Home

ଭାରତ ଆୟୋଜନ କରିବ ଏସିଆନ ବକ୍ସିଂ ଚାମ୍ପିୟନଶିପ୍‌

ନୂଆଦିଲ୍ଲୀ,୧୩।୪ (ପି.ଟି.): ଚଳିତବର୍ଷ ନଭେମ୍ବର- ଡିସେମ୍ବରରେ ଭାରତ ଉଭୟ ପୁରୁଷ ଓ ମହିଳା ଏସିଆନ ବକ୍ସିଂ ଚାମ୍ପିୟନଶିପ୍‌ ଆୟୋଜନ କରିବ। ବକ୍ସିଂ ଜାତୀୟ ଫେଡେରେଶନ ସୋମବାର ଏ ନେଇ ସୂଚନା ଦେଇଛି। ସେତେବେଳକୁ କୋଭିଡ୍‌-୧୯ ସଂକ୍ରମଣ ନିୟନ୍ତ୍ରଣକୁ ଆସିଯାଇଥିବ ବୋଲି ଫେଡେରେଶନ…

ସାନିଟାଇଜର୍‌ ଫ୍ୟାକ୍ଟ୍ରିରେ ବିସ୍ଫୋରଣ

ମୁମ୍ବାଇ,୧୩।୪: ମହାରାଷ୍ଟ୍ର ପାଲଘରର ତାରାପୁର ସ୍ଥିତ ଏକ କେମିକାଲ ଫାକ୍ଟ୍ରିରେ ସୋମବାର ବଡ଼ ଧରଣର ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ ଦୀର୍ଘ ୫ କିଲୋମିଟର ପର୍ଯ୍ୟନ୍ତ ଏହାର ଶବ୍ଦ ଶୁଭିଥିଲା। ଏଥିରେ ୨ଜଣଙ୍କ ମୃତ୍ୟୁ ହୋଇଥିବା…

ବିଭିନ୍ନ ଅଞ୍ଚଳରେ କରାଗଲା ସାନିଟାଇଜ୍‌

ରାଇରଙ୍ଗପୁର, ୧୩।୪(ଡି.ଏନ.ଏ.)-କରୋନା ଭୂତାଣୁ ରୋକିବା ସକାଶେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ରାଇରଙ୍ଗପୁର ସହରାଞ୍ଚଳ ସମେତ ବିଭିନ୍ନ ପୁରପଲ୍ଲୀ ଅଞ୍ଚଳର ରାସ୍ତାଘାଟକୁ ସାନିଟାଇଜ୍‌ କରାଯାଇଛି। ରାଇରଙ୍ଗପୁର ଦମକଳବାହିନୀ ପକ୍ଷରୁ ସୋମବାର ରାଇରଙ୍ଗପୁର ହସ୍ପିଟାଲ ପରିସରର ବିଭିନ୍ନ ରୁମ୍‌ ସମେତ ଏହାର ପରିସରକୁ ମଧ୍ୟ…

ଲକ୍‌ଡାଉନ୍‌ରେ ଗରିବ ପେଟର କଥା: ମାଗଣା ଭୋଜନ ପାଇଁ ସକାଳ ୬ରୁ ଲାଗୁଛି ଲମ୍ବା ଧାଡ଼ି

ନୂଆଦିଲ୍ଲୀ,୧୩।୪: କରେନା ସଂକ୍ରମଣକୁ ଦୂରେଇବା ପାଇଁ ଭାରତରେ ଲକ୍‌ଡାଉନ୍‌ରେ ଜାରି ହୋଇଛି। ସ୍ବଚ୍ଛଳ ଲୋକଙ୍କ ପାଖରେ ଟଙ୍କା ଥିବାରୁ ଖାଇବାରେ ଅସୁବିଧା ହେଉ ନ ଥିବାବେଳେ ଦିନ ମଜୁରିଆ, ଶ୍ରମିକ ଏବଂ ବାରାବୁଲା ଆଦି ଦିନେ ଖାଇ ଦିନେ ଉପାସ ରହୁଥିବା…

କରୋନା ପାଇଁ ପ୍ରଶାସନିକ କଟକଣା: ନିରାଡ଼ମ୍ବରରେ ପାଳିତ ହେଲା ମା’ ସୁନାମୁହିଁ ଯାତ୍ରା

ଭଣ୍ଡାରିପୋଖରୀ, ୧୩।୪(ଡି.ଏନ.ଏ.)-ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ବ୍ଲକ ନେରଡା ପଞ୍ଚାୟତ ପୁଣ୍ୟତୋୟା ବୈତରଣୀ ନଦୀ କୂଳରେ ଅବସ୍ଥିତ ପ୍ରତ୍ୟେକ୍ଷ ଦେବୀ ମା’ ସୁନାମୁହିଁ (ସୁବର୍ଣ୍ଣମୁଖୀ) ପୀଠ। ଏଠାରେ ପଣା ସଂକ୍ରାନ୍ତି ବହୁ ଧୁମ୍‌ଧାମ୍‌ରେ ପାଳନ ହୋଇଥିବାବେଳେ ଚଳିତବର୍ଷ କରୋନା ସଂକ୍ରମଣ ପାଇଁ ପ୍ରଥମଥର…

ମଙ୍ଗଳବାର ଲକ୍‌ଡାଉନ୍‌କୁ ନେଇ ଦେଶବାସୀଙ୍କୁ ସମ୍ବୋଧିତ କରିବେ ମୋଦି

ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସକାଳ ୧୦ଟାରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ। ଏନେଇ ସେମାବାର ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। କରୋନା ଭାଇରସ୍‌ ସଂକ୍ରମଣକୁ ରୋକିବା ପାଇଁ ମୋଦି ସାରା ଦେଶରେ ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରିଥିଲେ।…

ଗଣମାଧ୍ୟମ ପ୍ରତିନିଧି ମଧ୍ୟ କରୋନା ଯୋଦ୍ଧା: ପ୍ରକାଶ ଜାଭେଡ୍‌କର

ନୂଆଦିଲ୍ଲୀ,୧୩।୪: ଦେଶରେ କରୋନା ବିରୋଧରେ ଲଢ଼େଇ ଜାରି ରହିଥିବାବେଳେ ସରକାରଙ୍କ ପକ୍ଷରୁ ଡାକ୍ତର, ନର୍ସ, ପୋଲିସ, ସଫେଇ କର୍ମଚାରୀ ଆଦିଙ୍କୁ କରୋନା ଯୋଦ୍ଧା ଭାବେ ଘୋଷଣା କରାଯାଇଥିଲା। ତେବେ କରୋନା ସଂକ୍ରମଣ ନେଇ ଲୋକଙ୍କ ମଧ୍ୟରେ ସଚେତନତାର ବାର୍ତ୍ତା ପ୍ରସାର କରୁଥିବା…

ଲକ୍‌ଡାଉନ କଟକଣା: ଫିକା ପଡ଼ିଲା ହନୁମାନ ଜୟନ୍ତୀ, ଓଡ଼ିଆ ନବବର୍ଷ

ବିଜେପୁର, ୧୩।୪(ଡି.ଏନ୍‌.ଏ.): କରୋନା (କୋଭିଡ-୧୯) ବଶ୍ବବାସୀଙ୍କର ଆଖିରୁ ନିଦ ହଜାଇ ଦେଇଛି। ଏହା ଜନଜୀବନର ଜୀବିକା ସହ ସଂସ୍କୃତି, ପରମ୍ପରାକୁ ମଧ୍ୟ ବେଶ୍‌ ପ୍ରଭାବିତ କରିଛି। ପବିତ୍ର ପଣାସଂକ୍ରାନ୍ତିରେ ହନୁମାନ ଜୟନ୍ତୀ ଓ ଓଡିଆ ନବବର୍ଷ ପାଳିତ ହୋଇଥାଏ। ମାତ୍ର ଚଳିତ…

ଗତ ୨୪ ଘଣ୍ଟାରେ ଦିଲ୍ଲୀ-ଏନ୍‌ସିଆରରେ ଦ୍ୱିତୀୟ ଥର ଭୂକମ୍ପ ଅନୁଭୂତ

ନୂଆଦିଲ୍ଲୀ,୧୩।୪: ଦିଲ୍ଲୀରେ ଲଗାତର ଦ୍ୱିତୀୟ ଦିନରେ ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୨.୭ ରହିଛି। ସୋମବାର ଦ୍ୱିପ୍ରହର ଗୋଟାଏ ୨୬ ମିନିଟ୍‌ରେ ମୃଦୁ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଥିଲା। ତେବେ ଏହି ଭୂକମ୍ପର କେନ୍ଦ୍ରସ୍ଥଳ ଦିଲ୍ଲୀ ରହିଥିବା…

ସାଲେପୁର, ନିଶ୍ଚିନ୍ତକୋଇଲି ଅଞ୍ଚଳରୁ ହଟିଲା କଣ୍ଟେନମେଣ୍ଟ

କଟକ ଅଫିସ, ୧୩।୪: କଟକ ଜିଲା ସାଲେପୁର ଓ ନିଶ୍ଚିନ୍ତକୋଇଲି ଅଞ୍ଚଳରୁ କଣ୍ଟେନମେଣ୍ଟ କଟକଣାକୁ ସୋମବାର ହଟାଇ ଦିଆଯାଇଛି। ସାଲେପୁର ତହସିଲ ମିର୍ଜାପୁର ପଞ୍ଚାୟତ ୧୨ ଓ ୧୩ ନମ୍ବର ଓ୍ବାର୍ଡରୁ କଣ୍ଟେମେଣ୍ଟ ହଟାଯାଇଥିବା ବେଳେ ନିଶ୍ଚିନ୍ତକୋଇଲି ତହସିଲ ଜୟରାମପୁର ପଞ୍ଚାୟତ…

କରୋନା ସଙ୍କଟରେ ଆତଙ୍କବାଦୀଙ୍କ ବ୍ଲୁ-ପ୍ରିଣ୍ଟ୍‌: ଚାକିରି ହରାଇଥିବା ଯୁବବର୍ଗଙ୍କୁ ସଂଗଠନରେ ସାମିଲ କରିବାକୁ ଯୋଜନା କରୁଛନ୍ତି ଜୈଶ୍‌-ଲଶ୍କର-ହିଜବୁଲ୍‌ ମୁଜାହିଦ୍ଦିନ୍‌

ବ୍ରସେଲ୍ସ୍‌,୧୩।୪: କରୋନା ସଂକ୍ରମଣ ଯୋଗୁ ପୃଥିବୀର ବହୁ ଦେଶରେ ଲକ୍‌ଡାଉନ୍‌ ଘୋଷଣା ହୋଇଛି। ଫଳରେ ବହୁ ଯୁବବର୍ଗ ଚାକିରି ହରାଇ ବେକାର ରହିଛନ୍ତି। ଏପରିସ୍ଥଳେ ଜୈଶ୍‌, ଲଶ୍କର ଏବଂ ହିଜବୁଲ୍‌ ମୁଜାହିଦ୍ଦିନ୍‌ ଆଦି ଆତଙ୍କବାଦୀ ସଂଗଠନ ସେମାନଙ୍କ ବ୍ରେନ୍‌ ଡ୍ରେନ୍‌ କରାଇବାର…

ନଏଡାରେ ସୁସ୍ଥ ହୋଇଥିବା ୨ବ୍ୟକ୍ତି ପୁଣି କରୋନା ପଜିଟିଭ୍‌

ନଏଡା,୧୩।୪: ଉତ୍ତରପ୍ରଦେଶର ଗୌତମ ବୁଦ୍ଧ ନଗର ଜିଲାର ୨ଜଣ ବ୍ୟକ୍ତି କରୋନାରେ ସୁସ୍ଥ ହେବା ପରେ ପୁଣି ଥରେ ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଏହାପରେ ସେମାନଙ୍କୁ ଗ୍ରେଟର ନଏଡାର ଜିମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ୨ଜଣ ରୋଗୀଙ୍କ ରକ୍ତ ନମୁନା ଚର୍ତୁଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?