Home

୩୪ ଘରୋଇ ସ୍କୁଲକୁ ମିଳିଲା ସିଓଆର୍‌

ଜଗତ୍‌ସିଂହପୁର ଅଫିସ୍‌,୨୦।୩: ଚଳିତବର୍ଷ ଜଗତ୍‌ସିଂହପୁର ଜିଲାର ୩୪ ବେସରକାରୀ ପ୍ରାଥମିକ ବିଦ୍ୟାଳୟକୁ ସିଓଆର୍‌ (ସାର୍ଟିଫିକେଟ୍‌ ଅଫ ରେକଗ୍‌ନାଇଜେଶନ୍‌) ମିଳିଛି। ସେଥିମଧ୍ୟରୁ ସର୍ବାଧିକ ବାଲିକୁଦା ଓ ସର୍ବନିମ୍ନ ଏରସମା ବ୍ଲକର ରହିଛି। ଗତବର୍ଷ ତଥ୍ୟ ଅନୁଯାୟୀ ଜିଲାରେ ମୋଟ ୨୪୮ ବେସରକାରୀ ପ୍ରାଥମିକ…

ରୁପାଖଣ୍ଡି-ନୂଆଡିହି ଉପ୍ରା ସ୍କୁଲ ମିଶ୍ରଣକୁ ବିରୋଧ

ଏରସମା, ୨୦।୩ (ସ୍ବ.ପ୍ର.): ୨୦ରୁ କମ୍‌ ପିଲା ଥିବା ସ୍କୁଲକୁ ବନ୍ଦ କରାଯାଇ ପାଖ ସ୍କୁଲରେ ମିଶ୍ରଣ କରାଯିବାକୁ ସରକାରୀ ନିର୍ଦ୍ଦେଶ ରହିଛି। ଏହି ନିର୍ଦ୍ଦେଶକ୍ରମେ ଏରସମା ବ୍ଲକ ଅଧୀନ ନୂଆଡିହିସ୍ଥିତ ପଞ୍ଚାୟତ ରୁପାଖଣ୍ଡି ପ୍ରାଥମିକ ସ୍କୁଲକୁ ନିକଟସ୍ଥ ନୁଆଡିହି ପଞ୍ଚାୟତ…

୪ ବିଶେଷଜ୍ଞ, ୬ ଷ୍ଟାଫ୍‌ନର୍ସ ପଦବୀ ଖାଲି

ବିରିଡି,୨୦।୩ (ଡି.ଏନ୍‌.ଏ.): ଗ୍ରାମାଞ୍ଚଳରେ ଲୋକମାନଙ୍କୁ ଉପଯୁକ୍ତ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ସହ ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକର ଭିତ୍ତିଭୂମି ସୁଧାରିବା ପାଇଁ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ଏଥିପାଇଁ ବିଭିନ୍ନ ଯୋଜନା ମାଧ୍ୟମରେ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଉଛି। ବିପୁଳ ଟଙ୍କା ବ୍ୟୟରେ…

ଟାଙ୍ଗରା ଭୂଇଁ ଏବେ ହସୁଛି, ସରକାର ପାଉଛନ୍ତି ରାଜସ୍ବ

ନୟାଗଡ଼ ଅଫିସ,୨୦ା୩ (ଲୋକନାଥ ମିଶ୍ର): ନୟାଗଡ଼ ସହର ଉପକଣ୍ଠ ଖୁଣ୍ଟୁବନ୍ଧସ୍ଥିତ ସବ୍‌ଜେଲର ଟାଙ୍ଗରା ଭୂଇଁ ଏବେ ହସୁଛି। କଏଦୀମାନଙ୍କ ପରିଶ୍ରମ ଓ ଜେଲ ସୁପରିଣ୍ଟେଣ୍ଡେଣ୍ଟଙ୍କ ଆଗ୍ରହ ଯୋଗୁ ସବ୍‌ଜେଲ ପରିସରରେ ବର୍ଷତମାମ ଭିନ୍ନ ଭିନ୍ନ ପନିପରିବା ଚାଷ ସମ୍ଭବ ହୋଇପାରିଛି। ଏଠାରେ…

