Home

ନିର୍ଭୟା ଦୋଷୀଙ୍କୁ ଫାଶୀ ମିଳିବା ପରେ ବଲିଉଡ୍‌ କଳାକାରଙ୍କ ପ୍ରତିକ୍ରିୟା

ବହୁଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କୁ ଶୁକ୍ରବାର ଭୋର ସାଢ଼େ ୫ଟାରେ ତିହାର ଜେଲରେ ଫାଶୀ ଦିଆଯାଇଛି। ବହୁ ପ୍ରତୀକ୍ଷାର ଅନ୍ତ ଘଟି ଶେଷରେ ଦୀର୍ଘ ୭ ବର୍ଷ ପରେ ନିର୍ଭୟା ଓ ତାଙ୍କ ପରିବାରଙ୍କୁ ନ୍ୟାୟ ମିଳିଛି। ଏହି…

୪୮ ଘଣ୍ଟାର ସଂଘର୍ଷ ପରେ ଜୀବନ ହାରିଲା ହାତୀ: ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ

ଖୋର୍ଦ୍ଧା ଅଫିସ,୨୦।୩: ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଟାଙ୍ଗୀ ବନ ବିଭାଗ ରମ୍ଭାବିଲି ନିକଟ ବଘେଇପୁଟ ମୌଜାରୁ ବୁଧବାର ଅସୁସ୍ଥ ଅବସ୍ଥାରେ ଏକ ମାଈହାତୀକୁ ଉଦ୍ଧାର କରାଯାଇଥିଲା। ପ୍ରାୟ ୪୮ ଘଣ୍ଟାର ସଂଘର୍ଷ ପରେ ଗୁରୁବାର ବିଳମ୍ବିତ ରାତିରେ ତା’ର ମୃତ୍ୟୁ…

ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ଛେଣ୍ଡିପଦା,୨୦।୩(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡ଼ା ଥାନା ତୁବେ ଗାଁ ଅନନ୍ତା ସାହିର ଏକ ପାଳଗଦା ନିକଟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୁକ୍ରବାର ସକାଳେ ଏଠାରେ ମୃତଦେହ ପଡ଼ିଥିବା ଦେଖି ସ୍ଥାନୀୟ ଲୋକ ପୋଲିସକୁ ସୂଚନା ଦେଇଥିଲେ। ଖବର ପାଇ…

୩୨୮ ବର୍ଷ ପରେ ଇତିହାସର ପୁନରାବୃତ୍ତି: ଭଗବାନ୍‌ଙ୍କଠାରୁ ଭକ୍ତ ଅଲଗା

ପୁରୀ ଅଫିସ,୨୦ା୩: ଭକ୍ତ ପାଇଁ ଭଗବାନ। ଏମାନଙ୍କୁ କେହି ଅଲଗା କରିପାରିବେ ନାହିଁ। ଏମିତି ଆସ୍ଥା ଓ ବିଶ୍ୱାସ ନେଇ ପ୍ରତିଦିନ ଶ୍ରୀକ୍ଷେତ୍ରକୁ ହଜାର ହଜାର ଭକ୍ତ ଆସିଥାନ୍ତି। ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ନିଜ ମନର କଥା ଗୁହାରି କରିଥାନ୍ତି।…

ଫ୍ଲୋର ଟେଷ୍ଟ ପୂର୍ବରୁ ଇସ୍ତାଫା ଦେଇପାରନ୍ତି କମଲନାଥ

ଭୋପାଳ,୨୦।୩: ମଧ୍ୟପ୍ରଦେଶରେ ଚାଲିଥିବା ହାଇଭୋଲଟେଜ୍‌ ଡ୍ରାମା କେତେବେଳେ କେଉଁ ରୂପରେଖ ନେବ ସେନେଇ ସମସ୍ତଙ୍କ ନଜର ରହିଛି। ଶୁକ୍ରବାର ସୁପ୍ରିମକୋର୍ଟ ସନ୍ଧ୍ୟା ୫ଟା ସୁଦ୍ଧା ଫ୍ଲୋର ଟେଷ୍ଟ ପାଇଁ କମଲନାଥଙ୍କୁ ନିର୍ଦ୍ଦେଶ ଦେଇଥିବା ବେଳ ସମସ୍ତଙ୍କ ନଜର କମଲନାଥଙ୍କ ଉପରେ ରହିଛି।…

ବାଲୁକାକଳାରେ ସୁଦର୍ଶନଙ୍କ ‘ପଖାଳ ଦିବସ’ ବାର୍ତ୍ତା: ଘରେ ରହି ଉପଭୋଗ କରନ୍ତୁ

ପୁରୀ ଅଫିସ,୨୦।୩: ଓଡ଼ିଆ ଜନଜୀବନ ସହ ପଖାଳର ସମ୍ପର୍କ ବହୁ ପୁରୁଣା। ଏକଦା ଗାଁ ଓ ଗରିବ ଲୋକଙ୍କର ଖାଦ୍ୟ ପଖାଳ ବୋଲି କୁହାଯାଉଥିଲା। ହେଲେ ଏବେ ସହରବାସୀ ମଧ୍ୟ ପଖାଳ ମୋହରେ। ବିଶେଷକରି ୨୦୧୧ରୁ ପଖାଳ ଦିବସ ପାଳନ ହୋଇଆସୁଛି।…

