ ପାଇଛନ୍ତି। ଏହି ଗେଣ୍ଡା ପ୍ରଜାତିର ନାମକରଣ ପରିବେଶବିତ୍ ଗ୍ରେଟା ଥନବର୍ଗଙ୍କ ନାମ ଅନୁସାରେ କରାଯାଇଛି। ଗବେଷକ ଏହି ପ୍ରଜାତିକୁ କାସ୍ପେଡୋଟ୍ରୋପିସ୍ ଗ୍ରେଟା ଥନବର୍ଗ ଭାବେ ନାମିତ…
ଟ୍ରମ୍ପ୍ଙ୍କୁ ଭେଟିବେନି ବିରୋଧୀ ପ୍ରତିନିଧି
ନୂଆଦିଲ୍ଲୀ,୨୨।୨(ପି.ଟି.): କୌଣସି ବିରୋଧୀ ଦଳ ନେତା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କୁ ଆନୁଷ୍ଠାନିକ ଭାବେ ଭେଟିବା କାର୍ଯ୍ୟକ୍ରମ ନାହିଁ। ଭାରତ ଗସ୍ତରେ ଆସୁଥିତ୍ବା କୌଣସି ରାଷ୍ଟ୍ରମୁଖ୍ୟଙ୍କୁ ବିରୋଧୀ ପ୍ରତିନିଧି ନ ଭେଟିବା ଏହା ପ୍ରଥମ ଘଟଣା। ଭାରତରେ ଟ୍ରମ୍ପ୍ ୩୬ ଘଣ୍ଟା…
ପରିଜନଙ୍କୁ ଶେଷଥର ସାକ୍ଷାତ୍ କରିବାକୁ ନିର୍ଭୟା ଦୋଷୀଙ୍କୁ ଅନୁମତି ଦେଲେ ଜେଲ ପ୍ରଶାସନ
ନୂଆଦିଲ୍ଲୀ,୨୨।୨: ବହୁ ଚର୍ଚ୍ଚିତ ନିଭୟା ଗଣବଳାତ୍କାର ମାମଲାର ୪ ଦୋଷୀ ଏବେ ଫାଶୀଦଣ୍ଡ ପାଇଁ ଦିନ ଗଣୁଛନ୍ତି। ଆସନ୍ତା ମାର୍ଚ୍ଚ ୩ ସକାଳ ୬ଟାରେ ଏମାନଙ୍କୁ ଫାଶୀ ଦେବା ଲାଗି ଡେଥ୍ ଓ୍ବାରେଣ୍ଟ ଜାରି କରାଯାଇଛି। ତେବେ ଫାଶୀ ହେବା ପୂର୍ବରୁ…
ମହିଳାଙ୍କ ପାଇଁ ଆରମ୍ଭ ହେଲା ଓ୍ବାଶ୍ରୁମ୍ ଅନ୍ ହ୍ବିଲ୍ ଅଭିଯାନ
ପୁଣେ,୨୨।୨: ମହାରାଷ୍ଟ୍ରରେ ପ୍ରଥମ କରି ମହିଳାଙ୍କ ସୁବିଧା ପାଇଁ ଓ୍ବାଶ୍ରୁମ୍ ଅନ୍ ହ୍ବିଲ୍ ଅଭିଯାନ ଆରମ୍ଭ ହୋଇଛି। ସ୍ଥାନୀୟ ପୁଣେ ପ୍ରଶାସନ ପକ୍ଷରୁ ୧୨ଟି ବସ୍କୁ ଶୌଚାଳୟରେ ପରିବର୍ତ୍ତନ କରିଛନ୍ତି। ୫ ଟଙ୍କା ଶୁଳ୍କ ଦେଇ ମହିଳା ଏଠାରେ ଶୌଚ ହେବା…
୧୮ ଶତାବ୍ଦୀର ସୁନା ମୁକୁଟ ଫେରି ପାଇଲା ଇଥୋପିଆ
ଆମଷ୍ଟରଡାମ୍,୨୨।୨: ନେଦରଲାଣ୍ଡ ସରକାର ଇଥୋପିଆକୁ ୧୮ ଶତାବ୍ଦୀର ଏକ ସେରିମୋନିଆଲ୍ କ୍ରାଉନ୍ ଫେରାଇଛନ୍ତି। ସୁନାରେ ତିଆରି ଏହି ମୁକୁଟ ୨୧ ବର୍ଷ ତଳେ ୧୯୯୯ରେ ଏକ ଚର୍ଚ୍ଚରୁ ଚୋରି ହୋଇଯାଇଥିଲା। ଏହାକୁ ଧାର୍ମିକ ଉତ୍ସବରେ ପାଦ୍ରୀଙ୍କ ଦ୍ୱାରା ବ୍ୟବହୃତ କରାଯାଇଥାଏ। ଇଥୋପିଆର…
ମିନତି ମିଶ୍ରଙ୍କୁ ମରଣୋତ୍ତର ଗୁରୁ ଗଙ୍ଗାଧର ପ୍ରଧାନ ସମ୍ମାନ
କୋଣାର୍କ,୨୨।୨(ଡି.ଏନ.ଏ): କୋଣାର୍କ ନାଟ୍ୟମଣ୍ଡପରେ ଚାଲିଥିବା ୩୪ତମ କୋଣାର୍କ ନୃତ୍ୟ ଓ ସଙ୍ଗୀତ ଉତ୍ସବ ଶୁକ୍ରବାର ଉଦ୍ଯାପିତ ହୋଇଯାଇଛି। ପଞ୍ଚଦେବ ସ୍ତୁତି ପରେ ବିଖ୍ୟାତ ସିତାର ବାଦକ ପଣ୍ଡିତ ରବି ଶଙ୍କର ପ୍ରଧାନ ଋତୁରାଜ ବସନ୍ତକୁ ନେଇ ରାଗ-ବାହାର ପରିବେଷଣ କରିଥିଲେ। ଦ୍ୱିତୀୟ…
Archives