ଫାଶୀ ପୂର୍ବରୁ ଜେଲ୍‌ ଅଧିକାରୀଙ୍କୁ କ’ଣ କହିଥିଲେ ମୁକେଶ, ବିନୟ

ନୂଆଦିଲ୍ଲୀ,୨୦।୩: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାର ୪ଦୋଷୀଙ୍କୁ ଶୁକ୍ରବାର ଭୋର ସାଢ଼େ ୫ଟାରେ ତିହାର ଜେଲ୍‌ରେ ଫାଶୀ ଦିଆଯାଇଛି। ବହୁ ପ୍ରତିକ୍ଷାର ଅନ୍ତ ଘଟି ଶେଷରେ ଦୀର୍ଘ ୭ ବର୍ଷ ପରେ ନିର୍ଭୟା ଓ ତାଙ୍କ ପରିବାରଙ୍କୁ ନ୍ୟାୟ ମିଳିଛି।…

ହେଲାନି କରୋନା ପଞ୍ଜୀକରଣ, ୫ ବିଦେଶୀଙ୍କୁ ଛାଡ଼ିଦେଲା ପୋଲିସ

କେନ୍ଦ୍ରାପଡା ଅଫିସ/ ମହାକାଳପଡା (ଡି.ଏନ.ଏ.)୨୦।୩: କେନ୍ଦ୍ରାପଡା ଜିଲାରେ ଅନୁପ୍ରବେଶକୁ ଜିଲା ପୋଲିସ ଗୁରୁତ୍ୱ ଦେଉନାହିଁ। ଏପରି କି କରୋନା ଭୂତାଣୁ ସଂକ୍ରମଣ ପାଇଁ ରାଜ୍ୟ ସରକାରଙ୍କ ଜାରି ହୋଇଥିବା କଟକଣାକୁ ଜିଲା ପୋଲିସ ବେଖାତିର କରିଛି। ଏପରି ଘଟଣା ଏହି ଜିଲା…

ଜରୁରୀ ନ ଥିଲେ ବସ୍‌ ଯାତ୍ରା ନ କରିବାକୁ ପରାମର୍ଶ

ଭୁବନେଶ୍ୱର,୨୦।୩(ବ୍ୟୁରୋ): ସମ୍ପ୍ରତି ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିଚାଲିଛି। ଓଡ଼ିଶାରେ ମଧ୍ୟ ଜଣେ କରୋନା ପଜିଟିଭ୍‌ ରୋଗୀ ଚିହ୍ନଟ ହୋଇ ଚିକିତ୍ସାଧୀନ ଅଛନ୍ତି। ଏହି ପରିପ୍ରେକ୍ଷୀରେ ଜନସାଧାରଣଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଜରୁରୀ ନ ଥିଲେ ମୋ’ ବସ୍‌ରେ ଯାତ୍ରା ନ…

୪ ଗେମ୍‌ ଜୋନ୍‌, ୧ ଗେଷ୍ଟ ହାଉସ୍‌ ସିଲ୍‌

ଭୁବନେଶ୍ୱର,୨୦।୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଏବଂ ଭୁବନେଶ୍ୱର ଡେଭଲପ୍‌ମେଣ୍ଟ ଅଥରିଟି (ବିଡିଏ)ର ମିଳିତ ଉଦ୍ୟମରେ ରାଜଧାନୀରେ ନିୟମିତ ଯାଞ୍ଚ କରାଯାଉଛି। ଗୁରୁବାର ରାଜଧାନୀର ଦକ୍ଷିଣ-ପଶ୍ଚିମ ଜୋନ୍‌ର ୭ଟି ମଣ୍ଡପ ଏବଂ ୧୧ଟିି ମଲରେ ଯାଞ୍ଚ କରାଯାଇଛି।…

