କରୋନା ସଂକ୍ରମଣ ରୋକିବାକୁ ରାସାୟନିକ ପଦାର୍ଥ ଚିହ୍ନଟ, ଔଷଧ ପ୍ରସ୍ତୁତିରେ ହୋଇପାରେ ସହାୟକ
ଟେନିସି: କରୋନା ଭାଇରସ୍ କ୍ଷୀପ୍ର ବେଗରେ ବଢ଼ିଚାଲିଥିବାରୁ ଏହାକୁ କେମିତି ରୋକାଯାଇପାରିବ ସେନେଇ ବୈଜ୍ଞାନିକମାନେ ରାତିଦିନ ଲାଗିଛନ୍ତି। ଏଥିପାଇଁ ବୈଜ୍ଞାନିକମାନେ ବିଶ୍ୱର ଦ୍ରୁତତମ ସୁପର କମ୍ପ୍ୟୁଟର ଶିଖର ସମ୍ମିଳନୀର ସାହାଯ୍ୟ ନେଇଛନ୍ତି। ଏହା ୭୭ଟି ରାସାୟନିକ ପଦାର୍ଥକୁ ଚିହ୍ନଟ କରିଛି। ଯାହା…
‘ଜନତା କର୍ଫ୍ୟୁ’ ଭୟରେ ଦିନକ ପୂର୍ବରୁ କଲେ ବିବାହ
ଥାଣେ,୨୧।୩: ଗୋଟିଏ ପଟେ କରୋନା ଭାଇରସ ସଂକ୍ରମଣର ଭୟ। ଅନ୍ୟପଟେ ମାର୍ଚ୍ଚ ୨୨ରେ ‘ଜନତା କର୍ଫ୍ୟୁ’। ଏସବୁକୁ ଦେଖି ଥାଣେର ଏକ ଦମ୍ପତି ନିର୍ଦ୍ଧାରିତ ସମୟର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍ ମାର୍ଚ୍ଚ ୨୧ରେ ବିବାହ କରିଥିବା ଜଣାପଡିଛି। ବର ରୁପେଶ…
ପାକିସ୍ତାନରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫ଶହରୁ ଊର୍ଦ୍ଧ୍ୱ: ଲକ୍ଡାଉନ୍ ପାଇଁ ରାଜି ନୁହଁନ୍ତି ଇମ୍ରାନ
ଇସ୍ଲାମାବାଦ,୨୧।୩: କରୋନା ଭାଇରସ କବଳରେ ପାକିସ୍ତାନ। ଏବେ ସେଠାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୦୧ ହୋଇଥିବା ବେଳେ ୩ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି। ସିନ୍ଧ ଅଞ୍ଚଳରେ ସର୍ବାଧିକ ୨୫୨ ଜଣ କରୋନାରେ ସଂକ୍ରମିତ ହୋଇଥିବା ବେଳେ ଏବେ ଏହା ବୃଦ୍ଧି…
ଲକ୍ଡାଉନ୍ ସ୍ଥିତି: ବାଲ୍କୋନିରେ ବିବାହ କଲେ ଏହି ଯୋଡ଼ି, ଝରକା ପଟେ ଶୁଭେଚ୍ଛା ଜଣାଇଲେ ପଡ଼ୋଶୀ
ସ୍ପେନ୍: ସମଗ୍ର ବିଶ୍ୱରେ କରୋନା ଭାଇରସ୍ କାୟା ବିସ୍ତାର କରିଚାଲିଥିବା ବେଳେ ଅଧିକାଂଶ ଦେଶରେ ଲକ୍ଡାଉନ୍ ଜାରି କରାଯାଇଛି। ବିବାହ ପରି ସାମାଜିକ କାର୍ଯ୍ୟକ୍ରମ ପ୍ରତି ମଧ୍ୟ କଟକଣା ରହିଛି। ଏହାକୁ ଦୃଷ୍ଟିରେ ରଖି ସ୍ପେନ୍ର ଏକ ଯୋଡ଼ି ଶୁକ୍ରବାର ବାଲ୍କୋନିରେ…
ସିଙ୍ଗାପୁରରେ ପ୍ରଥମ କରୋନା ମୃତ୍ୟୁ
ସିଙ୍ଗାପୁର,୨୧।୩: କରୋନା ଭାଇରସ କଥା ଉଠିଲେ ଆପଣାଛାଏଁ ମନକୁ ଆସି ଯାଉଛି ଏଥିରେ ବୃଦ୍ଧି ପାଇଛି ସଂକ୍ରମିତ ଓ ମୃତକଙ୍କ ସଂଖ୍ୟା। ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଥିବା କରୋନା ଏବେ ସିଙ୍ଗାପୁରରେ ବି ତା’ର ପ୍ରଭାବ ଦେଖାଇ ଦେଇଛି।…
୧୪୪ ଧାରା ଉଲ୍ଲଂଘନ: ଦଶଦୋଳ ମେଳଣରେ ଏକାଠି ହେଲେ ୫ ହଜାର ଲୋକ: ୨୨ ଜଣଙ୍କ ନାମରେ ମାମଲା
ରଣପୁର,୨୧।୩(ଡି.ଏନ୍.ଏ.): କରୋନା ଭୂତାଣୁ (କୋଭିଡ୍-୧୯)ର କରାଳ ସଂକ୍ରମଣ ସମଗ୍ର ବିଶ୍ୱକୁ ଗ୍ରାସ କରିଚାଲିଛି। ଏ ନେଇ ରାଜ୍ୟରେ ଶପିଂମଲଠାରୁ ଆରମ୍ଭ କରି ସିନେମା ହଲ, ପାର୍କ, ସଭା ସମିତି, ସାମାଜିକ ମିଳାମିଶା ଆଦିକୁ ବନ୍ଦ କରାଯାଇଛି। କେତେକ ସ୍ଥାନରେ ପ୍ରଶାସନ ତରଫରୁ…
ଏମିତି ଗାଁ, ଯେଉଁଠି କୁକୁର କୋଟିପତି
ଗୁଜରାଟ: ସାଧାରଣତଃ ଲୋକମାନେ କୋଟିପତି ହୋଇଥା’ନ୍ତି। କିନ୍ତୁ କୁକୁରମାନେ କୋଟିପତି ବୋଲି ସୁପରଷ୍ଟାର ଅକ୍ଷୟ କୁମାରଙ୍କ ଫିଲ୍ମ ‘ଏଣ୍ଟରଟେନ୍ମେଣ୍ଟ୍’ରେ ଦେଖିଥିବେ। ମାତ୍ର ଏହା ବାସ୍ତବରେ ସତ ବୋଲି ଦେଖିବାକୁ ମିଳିଛି। ଗୁଜରାଟର ମେହସାଣା ଜିଲାସ୍ଥିତ ଏକ ଛୋଟ ଗାଁରେ ଏମିତି କୋଟିପତି…
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ମାର୍ଚ୍ଚ ୨୨ରୁ ୨୯ ଯାଏ ୫ ଜିଲା ସମ୍ପୂର୍ଣ୍ଣ ‘ଲକ୍ଡାଉନ୍’
ଭୁବନେଶ୍ୱର, ୨୧।୩(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ପ୍ରତିକାରମୂଳକ ବ୍ୟବସ୍ଥା ସ୍ବରୂପ ମାର୍ଚ୍ଚ ୨୨ରୁ ୨୯ତାରିଖ ପର୍ଯ୍ୟନ୍ତ ୫ଟି ଜିଲାକୁ ସମ୍ପୂର୍ଣ୍ଣ ଲକ୍ଡାଉନ୍ ଘୋଷଣା କରାଯାଇଛି। ଏହି ଜିଲାଗୁଡିକ ହେଲା ଖୋର୍ଦ୍ଧା, ଗଞ୍ଜାମ, କଟକ, କେନ୍ଦ୍ରାପଡ଼ା ଓ ଅନୁଗୋଳ। ଏହି…
ଭୟ ନାହିଁ,ଏପ୍ରିଲ୍ ୨୯ରେ ପୃଥିବୀକୁ ଦେବନି ଧକ୍କା ଗ୍ରହାଣୁପିଣ୍ଡ ୧୯୯୮-ଓଆର୍-୨ : ୨୦୭୯ରେ ସୃଷ୍ଟି ହୋଇପାରେ ସଙ୍କଟ !
