Home

୨୫ ହଜାର ପିପିଇ ଦାନ କଲେ ଶାହରୁଖ

ମୁମ୍ବାଇ,୧୫।୪: କରୋନା ମୁକାବିଲା ପାଇଁ ଅଭିନେତା ଶାହରୁଖ ଖାନ୍‌ ମହାରାଷ୍ଟ୍ର ମେଡିକାଲ କର୍ମଚାରୀଙ୍କ ଲାଗି ୨୫ ହଜାର ପିପିଇ (ପର୍ସନାଲ ପ୍ରୋଟେକ୍ସିଭ ଇକ୍ୱିପ୍‌ମେଣ୍ଟ) କିଟ୍‌ ଦାନ କରିଛନ୍ତି। ଏନେଇ ମହାରାଷ୍ଟ୍ରର ଜନସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ରାଜେଶ୍‌ ଟୋପେ ସୂଚନା…

ଘରୋଇ ହିଂସା ରୋକିବାକୁ ପଦକ୍ଷେପ

କଟକ ଅଫିସ୍‌,୧୫ା୪ କରୋନା ମୁକାବିଲା ନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ସେ ଲକ୍‌ଡାଉନ୍‌ ସମୟରେ ବଢୁଥିବା ଘରୋଇ ହିଂସାକୁ ନେଇ ଚିନ୍ତା ପ୍ରକଟ କରିଥିଲେ । ଘରୋଇ ହିଂସା ରୋକିବା…

ସୁରଟରେ ଦାଦନଙ୍କ ବିକ୍ଷୋଭ

ସୁରଟ,୧୫ା୪: ଲକ୍‌ଡାଉନ ଯୋଗୁ ଘରକୁ ଫେରି ନ ପାରି ଦାଦନ ଶ୍ରମିକମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ବିଭିନ୍ନ ରାଜ୍ୟରେ ସରକାର ଓ ସ୍ବେଚ୍ଛାସେବୀ ସଂଗଠନଗୁଡ଼ିକ ପକ୍ଷରୁ ଖାଦ୍ୟ ଓ ଆଶ୍ରୟ ଦିଆଯାଇଥିଲେ ହେଁ ସନ୍ତୁଷ୍ଟ ନୁହନ୍ତି ଦାଦନ।…

ଲାଭ ଦେବନି ଆର୍‌ବିଆଇ ଘୋଷଣା

ଭୁବନେଶ୍ୱର, ୧୫।୪(ବ୍ୟୁରୋ): କରୋନା ପ୍ରଭାବରେ ସାରା ଦେଶରେ ଲକ୍‌ଡାଉନ ଜାରି ରହିଛି। ଫଳରେ ଏବେ ସରକାରୀ, ବେସରକାରୀ କାର୍ଯ୍ୟାଳୟଠାରୁ ଆରମ୍ଭକରି ଛୋଟ, ବଡ଼ ଦୋକାନ ବଜାର ସବୁକିଛି ବନ୍ଦ କରିଦିଆଯାଇଛି। ଲକ୍‌ଡାଉନ ଘୋଷଣା ପରେ ସ୍ବଳ୍ପ ଆୟକାରୀ ଲୋକମାନେ ନିଜର ବ୍ୟାଙ୍କ…

କ୍ୱାରାଣ୍ଟାଇନ ସେଣ୍ଟରକୁ ନେଇ ସଂଘର୍ଷ

କୋଲକାତା,୧୫ା୪(ପି.ଟି.): କ୍ୱାରାଣ୍ଟାଇନ ସେଣ୍ଟର ସ୍ଥାପନକୁ ବିରୋଧ କରି ମଙ୍ଗଳବାର ପଶ୍ଚିମବଙ୍ଗ ଆସାନସୋଲ ସହରର ଚରୁଲିଆ ଅଞ୍ଚଳରେ ପୋଲିସ ଓ ସ୍ଥାନୀୟ ଲୋକଙ୍କ ମଧ୍ୟରେ ସଂଘର୍ଷ ଘଟିଛି। ଏଥିରେ ଜଣେ ବରିଷ୍ଠ ଅଧିକାରୀଙ୍କ ସମେତ ୨୦ ପୋଲିସ କର୍ମଚାରୀ ଆହତ ହୋଇଥିବା ଜଣାପଡିଛି।…

ଆହୁରି ବଢ଼ିବ ତାତି

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ସକାଳ ୯ଟାରୁ ମାଡି ଆସୁଛି ପ୍ରଚଣ୍ଡ ଖରା। ଦେହ ମୁଣ୍ଡ ପୋଡି ଜଳିଯାଉଛି। କରୋନା(କୋଭିଡ-୧୯) ସଂକ୍ରମଣ ଆଶଙ୍କା ଥିବାରୁ ଲଡ୍‌କଡାଉନ କଟକଣା ପାଇଁ ଲୋକମାନେ ଘରେ ରହୁଛନ୍ତି। ଏଥିଯୋଗୁ ଲୋକମାନଙ୍କୁ ଗ୍ରୀଷ୍ମ କଷ୍ଟ ସେତେଟା ଅନୁଭୂତ ହେଉ ନାହିଁ। ତେବେ…

ଖବରକାଗଜ ଶିଳ୍ପକୁ ବଞ୍ଚାଅ: କେନ୍ଦ୍ରକୁ ଅନୁରୋଧ କଲା ଆଇଏନ୍‌ଏସ୍‌

ନୂଆଦିଲ୍ଲୀ,୧୫ା୪: ଲକ୍‌ଡାଉନ୍‌ ହେତୁ ଦେଶରେ ଆର୍ଥିକ ସଙ୍କଟ ଘନେଇବାରେ ଲାଗିଛି। କରୋନା ମାଡ଼ରେ ଖବରକାଗଜ ଶିଳ୍ପ ବହୁଳ ପ୍ରଭାବିତ ହୋଇଛି। ଅଦୃଶ୍ୟ ଭାଇରସ୍‌ ଖବରକାଗଜକୁ ମିଳୁଥିବା ବିଜ୍ଞାପନ ରାଜସ୍ବକୁ ସମ୍ପୂର୍ଣ୍ଣ ରୂପେ ଖାଇଗଲାଣି। ଏଥିଲାଗି ଏହି ଶିଳ୍ପକୁ ଅଚଳାବସ୍ଥାରୁ ଉଦ୍ଧାର କରିବା…

ଦଶମ ଶ୍ରେଣୀ ପାଇଁ ନୂଆ ସିଲାବସ୍‌

ଭୁବନେଶ୍ୱର, ୧୫।୪(ବ୍ୟୁରୋ): ଚଳିତ ବର୍ଷ ନବମ ଶ୍ରେଣୀରୁ ପାସ୍‌ ହୋଇ ଦଶମକୁ ଯିବାକୁ ଥିବା ପିଲାମାନେ ନୂଆ ବହି ପାଇବେ। ଅର୍ଥାତ୍‌ ଚଳିତ ବର୍ଷ ଦଶମ ଶ୍ରେଣୀ ସିଲାବସ୍‌ରେ ରାଜ୍ୟ ସରକାର ପରିବର୍ତ୍ତନ କରିଛନ୍ତି। ମୋଟ ୧୪ଟି ବିଷୟ ମଧ୍ୟରୁ ୮ଟିରେ…

ମହାରାଷ୍ଟ୍ରରେ ସଙ୍କଟ, ମେଘାଳୟରେ ଆରମ୍ଭ

ନୂଆଦିଲ୍ଲୀ,୧୫।୪: ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି। ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୧ ହଜାର ଟପିଲାଣି। ଦେଶରେ ସବୁଠାରୁ ଅଧିକ ପ୍ରଭାବିତ ହୋଇଛି ମହାରାଷ୍ଟ୍ର। ଏଠାରେ ଏବେ ମୃତ୍ୟୁସଂଖ୍ୟା ୧୬୦ ଟପିଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ବଢ଼ି ୨,୫୦୦…

ଗଣମାଧ୍ୟମକୁ ଜରୁରୀ ସେବା ଘୋଷଣା କର: ସରକାରମାନଙ୍କୁ ୟୁନେସ୍କୋର ପରାମର୍ଶ

ଜାତିସଂଘ,୧୫ । ୪: ମହାମାରୀ କରୋନା ବିଶ୍ୱର ୨୦୯ ରାଷ୍ଟ୍ରକୁ ଗ୍ରାସ କରିଛି। ଏହାର ମୁକାବିଲା ପାଇଁ ଅଧିକାଂଶ ଦେଶରେ ଲକ୍‌ଡାଉନ୍‌ ଓ ଶଟଡାଉନ୍‌ ଘୋଷଣା କରାଯାଇଥିବାବେଳେ ସୃଷ୍ଟି ହୋଇଛି ଅଚଳାବସ୍ଥା। ଏପରି ସମୟରେ ଖବରକାଗଜ ସଂସ୍ଥାଗୁଡ଼ିକ ସର୍ବାଧିକ ପ୍ରଭାବିତ ହୋଇଛନ୍ତି।…

କରୋନା ସଚେତନତା ନେଇ ଆରପିଏଫର ନିଆରା ଉଦ୍ୟମ

ଟିଟିଲାଗଡ଼, ୧୪।୪ (ଡି.ଏନ.ଏ)- ବଲାଙ୍ଗୀର ଜିଲା ଟିଟିଲାଗଡ ଆରପିଏଫ ପକ୍ଷରୁ କରୋନା ମହାମାରୀ ସଚେତନତା ନେଇ ମଙ୍ଗଳବାର ନିଆରା ପ୍ରୟାସ ଆଲୋଚନାର ବିଷୟ ହୋଇଛି। ଆରପିଏଫର ଜଣେ କର୍ମଚାରୀ କରୋନା ରାକ୍ଷସ ରୂପରେ ସଜ୍ଜିତ ହୋଇ ଅଧିକାରୀ କର୍ମଚାରୀଙ୍କ ଗହଣରେ ରେଳ…

ହାତୀପଲ ଉଜାଡିଲେ ରବିଧାନ ଫସଲ

ବିନିକା, ୧୪ା୪(ଡି.ଏନ୍‌.ଏ.): ସୁବଣ୍ଣର୍ର୍ପୁର ଜିଲା ବିନିକା ବ୍ଲକ ସିନ୍ଦୁରପୁର ପଞ୍ଚାୟତ ଅନ୍ତର୍ଗତ ମଣିଗାଁ ଗଁାରେ ହାତୀ ଉପଦ୍ରବ ଦେଖାଦେଇଛି। ଉଲୁଣ୍ଡା ଜଙ୍ଗଲରୁ ସିଣ୍ଡୋଳ ମହାନଦୀ ଦେଇ ଆସିଥିବା ହାତୀପଲ ଗଁା ସମୀପ ରବିଧାନ କ୍ଷେତରେ ପଶି ଖାଇବା ସହ ଦଳିଚକଟି ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?