Home

କେବଳ ଗରିବଙ୍କୁ ମିଳିବ ମାଗଣା କୋଭିଡ୍‌ ପରୀକ୍ଷା ସୁବିଧା

ନୂଆଦିଲ୍ଲୀ,୧୪ା୪: କୋଭିଡ୍‌-୧୯ ପରୀକ୍ଷା ଦେୟ ଦେବାକୁ ଯେଉଁମାନେ ଅକ୍ଷମ କେବଳ ସେମାନଙ୍କୁ ଘରୋଇ ଲାବରେଟୋରିଗୁଡ଼ିକ ମାଗଣା ପରୀକ୍ଷା ସୁବିଧା ଯୋଗାଇଦେବାକୁ ସୁପ୍ରିମକୋର୍ଟ ସୋମବାର ନିର୍ଦ୍ଦେଶ ଦେଇଛନ୍ତି। ଘରୋଇ ସଂସ୍ଥାରେ କୋଭିଡ୍‌-୧୯ ପରୀକ୍ଷା ପାଇଁ ୪୫୦୦ ଟଙ୍କା ଦେୟ ଦେବାକୁ ପଡୁଛି। ସମସ୍ତଙ୍କୁ…

ସାଇବର ଅପରାଧୀଙ୍କ ଅସ୍ତ୍ର ହୋଇପାରେ ‘ଜୁମ୍‌’ ଆପ୍‌

ନୂଆଦିଲ୍ଲୀ, ୧୪ା୪: କରୋନା ଭାଇରସ୍‌ ଯୋଗୁ ଏବେ ବିଶ୍ୱର ପ୍ରାୟ ସବୁଠି ଲକ୍‌ଡାଉନ ସ୍ଥିତି। ବହୁ କମ୍ପାନୀ ଓ ଘରୋଇ ସଂସ୍ଥା ନିଜର କର୍ମଚାରୀଙ୍କୁ ଘରେ ରହି କାମ କରିବାକୁ କହିଛନ୍ତି। ଲକ୍‌ଡାଉନ ଯୋଗୁ ଘରୁ ବାହାରି ହେଉ ନ ଥିବାରୁ…

ଗରିବ ଓ ଅସହାୟଙ୍କୁ ଚାଉଳ, ଡାଲି ବାଣ୍ଟିଲେ ବିଧାୟକ

ଭଦ୍ରକ ଅଫିସ,୧୪।୪: କରୋନା ମହାମାରୀ ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ରାଜ୍ୟରେ ଏପ୍ରିଲ ୩୦ ଯାଏଁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏଥିଯୋଗୁଁ ରାଜ୍ୟରେ ଅନେକ ପରିବାର ମୁଠେ ଖାଇବା ପାଇଁ ସଂଗ୍ରାମ କରୁଛନ୍ତି। ଅନ୍ୟପଟେ ରାଜ୍ୟବାସୀ ଯେପରି…

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତାର ହାତ ବଢ଼ାଇଲା ସରପଞ୍ଚ ସଂଘ

ଗୁଡଭେଲା,୧୪।୪(ଡି.ଏନ୍‌.ଏ): ମହାମାରୀ କରୋନା ଭାଇରସ୍‌ ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶ ଲକ୍‌ଡାଉନ୍‌ ଜାରି ରହିଛି। କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ବିଭିନ୍ନ ସଂଗଠନ ଓ ବ୍ୟକ୍ତି ବିଶେଷ ପକ୍ଷରୁ ସହାୟତାର ହାତ ବଢ଼ୁଛି। ଇତିମଧ୍ୟରେ ବଲାଙ୍ଗୀର ଜିଲା…

ରାଜ୍ୟରେ ୫ମାସ ପାଇଁ ଔଷଧ, ଚିକିତ୍ସା ଉପକରଣ ଉପଲବ୍ଧ

ଭୁବନେଶ୍ୱର, ୧୪ା୪(ବ୍ୟୁରୋ): ରାଜ୍ୟ ସରକାର କରୋନା ମୁକାବିଲା ପାଇଁ ସମସ୍ତ ପଦକ୍ଷେପ ନେଇଛନ୍ତି। ୯ ମାସ ପାଇଁ ଆବଶ୍ୟକ ଔଷଧ ଓ ଚିକିତ୍ସା ଉପକରଣ ମହଜୁଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ୫ମାସ ପାଇଁ ଯଥେଷ୍ଟ ପରିମାଣର ଆବଶ୍ୟକ ଔଷଧ ସାମଗ୍ରୀ…

୧୧୪୫ ଗାଡି ଜବତ, ମାସ୍କ ନ ପିନ୍ଧି ତଣ୍ଡ ଗଣିଲେ ୧୬୭

ଭୁବନେଶ୍ୱର,୧୪ା୪(ବ୍ୟୁରୋ): ଟୁଇନ ସିଟି କଟକ ଓ ଭୁବନେଶ୍ୱରରେ ବାରମ୍ବାର ସଚେତନ ସତ୍ତ୍ୱେ ଲକ୍‌ଡାଉନକୁ ଲୋକେ ମାନୁନାହାନ୍ତି। ଘରେ ରହିବା ବଦଳରେ ବିନା କାର୍ଯ୍ୟରେ ବାହାରେ ବୁଲୁଛନ୍ତି। ପୋଲିସକୁ ମିଛ କହି ଧରାପଡିବା ପରେ ବାଇକ୍‌, କାର ଜବତ ସାଙ୍ଗକୁ ମାସ୍କ ନ…

‘ବାହାର ରାଜ୍ୟରେ ଫସିଥିବା ଓଡ଼ିଆ ଶ୍ରମିକଙ୍କୁ ଖାଦ୍ୟ ଯୋଗାଇ ଦିଆଯାଉ’

ଭୁବନେଶ୍ୱର,୧୪ା୪(ବ୍ୟୁରୋ): ଲକ୍‌ଡାଉନ ଯୋଗୁ ବାହାର ରାଜ୍ୟରେ ଫସିଯାଇଥିବା ଓଡ଼ିଆ ଶ୍ରମିକଙ୍କ ପାଇଁ ଖାଦ୍ୟ ବ୍ୟବସ୍ଥା କରିବାକୁ କେନ୍ଦ୍ରମନ୍ତ୍ରୀ ରାମ ବିଳାସ ପାଶ୍ବାନଙ୍କୁ ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଅନୁରୋଧ କରିଛନ୍ତି। ଖାଉଟି ବ୍ୟାପାର,…

ଶ୍ରମିକ ନେତା ସୌରିବନ୍ଧୁ କରଙ୍କ ପରଲୋକ

ଭୁବନେଶ୍ୱର,୧୪ା୪ (ବ୍ୟୁରୋ): ବିଶିଷ୍ଟ ଟ୍ରେଡ୍‌ ୟୁନିୟନ ନେତା ତଥା ଲେଖକ ସୌରିବନ୍ଧୁ କରଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ୭୨ ବର୍ଷ ହୋଇଥିଲା। ସେ ଅସୁସ୍ଥତା କାରଣରୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ। ୧୯୪୮ରେ ଯାଜପୁର ଜିଲାର…

ଖାଦ୍ୟ ପାଇଁ ଡହଳବିକଳ ଗୋରୁ, କୁକୁର

କଟକ ଅଫିସ,୧୪ା୪: ଜନଶୂନ୍ୟ ରାସ୍ତାରେ ବୁଲୁଛନ୍ତି ଗୋରୁ ଓ କୁକୁର। ଖାଦ୍ୟ ପାଇଁ ଏମାନେ ଡହଳ ବିକଳ ହେଉଛନ୍ତି। ଏପରି କି ଖାଦ୍ୟାଭାବ ଯୋଗୁ କେତେକ ପଶୁ ଏକପ୍ରକାର ମରଣ ମୁହଁକୁ ଠେଲି ହୋଇଗଲେଣି। କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ…

ଶ୍ରୀମନ୍ଦିର ମାଙ୍କଡ଼ଙ୍କୁ ଦିଆଗଲା ଖାଦ୍ୟ

ପୁରୀ ଅଫିସ, ୧୪ା୪: ପବିତ୍ର ହନୁମାନ ଜୟନ୍ତୀରେ ଶ୍ରୀମନ୍ଦିରରେ ଏକ ନିଆରା ପ୍ରୟାସ ଦେଖିବାକୁ ମିଳିଛି। ବଡ଼ଦେଉଳରେ ରହୁଥିବା ମାଙ୍କଡ଼ଙ୍କୁ କଦଳୀ, ବୁଟ, ବିସ୍କୁଟ ଆଦି ଖାଦ୍ୟ ଦିଆଯାଇଛି। କେବଳ ଏହି ଗୋଟିଏ ଦିନ ନୁହେଁ, ଆସନ୍ତା ୩୦ ତାରିଖ ଅର୍ଥାତ୍‌…

ଗୋପ, ନିମାପଡ଼ା ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ଗୋପ/ ନିମାପଡା, ୧୪ା୪(ଡି.ଏନ.ଏ.): ପୁରୀ ଜିଲାପାଳ ବଲଓ୍ବନ୍ତ ସିଂ ସୋମବାର ଗୋପ ଓ ନିମାପଡ଼ା ଅଞ୍ଚଳ ବୁଲି କରୋନା ସଂକ୍ରମଣ ରୋକିବାକୁ ନିଆଯାଇଥିବା ପଦକ୍ଷେପ ଅନୁଧ୍ୟାନ କରିଥିଲେ। ଗୋପ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚତ୍ ରୋଗୀଙ୍କ ଲାଗି ଆବଶ୍ୟକ ଶଯ୍ୟା ରହିଛି କି…

ମାସ୍କ ନ ପିନ୍ଧି ଜରିମାନା ଗଣିଲେ

ଖୋର୍ଦ୍ଧା ଅଫିସ,୧୪ା୪: ଲକଡାଉନ ବେଳେ ସାମାଜିକ ଦୂରତା ରକ୍ଷା ସହ ବାହାରକୁ ଆସିଲେ ମାସ୍କ ପିନ୍ଧିବାକୁ ସରକାର ଗତ ୯ତାରିଖରୁ ବାଧ୍ୟତାମୂଳକ କରିଛନ୍ତି। ତଥାପି କେତେଜଣ ଅମାନିଆ ଏହାକୁ ବେଖାତିର କରି ବିନା ମାସ୍କରେ ବୁଲୁଛନ୍ତି। ସୋମବାର ଏଭଳି ଅମାନିଆଙ୍କୁ ସାବାଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?