କରୋନା ପାଇଁ ଔଷଧ: ଲାଗିପାରେ ବର୍ଷେରୁ ଦେଢ଼ ବର୍ଷ; ଲକ୍ଡାଉନ୍ରେ ରହି ହେବ କି ଏତେ ଦିନ !
ଓ୍ବାଶିଂଟନ,୨୪।୩: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଅଚଳାବସ୍ଥା ସୃଷ୍ଟି ହୋଇଛି। କରୋନା ଭୂତାଣୁ ଭିନ୍ନ ଭିନ୍ନ ପରିବେଶରେ ଅଲଗା ଅଲଗା କ୍ରିୟାଶୀଳତା ଦେଖାଉଥିବାରୁ ଏହାକୁ ରୋକିବା ପାଇଁ ଔଷଧ ପ୍ରସ୍ତୁତିରେ ବର୍ତ୍ତମାନ ସୁଦ୍ଧା ସାରା ପୃଥିବୀର ବୈଜ୍ଞାନିକ ଅସଫଳ ରହିଛନ୍ତି।…
ନିୟମ ଉଲ୍ଲଂଘନକାରୀଙ୍କୁ ‘ମୁଁ ସମାଜର ଶତ୍ରୁ’ ଲେଖି ପୋଷ୍ଟର ଧରାଇଲା ପୋଲିସ
ଡେରାଡୁନ,୨୪।୩: ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଉତ୍ତରାଖଣ୍ଡରେ ମୁଖ୍ୟମନ୍ତ୍ରୀ ତ୍ରିଭେନ୍ଦ୍ର ସିଂ ରାଓ୍ବତ ‘ଜନତା କର୍ଫ୍ୟୁ’ ଘୋଷଣା କରିଥିବା ବେଳେ ଏହାକୁ ଅଧିକାଂଶ ଲୋକ ଅବମାନନା କରୁଥିବା ଦେଖାଯାଇଛି। ଗତ ୨୨ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ପକ୍ଷରୁ ‘ଜନତା କର୍ଫ୍ୟୁ’ ଘୋଷଣା କରାଯାଇଥିବା…
ଶାହିନବାଗ ଆନ୍ଦୋଳନ: ପୋଲିସକୁ ଧନ୍ୟବାଦ ଦେଲେ ଜନତା
ନୂଆଦିଲ୍ଲୀ,୨୪।୩: ଦୀର୍ଘ ପ୍ରାୟ ୧୦୦ ଦିନର ଆନ୍ଦୋଳନ ପରେ ମଙ୍ଗଳବାର ଖାଲି ହୋଇଛି ଶାହିନବାଗ। ଏହାକୁ ଦେଖି ଦକ୍ଷିଣ ଦିଲ୍ଲୀର ଡିସିପି ଆର୍ପି ମିନା ଓ ତାଙ୍କ ସହଯୋଗୀଙ୍କୁ ସାଧାରଣ ଜନତା ଧନ୍ୟବାଦ ଜଣାଇବା ସହ ଫୁଲ ଦେଇ ଶୁଭେଚ୍ଛା ଜଣାଇଛନ୍ତି।…
କରୋନା ଭୟ: ଘରେ ବାସନ ଧୋଉଛନ୍ତି ଏହି ଷ୍ଟାର
ମୁମ୍ବାଇ: ସାରା ଦେଶରେ କରୋନା ଭାଇରସ୍ ପ୍ରକୋପ ଜାରି ରହିଥିବା ବେଳେ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି। କରୋନା ଭାଇରସ୍ରେ ସଂକ୍ରମିତଙ୍କ ସଂଖ୍ୟା ଏପର୍ଯ୍ୟନ୍ତ ୫୦୦ରୁ ଊର୍ଦ୍ଧ୍ୱ ହୋଇଥିବା ବେଳେ ଏଥିରେ ମୃତ୍ୟୁ ସଂଖ୍ୟା ୧୦ରେ ପହଞ୍ଚିଛି। ପ୍ରାୟ…
୮ମାସ ପରେ ଗୃହବନ୍ଦୀରୁ ମୁକୁଳିଲେ ଓମାର ଅବଦ୍ଦୁଲା
ଶ୍ରୀନଗର,୨୪।୩: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦ୍ଦୁଲାଙ୍କୁ ଦୀର୍ଘ ୮ମାସ ପରେ ଗୃହବନ୍ଦୀରୁ ମୁକ୍ତ କରାଯାଇଛି। ଓମାରଙ୍କ ଉପରେ ଲାଗିଥିବା ପିଏସ୍ଏ ହଟାଇ ଦିଆଯାଇଛି ବୋଲି ଜମ୍ମୁ-କଶ୍ମୀରର ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ଓମାରଙ୍କ ଭଉଣୀ ସାରା ଅବଦ୍ଦୁଲା ପାଇଲଟ ଗୃହବନ୍ଦୀରୁ…
କରୋନା ଭାଇରସ: ପୁଣିଥରେ ଦେଶକୁ ସମ୍ବୋଧିତ କରିବେ ମୋଦି
ନୂଆଦିଲ୍ଲୀ,୨୪।୩: କରୋନା ଭାଇରସ ତା’ର କାୟା ବିସ୍ତାର କରି ଚାଲିଥିବା ବେଳେ ଏବେ ଏହା ଭୟଙ୍କର ରୂପ ନେବାକୁ ଯାଉଛି ବୋଲି ଆଲୋଚନା ହେଉଛି। ସୋମବାର ଦେଶରେ ଏକାଥରେ ୯୯ କରୋନା ପଜିଟିଭ ରୋଗୀ ଚିହ୍ନଟ ହେବା ପରେ ଏବେ ଏହା…
ଖବରକାଗଜ ସୁରକ୍ଷିତ: କେରଳ ଡାକ୍ତର
