Home

କୋଭିଡ-୧୯ ପଜିଟିଭ୍‌ଙ୍କ ଚିକିତ୍ସା କରୁଥିବା ସ୍ବାସ୍ଥ୍ୟ କର୍ମଚାରୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା: ଦିଆଯାଉଛି ଟ୍ରେନିଂ, ଚିକିତ୍ସା କରିବା ପୂର୍ବରୁ କରାଯାଉଛି ମକ୍‌ଡ୍ରିଲ୍‌

ଭୁବନେଶ୍ୱର,୧୬।୪(ବ୍ୟୁରୋ): କରୋନା ସଂକ୍ରମଣ ଜନିତ ରୋଗ। ଏଣୁ ଏଥିରେ ସଂକ୍ରମିତଙ୍କୁ ଚିକିତ୍ସା କରୁଥିବା ଡାକ୍ତର ତଥା ଅନ୍ୟ ସ୍ବାସ୍ଥ୍ୟକର୍ମଚାରୀଙ୍କ ପ୍ରତି ବିପଦ ରହିଛି। କାରଣ ସେମାନେ ମଧ୍ୟ ଏଥିରେ ସଂକ୍ରମିତ ହୋଇପାରନ୍ତି। ଏଣୁ ରାଜ୍ୟରେ ଚିହ୍ନଟ ହୋଇଥିବା ପଜିଟିଭ୍‌ମାନଙ୍କ ଚିକିତ୍ସା କରୁଥିବା…

୨ ଶିଶୁକନ୍ୟାଙ୍କୁ ଧରି ଲୁହ ଢାଳୁଛନ୍ତି ଯୁବତୀ

ଲୋଇସିଂହା, ୧୬।୪ (ଡି.ଏନ.ଏ.): ପ୍ରେମ ବିବାହ କରିବା ଜଣେ ଯୁବତୀଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି । ଗର୍ଭବତୀ ସ୍ତ୍ରୀ, ୭ ବର୍ଷର ଶିଶୁକନ୍ୟାକୁ ଛାଡି ସଂପୃକ୍ତ ଯୁବକ ଗତ ଜାନୁୟାରୀରୁ ଫେରାର ହୋଇଯାଇଛନ୍ତି। ଏପରି ଘଡିସନ୍ଧି ସମୟରେ ଗତ ୬…

ହଜାରେ ଟଙ୍କା ପାଇଁ ରାତି ଅନିଦ୍ରା

ସମ୍ବଲପୁର, ୧୬।୪ (ବ୍ୟୁରୋ)- କରୋନା କଟକଣା ଲକ୍‌ ଡାଉନ ପରେ ଏହାର ପ୍ରଭାବ ସିଧାସଳଖ ଖଟିଖିଆ, ଦିନ ମଜୁରିଆ ଓ ଗରିବ ଶ୍ରେଣୀ ଲୋକଙ୍କ ଉପରେ ପଡିଛି। ରୋଜଗାର ନ ଥିବାରୁ ସେମାନୁ ରାଜ୍ୟ ଓ କେନ୍ଦ୍ର ସରକାର ପର୍ଯ୍ୟାୟ କ୍ରମେ…

କେବଳ ବାହାରେ ନୁହେଁ, ଘରେ ବି ରଖନ୍ତୁ ସାମାଜିକ ଦୂରତ୍ୱ: ଉନ୍ନୟନ କମିଶନର

ଭୁବନେଶ୍ୱର,୧୬।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ନିୟନ୍ତ୍ରଣରେ ରହିଛି। ଏବେ ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ସ୍ଥିତି ଜାରି ରହିଛି। ଏହାକୁ କଡ଼ାକଡ଼ି ଭାବେ ପାଳନ କରାଯିବା ଆବଶ୍ୟକ। ଇତିମଧ୍ୟରେ ୬୦ ପଜିଟିଭ୍‌ ମାମଲା ସାମ୍ନାକୁ ଆସିଛି। ବର୍ତ୍ତମାନ ପରୀକ୍ଷଣ ସୁବିଧା ବୃଦ୍ଧି…

ଭୟ ଭିତରେ ବି ଲୋକଙ୍କୁ ସଚେତନ କରୁଛନ୍ତି ଅଙ୍ଗନଓ୍ବାଡି କର୍ମୀ

ଲାଞ୍ଜିଗଡ,୧୬।୪(ଡି.ଏନ୍‌.ଏ.): ରାଜ୍ୟ ସରକାର କରୋନା ମୁକାବିଲା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ପ୍ରଶାସନର ସମସ୍ତ ବିଭାଗ ସଚେତନତା ପାଇଁ ଅଣ୍ଟା ଭିଡଛି। ଏଥିରୁ ବାଦ ପଡି ନାହାନ୍ତି ଦୁର୍ଗମ ଅଞ୍ଚଳରେ ଥିବା ଅଙ୍ଗନବାଡି କର୍ମୀ। ସେମାନେ ଗ୍ରାମାଞ୍ଚର ଦୁର୍ଗମ ଅଞ୍ଚଳକୁ…

କୋଭିଡ୍‌-୧୯ ଲକ୍‌ଡାଉନ୍‌: ଅନ୍‌ଲାଇନ୍‌ କୋଚିଂ ପାଇଁ ହାତ ମିଳାଇଲେ ସାଇ- ଏଆଇଏଫ୍‌ଏଫ୍‌

ନୂଆଦିଲ୍ଲୀ,୧୬।୪(ପି.ଟି.): କରୋନା ଭାଇରସ ମହାମାରୀ ରୂପ ନେଇଥିବା ବେଳେ ସାରା ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି। ଫଳରେ ଅନ୍‌ଲାଇନ କୋଚିଂ ପାଇଁ ଅଣ୍ଟା ଭିଡିଛନ୍ତି ଅଲ ଇଣ୍ଡିଆ ଫୁଟବଲ ଫେଡେରେଶନ (ଏଆଇଏଫ୍‌ଏଫ୍‌) ଓ ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ)। ଆସନ୍ତା…

ନିୟମ ଭାଙ୍ଗୁଛନ୍ତି ସରକାରୀ କାମରେ ନିୟୋଜିତ ଶ୍ରମିକ

ସମ୍ବଲପୁର, ୧୬।୪ (ବ୍ୟୁରୋ)-କରୋନା କଟକଣା ଓ ଏହାର ସଂକ୍ରମଣ ରୋକିବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନିଆଯାଉଛି। ଏହାର ପ୍ରତିଷେଧକ ପାଇଁ ସାମାଜିକ ଦୂରତ୍ୱ ଏକ ପ୍ରମୁଖ ମାଧ୍ୟମ ବୋଲି ସରକାର ଘୋଷଣା କରି ପାଳନ କରିବାକୁ ସମସ୍ତଙ୍କୁ କଡା ନିର୍ଦ୍ଦେଶ…

ରୋହିତ୍‌ ଦୁବାଇସ୍ଥିତ କୋଚିଂ କ୍ରିକେଟ ଏକାଡେମୀ ବ୍ରାଣ୍ଡ ଆମ୍ବାସାଡର

ଦୁବାଇ,୧୬।୪(ପି.ଟି.): ଭାରତୀୟ ତାରକା ଓପନର ତଥା ସୀମିତ ଓଭର ଉପ- ଅଧିନାୟକ ଦୁବାଇ ପର୍ଯ୍ୟବସିତ ଏକ କୋଚିଂ ଏକାଡେମୀର ବ୍ରାଣ୍ଡ ଆମ୍ବାସାଡର ନିଯୁକ୍ତ ହୋଇଛନ୍ତି। ଏହି କୋଚିଂ ଏକାଡେମୀର ନାମ ‘କ୍ରିକ୍‌କିଙ୍ଗ୍‌ଡମ୍‌’ ରହିଛି। ସାରା ବିଶ୍ୱରେ କୋଭିଡ୍‌-୧୯ର ଆତଙ୍କ ଜାରି ରହିଥିବା…