ଓ୍ବାଶିଂଟନ,୨୧।୩: ଏପ୍ରିଲ୍ ୨୯ରେ ପୃଥିବୀ ସହିତ ଗ୍ରହାଣୁପିଣ୍ଡ ୧୯୯୮-ଓଆର୍-୨(୫୨୭୬୮) ଧକ୍କା ଦେବ ବୋଲି କେତେକ ଗୁଜବ କରୁଛନ୍ତି। ତେବେ ଏହା ମିଛ ବୋଲି ନାସାର ମହାକାଶବିଜ୍ଞାନୀ ମତ ଦେଇଛନ୍ତି। ଲକ୍ଷ ଲକ୍ଷ ବର୍ଷ ତଳେ ଏଭଳି ଗ୍ରହାଣୁପିଣ୍ଡ ପୃଥିବୀକୁ ଧକ୍କା ଦେଇଥିଲା।…
କରୋନା ମୋହର ଲାଗିଥିବାରୁ ଟ୍ରେନରୁ ଦମ୍ପତିଙ୍କୁ ଓହ୍ଲାଇ ଦିଆଗଲା
ନୂଆଦିଲ୍ଲୀ,୨୧।୩: ସିକନ୍ଦରାବାଦରୁ ବେଙ୍ଗାଲୁରୁ-ଦିଲ୍ଲୀ ରାଜଧାନୀ ଏକ୍ସପ୍ରେସରେ ଯାତ୍ରା କରୁଥିବା ଦମ୍ପତିକୁ କରୋନା ଭୟରେ ଓହ୍ଲାଇ ଦେବା ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଟ୍ରେନରେ ଦମ୍ପତି ସକାଳୁ ସକାଳୁ ତେଲେଙ୍ଗାନାର କାଜିପଟ ପହଞ୍ଚିବା ପରେ ପୁରୁଷଙ୍କ ହାତରେ କରୋନା ମୋହର ଲାଗିଥିବା…
କରୋନାରେ ସବୁଠାରୁ କନିଷ୍ଠ ମହିଳାଙ୍କ ମୃତ୍ୟୁ
ଓ୍ବାରସା,୨୧।୩: କରୋନା ଭାଇରସ୍ର ପ୍ରକୋପ ସାରା ବିଶ୍ୱରେ ଜାରି ରହିଛି। ଇଟାଲିରେ କରୋନା ଭାଇରସ୍ରେ ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହି ମହାମାରୀରେ ସର୍ବାଧିକ ମୃତ୍ୟୁ ସଂଖ୍ୟା ବୟସ୍କଙ୍କ ହେଉଥିବା ବେଳେ ପୋଲାଣ୍ଡରେ ଜଣେ ସୁସ୍ଥ ଓ…
ୟୁଟ୍ୟୁବ୍ ଦେଖି ପ୍ରେମିକାଙ୍କ ଡେଲିଭରୀ କରାଉଥିଲେ ପ୍ରେମିକ…
ଚେନ୍ନାଇ,୨୧।୩: ତାମିଲ୍ନାଡୁରେ ୨୭ ବର୍ଷ ବୟସ୍କ ଜଣେ ପ୍ରେମିକ ତାଙ୍କ ପ୍ରେମିକାଙ୍କ ଡେଲିଭରୀ ୟୁଟ୍ୟୁବ ଦେଖି କରୁଥିଲେ। ତେବେ ଅତ୍ୟଧିକ ରକ୍ତସ୍ରାବ ହେବାରୁ ୧୯ ବର୍ଷ ବୟସ୍କା ପ୍ରେମିକାଙ୍କର ମୃତ୍ୟୁ ଘଟିଛି। ଖବର ପାଇ ପୋଲିସ ପ୍ରେମିକଙ୍କୁ ଗିରଫ କରି ତଦନ୍ତ…
Archives


