ହାତଦେଇ ଛିଙ୍କିବା ଜରୁରୀ: ବାୟୁମଣ୍ଡଳରେ ମିଶିଥାଏ ୩,୦୦୦ କ୍ଷୁଦ୍ର ଜଳକଣିକା
ଓ୍ବାଶିଂଟନ,୨୩।୩: କରୋନା ମହାମାରୀ ବେଲଗାମ୍ ହେବାରେ ଲାଗିଛି। ଇତି ମଧ୍ୟରେ ମୃତ୍ୟୁ ସଂଖ୍ୟା ୧୪ ହଜାର ଟପିଛି। କରୋନା ଭୂତାଣୁ ସଂକ୍ରମଣଠାରୁ ଦୂରେଇ ରହିବା ଲାଗି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ( ଡବ୍ଲ୍ୟୁଏଚ୍ଓ) ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି। ଏହା ଅନୁସାରେ ଛିଙ୍କିବା…
କରୋନା ଭାଇରସ: ସଂସଦ ଯିବେନାହିଁ ଶିବସେନା ନେତା
ନୂଆଦିଲ୍ଲୀ,୨୩।୩: କରୋନା ଭାଇରସର ଭୟ ଯୋଗୁ ଶିବସେନା ନେତା ସୋମବାର ରାଜ୍ୟ ସଭା କି ଲୋକ ସଭାରେ ଯୋଗ ଦେବେ ନାହିଁ ବୋଲି କହିଛନ୍ତି। ପୂର୍ବରୁ ତ୍ରୁଣମୂଳ କଂଗ୍ରେସର ନେତାମାନେ ସୋମବାର ସଂସଦ ଆସିବେ ନାହିଁ ବୋଲି କହି ସାରିଥିଲେ। ଏପଟେ…
ଆଖି କ୍ୟାନ୍ସର ପାଇଁ ଇଞ୍ଜେକ୍ଶନ
ଦିନକୁ ଦିନ ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ନୂଆ ନୂଆ ଚିକିତ୍ସା ପ୍ରଣାଳୀ ଉଦ୍ଭାବନ ହେଉଛି। ତଥାପି କେତେକ ରୋଗ ଆଜି ମଧ୍ୟ ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ଭାବରେ ଠିଆ ହୋଇଛି। ତନ୍ମଧ୍ୟରୁ କ୍ୟାନ୍ସର ଅନ୍ୟତମ। ନିକଟରେ ଆମେରିକୀୟ କ୍ୟାନ୍ସର ବିଜ୍ଞାନୀମାନେ ଏକ…
କାର୍ଯ୍ୟଦକ୍ଷତା ବଢ଼ାଇବାର ନୂଆ ଉପାୟ
କୌଣସି କାର୍ଯ୍ୟ ସୁଚାରୁ ରୂପେ ସମ୍ପାଦନ କରିବାକୁ ହେଲେ ସେହି ଅନୁସାରେ ନିଜକୁ ମାନସିକ ସ୍ତରରେ ପ୍ରସ୍ତୁତ କରିବା ସହ ଯୋଜନାବଦ୍ଧ ଭାବରେ ଆଗେଇବାକୁ ପଡ଼ିଥାଏ। ତେବେ ଏହି ତାଲିକାରେ ଆଉ ଏକ ଉପାୟକୁ ସାମିଲ କରାଯାଇଛି। କାର୍ଯ୍ୟଦକ୍ଷତାକୁ କିପରି ଆହୁରି…
ବିଦେଶରୁ ବାଲେଶ୍ୱରକୁ ଫେରିଲେ ୫: ପ୍ରଶାସନ ପକ୍ଷରୁ କରାଗଲା ସ୍ବାସ୍ଥ୍ୟ ପରୀକ୍ଷା
ବାଲେଶ୍ୱର ଅଫିସ,୨୩।୩: ବିଶ୍ୱବ୍ୟାପୀ କରୋନା ଭାଇରସ୍ ଆତଙ୍କ ଖେଳାଇ ଚାଲିଥିବାବେଳେ ସବୁଦିଗରୁ ପ୍ରଶାସନ ପକ୍ଷରୁ ନଜର ରଖାଯାଇଛି। ଏହି ପରିସ୍ଥିତିରେ ସୋମବାର ବିଦେଶରୁ ବାଲେଶ୍ୱର ଜିଲାକୁ ପୁଣି ୫ ଜଣ ଫେରିଛନ୍ତି। ଏମାନଙ୍କୁ ଜିଲା ପ୍ରଶାସନ ପକ୍ଷରୁ ମୁଖ୍ୟ ଡାକ୍ତରଖାନାକୁ ଅଣାଯାଇଥିଲା।…
ପାକିସ୍ତାନରେ ସମ୍ପୂର୍ଣ୍ଣ ଲକ୍ଡାଉନ୍ ନୁହେଁ ସମ୍ଭବ; ଦେଶରେ ୨୫% ଦିନ ମଜୁରିଆ: ଇମ୍ରାନ୍
ଇସଲାମାବାଦ୍,୨୩।୩: ପାକିସ୍ତାନରେ କରୋନା ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ତେବେ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାଁ ସମ୍ପୂର୍ଣ୍ଣ ଲକ୍ଡାଉନ୍ ଲାଗୁ ନେଇ ଅକ୍ଷମତା ପ୍ରକାଶ କରିଛନ୍ତି। ଦେଶର ୨୫ ପ୍ରତିଶତ ଜନସଂଖ୍ୟା ଦିନ ମଜୁରିଆ। ତେଣୁ ଲକ୍ଡାଉନ୍ ହେଲେ ସେମାନେ ଖାଇବାକୁ ନ…
ତମାଖୁ ସେବନରୁ ମୁକ୍ତି
”ତମାଖୁ ଜାତୀୟ ନିଶା ସେବନ ଦ୍ୱାରା ଏଥିରେ ଥିବା ନିକୋଟିନ ମସ୍ତିଷ୍କରେ ଡୋପାମିନ ନାମକ ଜୈବିକ ପଦାର୍ଥର ମାତ୍ରା ବୃଦ୍ଧି ପାଇଥାଏ। ଏହାଦ୍ୱାରା ବ୍ୟକ୍ତିକୁ ସାମୟିକ ଭାବରେ ଖୁସି ଓ ଉତ୍ଫୁଲ୍ଲ ଲାଗିଥାଏ। ଫଳରେ ବ୍ୟକ୍ତି ଏହାକୁ ବାରମ୍ବାର ନେବାକୁ ଇଚ୍ଛା…
ଭୁଶୁଡ଼ିଲା ଦୁଇ ମହଲା କୋଠା ସମେତ ୩ ଚାଳ ଛପର ଘର
ଦିଗପହଣ୍ଡି,୨୩।୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗାଁରେ ରବିବାର ରାତିରେ ରଜନୀକାନ୍ତ ଗୌଡ଼,ଚନ୍ଦ୍ରମା ଗୌଡ଼ଙ୍କ ୨ଟି ଦୁଇ ମହଲା ଘର ଏବଂ ପଡ଼ୋଶୀ ଗୋପାଳ ଗୌଡ଼ଙ୍କ ୧ ବଖରା ଚାଳଘର, ବିଶ୍ୱନାଥ ଗୌଡ଼, ବାବୁଲା ଗୌଡ଼ଙ୍କ ଦୁଇଟି ଗୁହାଳ…
୧୯୨ ଦେଶରେ କରୋନା: ୨୪ ଘଣ୍ଟାରେ ଆମେରିକାରେ ୧୦୦ ମୃତ
ଓ୍ବାଶିଂଟନ,୨୩।୩: କରୋନା ସଂକ୍ରମଣ ସାରା ପୃଥିବୀରେ ଆତଙ୍କ ସୃଷ୍ଟି କରିଛି। ଇତିମଧ୍ୟରେ ଏହା ୧୯୨ ଦେଶରେ ପହଞ୍ଚିଛି। କରୋନା ଯୋଗୁ ପୃଥିବୀରେ ମୃତ୍ୟୁ ସଂଖ୍ୟା ୧୪,୬୧୬ ହୋଇଥିବାବେଳେ ଇଟାଲିରେ ୫୦୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ଆମେରିକାରେ ଧୀରେଧୀରେ କରୋନା ସଂକ୍ରମିତଙ୍କ…
କରୋନା କଟକଣା: ୫ ଜିଲା ସହ ୮ ସହରରେ ଲକ୍ଡାଉନ୍
ଭୁବନେଶ୍ୱର,୨୩।୩(ବ୍ୟୁରୋ): ମହାମାରୀ କରୋନାକୁ ନେଇ ସାରା ବିଶ୍ୱ ଆତଙ୍କିତ। ଏଥିରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବଢ଼ି ଚାଲିଥିବାବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଏହି ଘାତକ ଭୂତାଣୁ ଦମନ ପାଇଁ ଏପର୍ଯ୍ୟନ୍ତ କୌଣସି ଔଷଧ ବାହାରି ନ ଥିବା ବେଳେ ସତର୍କତା ଏବଂ…
ଆଜିଠୁ ସ୍ଥଗିତ ରହିପାରେ ପାର୍ଲାମେଣ୍ଟ
ନୂଆଦିଲ୍ଲୀ,୨୩ା୩(ଆଇଏଏନ୍ଏସ୍): କରୋନା ଭାଇରସ୍ ଯୋଗୁ ବିଶ୍ୱବ୍ୟାପୀ ଅଚଳାବସ୍ଥା ଲାଗିରହିଥିବାବେଳେ ଭାରତର ପାର୍ଲାମେଣ୍ଟରେ ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ଚାଲୁରହିଛି। ଏହାକୁ ନେଇ ଚାରିଆଡ଼ୁ ସମାଲୋଚିତ ହେବା ପରେ କେନ୍ଦ୍ର ସରକାର ପାର୍ଲାମେଣ୍ଟର ଉଭୟ ଗୃହକୁ ସୋମବାରଠାରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ସ୍ଥଗିତ…
‘ଲକ୍ଡାଉନ ଯଥେଷ୍ଟ ନୁହେଁ’
ନୂଆଦିଲ୍ଲୀ/ଲଣ୍ଡନ,୨୩ା୩: କରୋନା ମୁକାବିଲା ଲାଗି ଲକ୍ଡାଉନକୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍ଓ) ବିରୋଧ କରିଛି। ଏକସଙ୍ଗେ ଯଥେଷ୍ଟ ଜନସ୍ବାସ୍ଥ୍ୟଜନିତ ପଦକ୍ଷେପ ନିଆ ନ ଗଲେ ଏହି ଭୂତାଣୁ ପରେ ପୁଣି ସକ୍ରିୟ ହୋଇପାରେ ବୋଲି ଡବ୍ଲ୍ୟୁଏଚ୍ଓ କହିଛି। ଏହି ସଂସ୍ଥାର ଜରୁରୀ…
Archives