ଦୁର୍ନୀତି ଅଭିଯୋଗ: ଆଇଡବ୍ଲ୍ୟୁଏଫ୍‌ ଅଧ୍ୟକ୍ଷଙ୍କ ଇସ୍ତଫା

ବୁଡାପେଷ୍ଟ,୧୬।୫(ଏଏଫ୍‌ପି): ଅନ୍ତର୍ଜାତୀୟ ଓ୍ବେଟ୍‌ ଲିଫ୍ଟିଙ୍ଗ୍‌ (ଆଇଡବ୍ଲ୍ୟୁଏଫ୍‌) ଅଧ୍ୟକ୍ଷ ଟାମାସ ଆଜାନ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ବିରୋଧରେ ଆସିଥିବା ଦୁର୍ନୀତି ଓ ଡୋପିଂ ନିୟମ ଉଲ୍ଲଂଘନ ଅଭିଯୋଗ କାରଣରୁ ସେ ନିଜ ପଦ ଛାଡିଛନ୍ତି। ଚଳିତ ବର୍ଷ ପ୍ରାରମ୍ଭରେ ଏହି…

ବାଟୋଇଙ୍କୁ ଆଇସୋଲେଶନରେ ରଖିଲା ପ୍ରଶାସନ

ବିଜେପୁର,୧୬।୪(ଡି.ଏନ.ଏ.)-କରୋନା ପାଇଁ ଲକ୍‌ ଡାଉନ ଜାରି ରହିଛି । ପୋଲିସ ପ୍ରଶାସନର କଟକଣା ଯୋଗୁଁ ପୂର୍ବାହ୍ନ ୧୦ଟା ପରେ ଦୋକାନ ବଜାର ସମେତ ରାସ୍ତା ଶୂନଶାନ ହୋଇଯାଉଛି । ଭୋକିଲା ପେଟକୁ ଦାନା ମୁଠାଏ ଯୋଗାଡ କରିବାକୁ ନିରାଶ୍ରିତ ଲୋକ ଏବେ…

‘ଯୋଗ୍ୟ ହିତଧିକାରୀଙ୍କୁ ରାଶନ କାର୍ଡ ମିଳୁନି’

ସଜନାଗଡ଼,୧୬।୪(ଡି.ଏନ.ଏ.)- ବାଲେଶ୍ୱର ଜିଲା ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡ଼ଙ୍ଗୀ ଗୁରୁବାର ପୂର୍ବାହ୍ନ ୧୧ଟା ସମୟରେ ରାଶନକାର୍ଡ଼ ସମ୍ବନ୍ଧୀୟ ଏକ ଦାବିପତ୍ର ନୀଳଗିରିର ଉପଜିଲାପାଳ ହରିଶ୍ଚନ୍ଦ୍ର ଜେନାଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରିଛନ୍ତି। ଘଟଣାରୁ ପ୍ରକାଶ, ନୀଳଗିରି ବ୍ଲକ ଏକ…

ଅସହାୟଙ୍କୁ ଖାଦ୍ୟ ବାଣ୍ଟିଲା ଖବରକାଗଜ ଏଜେଣ୍ଟ ସଂଘ

ବାଲେଶ୍ୱର ଅଫିସ,୧୬।୪- ବର୍ତ୍ତମାନ ସାରା ବିଶ୍ୱ ମହାମାରୀ କରୋନା ପାଇଁ ଆତଙ୍କିତ ହୋଇପଡ଼ିଛି। ଏହି ସମୟରେ ବାଲେଶ୍ୱର ରେଲୱ ଷ୍ଟେସନ ନିକଟରେ ରହିଛନ୍ତି ଶତାଧିକ ଗରିବ ଅସହାୟ। ପ୍ରତିଦିନ ସେମାନଙ୍କୁ ବହୁ ସେଚ୍ଛାସେବୀ ଅନୁଷ୍ଠାନ ସହ ସରକାର ମଧ୍ୟ ଖାଦ୍ୟ ବଣ୍ଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?