Home

କଂଗ୍ରେସ ଭାଇଙ୍କ ପରଲୋକ

ଠାକୁରମୁଣ୍ଡା, ୨୧ା୩(ଡି.ଏନ.ଏ): ମୟୂରଭଞ୍ଜର ଭୂମିପୁତ୍ର ସେବକ କଂଗ୍ରେସ ଭାଇଙ୍କର ଶୁକ୍ରବାର ପରଲୋକ ଘଟିଛି। ଶ୍ୱାସ ରୋଗରେ ପୀଡ଼ିତ ହୋଇ କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲରେ ଚିକିତ୍ସିତ ହେଉଥିବା ବେଳେ ମଧ୍ୟାହ୍ନ ୧୨.୩୦ ମିନିଟ ସମୟରେ ତାଙ୍କର ପରଲୋକ ଘଟିଥିଲା। ମୃତ୍ୟୁ ବେଳକୁ…

କରୋନାକୁ ନାହିଁ ଡର: ୧୦୦ ବର୍ଷ ବୟସ୍କ ଭାରତୀୟ ଫିଲ୍ମ ନିର୍ମାତା କଲେ ବିବାହ

ଲଣ୍ଡନ,୨୧।୩: ସାରା ଦୁନିଆ କରୋନା ଆତଙ୍କରେ ଆତଙ୍କିତ ହୋଇପଡ଼ିଛି। ତେବେ ଏହାକୁ ୧୦୦ ବର୍ଷ ବୟସ୍କ ଭାରତୀୟ ଫିଲ୍ମ ନିର୍ମାତା ପାଓ୍ବ।ର ଅବାସ୍‌ ନ ଡରି ୭୦ ବର୍ଷ ବୟସ୍କା ପ୍ରେମିକା ଜୁର୍‌ ଜହିର୍‌ଙ୍କୁ ଲଣ୍ଡନର ଏକ କୋର୍ଟରେ ବିବାହ ବନ୍ଧନରେ…

ମହାପ୍ରଭୁଙ୍କ ଦର୍ଶନ ନ ପାଇ ଫେରିଲେ ଭକ୍ତ

ପୁରୀ ଅଫିସ, ୨୧ା୩: ଖଁ। ଖଁ। ବଡ଼ଦାଣ୍ଡ, ଶୂନ୍‌ଶାନ୍‌ ବେଳାଭୂମି। ପ୍ରତ୍ୟେକ ଦିନ ଭକ୍ତ, ପର୍ଯ୍ୟଟକଙ୍କ ଗହଳିରେ ଫାଟି ପଡୁଥିବା ବଡ଼ଦାଣ୍ଡ ଶୁକ୍ରବାର ସମ୍ପୂର୍ଣ୍ଣ ଭିନ୍ନ ଦେଖାଯାଉଥିଲା। କଁ। ଭଁ। ଲୋକେ ଯା’ ଆସ କରୁଥିବାବେଳେ ଗାଡ଼ିମୋଟର ସଂଖ୍ୟା ବି ବହୁତ…

ୟୁପିଏସ୍‌ସି ମୁଖ୍ୟ ସାକ୍ଷାତକାର ପରୀକ୍ଷା ବାତିଲ

ନୂଆଦିଲ୍ଲୀ, ୨୧ା୩: କରୋନା ଭାଇରସ୍‌ ଯୋଗୁ ୟୁପିଏସ୍‌ସି ପକ୍ଷରୁ ମୁଖ୍ୟ ସାକ୍ଷାତକାର ପରୀକ୍ଷା(ଇଣ୍ଟରଭ୍ୟୁ)କୁ ବାତିଲ କରାଯାଇଛି। ଏହି ପରୀକ୍ଷା ଫେବୃୟାରୀରୁ ଆରମ୍ଭ ହୋଇ ଏପ୍ରିଲ ପର୍ଯ୍ୟନ୍ତ କରାଯିବାକୁ ଥିବାବେଳେ କରୋନା ଭୟରେ ଏହାକୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି। ନୂଆ…

ଭ୍ରମରେ ରୁହନ୍ତୁନି ଯୁବବର୍ଗ; ବୟସ୍କଙ୍କ ଭଳି ସେମାନଙ୍କ ଉପରେ ବି କରୋନା ସଙ୍କଟ: ଡବ୍ଲ୍ୟୁଏଚ୍‌ଓ

ଓ୍ବାଶିଂଟନ, ୨୧।୩: ବୟସ୍କଙ୍କ ଭଳି ଯୁବବର୍ଗଙ୍କ କ୍ଷେତ୍ରରେ ବି କରୋନା ସଂକ୍ରମଣ ଆଶଙ୍କା ରହିଛି। ତେଣୁ ଯୁବବର୍ଗ ଭ୍ରମରେ ନ ରହି ଆବଶ୍ୟକ ସଚେତନତା ଏବଂ ପରିଷ୍କର ପରିଚ୍ଛନ୍ନତାକୁ ଗୁରୁତ୍ୱଦେବାର ଆକଶ୍ୟକତା ରହିଛି ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ କୁହାଯାଇଛି।…

ସିଲ୍‌ ହେଲା ବିଶାଲ ମେଗା ମାର୍ଟ

ଭୁବନେଶ୍ୱର,୨୧ା୩(ବ୍ୟୁରୋ): କରୋନାକୁ ନେଇ ଏବେ ସବୁଠି ଆତଙ୍କର ବାତାବରଣ। ସଂକ୍ରମଣ ଏଡ଼ାଇବା ପାଇଁ ସରକାର ଓ ବିଭିନ୍ନ ବିଭାଗ ଆଡଭଇଜରି ଜାରି କରି କଟକଣା ଲଗାଇଥିବାବେଳେ ଭୁବନେଶ୍ୱର ମହାନଗର ନିଗମ ସମସ୍ତ ମଲ୍‌କୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ନିର୍ଦ୍ଦେଶ…

‘ନିର୍ଭୟା ଭଳି କୁନ୍ଦୁଲି ପୀଡ଼ିତାଙ୍କ ଅଭିଯୁକ୍ତଙ୍କୁ ଦଣ୍ଡ ମିଳୁ’

ଜୟପୁର,୨୧ା୩(ନି.ପ୍ର.) ନିର୍ଭୟା ମାମଲାରେ ଫାଶୀ ଦିଆଯିବା ପରେ ଏହାର ବିଚାର କରିଥିବା ବିଚାରପତିଙ୍କୁ ଧନ୍ୟବାଦ ଜଣାଇଛନ୍ତି କୁନ୍ଦୁଲି ପୀଡ଼ିତାଙ୍କ ସମ୍ପର୍କୀୟ। ପୀଡ଼ିତାଙ୍କ ଖୁଡ଼ୀ କହିଛନ୍ତି, ନିର୍ଭୟାଙ୍କ ଆତ୍ମାକୁ ଏବେ ଶାନ୍ତି ମିଳିଲା, ସେଥିରେ ସେ ଖୁସି। କିନ୍ତୁ ୩ ବର୍ଷ ବିତିବା…

‘ଜନତା କର୍ଫ୍ୟୁ’: ବାତିଲ ହେଲା ୩ହଜାର ୭ଶହ ଟ୍ରେନ୍‌

ନୂଆଦିଲ୍ଲୀ,୨୧।୩: କୋଭିଡ-୧୯ ଏବେ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟି ଯାଇଛି। ଏହାକୁ ନେଇ ଏବେ ସାରା ବିଶ୍ୱ ଏକ ପ୍ରକାର ସ୍ଥାଣୁ ପାଲଟି ଯାଇଛି କହିଲେ ଚଳେ। ଭାରତରେ କରୋନାର ପ୍ରଭାବକୁ ଦେଖି ବିଭିନ୍ନ ପ୍ରକାର ସତର୍କତା ଅବଲମ୍ବନ…