କୋଜିକୋଡ଼େ,୨୪।୩: ଖବରକାଗଜ ଯୋଗୁ ମଧ୍ୟ କରୋନା ସଂକ୍ରମଣ ହେବାର ଆଶଙ୍କା ରହିଥିବା ନେଇ ଗୁଜବ ସୃଷ୍ଟି ହେବାପରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଏହାକୁ ଖଣ୍ଡନ କରାଯାଇଥିଲା। ସେହିପରି ଏବେ କେରଳ କୋଜିକୋଡ଼େର ଜଣେ ଡାକ୍ତର ଖବରକାଗଜ ଦ୍ୱାରା କରୋନା ସଂକ୍ରମଣ…
୬୪୫ ସ୍କୁଲରେ ହେବ ଅସ୍ଥାୟୀ ହସ୍ପିଟାଲ
ନୂଆଦିଲ୍ଲୀ,୨୪।୩: କେନ୍ଦ୍ର ସରକାର କରୋନା ଭାଇରସର ସଂକ୍ରମଣକୁ ଦେଖି ବିଭିନ୍ନ ପ୍ରକାର ପଦକ୍ଷେପ ନେଇଛନ୍ତି। ଏବେ ପ୍ରାୟ ୬୪୫ ନବୋଦୟ ବିଦ୍ୟାଳୟ ହଷ୍ଟେଲକୁ ସରକାର ଅସ୍ଥାୟୀ ହସ୍ପିଟାଲରେ ପରିଣତ କରିବେ ବୋଲି କହିଛନ୍ତି। କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ…
ସମ୍ପୂର୍ଣ୍ଣ ଓଡ଼ିଶା ଲକ୍ଡାଉନ୍; ଅପରାହ୍ନ ସାଢ଼େ ୪ଟାରେ ଗଣମାଧ୍ୟମ ଜରିଆରେ ଦିଆଯିବ ସୂଚନା
ଭୁବନେଶ୍ୱରା,୨୪।୩(ବ୍ୟୁରୋ): ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଏହି ରୋଗର ବ୍ୟାପକତାକୁ ଦେଖି ସମସ୍ତ ୩୦ ଜିଲା ଅର୍ଥାତ୍ ସମ୍ପୂର୍ଣ୍ଣ ଓଡ଼ିଶା ଲକ୍ଡାଉନ୍ ନେଇ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ମଙ୍ଗଳବାର ମଧ୍ୟରାତ୍ରରୁ ମାର୍ଚ୍ଚ ୨୯ ଯାଏ ଅବଶିଷ୍ଟ ୧୬…
ମହାରାଷ୍ଟ୍ରରେ ସର୍ବାଧିକ କରୋନା ସଂକ୍ରମିତ: କର୍ନାଟକରେ ୪ ନୂଆ ଘଟଣା
ନୂଆଦିଲ୍ଲୀ,୨୪।୩: କରୋନା ସଂକ୍ରମଣ ଯୋଗୁ ଭାରତରେ ସାଧାରଣ ଜୀବନଯାତ୍ରା ଥମି ଯାଇଛି। କରୋନା ସଂକ୍ରମଣ ଘଟଣା ମହାରାଷ୍ଟ୍ରରେ ସର୍ବାଧିକ ରହିଛି। ଏଠାରେ ୧୦୧ ଜଣ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ସେହିପରି କର୍ନାଟକରେ ୪ ନୂଆ ଘଟଣାକୁ ମିଶାଇ ସଂକ୍ରମିତଙ୍କ ସଂଖ୍ୟା ୩୭କୁ…
ଆଇସୋଲେଶନ୍ ରହି କିଭଳି ସମୟ କାଟୁଛନ୍ତି ନୁସରତ
ମୁମ୍ବାଇ: କୋଲକାତା ତୃଣମୂଳ କଂଗ୍ରେସର ଏମ୍ପି ତଥା ଅଭିନେତ୍ରୀ ନୁସରତ ଜହାଁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ ରହୁଥିବା ନୁସରତଙ୍କ ପ୍ରାୟ ସମୟରେ ଭିଡିଓ ଭାଇରାଲ ହୋଇଥାଏ। ତେବେ ଦେଶରେ କରୋନା ପ୍ରକୋପ ଜାରି ରହିଥିବାରୁ ସୁରକ୍ଷା…
ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୧୨ ଛୁଇଁଲା: ମୃତ୍ୟୁ ସଂଖ୍ୟା ୧୦; ୪୪ ହେଲେଣି ସୁସ୍ଥ
ନୂଆଦିଲ୍ଲୀ,୨୪।୩: କରୋନା ସଂକ୍ରମଣ ସାରା ପୃଥିବୀରେ ଆତଙ୍କ ସୃଷ୍ଟି କରିଛି। ଭାରତରେ ସ୍ଥିତି ଧୀରେଧୀରେ ସଙ୍କଟ ଜନକ ହେବାରେ ଲାଗିଛି। ଇତିମଧ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୧୨ରେ ପହଞ୍ଚିଥିବାବେଳେ ମୃତ୍ୟୁ ସଂଖ୍ୟା ୧୦ ଛୁଇଁଛି। ଚିକିତ୍ସା ପରେ ୪୪ ଜଣ ଲୋକ…
Archives


