Home

କନିକା କପୁରଙ୍କ ସଂସ୍ପର୍ଶରେ ଆସିଥିବା ସ୍ବାସ୍ଥ୍ୟମନ୍ତ୍ରୀଙ୍କ ରିପୋର୍ଟ ନେଗେଟିଭ

ଲକ୍ଷ୍ନୌ,୨୧।୩: କରୋନା ଭାଇରସକୁ ନେଇ ବଲିଉଡ୍‌ ଗାୟିକା କନିକା କପୁରଙ୍କ ରିପୋର୍ଟ ନେଗେଟିଭ୍‌ ଆସିବା ପରେ ସବୁଆଡେ ହଇଚଇ ସୃଷ୍ଟି ହୋଇଥିଲା। କାରଣ ଏହି ବଲିଉଡ୍‌ ସେଲିବ୍ରିଟି ଅନେକ ଲୋକଙ୍କ ସଂସ୍ପର୍ଶରେ ଆସିଥିବାରୁ ଏମାନେ ବି କରୋନା ସଂକ୍ରମଣରେ ପୀଡ଼ିତ ହୋଇଥାଇ…

ଚାଇନା ତାରକା ଫୁଟବଲର କରୋନା ଭାଇରସ ଆକ୍ରାନ୍ତ

ସାଙ୍ଘାଇ,୨୧।୩(ପି.ଟି.): ଚାଇନାର ଜଣାଶୁଣା ଫୁଟବଲ ତାରକା ବୁ ଲେଇ ସ୍ପେନ୍‌ରେ କରୋନା ଭାଇରସ୍‌ ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି। ସ୍ପେନ୍‌ର ଇସ୍ପାନ୍ୟୋଲ କ୍ଲବ ତରଫରୁ ଖେଳୁଥିବା ଲେଇଙ୍କ ଦେହରେ ଏହି ଭାଇରସ ଥିବା କଥା ଚାଇନିଜ ଫୁଟବଲ ଆସୋସିଏଶନ (ସିଏଫ୍‌ଏ) ତରଫରୁ ଶନିବାର…

୨୦୪୦ ବେଳକୁ ପୃଥିବୀର ୩୩ଟି ଦେଶରେ ମିଳିବନି ପିଇବା ପାଣି: ୨ ଶହ ସହରରେ ସୃଷ୍ଟି ହେବ ଜଳସଙ୍କଟ

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୧।୩: ଜଜଳବାୟୁ ପରିବର୍ତ୍ତନ, ବିଶ୍ୱତାପନ ଏବଂ ପ୍ରଦୂଷଣ ଯୋଗୁ ପୃଥିବୀ ଏବେ ଜଳ ସଙ୍କଟ ଦେଖାଦେଇଛି। ଲୋକଙ୍କୁ ପିଇବା ପାଣି ମିଳୁନି। ପୃଥିବୀର ୪ ଶହରୁ ଅଧିକ କୋଟି ଲୋକଙ୍କୁ ପିଇବା ପାଇଁ ପାଣି ମିଳୁ ନ ଥିବା ଜାତିସଂଘ ପକ୍ଷରୁ…

କରୋନା ଗଲା ପରେ ମୁଖ୍ୟଧାରାକୁ ଫେରି ପାରିବ କି ସାମାଜିକ ବ୍ୟବସ୍ଥା !

ଓ୍ବାଶିଂଟନ,୨୧।୩: ପୃଥିବୀ ସାରା କରୋନା ସୃଷ୍ଟି କରିଛି ଆତଙ୍କ। ସଂକ୍ରମଣକୁ ରୋକିବା ପାଇଁ କେତେକ ସୁରକ୍ଷିତ ମାର୍ଗଦର୍ଶିକା ଜାତିସଂଘ ପକ୍ଷରୁ ଜାରି କରାଯାଇଛି। ସେଥିମଧ୍ୟରେ ପରସ୍ପରଠାରୁ ଦୂରେଇ ରହିବା, ଭିଡ଼ରେ ସାମିଲ ନ ହେବା, କରମର୍ଦ୍ଦନ ନ କରିବା, ଆଲିଙ୍ଗନ ନ…

ମାଲକାନଗିରିରେ ଭୂକମ୍ପ, ଜିଲାବାସୀ ଆତଙ୍କିତ

ମାାଲକାନଗିରି, ୨୧।୩(ଡି.ଏନ୍‌.ଏ.): ବର୍ତ୍ତମାନ କରୋନା ଭୂତାଣୁ ରୋଗ ସମ୍ବନ୍ଧରେ ରାଜ୍ୟବାସୀ ଆତଙ୍କିତ ଥିବା ବେଳେ ଶନିବାର ମାଲକାନଗିରି ଜିଲାରେ ମୃଦୁ ଭୂକମ୍ପ ଅନୁଭୁତ ହୋଇଛି। ଏହାକୁ ନେଇ ଜିଲାବାସୀଙ୍କ ମନରେ ଭୟର ବାତାବରଣ ଖେଳିଯାଇଛି। ପୂର୍ବାହ୍ନ ୧୧.୧୫ ମିନିଟ୍‌ ସମୟରେ ଭୂକମ୍ପ…

କରୋନା ସଂକ୍ରମଣ ସମୟରେ ଶାରୀରିକ ସମ୍ପର୍କ କେତେ ସୁରକ୍ଷିତ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୧।୩: ପୃଥିବୀ ବ୍ୟାପି କରୋନା ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହେବାରେ ଲାଗିଛି। କରୋନା କିଭଳି ସଂକ୍ରମଣ ହୋଇଥାଏ ଏନେଇ ଲୋକଙ୍କ ମଧ୍ୟରେ ନାନା ପ୍ରଶ୍ନ ଉଙ୍କି ମାରୁଛି। କେହିକେହି ଏହା ମଶାଦ୍ୱାରା ବ୍ୟାପୁଥିବା କହି ଲୋକଙ୍କୁ ଭ୍ରମିତ କରୁଛନ୍ତି। ଅପରପକ୍ଷରେ…

ରବିବାରଠାରୁ ରାଜଧାନୀ, କଟକର ସମସ୍ତ ପାର୍କ ବନ୍ଦ

ଭୁବନେଶ୍ୱର,୨୧।୩(ବ୍ୟୁରୋ): ରାଜଧାନୀ ସମେତ କଟକର ସମସ୍ତ ପାର୍କ ବନ୍ଦ ରହିବ। ସରକାରୀ ଓ ଘରୋଇ ମାଲିକାନାରେ ଥିବା ସମସ୍ତ ପାର୍କ ରବିବାରଠାରୁ ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ। କରୋନା ମୁକାବିଲା ନେଇ ପାର୍କଗୁଡ଼ିକୁ ବିଏମ୍‌ସି ବନ୍ଦ କରିଛି। ସେହିଭଳି କଟକ…

ଇଟାଲିରେ ଥିବା ଭାରତୀୟଙ୍କୁ ଆଣିବାକୁ ବାହାରିଲା ଏୟାର ଇଣ୍ଡିଆର ସ୍ବତନ୍ତ୍ର ବିମାନ

ନୂଆଦିଲ୍ଲୀ,୨୧।୩: କରୋନା ଭାଇରସ ଏବେ ସାରା ବିଶ୍ୱରେ ଆତଙ୍କ ଖେଳାଇଥିବା ବେଳେ ଏବେ ବିଦେଶରେ ଥିବା ଆଉ କେତେଜଣ ଭାରତୀୟଙ୍କୁ ସ୍ବଦେଶ ଫେରାଇ ଆଣିବାକୁ ସରକାର ଯୋଜନା କରିଛନ୍ତି। ରୋମରେ ଥିବା ଭାରତୀୟଙ୍କୁ ଆଣିବାକୁ ଏୟାର ଇଣ୍ଡିଆର ଏକ ସ୍ବତନ୍ତ୍ର ବିମାନ…

ଶନିମନ୍ଦିରରେ ଶ୍ରଦ୍ଧାଳୁଙ୍କ ଗହଳି: ପୋଲିସ,ମାଜିଷ୍ଟ୍ରେଟଙ୍କ ହସ୍ତକ୍ଷେପ ପରେ ଖାଲି ହେଲା ମନ୍ଦିର