କରୋନା ଆକ୍ରାନ୍ତଙ୍କ ତଥ୍ୟ ଲୁଚାଇଥିଲେ ଏମ୍ସ ଡାକ୍ତର

ଭୁବନେଶ୍ୱର, ୨୧ା୩(ବ୍ୟୁରୋ): ରାଜ୍ୟରେ ଦ୍ୱିତୀୟ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ସେ ଏବେ ଭୁବନେଶ୍ୱର ଏମ୍ସରେ ଚିକିତ୍ସିତ ହେଉଛନ୍ତି। ତେବେ ଆକ୍ରାନ୍ତ ୧୯ବର୍ଷୀୟ ଯୁବକଙ୍କ ବିଷୟରେ ତଥ୍ୟ ଲୁଚାଯାଇଥିବା ଭୁବନେଶ୍ୱର ଏମ୍ସ ରେସିଡେଣ୍ଟ ଡାକ୍ତରୀ ସଂଘ ଅଭିଯୋଗ ଆଣିଛି। ଏନେଇ ସଂଘ…

୧୮୫ ଦେଶରେ କରୋନା: ଇଟାଲି ଜନଶୂନ୍ୟ; ଦିନେ ଗହଳି ଥିବା ଅଞ୍ଚଳରେ ଏବେ ଉଡୁଛି ପାରା

ଓ୍ବାଶିଂଟନ,୨୧।୩: ମହାମାରୀ କରୋନା ପୃଥିବୀର ୧୮୫ଟି ଦେଶରେ ପହଞ୍ଚିଛି। ସଂକ୍ରମିତଙ୍କ ସଂଖ୍ୟା ଶନିବାର ସୁଦ୍ଧା ୨ ଲକ୍ଷ ୭୫ ହଜାର ୯୯୭ରେ ପହଞ୍ଚିଛି। ଚାଇନାରେ କରୋନା ଦୁର୍ବଳ ହେବାପରେ ଏବେ ଇଟାଲିରେ ଆତଙ୍କ ସୃଷ୍ଟି କରିଛି। ଇଟାଲିରେ ମୃତକଙ୍କ ସଂଖ୍ୟା ୪…

ରେଷ୍ଟୁରାଣ୍ଟ, ବାର୍‌, କଫି ଶପ୍‌ ବନ୍ଦ

ଭୁବନେଶ୍ୱର, ୨୧ା୩ (ବ୍ୟୁରୋ): କରୋନା (କୋଭିଡ୍‌-୧୯)ର କରାଳ ସଂକ୍ରମଣ ସମଗ୍ର ବିଶ୍ୱକୁ ଗ୍ରାସ କରି ଚାଲିଛି। ରାଜ୍ୟରେ ଶପିଂମଲଠାରୁ ଆରମ୍ଭ କରି ସନେମା ହଲ, ପାର୍କ, ସଭା ସମିତି, ସାମାଜିକ ମିଳାମିଶା ଇତ୍ୟାଦିକୁ ବନ୍ଦ କରି ସାରିବା ପରେ ଏବେ ରେଷ୍ଟୁରାଣ୍ଟ,…

ବିଦେଶ ଫେରନ୍ତା ବ୍ୟକ୍ତି କରିନାହାନ୍ତି ନାମ ପଞ୍ଜିକରଣ: କେନ୍ଦୁଝରରେ ଭୟ

କେନ୍ଦୁଝର,୨୧।୩(ସ୍ବ.ପ୍ର.): କରୋନା ଭୟାବହତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଦିନକୁ ଦିନ ନୂଆ ନୂଆ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ନିକଟରେ ଦୁବାଇରୁ ଫେରିଥିବା ଜଣେ ଯୁବକ କେନ୍ଦୁଝର ସହରରେ ତାଙ୍କ ଶ୍ୱଶୁର ଘରେ ରହୁଛନ୍ତି। ମାତ୍ର ସେ ନିଜ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri