Home

ଭୂତାଣୁ ନୁହେଁ, କେନିୟାରେ ମାରକ ହେବ ଦୁର୍ବଳ ସ୍ବାସ୍ଥ୍ୟସେବା

ନାଇରୋବି,୨୨।୩: କୋଭିଡ୍‌-୧୯ ଭୂତାଣୁ ସଂକ୍ରମଣ ପୃଥିବୀର ଅନେକ ଦେଶରେ ଏବେ ଅଚଳାବସ୍ଥା ସୃଷ୍ଟି କରିଛି। ୟୁରୋପୀୟ ଦେଶଗୁଡ଼ିକର ଏବେ ପ୍ରମୁଖ ଧ୍ୟେୟ ହୋଇଛି, କିପରି ଲୋକରୁ ଲୋକଙ୍କୁ ଏହି ଭୂତାଣୁ ନ ବ୍ୟାପିବ। ଫ୍ରାନ୍ସ ସରକାର ଏବେ ତାଙ୍କ ନାଗରିକମାନଙ୍କୁ ଏକ…

ଚାଇନାରେ ତିନିଦିନରେ ନୂଆ ରୋଗୀ ଚିହ୍ନଟ ହୋଇନାହାନ୍ତି

ବେଜିଂ,୨୨।୩(ପି.ଟି.): କରୋନା ଭୂତାଣୁ ସୃଷ୍ଟି ହୋଇଥିବା ଚାଇନାରେ କ୍ରମାଗତ ତୃତୀୟ ଦିନରେ ବି ଜଣେ ହେଲେ ନୂଆ ରୋଗୀ ଚିହ୍ନଟ ହୋଇନାହାନ୍ତି। କରୋନା ସଂକ୍ରମଣକୁ ଚାଇନା ସଫଳତାର ସହ ମୁକାବିଲା କରିପାରିଥିବା କୁହାଯାଉଛି। ତେବେ ହୁବେଇ ପ୍ରଦେଶରେ ୭ ଜଣ ରୋଗୀଙ୍କ…

ବେତନ ବୃଦ୍ଧି କରି ନ ପାରନ୍ତି ଆଇଟି କମ୍ପାନୀ

ନୂଆଦିଲ୍ଲୀ,୨୨।୩: ମହାମାରୀ କରୋନା ସଂକ୍ରମଣ ସାରା ବିଶ୍ୱର ଅର୍ଥନୀତିକୁ ପ୍ରଭାବିତ କରିଛି। ଭାରତର ଆଇଟି କମ୍ପାନୀଗୁଡ଼ିକ ଉପରେ ଏହାର ପ୍ରଭାବ ପଡିଛି। ତେଣୁ ଏହି କମ୍ପାନୀଗୁଡ଼ିକ ଚଳିତ ବର୍ଷ ବେତନ ବୃଦ୍ଧି ନ କରିପାରନ୍ତି ବୋଲି କୁହାଯାଉଛି। ସେହିପରି ବୋନସ୍‌ ମଧ୍ୟ…

୧୨ ରେଳଯାତ୍ରୀଙ୍କୁ କରୋନା

ନୂଆଦିଲ୍ଲୀ,୨୨।୩(ପି.ଟି.): ଦୁଇଟି ଟ୍ରେନରୁ ୧୨ ଜଣଙ୍କଠାରେ କରୋନା ପଜିଟିଭ୍‌ ଚିହ୍ନଟ କରାଯାଇଛି। ସେମାନଙ୍କ ମଧ୍ୟରୁ ଗତ ୧୩ ତାରିଖରେ ଏପି ସମ୍ପର୍କ କ୍ରାନ୍ତି ଏକ୍ସପ୍ରେସରେ ୮ ଜଣ ଦିଲ୍ଲୀରୁ ରାମଗୁଣ୍ଡମ୍‌ ଯାଉଥିଲେ। ୧୬ ତାରିଖରେ ଅନ୍ୟ ୪ ଜଣ ଗୋଦାନ ଏକ୍ସପ୍ରେସରେ…

‘ସଙ୍କଟ ଆଗରେ ମୁଣ୍ଡ ନୁଆଁଇବନି ଭାରତ’

କରୋନା ସଂକ୍ରମଣକୁ ନେଇ ଦେଶ ଏବେ ସଙ୍କଟମୟ ପରିସ୍ଥିତି ଦେଇ ଗତି କରୁଛି। ତେବେ ଏହାକୁ ନେଇ ଭୟ କରିବାର କିଛି କାରଣ ନାହିଁ। ସଙ୍କଟ ନିକଟରେ ଦେଶ ମୁଣ୍ଡ ନୁଆଁଇବ ନାହିଁ ବୋଲି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ କହିଛନ୍ତି।…

ଜନତା କର୍ଫ୍ୟୁ ପୂର୍ବରୁ ଦେଶବାସୀଙ୍କୁ ମୋଦିଙ୍କ ଆହ୍ବାନ: ସତର୍କ ହୁଅ, ଭୟ କରନି

ନୂଆଦିଲ୍ଲୀ,୨୨।୩: ଜନତା କର୍ଫ୍ୟୁ ପାଳନର ଦିନକ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ପୁଣିଥରେ ଦେଶବାସୀଙ୍କ ସହଯୋଗ ଲୋଡ଼ିଛନ୍ତି। କରୋନା ସଂକ୍ରମଣ ରୋକିବା ଦିଗରେ ସତର୍କ ରୁହନ୍ତୁ କିନ୍ତୁ ଭୟଭୀତ ହୁଅନ୍ତୁ ନାହିଁ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଲୋକମାନଙ୍କୁ ଘରେ ରହିବା…

ଅଟକିଲା କଟକ

କଟକ ଅଫିସ,୨୨।୩: କଟକ ସହରରେ ଜନତା କର୍ଫ୍ୟୁର ପ୍ରଭାବ ଦେଖିବାକୁ ମିଳିଛି। ସକାଳ ୭ଟାରୁ ସହରର ରାସ୍ତାଘାଟ ଶୂନଶାନ ହୋଇପଡିଛି। ବାଦାମବାଡ଼ି ବସ୍‌ଷ୍ଟାଣ୍ଡରୁ ବସ୍‌ ଚଳାଚଳ ବନ୍ଦ ରହିଛି। ପୂର୍ବରୁ ଏ ନେଇ ବସ୍‌ ମାଲିକ ସଂଘ ପକ୍ଷରୁ ଘୋଷଣା କରାଯାଇଥିଲା।…

ଜନତା କର୍ଫ୍ୟୁ ସମର୍ଥନରେ ବାଲୁକା ଶିଳ୍ପୀ ମାନସ କୁମାରଙ୍କ ସ୍ୟାଣ୍ଡ ଆନିମେଶନ

ପୁରୀ ଅଫିସ,୨୨।୩: ମହାମାରୀ କରୋନାକୁ ନେଇ ଏବେ ସବୁଠି ଆତଙ୍କ। ସମଗ୍ର ବିଶ୍ୱ କରୋନା ସହିତ ଲଢ଼େଇ କରୁଥିବାବେଳେ ଭାରତ ବି ପ୍ରାଣମୂର୍ଚ୍ଛା ଚେଷ୍ଟା ଚଳାଇଛି। କିନ୍ତୁ ବେକାବୁ କରୋନା ଦିନକୁ ଦିନ ଅଧିକ ଉଗ୍ରରୂପ ଧାରଣ କରି ଗୋଟିଏ ପରେ…

ନାକଚଣା ସ୍ପର୍ଶରେ କାଳିଆର ଅନୁଭବ

ପୁରୀ ଅଫିସ,୨୨।୩: କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଜିଲା ପ୍ରଶାସନ ନେଇଛି ଏକ ବଡ଼ ନିଷ୍ପତ୍ତି। ଶୁକ୍ରବାରଠାରୁ ବନ୍ଦ ରହିଛି ଶ୍ରୀମନ୍ଦିରରେ ଦର୍ଶନ। ଶନିବାର ଦ୍ୱିତୀୟ ଦିନରେ ବି କୌଣସି ଭକ୍ତ ମନ୍ଦିର ଭିତରକୁ ପ୍ରବେଶ କରୁ ନ…

ଲକ୍‌ଡାଉନ୍‌ରେ ସେବା ଯୋଗାଇବ ମୋ ବସ୍‌: ବିମାନବନ୍ଦର, ରେଳ ଷ୍ଟେଶନ, ବସ୍‌ଷ୍ଟାଣ୍ଡ୍‌ ଓ ହସ୍ପିଟାଲକୁ ସ୍ବତନ୍ତ୍ର ରୁଟ୍‌

ଭୁବନେଶ୍ୱର, ୨୨।୩(ବ୍ୟୁରୋ): କରୋନା ସଂକ୍ରାମଣ ଏଡ଼ାଇବାକୁ ୨୨ରୁ ୨୯ ତାରିଖ ଯାଏ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି ରାଜ୍ୟ ସରକାର। ତେବେ ଏହି ସମୟରେ କ୍ୟାପିଟାଲ ରିଜିଅନ୍‌ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ) ଦ୍ୱାରା ପରିଚାଳିତ ‘ମୋ ବସ୍‌’ ସେବା ଜାରି ରଖିବ। ଓଡ଼ିଶା…

ଖାଁ ଖାଁ ଶ୍ରୀମନ୍ଦିର: ଏକା ଏକା ବସିଛନ୍ତି ମହାପ୍ରଭୁ, ଶ୍ରୀଅଙ୍ଗକୁ ଅଣ୍ଟୁନି ତୁଳସୀ, ଫୁଲ

ପୁରୀ ଅଫିସ,୨୨।୩: ଶ୍ରୀଜଗନ୍ନାଥ ଭକ୍ତ ବତ୍ସଳ ପୁଣି ଭାବର ଠାକୁର। ହେଲେ ଆଜି ଭକ୍ତ ନାହାନ୍ତି, ଏକା ଏକା ରତ୍ନସିଂହାନରେ ବସିଛନ୍ତି ମହାପ୍ରଭୁ। ନୀତିକାନ୍ତି ଚାଲିଛି, ସେବକମାନେ ସେବାପୂଜା କରୁଛନ୍ତି। ହେଲେ ଶ୍ରଦ୍ଧାଳୁଙ୍କ ବିନା ଖାଁ ଖାଁ ଶ୍ରୀମନ୍ଦିର। ଆନନ୍ଦ ବଜାର…

ପରମ୍ପରା ଉପରେ କରୋନା ଅଙ୍କୁଶ

ସର୍ବଧର୍ମ ସମନ୍ବୟର ପ୍ରତୀକ ବରାହ-ବିରଜା କ୍ଷେତ୍ରର ସଂସ୍କୃତି, ପରମ୍ପରା ଓ ଐତିହାସିକ ପୀଠଗୁଡ଼ିକର ଅନେକ ପ୍ରସିଦ୍ଧ କାର୍ଯ୍ୟକ୍ରମ ଉପରେ କରୋନା ଅଙ୍କୁଶ ଲାଗିଛି। ଫଳରେ ଚଳିତ ବର୍ଷ ବାରୁଣୀ ମେଳା, ବାରବାଟୀ ବିଶ୍ୱଶାନ୍ତି ମହାଯଜ୍ଞ, ଶଙ୍ଖଚିଲା ହିଙ୍ଗୁଳା ଯଜ୍ଞ, ରାଛିପୁର ଶନିଶ୍ଚର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri