କରୋନା ପ୍ରତିକାର: ବିଶୋଧନ ହେଲା ସାକ୍ଷୀଗୋପାଳ ମନ୍ଦିର , ବଜାର
ସାକ୍ଷୀଗୋପାଳ,୧୪।୪(ଡି.ଏନ୍.ଏ.): କରୋନା ଭୂତାଣୁ ସଂକ୍ରମଣରୁ ଦୁରେଇ ରହିବା ନିମନ୍ତେ ସାଧାରଣ ଲୋକ ଚଳାଚଳ କରୁଥିବା ସ୍ଥାନକୁ ବିଶୋଧନ କରାଯାଇଛି। ମଙ୍ଗଳବାର ସକାଳେ ସ୍ଥାନୀୟ ଆଗ୍ନିଶମ କେନ୍ଦ୍ର ଅଧିକାରୀ ମନୋଜ କୁମାର ପାତ୍ର କର୍ମଚାରୀଙ୍କ ସହ ସୋଡିୟମ ହାଇପୋକ୍ଲରାଇଡ ଜଳ ସିଞ୍ଚନକରି ଏହି…
ବିଧବାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ
ଦିଗପହଣ୍ଡି,୧୪।୪(ଡି.ଏନ୍.ଏ.): ଦିଗପହଣ୍ଡି ଥାନା ଅଧୀନ ଏକ ଗାଁର ଜଣେ ବିଧବା ମହିଳାଙ୍କୁ ନରସିଂହପୁର ଗାଁର ଏସ୍ ତ୍ରିପତୀ ରେଡ୍ଡି ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ଏଥିସହ ତାଙ୍କୁ ଓ ତାଙ୍କ ପୁଅଙ୍କୁ ରେଡ୍ଡି ମାଡ଼ ମାରିଥିବା ଜଣାପଡ଼ିଛି। ଏନେଇ ପୀଡ଼ିତ ମହିଳା…
ଲକ୍ଡାଉନ୍: ଶଗଡ଼ରେ ବ୍ୟବଚ୍ଛେଦ ପାଇଁ ନିଆଗଲା ମୃତଦେହ
ମିରଟ,୧୪।୪: କରୋନା ସଂକ୍ରମଣକୁ ରୋକିବା ପାଇଁ ଭାରତରେ ଲକ୍ଡାଉନ୍ ଜାରି ରହିଛି। ଏପରିସ୍ଥଳେ ପରିବହନ ବ୍ୟବସ୍ଥା ମଧ୍ୟ ବନ୍ଦ ହୋଇଯାଇଛି। ଉତ୍ତରପ୍ରଦେଶ ମିରଟର ବାଗପତ ଅଞ୍ଚଳର ଗୋରିପୁରରେ ଜଣେ ୧୮ ବର୍ଷ ବୟସ୍କା ସିତାରାଙ୍କର କିଡ୍ନୀ ଷ୍ଟୋନ୍ ସମସ୍ୟା ଯୋଗୁ ଯନ୍ତ୍ରଣା…
ଯାଜପୁର ଜିଲାରେ ଦ୍ୱିତୀୟ କରୋନା ଆକ୍ରାନ୍ତ ଚିହ୍ନଟ: କଣ୍ଟେନମେଣ୍ଟ ଅଞ୍ଚଳ ଭାବେ ଘୋଷଣା ହେଲା ସାନତ୍ରିଲୋଚନପୁର ଓ ସଇପୁର
ଯାଜପୁର ଅଫିସ,୧୪।୪: ରାଜ୍ୟରେ ଚିହ୍ନଟ ହୋଇଥିବା ୫୬ ନମ୍ବର କରୋନା ଆକ୍ରାନ୍ତ ଯାଜପୁର ଜିଲା ଯାଜପୁର ବ୍ଲକ ଜାଫରପୁର ପଞ୍ଚାୟତ ସାନତ୍ରିଲୋଚନପୁର ଗ୍ରାମର। ଏ ନେଇ ମଙ୍ଗଳବାର ଜିଲାପାଳ ରଞ୍ଜନ କୁମାର ଦାସ ସୂଚନା ଦେଇଛନ୍ତି। ଏହା ଜଣାପଡ଼ିବା ପରେ ସାନତ୍ରିଲୋଚନପୁର…
ପରିବା ଚାଷରେ ମନ ଦେଲେ ଜୁହି
ମୁମ୍ବାଇ: କରୋନା ଭୂତାଣୁ ଭୟରେ ଲୋକେ ବାହାରକୁ ବାହାରୁ ନାହାନ୍ତି। ସାମାଜିକ ଦୂରତ୍ୱ ପାଳନ କରୁଛନ୍ତି। ସେଲିବ୍ରିଟିମାନେ ଏଥିରୁ ବାଦ୍ ଯାଇନାହାନ୍ତି। କେହି ରୋଷେଇ କରିବା, ଜିମ୍ରେ ସମୟ କଟାଇବା କିମ୍ବା ଅନ୍ୟ କୌଣସି କାମରେ ସମୟ ବିତାଉଥିବା ଜଣାପଡ଼ିଛି। ଲକ୍ଡାଉନ୍…
ଘଷିର ହୋମ୍ ଡେଲିଭରି
ଭୋପାଳ: ସାରା ଦେଶରେ ଲକ୍ଡାଉନ୍ ପାଇଁ ଅନ୍ଲାଇନ୍ ସେବାକୁ ବନ୍ଦ କରି ଦିଆଯାଇଛି। କିନ୍ତୁ ଗୋବରରୁ ତିଆରି ହେଉଥିବା ଘଷି ଏବେ ହୋମ୍ ଡେଲିଭରି ହେଉଛି। ଏମିତିକି ୧୦ ଟଙ୍କାରେ ମିଳୁଥିବା ଘଷିକୁ ଏବେ ଲୋକେ ୩୦ ଟଙ୍କାରେ କିଣୁଛନ୍ତି। ମଧ୍ୟପ୍ରଦେଶର…
ଫଲ୍ସ୍ ନେଗେଟିଭ୍ ବ୍ୟକ୍ତି: କରୋନା ଲଢ଼େଇରେ ସାଜିଛନ୍ତି ସୁପର ସ୍ପ୍ରେଡର !
ନୂଆଦିଲ୍ଲୀ,୧୪।୪: ଭାରତରେ କରୋନା ସଂକ୍ରମଣ ଦେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣକୁ କିପରି ରୋକାଯିବ ସେନେଇ ବହୁ ଉଦ୍ୟମ ଜାରି ରହିଛି। କରୋନା ଲକ୍ଷଣ ଦେଖାଦେଉଥିବା ଲୋକଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଉଛି। ତେବେ କେତେକଙ୍କ…
ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ସନାତନ ବିସିଙ୍କ ବିୟୋଗରେ ବିଜୁ ଜନତା ଦଳର ଶୋକ ପ୍ରକାଶ
ଭୁବନେଶ୍ୱର/ସମ୍ବଲପୁର,୧୪।୪(ବ୍ୟୁରୋ): ଓଡିଶାର ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ, ପ୍ରାକ୍ତନ ରାଜ୍ୟସଭା ସଦସ୍ୟ, କ୍ରୀଡାବିତ, କ୍ରୀଡ଼ା ସଙ୍ଗଠକ ତଥା ପଶ୍ଚିମ ଓଡିଶାର ବର୍ଷିଆନ ରାଜନେତା ସନାତନ ବିସିଙ୍କର ମଙ୍ଗଳବାର ସକାଳେ ପରଲୋକ ଘଟିଛି। ସମ୍ବଲପୁରସ୍ଥିତ ତାଙ୍କର ନିଜସ୍ବ ବାସଭବନରେ ବିସିଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ…
ସଫେଇ କର୍ମଚାରୀଙ୍କ ବଦାନ୍ୟତା
ହାଇଦ୍ରାବାଦ: ଅନ୍ୟକୁ ଦାନ କରିବା କି ସାହାଯ୍ୟ ସହଯୋଗ କରିବା ପାଇଁ ପାଖରେ ପ୍ରଚୁର ଅର୍ଥର ଆବଶ୍ୟକତା ନ ଥାଏ। ବିଶାଳ ହୃଦୟ ଥିବା ଲୋକେ ହିଁ ଅନ୍ୟକୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଥାନ୍ତି। ଏହାର ଏକ ଉଦାହରଣ ହେଉଛନ୍ତି…
କରୋନା ମୁକାବିଲା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ: ଗଞ୍ଜାମ ଜିଲାପାଳଙ୍କୁ ଫୋନକରି ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
ଛତ୍ରପୁର, ୧୪।୪(ଡି.ଏନ୍.ଏ.): କରୋନା ମୁକାବିଲା ନେଇ ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ବହୁତ ଭଲ କାମ କରୁଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଜିଲାପାଳଙ୍କୁ ଫୋନ୍ କରି ତାଙ୍କର ପ୍ରଶଂସା କରିଛନ୍ତି। ମଙ୍ଗଳବାର ଜିଲାପାଳ ଟୁଇଟକରି ଏ…
ରାସ୍ତା ଉପରେ ପଡ଼ିଛି ଟଙ୍କା
ଜୟପୁର: ରାସ୍ତା ଉପରେ ପଡ଼ିଛି ୧୦ ଟଙ୍କିଆ ନୋଟ୍। ଲକ୍ଡାଉନ ବେଳେ ଏମିତି ଏକ ଖବର ଶୁଣି ଲୋକେ ଭୟଭୀତ ହୋଇ ଯାଇଥିଲେ। ହୁଏତ ନୋଟ୍ ମାଧ୍ୟମରେ କେହି କରୋନା ଭାଇରସ୍ ସଂକ୍ରମଣ କରାଇବାକୁ ଚାହୁଁଥିବ ଭାବି ସତର୍କ ହୋଇଯାଇଥିଲେ। ଏମିତି…
ଠେକୁଆ ବେଶରେ କ୍ୟୁଟ୍ ତୈମୁର
ମୁମ୍ବାଇ: ବଲିଉଡ ଅଭିନେତ୍ରୀ କରୀନା କପୁର ଖାନ୍ ରବିବାର ନିଜ ଫ୍ୟାନ୍ମାନଙ୍କ ପାଇଁ ଏକ ଫଟୋ ଶେୟାର କରିଛନ୍ତି। ଯେଉଁଥିରେ ତାଙ୍କ ପୁଅ ତୈମୁର ଅଲ୍ଲୀ ଖାନ୍ ଠେକୁଆ ବେଶରେ ନଜର୍ ଆସିଛନ୍ତି। ଏହି ବେଶରେ ତୈମୁର ବହୁତ କ୍ୟୁଟ ଦେଖାଯାଉଛନ୍ତି…

