ବିଦେଶରୁ ଫେରିଲେ ୧୩୦, ବଢ଼ୁଛି କରୋନା ଭୟ
କେନ୍ଦ୍ରାପଡା ଅଫିସ, ୨୧ା୩: ଗତ ୪ ତାରିଖରୁ ଗୁରୁବାର ସୁଦ୍ଧା ମୋଟ ୧୦୦ ଜଣ ବ୍ୟକ୍ତି ବିଦେଶରୁ ଜିଲାକୁ ଫେରିଥିବା ବେଳେ ଶୁକ୍ରବାର ୩୦ ଜଣ କେନ୍ଦ୍ରାପଡା ଆସିଛନ୍ତି। ଏହି ୩୦ ଜଣ ଜିଲା ମୁଖ୍ୟ ଚିକିତ୍ସାଳୟରେ ନିଜର ନାମ ପଞ୍ଜୀକରଣ…
ଧାନ ମଣ୍ଡି ଅନିୟମିତତା, ୨ ସମ୍ପାଦକଙ୍କ ନାମରେ ଏତଲା
କେନ୍ଦ୍ରାପଡା ଅଫିସ, ୨୧ା୩: କେନ୍ଦ୍ରାପଡା ଜିଲାର ପଟ୍ଟାମୁଣ୍ଡାଇ ଓ ରାଜନଗର ବ୍ଲକରେ ଧାନ ମଣ୍ଡିରେ ସମବାୟ ସମିତି ସମ୍ପାଦକ ଅନିୟମିତତା ଘଟଣାରେ ୨ ସମ୍ପାଦକଙ୍କ ନାମରେ ଜିଲା ପ୍ରଶାସନ ପକ୍ଷରୁ ମାମଲା ରୁଜୁ ହୋଇଛି । ସମ୍ପୃକ୍ତ ସମ୍ପାଦକ ହେଲେ ପଟ୍ଟାମୁଣ୍ଡାଇ…
ସିଲ୍ ପରେ ଚିନିକଳର ସୁରକ୍ଷା ନାହିଁ
ନୟାଗଡ଼ ଅଫିସ,୨୧ା୩: ଗତ ୧୨ ତାରିଖରେ ନୟାଗଡ ପାଣିପୋଇଲାସ୍ଥିତ ଚିନିକଳରେ ଥିବା ଉପକରଣର ତଦାରଖ ଓ ଆକଳନ ମାଜିଷ୍ଟ୍ରେଟ ନୟାଗଡ ଉପଜିଲାପାଳ ଲଗ୍ନଜିତ ରାଉତ ଓ ନୟାଗଡ ତହସିଲଦାର ଭିକାରୀ ସାହୁଙ୍କ ଉପସ୍ଥିତିରେ ହୋଇଥିଲା। ଆସ୍କା ଚିନିକଳର ୨ଜଣିଆ ବୈଷୟିକ ଟିମ୍…
ରେଳପଥ ପାଇଁ ଉଜୁଡିବ ୩୨.୭୯୨ ହେକ୍ଟର ଜଙ୍ଗଲ: ଦଶପଲ୍ଲା ରେଞ୍ଜରେ ଚିହ୍ନଟ ପ୍ରକ୍ରିୟା ଶେଷ
ନୟାଗଡ଼ ଅଫିସ,୨୧ା୩: ଖୋର୍ଦ୍ଧା-ବଲାଙ୍ଗୀର ରେଳପଥ ନିର୍ମାଣ ଉଦ୍ଦେଶ୍ୟରେ ନୟାଗଡ଼ ବନଖଣ୍ଡ ଦଶପଲ୍ଲା ରେଞ୍ଜର ଅରାସାହି, କୁଞ୍ଜବନଗଡ, ନିଜ ଅନ୍ଧାରକୋଟ ରେଭିନ୍ୟୁ ଓ ରିଜର୍ଭ ଫରେଷ୍ଟର ୩୨.୭୯୨ ହେକ୍ଟର ଜଙ୍ଗଲ ଉଜୁଡିବ। କାରଣ କୁଞ୍ଜବନଗଡ ଜଙ୍ଗଲରୁ ୭୮୬, ଛଦେଶ ରିଜର୍ଭ ଫରେଷ୍ଟରୁ ୨୦୯୯,…
କରୋନା ଭାଇରସ ସଂକ୍ରମଣ: ବ୍ରିଟିଶ ଅଲିମ୍ପିକ୍ ଆସୋସିଏଶନ ଚିନ୍ତିତ
ଲଣ୍ଡନ,୨୦।୩ (ଏଏଫ୍ପି)- କରୋନା ଭାଇରସ ସଂକ୍ରମଣ ନେଇ ବ୍ରିଟିଶ ଅଲିମ୍ପିକ୍ସ ମୁଖ୍ୟ ଚିନ୍ତା ପ୍ରକଟ କରିଛନ୍ତି। ଯଦି ଏହି ଭାଇରସ ସଂକ୍ରମଣକୁ ଠିକ୍ ସମୟରେ ନିୟନ୍ତ୍ରଣ ନ କରାଯାଏ ତା’ହେଲେ ଅଲିମ୍ପିକ୍ସ ପ୍ରସ୍ତୁତି ପାଇଁ ଆଥଲେଟମାନଙ୍କୁ ଉତ୍ସାହିତ କରାଯିବ ନାହିଁ ବୋଲି…
ଦିଲ୍ଲୀ କୋର୍ଟଙ୍କୁ ନିର୍ଭୟା ଦୋଷୀଙ୍କ ଫାଶୀ ସମ୍ପର୍କିତ ସମସ୍ତ ତଥ୍ୟ ଦେଲେ ତିହାର ଜେଲ କର୍ତ୍ତୃପକ୍ଷ
ନୂଆଦିଲ୍ଲୀ,୨୦।୩: ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କୁ ଶୁକ୍ରବାର ଫାଶୀ ଦିଆଯାଇଥିବା ବେଳେ ତାଙ୍କ ମୃତଦେହ ବ୍ୟବଚ୍ଛେଦ ହେବା ପର୍ଯ୍ୟନ୍ତ ସମସ୍ତ ତଥ୍ୟ ଦିଲ୍ଲୀର ପଟିଆଲା ହାଉସ କୋର୍ଟଙ୍କୁ ତିହାର ଜେଲ ପକ୍ଷରୁ ପ୍ରଦାନ କରାଯାଇଛି। ଭୋର ୫ଟା ୩୦ରେ ସେମାନଙ୍କୁ…
୨୪ ଘଣ୍ଟାରେ ୫୦ ନୂଆ ରୋଗୀ ଚିହ୍ନଟ ପରେ ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଛୁଇଁଲା ୨୨୩
ନୂଆଦିଲ୍ଲୀ,୨୦।୩: ଭାରତରେ ବଢି ଚାଲିଛି କୋଭିଡ-୧୯ ରୋଗୀଙ୍କ ସଂଖ୍ୟା। ସମସ୍ତ ସତର୍କତା ପରେ ବି ଗତ ୨୪ ଘଣ୍ଟାରେ ୫୦ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ଭାରତରେ ସଂକ୍ରମିତଙ୍କ ସଂଖ୍ୟା ୨୨୩ ହୋଇଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ…
କୋଭିଡ-୧୯ ସହ ଲଢିବାକୁ ଭାରତକୁ ସାହାଯ୍ୟ କରିବ ଚାଇନା
ବେଜିଂ,୨୦।୩: କୋଭିଡ-୧୯ ସହ ଲଢିବାକୁ ଶୁକ୍ରବାର ଚାଇନାଠାରୁ ପରାମର୍ଶ ନେଇଛନ୍ତି ୟୁରୋଏସିଆନ ଓ ସାଉଥ୍ ଏସିଆନର ପ୍ରାୟ ୧୦ ଦେଶ। ଭିଡିଓ କନଫରେନ୍ସିଂ ଜରିଆରେ ଏମାନେ କଥା ହୋଇଛନ୍ତି। ଏଥିରେ ଆମ ଦେଶର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ, ବୈଦେଶିକ…
ଆସାମରେ ଏପର୍ଯ୍ୟନ୍ତ ଜଣେ ବି ନାହାନ୍ତି କରୋନା ସଂକ୍ରମିତ
ଗୁଆହାଟୀ,୨୦।୩: କରୋନା ଭାଇରସ ଏବେ ସାରା ବିଶ୍ୱକୁ ତା’ର କାୟା ବିସ୍ତାର କରି ଚାଲିଥିବା ବେଳେ ଆସାମରେ କିନ୍ତୁ ଏପର୍ଯ୍ୟନ୍ତ ଜଣେ ହେଲେ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇ ନାହିଁ ବୋଲି କହିଛନ୍ତି ମନ୍ତ୍ରୀ ହିମନ୍ତ ବିଶ୍ୱ ସର୍ମା। ଶୁକ୍ରବାର ସେ…
ସେଲ୍ଫ ଆଇସୋଲେଶନରେ ସ୍ବାସ୍ଥ୍ୟମନ୍ତ୍ରୀ
ଲକ୍ଷ୍ନୌ,୨୦।୩: ବଲିଉଡ୍ ଗାୟିକା କନିକା କପୁରଙ୍କ କରୋନା ସଂକ୍ରମଣ ଏବେ ଦିଲ୍ଲୀଠାରୁ ଉତ୍ତର ପ୍ରଦେଶ ପର୍ଯ୍ୟନ୍ତ ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି। ଲଣ୍ଡନରୁ ଫେରିବା ପରେ କରୋନା ଭାଇରସରେ ପୀଡ଼ିତ ହୋଇଥିବା ନେଇ ଜାଣି ନ ପାରି ଲକ୍ଷ୍ନୌରେ ଏକ ପାର୍ଟିରେ…
ସଲମାନ୍ଙ୍କ ସହ କାମ କରିବା ପାଇଁ ୪ଗୁଣା ଫିସ୍ ବଢ଼ାଇଲେ ପୂଜା
ତାମିଲ ତଥା ବଲିଉଡ୍ ଅଭିନେତ୍ରୀ ପୂଜା ହେଗଡେଙ୍କ ଚାହିଦା ଏବେ ଆକାଣ ଛୁଁଆ। ‘ହାଉସଫୁଲ-୪’ ଏବଂ ଆଲୁ ଅର୍ଜୁନଙ୍କ ସହ ‘ଅଲ୍ଲା ବୈକୁଣ୍ଠପୁରାମୁଲୁ’ ରେ କାମ କରିଛନ୍ତି ପୂଜା। ଦୁଇଟି ଯାକ ଫିଲ୍ମ ହିଟ୍ ହେବା ପରେ ତାଙ୍କ ଡିମାଣ୍ଡ ବଢ଼ିଯାଇଛି।…
ପିତାଙ୍କ ପରେ କରୋନାକୁ ହରାଇଲେ ପୁଅ
ଗାଜିଆବାଦ,୨୦।୩: ଦେଶରେ ମହାମାରୀ କରୋନା ଭାଇରସ୍ ସଂକ୍ରମଣ ଦ୍ରୁତଗତିରେ ବଢ଼ିବାରେ ଲାଗିଛି। ଭାରତରେ ଏପର୍ଯ୍ୟନ୍ତ କରୋନାରେ ୨୦୦ରୁ ଊର୍ଦ୍ଧ୍ୱ ଲୋକ ସଂକ୍ରମିତ ହୋଇଥିବା ବେଳେ ଏଥିରେ ୫ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରୁ ଜଣେ ବିଦେଶୀ ନାଗରିକ ରହିଛନ୍ତି। ଏହାରି ଭିତରେ…
Archives