ପାଣ୍ଡରାରୁ ଲିଙ୍ଗିପୁର ହେବ ଆଲୋକୀକରଣ

ଭୁବନେଶ୍ୱର,୨୦ା୩(ବ୍ୟୁରୋ): ଭୁବନେଶ୍ୱରରୁ ପୁରୀ ଯାଇଥିବା ଜାତୀୟ ରାଜପଥ ନଂ -୩୧୬ର ପାଣ୍ଡରାରୁ ଲିଙ୍ଗିପୁର ପର୍ଯ୍ୟନ୍ତ ରାସ୍ତା ପାର୍ଶ୍ୱ ଆଲୋକୀକରଣ ଏବଂ ଭୂତଳ କେବୁଲିଂ ହେବ। ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (ଏନ୍‌ଏଚ୍‌ଏଆଇ) ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)କୁ ଅନୁମତି ଦେଇଛନ୍ତି। ଆଲୋକୀକରଣ…

ହ୍ବାଟ୍ସଆପ୍‌ରେ ବିଏମ୍‌ସି କମିଶନରଙ୍କ ନାମରେ ଗୁଜବ ପ୍ରଚାର

ଭୁବନେଶ୍ୱର,୨୦ା୩(ବ୍ୟୁରୋ): କରୋନା ଭାଇରସକୁ ନେଇ ସମଗ୍ର ବିଶ୍ୱ ଚିନ୍ତାଗ୍ରସ୍ତ। ରାଜ୍ୟ ସରକାର କରୋନା ଭାଇରସ ସଂକ୍ରମଣକୁ ରୋକିବାକୁ ଅନେକ ପଦକ୍ଷେପ ନେଇଛନ୍ତି। ଏହି ଭୟ ବାତାବରଣର ଫାଇଦା ଉଠାଇ କିଛି ମନ୍ଦ ଉଦ୍ଦେଶ୍ୟର ବ୍ୟକ୍ତି ବିଏମସି କମିଶନରଙ୍କ ନାମରେ ଗୁଜବ ତଥା…

ବସ୍‌ରେ ଏସ୍‌ଓପି ପାଳନ ନେଇ ଯାଞ୍ଚ କଲା ବିଏମ୍‌ସି

ଭୁବନେଶ୍ୱର,୨୦ା୩(ବ୍ୟୁରୋ): କରୋନା ସଂକ୍ରମଣକୁ ଏଡ଼ାଇବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ସମସ୍ତ ଘରୋଇ ଓ ସରକାରୀ ସଂସ୍ଥାକୁ ଷ୍ଟାଣ୍ଡାର୍ଡ ଅପରେଶନ ପ୍ରୋସିଡ୍ୟୁୟର (ଏସ୍‌ଓପି) ଜାରି କରିଛି। ଉକ୍ତ ଏସ୍‌ଓପିକୁ ସଂସ୍ଥାଗୁଡ଼ିକ ପାଳନ କରୁଛନ୍ତି କି ନାହିଁ ସେ ନେଇ ନିୟମିତ…

ବିଦେଶୀ ପର୍ଯ୍ୟଟକଙ୍କୁ ଉଦ୍ଧାର କଲା ବିଏମ୍‌ସି

ଭୁବନେଶ୍ୱର,୨୦ା୩(ବ୍ୟୁରୋ): ନୟାପଲ୍ଲୀ ଥାନା ଅଞ୍ଚଳର ରିଚି ରେଜେନ୍ସିରେ ଥିବା ଜଣେ ବିଦେଶୀ ପର୍ଯ୍ୟଟକଙ୍କୁ ଉଦ୍ଧାର କରି ଯାତ୍ରୀ ନିବାସକୁ ପଠାଇଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)। ତାଙ୍କ ନାମ ପିଟର୍‌ ଏବଂ ସେ ଚେକ୍‌ ରିପବ୍ଲିକ୍‌ର ନାଗରିକ ହୋଇଥିବାବେଳେ ଗତ ଜାନୁୟାରୀ…

ଶ୍ରୀମନ୍ଦିର ଟଙ୍କା ଫେରିବା ପ୍ରସଙ୍ଗ: ପ୍ରଧାନମନ୍ତ୍ରୀ, ଅର୍ଥମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲା ରାଜ୍ୟ ଭାଜପା

ଭୁବନେଶ୍ୱର,୨୦ା୩(ବ୍ୟୁରୋ): ଶ୍ରୀମନ୍ଦିର ଜମା ଅର୍ଥକୁ ରାଜ୍ୟ ସରକାର ରାଷ୍ଟ୍ରାୟତ୍ତ ବ୍ୟାଙ୍କରେ ନ ରଖି ୟେସ୍‌ ବ୍ୟାଙ୍କ ଭଳି ଏକ ଘରୋଇ ବ୍ୟାଙ୍କରେ ରଖିଥିଲେ। ଶ୍ରୀମନ୍ଦିରର ୫୪୫ କୋଟି ଟଙ୍କା ୟେସ୍‌ ବ୍ୟାଙ୍କରେ ରହିଥିଲା। ୟେସ୍‌ ବ୍ୟାଙ୍କ ସ୍ଥିତି ଖରାପ ହେବା ପରେ…

କରୋନା ପ୍ରକୋପ: ଭାରତରେ ଗଡିଲା ୫ମୁଣ୍ଡ

ଜୟପୁର,୨୦।୩: ଚାଇନାର ଉହାନରୁ ଆରମ୍ଭ ହୋଇଥିବା କରୋନା ଭାଇରସ୍‌ ସାରା ବିଶ୍ୱରେ ଆତଙ୍କ ଖେଳାଇଥିବା ବେଳେ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଭାରତରେ ମହାମାରୀ କରୋନା ଭାଇରସ୍‌ କାୟା ବିସ୍ତାର କରିବାରେ ଲାଗିଛି। ଶୁକ୍ରବାର ଭାରତରେ କରୋନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri