କରୋନା ମୁକାବିଲା ଚିନ୍ତା: ୩୬୫ ନୂଆ ଡାକ୍ତରଙ୍କୁ ତୁରନ୍ତ କାର୍ଯ୍ୟରେ ଯୋଗଦେବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୨୩।୩(ବ୍ୟୁରୋ): ଦିନକୁ ଦିନ ଭୟଙ୍କର ରୂପ ନେଉଥିବା କରୋନା ଭାଇରସ୍ ସଂକ୍ରମଣର ମୁକାବିଲା ଲାଗି ସଜାଗ ରହିବାକୁ ସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ଏ ନେଇ ତ୍ୱରିତ ପଦକ୍ଷେପ ସହ ଆବଶ୍ୟକ ସମସ୍ତ ବ୍ୟବସ୍ଥା ପ୍ରସ୍ତୁତ ରଖିବାକୁ କୁହାଯାଇଛି।…
ହୋମ୍ କ୍ବାରାଣ୍ଟାଇନ୍ ନିୟମ ଉଲ୍ଲଂଘନ: ୩ ବିଦେଶ ଫେରନ୍ତାଙ୍କ ନାଁରେ ମାମଲା
କଟକ ଅଫିସ/ଭୁବନେଶ୍ୱର,୨୩।୩(ବ୍ୟୁରୋ): ହୋମ୍ କ୍ବାରାଣ୍ଟାଇନ୍ ନିୟମ ଉଲ୍ଲଂଘନ କରି ବଜାରରେ ବୁଲୁଥିଲେ ଜଣେ ବିଦେଶ ଫେରନ୍ତା। ଏ ନେଇ ପୁରୀଘାଟ ଥାନାରେ ଏତଲା ଦିଆଯିବା ପରେ ପୋଲିସ ଏକ ମାମଲା(ନଂ.୬୫/୨୦) ରୁଜୁ କରିଛି। ପୋଲିସ ସୂଚନା ଅନୁଯାୟୀ, ସମ୍ପୃକ୍ତ ବ୍ୟକ୍ତି ଜଣକ…
କରୋନା ମୁକାବିଲା ପ୍ରସ୍ତୁତି: ରାଜ୍ୟ ବାହାର ଫେରନ୍ତାଙ୍କ ସୂଚନା ପାଉନି ସ୍ବାସ୍ଥ୍ୟ ବିଭାଗ
କଟକ ସଦର,୨୩।୩(ଡି.ଏନ୍.ଏ.): କରୋନା ମୁକାବିଲା ପାଇଁ କଟକ ସଦର ବ୍ଲକ ପ୍ରଶାସନ ଓ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମିଳିତ ଭାବେ ପ୍ରସ୍ତୁତି ଆରମ୍ଭ ହୋଇଛି। ଏହି ବ୍ଲକ ଅଧୀନ ୨୩ଟି ପଞ୍ଚାୟତର ପ୍ରମୁଖ ବିଦ୍ୟାଳୟରେ ଅସ୍ଥାୟୀ ଭାବେ ସ୍ବାସ୍ଥ୍ୟକ୍ୟାମ୍ପ ଖୋଲିବା ବ୍ୟବସ୍ଥା…
ରକ୍ତ ପରୀକ୍ଷା ସୂଚାଇବ କରୋନା ସଂକ୍ରମଣର ଭୟାବହତା
ନ୍ୟୁୟର୍କ,୨୨।୩: ପୃଥିବୀ ବ୍ୟାପି କରୋନା ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହେବାରେ ଲାଗିଛି। କରୋନା କିଭଳି ସଂକ୍ରମଣ ହୋଇଥାଏ ଏନେଇ ଲୋକଙ୍କ ମଧ୍ୟରେ ନାନା ପ୍ରଶ୍ନ ଉଙ୍କି ମାରୁଛି। ତେବେ ନ୍ୟୁୟର୍କ ସିଟିରେ ଥିବା ଇସାହନ୍ ସ୍କୁଲ୍ ଅଫ୍ ମେଡ଼ିସିନ୍ର ଗବେଷକଙ୍କ…
ଅଲିମ୍ପିକ୍ସ ସ୍ଥଗିତ ପାଇଁ ଗ୍ଲୋବାଲ ଆଥ୍ଲେଟ ଗ୍ରୁପ୍ର ଆହ୍ବାନ
ଟୋକିଓ, ୨୨ା୩ (ଏପି)- ମହାମାରୀ କରୋନା ଭାଇରସ୍ ଯେପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ନିୟନ୍ତ୍ରଣକୁ ନ ଆସିଛି, ସେ ପର୍ଯ୍ୟନ୍ତ ଟୋକିଓ ଅଲିମ୍ପିକ୍ସକୁ ସ୍ଥଗିତ ରଖିବା ଲାଗି ଗ୍ଲୋବାଲ୍ ଆଥ୍ଲେଟ୍ସ ଗ୍ରୁପ୍ ଆହ୍ବାନ କରିଛି। କୋଭିଡ୍-୧୯ର ପ୍ରସାରକୁ ରୋକିବା ଲାଗି ସମଗ୍ର ବିଶ୍ୱ ଏବେ…
ସେଲ୍ଫ-କ୍ୱାରାଣ୍ଟାଇନ୍ରେ ସାଙ୍ଗାକରା
କଲମ୍ବୋ, ୨୨।୩- ଘାତକ କରୋନା ଭାଇରସ୍ର ପ୍ରକୋପକୁ ନଜରରେ ରଖି ଶ୍ରୀଲଙ୍କାର ପୂର୍ବତନ କ୍ରିକେଟର୍ ତଥା ଅଧିନାୟକ କୁମାର ସାଙ୍ଗାକରା ସେଲ୍ଫ-କ୍ୱାରାଣ୍ଟାଇନରେ ରହିଛନ୍ତି। ଶ୍ରୀଲଙ୍କା ସରକାରଙ୍କ ଗାଇଡ୍ଲାଇନ ମୁତାବକ ନିଜ ଆଡ଼ୁ ସେଲ୍ଫ-କ୍ୱାରାଣ୍ଟାଇନରେ ରହିଥିବା ସାଙ୍ଗାକରା ସୂଚନା ଦେଇଛନ୍ତି। ୟୁରୋପ ମହାଦେଶରେ…
ଦୁଇ ବାଇକ୍ ଧକ୍କା : ୨ ମୃତ
ଆସିକା,୨୨ା୩ (ଡି.ଏନ୍.ଏ): ଗଞ୍ଜାମ ଜିଲା ଗାଙ୍ଗପୁର ଥାନା କ୍ଷେତ୍ରୀୟବରପୁର-କୁଲାଙ୍ଗି ରାସ୍ତାର ପଳାସପଲ୍ଲୀ ନିକଟରେ ଶନିବାର ରାତି ପ୍ରାୟ ସାଢେ ୮ଟାରେ ୨ ବାଇକ ଧକ୍କା ହେବାରୁ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ୨ ଜଣ ଗୁରୁତର ଆହତ ମଧ୍ୟ ହୋଇଛନ୍ତି।…
ଗ୍ରାମବାସୀଙ୍କ ସହିତ ଥାଳି, ଘଣ୍ଟ ବଜାଇଲେ କେନ୍ଦ୍ରମନ୍ତ୍ରୀ
ସଜନାଗଡ଼, ୨୨।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ରବିବାର ସବୁଠି ଜନତା କର୍ଫ୍ୟୁର ପ୍ରଭାବ ଦେଖିବାକୁ ମିଳିଥିଲା। କରୋନା ମୁକାବିଲା ଲାଗି ଲୋକେ ସ୍ବତଃସ୍ଫୁର୍ତ୍ତ ଭାବେ ଜନତା କର୍ଫ୍ୟୁକୁ ସମର୍ଥନ ଜଣାଇଥିଲେ। ଫଳରେ ରାସ୍ତାଘାଟ ପରିବେଶ ଶୂନଶାନ୍ ହୋଇ ପଡିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ବାଲେଶ୍ୱର ଷ୍ଟେଶନରେ ଟ୍ରେନ୍ ଯାତ୍ରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା
ବାଲେଶ୍ୱର ଅଫିସ, ୨୨।୩-କରୋନା ସଂକ୍ରମଣ ଭୂତାଣୁକୁ ରୋକିବା ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରତ୍ୟେକ ରେଳଷ୍ଟେଶନରେ ଟ୍ରେନ୍ରେ ଆସୁଥିବା ଯାତ୍ରୀମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଛି। ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବାନାର୍ଜୀ ପ୍ରସାଦ ଛୋଟରାୟଙ୍କ ତତ୍ତ୍ୱାବଧାନରେ ରବିବାର ପୂର୍ବାହ୍ନ ୧୦ଟାରେ…
କରୋନା ଆଗରେ କେହି ନୁହନ୍ତି ଅଜେୟ: ଡବ୍ଲ୍ୟୁଏଚ୍ଓ
ଜେନେଭା,୨୨।୩ : କରୋନା ସଂକ୍ରମଣ ସାରା ପୃଥିବୀରେ ମହାମାରୀ ଭଳି ମାଡ଼ି ଚାଲିଛି। ଏହାକୁ ରୋକିବାରେ ସମସ୍ତ ଦେଶ ବିଫଳ ହୋଇଛନ୍ତି। ଏହାର ପ୍ରତିଷେଧକ ଟୀକା ଏପର୍ଯ୍ୟନ୍ତ ମଧ୍ୟ ବାହାର କରିବାକୁ ଆଧୁନିକ ବିଜ୍ଞାନ ଅସଫଳ ରହିଛି। ଦିନ ରାତି ପୃଥିବୀର…
ବ୍ଲିଚିଂ ପାଉଡ଼ରରେ ବି କରିହେବ ଘର, କାର୍ଯ୍ୟାଳୟ ସାନିଟାଇଜ୍
ନୂଆଦିଲ୍ଲୀ,୨୨।୩: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତ ସରକାରଙ୍କ ପକ୍ଷରୁ ଦେଶବ୍ୟାପି ଲୋକଙ୍କ ମଧ୍ୟରେ ସଚେତନତା ବାର୍ତ୍ତା ପ୍ରସାରଣ ଜାରି ରଖିଛନ୍ତି। କରୋନାଠାରୁ ଦୂରେଇ ରହିବା ପାଇଁ ସାନିଟାଇଜେଶନ୍ ଜରୁରୀ। ଘର ଏବଂ କାର୍ଯ୍ୟାଳୟର ପରିମଳ ବ୍ୟବସ୍ଥା ବଜାୟ ରଖିଲେ ଏହି…
ବାଥ୍ ରୁମ୍ରେ ୯ ଦିନ ପର୍ଯ୍ୟନ୍ତ ସକ୍ରିୟ ରୁହେ କରୋନା ଭୂତାଣୁ
ଓ୍ବାଶିଂଟନ,୨୨।୩: କରୋନା ସଂକ୍ରମଣ ନେଇ ଏବେ ସାରା ପୃଥିବୀରେ ଲୋକଙ୍କ ମଧ୍ୟରେ ସଚେତନତା ବଢ଼ିବାରେ ଲାଗିଛି। ଏହି ଭୂତାଣୁ ବାଥ୍ ରୁମ୍ରେ ୯ ଦିନ ପର୍ଯ୍ୟନ୍ତ ସକ୍ରିୟ ରହିଥାଏ ବୋଲି ପ୍ରିନ୍ସ୍ ଟନ୍ ବିଶ୍ୱବିଦ୍ୟାଳୟର ଗବେଷକଙ୍କ ଦ୍ୱାରା ହୋଇଥିବା ଗବେଷଣା ରିପୋର୍ଟରେ…
Archives


