Home

ଦିନମଜୁରିଆଙ୍କୁ ଖାଦ୍ୟ ଯୋଗାଇଲେ ଫୁଟବଲର ଶୁଭାଶିଷ

କୋଲକାତା,୧୩।୪ (ପି.ଟି.): ଭାରତୀୟ ଫୁଟବଲର ତଥା ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌) ଦଳ ମୁମ୍ବାଇ ସିଟି ଲେଫ୍ଟ ବ୍ୟାକ୍‌ ଶୁଭାଶିଷ ବୋଷ କୋଭିଡ୍‌-୧୯ ମହାମାରୀ ମୁକାବିଲାରେ ସାମିଲ ହୋଇଛନ୍ତି। ଦକ୍ଷିଣ ୨୪ ପ୍ରଗଣାସ୍ଥିତ ତାଙ୍କ ଘରୋଇ ସହର ସୁଭାଷଗ୍ରାମ୍‌ରେ ସେ ଗୃହହୀନ…

ଶ୍ରୀ ମେଟାଲିକ୍ସ କାରଖାନା ପରିସର ସାନିଟାଇଜ୍‌

କେନ୍ଦୁଝର, ୧୩ା୪ (ସ୍ବ.ପ୍ର.)-କରୋନା ମୁକାବିଲା ପାଇଁ ଚାଲିଛି ସହର ଠାରୁ ଗ୍ରାମ ପର୍ଯ୍ୟନ୍ତ ବିଶୋଧନ। ସମସ୍ତ ପବ୍ଲିକ ଯାତାୟାତ ଅଫିସ, ସ୍ଥାନ ଆଦିକୁ ବିଶୋଧନ କରାଯାଇଛି। କରୋନା ପାଇଁ ଲକ୍‌ ଡାଉନ ଘୋଷଣା ହୋଇଥିଲେ ହେଁ କାରଖାନା ଗୁଡିକ ବାଦ କରାଯାଇଛି।…

ଘରକୁ ଘର କରୋନା ସମ୍ପର୍କିତ ଚିହ୍ନଟ କାର୍ଯ୍ୟକ୍ରମ

କେନ୍ଦୁଝର, ୧୩ା୪ (ସ୍ବ.ପ୍ର.)-କରୋନା ମୁକାବିଲା ପାଇଁ କେନ୍ଦୁଝର ଜିଲା ପ୍ରଶାସନ ଘରକୁ ଘର ବୁଲି ତଥ୍ୟ ସଂଗ୍ରହ ଆରମ୍ଭ କରିଛନ୍ତି । ଏନେଇ ସୋମବାର କେନ୍ଦୁଝର ପୌରାଞ୍ଚଳରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇ ବିଭିନ୍ନ ଓ୍ବାର୍ଡରେ ଘରକୁ ଘର ବୁଲି ପ୍ରତ୍ୟେକ…

ବିନା ଭକ୍ତରେ ଚାଲିଛି ମା’ ତାରିଣୀଙ୍କ ଚଇତି ପର୍ବ

କେନ୍ଦୁଝର, ୧୩ା୪ (ସ୍ବ.ପ୍ର.)-କରୋନା ପାଇଁ ଘଟଗାଁ ମା’ ତାରିଣୀ ପୀଠରେ ଭକ୍ତ ଶୂନ୍ୟ ହୋଇ ପଡିଛି। ମା’ଙ୍କ ଚଇତି ପର୍ବ ଚାଲିଥିବା ବେଳେ ସୋମବାର ପଣା ସଂକ୍ରାନ୍ତିରେ ମା’ଙ୍କ ଠାରେ ସ୍ବତନ୍ତ୍ର ପୂଜାର୍ଚ୍ଚନା ହୋଇଛି। ପ୍ରତ୍ୟେକ ବର୍ଷ ଏହି ଦିନରେ ଲକ୍ଷାଧିକ…

ପାନୀୟଜଳ ଦାବିରେ ରାସ୍ତାରୋକୋ

ଯୋଡ଼ା, ୧୩।୪(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକ ଜୁରୁଡିସ୍ଥିତ କ୍ରେଚ ହଟିଂ ଅଞ୍ଚଳବାସୀ ବିଦ୍ୟୁତକାଟ୍‌ ଯୋଗୁ ପାନୀୟ ଜଳ ପାଇବାରୁ ବଞ୍ଚିତ ହେବାରୁ ରାସ୍ତା ଅବରୋଧ କରିଥିଲେ। ସୋମବାର ଅପରାହ୍ନ ପ୍ରାୟ ୨ ଘଟିକା ସମୟରେ ରାଜ୍ୟ ରାଜପଥ ନଂ ୨ ଜୁରୁଡି-…

ଜଣେ ବ୍ୟକ୍ତିଙ୍କ ପାଇଁ ୧୪ଟି ଗାଁ କ୍ୱାରାଣ୍ଟାଇନ୍‌ରେ

ବନ୍ଦାଓଁ,୧୩।୪: ଉତ୍ତରପ୍ରଦେଶ ବନ୍ଦାଉଁ ଜିଲାରେ ଜଣେ ବ୍ୟକ୍ତିଙ୍କ ପାଇଁ ୧୪ଟି ଗାଁ ଏବେ କ୍ୱାରାଣ୍ଟାଇନ୍‌ରେ। ଏଥିସହ ଉକ୍ତ ଗାଁର ସୀମାକୁ ମଧ୍ୟ ସିଲ୍‌ କରାଦିଆଯାଇଥିବା ଜଣାପଡ଼ିଛି। ସୋମବାର ଏନେଇ ଜିଲା ମାଜିଷ୍ଟ୍ରେଟ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, କରୋନାରେ ସଂକ୍ରମିତ ହୋଇଥିବା ବ୍ୟକ୍ତି…

ଚାଇନାରୁ ଆସିବ କୋଭିଡ-୧୯ କିଟ୍‌

ନୂଆଦିଲ୍ଲୀ,୧୩।୪: କରୋନା ଭାଇରସ ପ୍ରଥମେ ଚାଇନାରେ ଆରମ୍ଭ ହୋଇଥିବା ବେଳେ ଏବେ ଏହା ସାରା ବିଶ୍ୱରେ କାୟା ବିସ୍ତାର କରି ସାରିଲାଣି। ଏହାକୁ ନେଇ ଭାରତ ଚିନ୍ତାରେ ଥିବା ବେଳେ ଏଠାରେ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି।…

ତାମିଲନାଡୁରେ ବୃଦ୍ଧି ହେଲା ଲକ୍‌ଡାଉନ ଅବଧି

ଚେନ୍ନାଇ,୧୩।୪: କରୋନା ସଂକ୍ରମଣ ଏବେବି ବିଭିନ୍ନ ରାଜ୍ୟରେ ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ପ୍ରଥମେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବିନ ପଟ୍ଟନାୟକ ଲକ୍‌ଡାଉନ ଅବଧିକୁ ୩୦ ଏପ୍ରିଲ ପର୍ଯ୍ୟନ୍ତ ବୃଦ୍ଧି କରିଥିଲେ। ଏହାପରେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ମଧ୍ୟ…

ଲକ୍‌ଡାଉନ୍‌ରେ ଲେଖକ ହେଲେ ମାରିଜନେ

ନୂଆଦିଲ୍ଲୀ,୧୩।୪ (ପି.ଟି.): କୋଭିଡ୍‌-୧୯ ପାଇଁ ସାରା ଦେଶ ତଥା ବିଶ୍ୱରେ ଲକ୍‌ଡାଉନ ଜାରି ହୋଇଛି। ଏହି ସମୟରେ ଭାରତୀୟ ମହିଳା ହକି ଦଳର କୋଚ ଜୋଏର୍ଡ ମାରିଜନେ ନିଜ ପରିବାରଠାରୁ ହଜାର ହଜାର କିଲୋମିଟର ଦୂରରେ ରହି ବେଙ୍ଗାଲୁରୁସ୍ଥିତ ସାଇ ସେଣ୍ଟର…

କରୋନା ଭାଇରସ ଲଢ଼େଇ: ନିଜ ହସ୍ପିଟାଲ ଦାନ କଲେ ଡ୍ରୋଗ୍‌ବା

ଆବିଡଜାନ,୧୩।୪(ଏଏଫ୍‌ପି): କରୋନା ଭାଇରସ ମହାମାରୀ ବିରୋଧରେ ଚାଲିଥିବା ଲଢେଇରେ ଯୋଗଦେଇଛନ୍ତି ଆଇଭରୀ କଷ୍ଟ ଫୁଟବଲର ତଥା ପୂର୍ବତନ ଚେଲସି ଫରଓ୍ବାର୍ଡ ଡିଡିଏର ଡ୍ରୋଗବା। ସେ ଏଥିପାଇଁ ନିଜ ଦେଶ ଆଇଭରୀ କଷ୍ଟରେ ଥିବା ହସ୍ପିଟାଲକୁ ଦାନ କରିଛନ୍ତି। ଆଇଭରୀ କଷ୍ଟ ପାଇଁ…

ପୂର୍ବତନ ପେସାଦାର ଗଲ୍ଫର ସାଣ୍ଡର୍ସଙ୍କ ପରଲୋକ

ଲସ୍‌ଏଞ୍ଜେଲ୍ସ, ୧୩।୪ (ଏଏଫ୍‌ପି): ଆମେରିକୀୟ ପେସାଦାର ଗଲ୍ଫର ଡଗ୍‌ ସାଣ୍ଡର୍ସ ୮୬ ବର୍ଷ ବୟସରେ ମୃତ୍ୟୁବରଣ କରିଛନ୍ତି। ହଷ୍ଟନ୍‌ରେ ରବିବାର ସକାଳେ ସେ ପରଲୋକ ଗମନ କରିଛନ୍ତି। ବିଶ୍ୱ ଗଲ୍ଫର ଜଣେ କିମ୍ବଦନ୍ତୀ ଖେଳାଳିଭାବେ ବିବେଚିତ ହୁଅନ୍ତି ସାଣ୍ଡର୍ସ। ପିଜିଏ ଟୁରରେ…

ବେସ୍‌ବଲ୍‌: ପୂର୍ବତନ କବ୍ସ ତାରକା ବେକେର୍ଟଙ୍କ ପରଲୋକ

ଲସ୍‌ଏଞ୍ଜେଲ୍ସ, ୧୩ା୪ (ଏଏଫ୍‌ପି): ପୂର୍ବତନ ବେସ୍‌ବଲ ତାରକା ତଥା ଚିକାଗୋ କବ୍ସ ଇନ୍‌ଫିଲ୍ଡର ଗ୍ଲେନ ବେକେର୍ଟ ରବିବାର ୭୯ ବର୍ଷ ବୟସରେ ମୃତ୍ୟୁବରଣ କରିଛନ୍ତି। ୧୯୬୫ରୁ ୧୯୭୩ ମଧ୍ୟରେ ସେ ସେକେଣ୍ଡ ବେସ୍‌ ହିସାବରେ କବ୍ସ ତରଫରୁ ଖେଳିଥିଲେ। ଏହାପରେ ଅବସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?