ଏମ୍ସ୍ ନେଲା ଆୟୁର୍ବେଦର ସହାୟତା: ଡାଇବେଟିସ୍ ସମସ୍ୟା ଦୂର କରିବାରେ କାଞ୍ଚନ ଗଛର ପ୍ରଭାବ ସମ୍ପର୍କରେ ହେବ ଅଧ୍ୟୟନ
ନୂଆଦିଲ୍ଲୀ,୧୮।୧: ଏମ୍ସ୍ ଏବେ ଆୟୁର୍ବେଦର ସହାୟତା ନେବାକୁ ମନସ୍ଥ କରିଛି। କାଞ୍ଚନ ଗଛର ମଣିଷ ଶରୀର ଉପରେ କିଭଳି ପ୍ରଭାବ ଅନୁଭୁତ ହେଉଛି ସେ ନେଇ ଅନୁଧ୍ୟାନ କରାଯିବ। ଏହାଦ୍ୱାରା ଡାଇବେଟିସ୍ ସମସ୍ୟା କିଭଳି ଦୂର ହୋଇପାରୁଛି ତାହା ଉପରେ ଗବେଷଣା…
ସାଇବାବାଙ୍କ ଜନ୍ମସ୍ଥାନକୁ ନେଇ ଉଠିଲା ବିବାଦ: ଅନିର୍ଦ୍ଦିଷ୍ଟକାଳ ପାଇଁ ହୋଇପାରେ ବନ୍ଦ
ଶିରିଡି,୧୮।୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ସାଇବାବାଙ୍କ ଜନ୍ମସ୍ଥାନକୁ ନେଇ ଦେଇଥିବା ବୟାନ ଏବେ ବିବାଦ ଘେରକୁ ଚାଲି ଆସିଛି। ଠାକରେଙ୍କ ବୟାନକୁ ନେଇ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିବା ବେଳେ ରବିବାରଠାରୁ ଅନିର୍ଦ୍ଦିଷ୍ଟକାଳ ପାଇଁ ଶିରିଡିକୁ ବନ୍ଦ ରଖିବାକୁ…
ଧିମେଇଯାଇଛି ଏକାମ୍ର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ
ପୁରୁଣା ଭୁବନେଶ୍ୱର,୧୮ା୧(ଡିଏନ୍ଏ): ଏକାମ୍ର ଶ୍ରୀ ଲିଙ୍ଗରାଜ କ୍ଷେତ୍ରର ବିକାଶ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ହଠାତ୍ ଧିମେଇ ଯାଇଛି। ମିଳିତ ଉଚ୍ଛେଦ ଟିମ୍ ଶ୍ରୀ ଲିଙ୍ଗରାଜ ମନ୍ଦିର ଓ ଦେବୀ ପାଦହରା ନିକଟରୁ ସରକାରୀ ଅବୈଧ ନିର୍ମାଣ ଉଚ୍ଛେଦ କରିବା ସହ ହାତଗଣତି…
ମଦ ପାଇଁ ୮୫ ବର୍ଷର ମା’, ଭଉଣୀଙ୍କୁ ହାଣିଲେ
ଭୁବନେଶ୍ୱର,୧୮ା୧(ବ୍ୟୁରୋ): ମଦ ପାଇଁ ଅନ୍ଧ ପାଲଟିଲେ ନିର୍ଦ୍ଦୟ ପୁଅ। ୮୫ ବର୍ଷର ବୃଦ୍ଧ ମା’ ଓ ୬୮ ବର୍ଷର ଭଉଣୀଙ୍କୁ ଗୋଡାଇ ଗୋଡାଇ ହାଣିଲେ। ଯନ୍ତ୍ରଣାରେ ଛଟପଟ ହେଉଥିଲେ ମଧ୍ୟ ସେମାନଙ୍କୁ ଡାକ୍ତରଖାନାକୁ ନେବାକୁ କେହି ନ ଥିଲେ। ଏୟାରଫିଲ୍ଡ ଥାନା…
୫ ଶହ ବର୍ଷ ତଳର ଭୟଙ୍କର ଖେଳ: ଘୋଡ଼ାର ଶୁଦ୍ଧିକରଣ ପାଇଁ ନିଆଁରେ ପ୍ରବେଶ କରନ୍ତି ଘୋଡ଼ା ସବାର
ମାଦ୍ରିଦ୍: ପୃଥିବୀର ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ପରମ୍ପରା ରହିଛି। ସ୍ପେନ୍ରେ ଘୋଡ଼ାର ଶୁଦ୍ଧିକରଣ ପାଇଁ ଏକ ଭୟଙ୍କର ଖେଳ ହୋଇଥାଏ। ଗତ ୫ ଶହ ବର୍ଷ ଧରି ଏଠାରେ ଏହା ଜାରି ରହିଛି। ସ୍ଥାନୀୟ ସେନ୍ ବାର୍ଟୋଲୋମ ଡେ ଲୋସ୍…
ପୃଥିବୀ ଉପରେ ମାଡ଼ି ଆସୁଛି ବିପଦ: ଆମେରିକା-କାରିବିଅନ ଅଞ୍ଚଳରେ ଶକ୍ତିଶାଳୀ ଭୂକମ୍ପ ଆଶଙ୍କା !
ଓ୍ବାଶିଂଟନ୍,୧୮।୧: ପୃଥିବୀ ଉପରେ ଭୟଙ୍କର ବିପଦ ମାଡ଼ି ଆସୁଛି। ଆଗାମୀ ଦିନରେ ଦକ୍ଷିଣ ଆମେରିକା, କେନ୍ଦ୍ରୀୟ ଆମେରିକା, କାରିବିଅନର ପ୍ୟୁର୍ଟୋ ରିକୋ ଅଞ୍ଚଳରେ ଶକ୍ତିଶାଳୀ ଭୂକମ୍ପ ହେବାର ଆଶଙ୍କା ରହିଛି। ଏନେଇ ସେସ୍ମିକ୍ ଓ୍ବେବ୍ସାଇଟ୍ ଦାତ୍ରିଆନୁମ୍ ପକ୍ଷରୁ ସୂଚନା ଦିଆଯାଇଛି। ହେବାକୁଥିବା…
ଘୁଞ୍ଚିଲା ଚନ୍ଦ୍ରଶେଖର ଆଜାଦଙ୍କ ଜାମିନ ସଂଶୋଧନ ମାମଲାର ଶୁଣାଣି
ନୂଆଦିଲ୍ଲୀ,୧୮।୧: ଭୀମ ଆର୍ମି ମୁଖ୍ୟ ଚନ୍ଦ୍ରଶେଖର ଆଜାଦଙ୍କ ଜାମିନ ସଂଶୋଧନ ମାମଲର ଶୁଣାଣିକୁ ଦିଲ୍ଲୀର ଏକ କୋର୍ଟ ଘୁଞ୍ଚାଇ ଦେଇଛନ୍ତି। ଆସନ୍ତା ୨୧ ତାରିଖରେ ଏହି ମାମଲାର ଶୁଣାଣି କରାଯିବ ବୋଲି କୋର୍ଟ ଶନିବାର କହିଛନ୍ତି। ସୂଚନାଯୋଗ୍ୟ, ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ…
ଜମ୍ମୁ-କଶ୍ମୀର ଗସ୍ତରେ ମୋଦିଙ୍କ ୩୬ ମନ୍ତ୍ରୀ: ସପ୍ତାହରେ ବୁଲିବେ ୬୦ ଅଞ୍ଚଳ
ଶ୍ରୀନଗର,୧୮।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୩୬ ଜଣ ମନ୍ତ୍ରୀଙ୍କର ଶନିବାରଠାରୁ ଏକ ସପ୍ତାହ ବ୍ୟାପି ଜମ୍ମୁ-କଶ୍ମୀର ଗସ୍ତ ଆରମ୍ଭ ହୋଇଛି। ମନ୍ତ୍ରୀମାନେ ଜମ୍ମୁ-କଶ୍ମୀରରେ ମୋଦିଙ୍କ ବିକାଶ ମୂଳକ କାର୍ଯ୍ୟର ପ୍ରଚାର କରିବେ। ଏହି ସମୟ ମଧ୍ୟରେ ମନ୍ତ୍ରୀମାନେ ଜମ୍ମୁ-କଶ୍ମୀରର ୬୦ଟ ଅଞ୍ଚଳରେ…
ହିନ୍ଦୁ ଶରଣାର୍ଥୀଙ୍କୁ ଅଧା ଦାମ୍ରେ ଜମି ଯୋଗାଇ ଦେଲେ ରାଜସ୍ଥାନ ସରକାର
ଜୟପୁର,୧୮।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଏପର୍ଯ୍ୟନ୍ତ ଦେଶର ବିଭିନ୍ନ ସ୍ଥାନରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏହାରି ଭିତରେ କିନ୍ତୁ ରାଜସ୍ଥାନର ଅଶୋକ ଗେହଲଟ ସରକାର ପାକିସ୍ତାନରୁ ଆସିଥିବା ହିନ୍ଦୁ ଶରଣାର୍ଥୀଙ୍କୁ ନାଗରିକତା ପ୍ରଦାନ କରିଛନ୍ତି। କେବଳ ସେତିକି ନୁହେଁ…
ମୋଦି-ଶାହଙ୍କ ମଧ୍ୟରେ ଲାଗିଛି ବିବାଦ; ହନ୍ତସନ୍ତ ହେଉଛନ୍ତି ସାଧାରଣ ଲୋକେ: ଭୂପେଶ ବଘେଲା
ରାୟପୁର,୧୮।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ମଧ୍ୟରେ ବିବାଦ ଲାଗି ରହିଛି। ଦେଶରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ), ରାଷ୍ଟ୍ରୀୟ ନାଗରିକତ୍ୱ ପଞ୍ଜିକା(ଏନ୍ଆର୍ସି) ଏବଂ ରାଷ୍ଟ୍ରୀୟ ଜନସଂଖ୍ୟା ପଞ୍ଜିକା(ଏନ୍ପିଆର୍) ଲାଗୁ ନେଇ ଏହି ବିବାଦ ସୃଷ୍ଟି ହୋଇଥିବା…
ତୀର୍ଥଯାତ୍ରୀ ବସ୍ ଦୁର୍ଘଟଣାରେ ୨୦ ଆହତ
ବାଲେଶ୍ୱର ଅଫିସ,୧୮।୧: ଜାତୀୟ ରାଜପଥ ଖନ୍ତାପଡା ଥାନା ମେଘନା ପେଟ୍ରୋଲ ପମ୍ପ ନିକଟରେ ଶନିବାର ବସ୍ ସହିତ ଟ୍ରକ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୨୦ଯାତ୍ରୀ ଆହତ ହୋଇଛନ୍ତି। ସେଥିମଧ୍ୟରୁ ୧୦ଜଣ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, କଲିକତାରୁ ପୁରୀ…
ଜନସଂଖ୍ୟା ବୃଦ୍ଧି ରୋକିବା ପାଇଁ ଅଣାଯିବ ଦୁଇ ସନ୍ତାନ ଆଇନ: ଭାଗଓ୍ବତ
ଲକ୍ଷ୍ନୌ, ୧୮।୧: ଦେଶରେ ବୃଦ୍ଧି ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ଆର୍ଏସ୍ଏସ୍ ପ୍ରମୁଖ ମୋହନ ଭାଗଓ୍ବତ ଦେଇଥିବା ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ଉତ୍ତରପ୍ରଦେଶ ମୁରାଦାବାଦରେ ସଂଘ କାର୍ଯ୍ୟକର୍ତ୍ତାଙ୍କ ସହିତ ରୁଦ୍ଧଦ୍ୱାର ବୈଠକରେ ଯୋଗଦେଇ ଭାଗଓ୍ବତ ଦେଶରେ ଦୁଇ…
Archives