ଦେବଗଡ଼, ୨୧।୩ (ଡି.ଏନ.ଏ .): କରୋନା ସଂକ୍ରମଣ ରୋକିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ସଚେତନ କରାଯାଉଛି l ଆସନ୍ତା ଏପ୍ରିଲ ୧ ପର୍ଯ୍ୟନ୍ତ ରାଜ୍ୟରେ ଥିବା ସମସ୍ତ ଧର୍ମାନୁଷ୍ଠାନରେ କେବଳ ଦୈନନ୍ଦିନ ରୀତିନୀତି ପରେ ବନ୍ଦ ପାଇଁ ସରକାର ନିର୍ଦ୍ଦେଶ…

ଆଇସିସି ଟି୨୦ ପୁରୁଷ ବିଶ୍ୱକପ୍‌: ସେମିଫାଇନାଲ ରିଜର୍ଭ ଡେ ଲାଗି ପ୍ରସ୍ତାବ

ସିଡନୀ, ୨୧।୩(ପି.ଟି.): ଅକ୍ଟୋବରରେ ଆୟୋଜନ ହେବାକୁ ଥିବା ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ପୁରୁଷ ଟି୨୦ ବିଶ୍ୱକପ୍‌ରେ ସେମିଫାଇନାଲ ମ୍ୟାଚ୍‌ ଲାଗି ରିଜର୍ଭ ଡେ ରଖିବାକୁ କ୍ରିକେଟ ଅଷ୍ଟ୍ରେଲିଆ ପ୍ରସ୍ତାବ ଦେଇପାରେ। ଚଳିତ ବର୍ଷ ଶେଷ ଆଡକୁ ଆୟୋଜନ ହେବାକୁ ଥିବା…

କରୋନା ମୁକାବିଲା ପାଇଁ କେନ୍ଦୁଝରରେ ସ୍ବତନ୍ତ୍ର ଅଧିବେଶନ: ହଲ୍‌କୁ ପ୍ରବେଶ ପୂର୍ବରୁ ସମସ୍ତେ ହ୍ୟାଣ୍ଡଓ୍ବାଶ୍‌ରେ ଧୋଇଲେ ହାତ

କେନ୍ଦୁଝର,୨୧ା୩(ସ୍ବ.ପ୍ର.): କରୋନା ସଂକ୍ରମଣ ରୋକିବା ପାଇଁ କେନ୍ଦୁଝର ଜିଲା ପରିଷଦ ଅଧ୍ୟକ୍ଷଙ୍କ ଅଧ୍ୟକ୍ଷତାରେ ଦରବାର ହଲ୍‌ଠାରେ ସ୍ବତନ୍ତ୍ର ଅଧିବେଶନ ଶନିବାର ଅନୁଷ୍ଠିତ ହୋଇଯାଇଛି। କରୋନା ସଂକ୍ରମଣକୁ ରୋକିବା ଓ ଏହାର ମୁକାବିଲା ପାଇଁ କ’ଣ ପଦକ୍ଷେପ ନିଆଯାଉଛି ଏବଂ ଆଗାମୀ ଦିନରେ…

ରାଜଧାନୀରେ କୁଆପଥର ବର୍ଷା

ଭୁବନେଶ୍ୱର,୨୧।୩(ବ୍ୟୁରୋ): ରାଜଧାନୀରେ କୁଆପଥର ବର୍ଷା। ଶନିବାର ଅପରାହ୍ନ ୧ଟା ପରଠାରୁ ପ୍ରବଳ ବର୍ଷା ସହ କୁଆପଥର ପଡ଼ୁଥିବା ଦେଖିବାକୁ ମିଳିଛି। ପାଗରେ ହଠାତ୍‌ ପରିବର୍ତ୍ତନ ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ପ୍ରକାଶ ଯେ, ରାଜ୍ୟର ୫ ଜିଲାରେ ଶନିବାର ବର୍ଷା ସହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri