ଚାଇନା ସରକାର ନା ପ୍ରମାଣିକ ତଥ୍ୟ କିଏ ସତ: କରୋନା ମୃତ୍ୟୁ ସଂଖ୍ୟା କ’ଣ କୋଟିଏ ୫୦ ଲକ୍ଷ !
ବେଜିଂ,୨୩।୩: ଚାଇନାରେ କରୋନା ସଂକ୍ରମଣ ଯୋଗୁ ମୃତ୍ୟୁ ସଂଖ୍ୟା ୩,୨୬୮ ବୋଲି ସରକାରୀ ରିପୋର୍ଟରେ ଦର୍ଶାଯାଇଛି। ତେବେ କେତେକ ପ୍ରାମାଣିକ ତଥ୍ୟ ଅନୁସାରେ ଚାଇନା ସରକାର ମିଛ କହୁଥିବା ଅନୁମାନ କରାଯାଉଛି । ଏନେଇ ଏବେ ଚର୍ଚ୍ଚା ଆରମ୍ଭ ହେଉଛି। ଚାଇନାରେ…
ଟ୍ରକ୍କୁ ପଛରୁ ଧକ୍କା ଦେଲା ଜାଇଲୋ: ୪ ମୃତ, ୫ ଗୁରୁତର
ବାଲେଶ୍ୱର ଅଫିସ, ୨୩।୩: ପଶ୍ଚିମବଙ୍ଗ ଦାନ୍ତୁନ୍ ଥାନା ଅନ୍ତର୍ଗତ ନେକୁରସୁନି ଏନ୍ଏଚ୍ ୬୦ରେ ସୋମବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୫ଗୁରୁତର ହୋଇଛନ୍ତି । ପ୍ରକାଶ ଯେ, ଏକ ଜାଇଲୋ ଯୋଗେ ୯ଜଣ…
ସନ୍ଧ୍ୟାରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବରାଜ!
ଭୋପାଳ,୨୩।୩: କରୋନା ଭାଇରସକୁ ନେଇ ସାରା ଦେଶ ଚିନ୍ତାରେ ଥିବା ବେଳେ ଏପଟେ ମଧ୍ୟପ୍ରଦେଶ ରାଜନୀତି ହୋଇଛି ସରଗରମ। ସୋମବାର ସନ୍ଧ୍ୟାରେ ଅନୁଷ୍ଠିତ ହେବାକୁ ଥିବା ଭାରତୀୟ ଜନତା ପାର୍ଟି(ଭାଜପା) ବିଧାୟକ ଦଳ ବୈଠକରେ ଶିବରାଜ ସିଂ ଚୌହାନଙ୍କ ନାଁ ମୁଖ୍ୟମନ୍ତ୍ରୀ…
ଲକ୍ଡାଉନ୍ ସମୟରେ ୬ଟି ରୁଟ୍ରେ ଚାଲିବ ମୋ ବସ୍
ଭୁବନେଶ୍ୱର(ସାହାରା ଟାଇମ୍ସ): କରୋନା ଭୂତାଣୁ ସଂକ୍ରମଣ ରୋକିବା ନେଇ ସରକାର ମାର୍ଚ୍ଚ ୨୨ରୁ ୨୯ ତାରିଖ ଯାଏ ଲକ୍ଡାଉନ୍ ଘୋଷଣା କରିଛନ୍ତି। ଏହାକୁ ଦୃଷ୍ଟିରେ ରଖି ‘ମୋ ବସ୍’ ସେବା ଜାରି ରହିବ ବୋଲି କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍)…
ପୁଣି ବଡ଼ ପରଦାରେ ଦର୍ଶକଙ୍କୁ ହସାଇବେ ଅଜୟ
ମୁମ୍ବାଇ: ପ୍ରଯୋଜକ ଇନ୍ଦ୍ର କୁମାରଙ୍କ ସୁପରହିଟ୍ ଫିଲ୍ମ ‘ଟୋଟାଲ ଧମାଲ୍’ ବକ୍ସ ଅଫିସ୍ରେ ଧମାଲ ମଚାଇବା ପରେ ପୁଣି ବଡ଼ ପରଦାରେ ଦର୍ଶକଙ୍କୁ ହସାଇବାକୁ ଯାଉଛନ୍ତି ବଲିଉଡ୍ ଅଭିନେତା ଅଜୟ ଦେବଗନ। ସୋମବାର ଇନ୍ଦ୍ର କୁମାରଙ୍କ ନିର୍ମିତ ଆଉ ଏକ କମେଡି…
କରୋନା ସହ ଲଢ଼େଇ: ଭାରତ ପାଖରେ ରହିଛି ୪୪ ହଜାର ଭେଣ୍ଟିଲେଟର
ନୂଆଦିଲ୍ଲୀ,୨୩।୩: କରୋନା ସଂକ୍ରମଣ ନେଇ ଭାରତରେ ସଙ୍କଟ ଦେଖାଦେଇଛି। ଦେଶର ଜନସଂଖ୍ୟା ୧୩୦ କୋଟି ରହିଛି। ଏପରିସ୍ଥଳେ ଯଦି ଭାରତ କରୋନା ସଂକ୍ରମଣର ତୃତୀୟ ଷ୍ଟେଜ୍କୁ ଯାଏ, ତେବେ ସଂକ୍ରମିତଙ୍କୁ ଚିକିତ୍ସା ସୁବିଧା ଯୋଗାଇଦେବା ଅସମ୍ଭବ ହୋଇ ପଡ଼ିବ। ଭାରତ ପାଖରେ…
ଲକ୍ଡାଉନ୍ର ଦ୍ୱିିତୀୟ ଦିନ: ବିଭିନ୍ନ ଛକରେ ଲୋକଙ୍କ ଭିଡ଼, ଜଗିଛି ପୋଲିସ
ଭୁବନେଶ୍ୱର, ୨୩।୩(ବ୍ୟୁରୋ): ରାଜ୍ୟରେ ଲକ୍ଡାଉନ୍ର ସୋମବାର ହେଉଛି ଦ୍ୱିିତୀୟ ଦିନ। ଲକ୍ଡାଉନ୍କୁ କଡ଼ାକଡ଼ି ଭାବେ ପାଳନ କରିବାକୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଥିବା ବେଳେ ସୋମବାର ଟ୍ବିନ୍ ସିଟି ସମେତ ବିଭିନ୍ନ ଜିଲାର ଛକମାନଙ୍କରେ ପୋଲିସ ଜଗି ରହିଛି। ତେବେ ଭୁବନେଶ୍ୱରସ୍ଥିତ…
କରୋନା ସଂକ୍ରମଣ ମୁକାବିଲା: କଏଦୀଙ୍କୁ ମିଳିବ ୬ ସପ୍ତାହ ପାରୋଲ
ନୂଆଦିଲ୍ଲୀ,୨୩।୩: କରୋନା ସଂକ୍ରମଣର ମୁକାବିଲା ପାଇଁ ଭାରତ ସରକାରଙ୍କ ପକ୍ଷରୁ କେତେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଏହି ମର୍ମରେ ଜେଲ୍ରେ ଥିବା କଏଦୀଙ୍କ ମଧ୍ୟରେ କରୋନା ସଂକ୍ରମଣ ରୋକିବାକୁ ଦୃଷ୍ଟିରେ ରଖି ସୋମବାର ସୁପ୍ରିମ୍କୋର୍ଟ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି। ୭ରୁ…
ହାଇକୋର୍ଟଙ୍କ ସର୍କୁଲାର: ଲକ୍ଡାଉନ୍ ଅଞ୍ଚଳରେ ପ୍ରତ୍ୟେକ ଦିନ ୧ ଘଣ୍ଟା ଖୋଲା ରହିବ ନିମ୍ନ କୋର୍ଟ
କଟକ ଅଫିସ,୨୩।୩: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାର ୫ ଜିଲା ଏବଂ ୮ ପୌରାଞ୍ଚଳରେ ଲକ୍ଡାଉନ୍ ଘୋଷଣା କରିଛନ୍ତି। ଏହାକୁ ଦୃଷ୍ଟିରେ ରଖି ହାଇକୋର୍ଟଙ୍କ ପକ୍ଷରୁ ଅଧୀନସ୍ଥ କୋର୍ଟଗୁଡିକ ପାଇଁ ସୋମବାର ନୂତନ ନିର୍ଦ୍ଦେଶନାମା ଜାରି କରାଯାଇଛି।…
ପ୍ରଶାସନିକ କଟକଣା ନ ମାନି ଗିରଫ ହେଲେ ବ୍ୟବସାୟୀ
ଭଦ୍ରକ ଅଫିସ,୨୩।୩: ଭଦ୍ରକ ପୌରାଞ୍ଚଳ ଅଧୀନରେ ଜଣେ ବ୍ୟବସାୟୀ ପ୍ରଶାସନିକ କଟକଣାକୁ ନ ମାନି ସୋମବାର ଗିରଫ ହୋଇଛନ୍ତି। ଅତ୍ୟାବଶ୍ୟକୀୟ ଦୋକାନ ବଜାରକୁ ବାଦ୍ ଦେଇ ଅନ୍ୟାନ୍ୟ ସମସ୍ତ ବନ୍ଦ ରଖିବାକୁ ପ୍ରଶାସନିକ ନିର୍ଦ୍ଦେଶ ଥିବା ବେଳେ ଏହି କଟକଣାକୁ ଗବସାହି…
ସରକାରଙ୍କ ଆଶ୍ୱାସନା: ୮୦% କରୋନା ସଂକ୍ରମିତ ଆପଣାଛାଏଁ ହେବେ ସୁସ୍ଥ; ୫%ଙ୍କୁ କରାଯିବ ହସ୍ପିଟାଲରେ ଭର୍ତ୍ତି; ଆଖିବୁଜା ହେବନି ନମୁନା ଯାଞ୍ଚ୍
ନୂଆଦିଲ୍ଲୀ,୨୩।୩: କରୋନା ସଂକ୍ରମଣର ମୁକାବିଲା ନେଇ ଭାରତ ସରକାର ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ କରିଛନ୍ତି। ଏହି ମର୍ମରେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ, ବହିର୍ବ୍ୟାପାର ମନ୍ତ୍ରଣାଳୟ ଏବଂ ଇଣ୍ଡିଆନ୍ କାଉନସିଲ୍ ଅଫ୍ ମେଡ଼ିକାଲ ରିସର୍ଚ୍ଚ(ଆଇସିଏମ୍ ଆର୍) ପକ୍ଷରୁ ଆୟୋଜିତ ଏକ ମିଳିତ ଗଣମାଧ୍ୟମ ସମ୍ମଳନୀରେ…
ଦାରିଙ୍ଗବାଡ଼ିରେ ଦାୟିତ୍ୱ ନେଲେ ନୂତନ ବିଡିଓ
ଦାରିଙ୍ଗବାଡ଼ି,୨୩।୩(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟରେ ନୂତନ ବିଡିଓ ଭାବେ ସୋମବାର ଡ.ଜଗଦୀଶ ଷଡ଼ଙ୍ଗୀ କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ ପ୍ରଥମେ କରୋନା ପ୍ରତିହତ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ସହ ବ୍ଲକ କାର୍ଯ୍ୟାଳୟରେ ଅଟକି ରହିଥିବା ସମସ୍ତ ଉନ୍ନୟନ କାର୍ଯ୍ୟକୁ…
Archives