ଏକାଧିକ ଚୋରି, ଡକାୟତିରେ ସଂପୃକ୍ତ ଫେରାର ଅଭିଯୁକ୍ତ ଗିରଫ

ଦାରିଙ୍ଗବାଡ଼ି,୨୦।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ୨୦୧୯ରୁ ଫେରାର ଥିବା ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ବ୍ୟକ୍ତି ହେଲେ ଉକ୍ତ ଥାନା ସିମନବାଡ଼ି ଗ୍ରାମର କୃପାକର ମୁଖୀ। ତାଙ୍କ ନାମରେ ପୂର୍ବରୁ ୯୩/୧୯ରେ ଏକ…

ଡ୍ରେନ୍‌ ଦୂଷିତ ଯୋଗୁ କରୋନା ବ୍ୟାପିବା ଆଶଙ୍କା: ମୁଖ୍ୟ ଯନ୍ତ୍ରୀଙ୍କୁ ହାଜର ପାଇଁ ଓଏଚ୍‌ଆରସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨୦ା୩(ବ୍ୟୁରୋ):ଡ୍ରେନ୍‌ ଦୂଷିତ ଯୋଗୁ କରୋନା ଭାଇରସ୍‌ ବ୍ୟାପିବାର ଆଶଙ୍କା କରାଯାଉଛି। ତେଣୁ ଡ୍ରେନ୍‌ ସଫେଇରେ ଅବ୍ୟବସ୍ଥା ନେଇ ପରିବେଶ ଦୂଷିତ ହେଉଥିବା ଅଭିଯୋଗରେ କଟକ ଡ୍ରେନେଜ୍‌ ବିଭାଗର ମୁଖ୍ୟ ଯନ୍ତ୍ରୀଙ୍କୁ ମାର୍ଚ୍ଚ ୨୪ତାରିଖ ଦିନ ୧୧ଟା ବେଳେ ରାଜ୍ୟ ମାନବାଧିକାର କମିଶନ(ଓଏଚ୍‌ଆରସି)…

ଆଜି ପଖାଳ ଦିବସ: ମନ ଖୋଜୁଛି ପଖାଳ

ଭୁବନେଶ୍ୱର,୨୦ା୩(ବ୍ୟୁରୋ)ଓଡ଼ିଆମାନେ ଯେଉଁଠି ଥାଆନ୍ତୁ ନା କାହିଁକି ପଖାଳ ପ୍ରତି ସବୁବେଳେ ସେମାନଙ୍କର ଆକର୍ଷଣ ରହିଆସିଛି। ସେଥିପାଇଁ କଥାରେ ଅଛି, ‘ଝୁରି ହେଉଛି ଦିନକାଳ, ମନ ଖୋଜୁଛି ସେକାଳ ପଖାଳ’। ଓଡ଼ିଆ ଜନଜୀବନ ସହ ପଖାଳର ସମ୍ପର୍କ ବହୁ ପୁରୁଣା। ଆଉ ସେହି…

ବାଇପାସ୍‌ ଚିନ୍ତା

ଦେବଗଡ଼ ଜିଲା ସଦର ମହକୁମା ଦେଇ ଯାଇଥିବା ୪୯ ନଂ. ଜାତୀୟ ରାଜପଥ ଅତ୍ୟନ୍ତ ଶୋଚନୀୟ ହୋଇପଡିଛି। ଏହାର ପ୍ରଶସ୍ତୀକରଣ ବିଳମ୍ବିତ ହେବାରେ ଲାଗିଛି। ରାଜପଥରେ ଯାନବାହନ ବୃଦ୍ଧି ସହିତ ସହରର ଜନସଂଖ୍ୟା ବୃଦ୍ଧି ପାଉଥିବାରୁ ଦୁର୍ଘଟଣା ମଧ୍ୟ ବଢୁଛି। ଫଳରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri