Home

ନିର୍ଭୟା ଦୋଷୀଙ୍କ ଆୟ ୧.୩୭ ଲକ୍ଷ

ନୂଆଦିଲ୍ଲୀ: ନିର୍ଭୟାଙ୍କୁ ମିଳିଛି ନ୍ୟାୟ। ତିହାର ଜେଲ୍‌ରେ ଫାଶୀରେ ଝୁଲିଛନ୍ତି ନିର୍ଭୟା ଗଣବଳାତ୍କାର ଏବଂ ହତ୍ୟା ମାମଲାର ୪ ଦୋଷୀ। ଆଉ ତା’ ସହିତ ଶେଷ ହୋଇଛି ଦୀର୍ଘ ୭ବର୍ଷର ଆଇନଗତ ପ୍ରକ୍ରିୟା ଏବଂ ସବୁ ଦ୍ୱନ୍ଦ୍ୱରେ ପଡ଼ିଛି ଯବନିକା। ହେଲେ…

କୋଭିଡ-୧୯ ସଂକ୍ରମଣ: ଥୋମାସ, ଉବର କପ୍‌ ଘୁଞ୍ଚିଲା

ନୂଆଦିଲ୍ଲୀ,୨୧।୩(ପି.ଟି.): କରୋନା ଭାଇରସ ସଂକ୍ରମଣକୁ ଦୃଷ୍ଟିରେ ରଖି ବ୍ୟାଡମିଣ୍ଟନ ଓ୍ବାଲର୍‌ଡ ଫେଡେରେଶନ (ବିଡବ୍ଲ୍ୟଏଫ୍‌) ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛି। ବିଶ୍ୱର ଶ୍ରେଷ୍ଠ ପୁରୁଷ ଓ ମହିଳା ବ୍ୟାଡମିଣ୍ଟନ ଚାମ୍ପିୟନଶିପ୍‌ ରୂପେ ମାନ୍ୟତା ପାଇଥିବା ଥୋମାସ କପ୍‌ ଓ ଉମର କପ୍‌କୁ…

କରୋନା ଯୋଗୁ ମହାରାଷ୍ଟ୍ରରେ ପ୍ରଥମରୁ ଅଷ୍ଟମ ଅଲ୍‌ ପାସ୍‌

ମୁମ୍ବାଇ,୨୧।୩: କରୋନା ସଂକ୍ରମଣ ଯୋଗୁ ଭାରତରେ ଆତଙ୍କ ଦେଖାଦେଇଛି। ମହାରାଷ୍ଟ୍ରରେ ସର୍ବାଧିକ କରୋନା ଦ୍ୱାରା ସଂକ୍ରମିତ ହୋଇଛନ୍ତି। ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ କରି ଦେଇଛନ୍ତି। ଫଳରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ର ପରୀକ୍ଷା ଦେବାରୁ…

କରୋନା ଭୟ ସତ୍ତ୍ୱେ ଭେଙ୍କଟେଶ୍ୱର ମନ୍ଦିରରେ ହେଲା ବିବାହ

ହାଇଦ୍ରାବାଦ,୨୧।୩: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଏବେ କୌଣସି ସ୍ଥାନରେ ଲୋକେ ଏକାଠି ହେବାକୁ ସରକାର ବାରଣ କରିଛନ୍ତି। ଏହି ସମୟରେ ବିବାହ, ଜନ୍ମଦିନ ଭଳି ଉତ୍ସବ ପାଳନ ନ କରିବାକୁ ଅନୁରୋଧ କରାଯାଇଛି। ହେଲେ ପୂର୍ବରୁ…

ସତ ହେଲା ବାଇବେଲର କାହାଣୀ

ତେଲଆଭିଭ୍‌: ବାଇବେଲରେ ଥିବା ଏକ କାହାଣୀ ଅନୁସାରେ ଏବେ ପ୍ରତ୍ନତତ୍ତ୍ୱବିଦମାନେ ଏଭଳି ଏକ ସ୍ଥାନ ସମ୍ପର୍କରେ ସୂଚନା ପାଇଛନ୍ତି ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ପୁସ୍ତକରେ ଥିବା ଏକ ଗପ ଅନୁସାରେ ଏଭଳି ଏକ ସ୍ଥାନ ଥିଲା ଯାହା ସ୍ବତନ୍ତ୍ରଭାବେ…

ସୁରକ୍ଷା ଉପକରଣ ଯୋଗାଇ ନ ଦେଲେ ଧର୍ମଘଟ କରିବେ ଡାକ୍ତର

ଇସ୍‌ଲାମାବାଦ,୨୧।୩: କୋଭିଡ-୧୯ ଏବେ ସାରା ବିଶ୍ୱକୁ ବ୍ୟାପିସାରିଲାଣି। ପାକିସ୍ତାନରେ ମଧ୍ୟ ଏହା ତା’ର ଉପସ୍ଥିତି ଜାହିର କରିସାରିଛି। ଏବେ କୋଭିଡ-୧୯ ବା କରୋନା ଭାଇରସ ସଂକ୍ରମଣରେ ପାକିସ୍ତାନରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଲାଣି ୪୯୫ରେ। ଏପରି…

୨.୧୧% ସୁଧ ହାରରେ ଟଙ୍କା ଫେରିଲା, ବାକି କୁଆଡ଼େ ଗଲା

ଭୁବନେଶ୍ୱର,୨୧ା୩(ବ୍ୟୁରୋ): ରାଜ୍ୟ ସରକାର କିଛି ଅଧିକା ସୁଧ ଆଶାରେ ଶ୍ରୀମନ୍ଦିର ଜମା ଅର୍ଥକୁ ରାଷ୍ଟ୍ରାୟତ୍ତ ବ୍ୟାଙ୍କରେ ନ ରଖି ୟେସ୍‌ ବ୍ୟାଙ୍କ ଭଳି ଘରୋଇ ବ୍ୟାଙ୍କରେ ରଖିଥିଲେ। ଘରୋଇ ବ୍ୟାଙ୍କରେ ଟଙ୍କା ରଖିବା ସମୟରେ ୮ ପ୍ରତିଶତ ସୁଧ ମିଳିବ ବୋଲି…

କରୋନା ସଂକ୍ରମଣ: ଭାରତର ସ୍ଥିତି ଇଟାଲିଠାରୁ ମାସେ; ଆମେରିକାଠୁ ମାତ୍ର ୧୫ ଦିନ ଦୂରରେ

ନୂଆଦିଲ୍ଲୀ,୨୧।୩: ପୃଥିବୀସାରା କରୋନା ଯୋଗୁ ଆତଙ୍କ ଦେଖାଦେଇଛି। ଫଳରେ ଗମନାଗମନ ଏକଦମ୍‌ ଠପ୍‌ ହୋଇଯାଇଛି। ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଧୀରେଧୀରେ ବଢୁଛି। ଭାରତର ସ୍ଥିତି ଇଟାଲିର ଅବସ୍ଥାଠାରୁ ମାସେ ଦୂରରେ ଥିବାବେଳେ ଆମେରିକାର ସ୍ଥିତିଠାରୁ ମାତ୍ର ୧୫ ଦିନ ଦୂରରେ…

‘ଜନତା କର୍ଫ୍ୟୁ’କରୋନା କବଳରୁ ଦେଶ ଓ ରାଜ୍ୟକୁ ସୁରକ୍ଷିତ ରଖିବ

ଭୁବନେଶ୍ୱର,୨୧ା୩(ବ୍ୟୁରୋ): ସାରା ବିଶ୍ୱରେ କରୋନା ଆତଙ୍କ ସୃଷ୍ଟି କରିଛି। ପ୍ରତିଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କରୋନାକୁ ବିଶ୍ୱ ମହାମାରୀଭାବେ ଘୋଷଣା କରାଯାଇଥିବା ବେଳେ ରାଷ୍ଟ୍ରୀୟ ଏବଂ ରାଜ୍ୟ ବିପର୍ଯ୍ୟୟ ଭାବେ ଘୋଷଣା କରାଯାଇଛି। ଏହି ମହାମାରୀର ମୁକାବିଲା…

ରାଜ୍ୟ ସଭାରେ ଏକାଧିକ ଦାବି ଉଠାଇଲେ ସସ୍ମିତ

ଭୁବନେଶ୍ୱର,୨୧ା୩(ବ୍ୟୁରୋ): ବ୍ରହ୍ମପୁର ରାଜ୍ୟର ଏକ ପ୍ରମୁଖ ସହର। ହେଲେ ଏଠାରେ ଆକାଶମାର୍ଗରେ ଯୋଗାଯୋଗ ବ୍ୟବସ୍ଥା ନାହିଁ। ଏହି ଆବଶ୍ୟକତାକୁ ପୂରଣ କରିବା ପାଇଁ ଉତ୍ତର ପ୍ରଦେଶର ଆଲ୍ଲାହାବାଦ(ପ୍ରୟାଗରାଜ) ପରି ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପ୍‌ରେ ଏକ ବିମାନବନ୍ଦର ନିର୍ମାଣ କରାଯାଉ। କେନ୍ଦ୍ର ପକ୍ଷରୁ ଉଡାନ…

ମୁଖ୍ୟମନ୍ତ୍ରୀ ଦୌଡ଼ରେ ତୋମର, ଶିବରାଜ, ନରୋତ୍ତମ

ଭୋପାଳ,୨୧।୩: ମଧ୍ୟପ୍ରଦେଶରେ କମଲନାଥ ସରକାର ଭାଙ୍ଗିଯିବା ପରେ ଏବେ ସେଠାରେ ସରକାର ଗଠନକୁ ନେଇ ଲାଗି ରହିଛି ରାଜନୈତିକ ଆଲୋଚନା। ଭାରତୀୟ ଜନତା ପାର୍ଟି(ଭାଜପା)ସରକାର ଗଠନ କରିବାକୁ ନେଇ ପାଗ ଭିଡୁଥିବା ଆଲୋଚନା ହେଉଛି। ଅନୁମାନ କରାଯାଉଛି ଶନିବାର ଭାଜପା ଏହା…

ବନ୍ଦ ହେଲା ରାଜ୍ୟର ସମସ୍ତ ପୋଲିସ ପ୍ରଶିକ୍ଷଣ କେନ୍ଦ୍ର

ଭୁବନେଶ୍ୱର,୨୧ା୩(ବ୍ୟୁରୋ): କୋଭିଡ୍‌-୧୯ ମହାମାରୀରୁ ରକ୍ଷା ପାଇବା ପାଇଁ ସରକାର ଏବଂ ପୋଲିସ ପକ୍ଷରୁ ବିିଭିନ୍ନ ସ୍ଥାନରେ କଟକଣା ଜାରି କରାଯାଇଥିଲା କିନ୍ତୁ ରାଜ୍ୟରେ ଥିବା ପୋଲିସ ପ୍ରଶିକ୍ଷଣ ଶିବିରଗୁଡ଼ିକ ଖୋଲା ରହିଥିଲା। ପ୍ରଶିକ୍ଷଣ ଶିବିରଗୁଡିକରେ ଏକା ସାଙ୍ଗରେ ୩୦୦ରୁ ୫୦୦ ଅନ୍ତେବାସୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri