Home

କେତେ ସଫଳ ହେବ ଆଣ୍ଟିବଡି ପରୀକ୍ଷା

ଓ୍ବାଶିଂଟନ,୧୨।୪: କୋଭିଡ୍‌-୧୯ ସଂକ୍ରମଣକୁ ନେଇ ଅଧିକାଂଶ ଦେଶ ଲକ୍‌ଡାଉନ ରହିଛି। କେବେ ଜୀବନଯାତ୍ରା ସ୍ବାଭାବିକ ହେବ ତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। କରୋନା ଦ୍ୱାରା ସର୍ବାଧିକ ପ୍ରଭାବିତ ହୋଇଛି ଆମେରିକା। ଏବେ ବଡ଼ ପ୍ରଶ୍ନ ଉଠୁଛି, ଆମେରିକୀୟମାନେ କେବେ ଓ…

ଇନ୍ଦୋର କରୋନା ସଂକ୍ରମଣର ହଟ୍‌ସ୍ପଟ

ଇନ୍ଦୋର,୧୨।୪: ବାଣିଜି୍ୟକ, ସାମାଜିକ-ସାଂସ୍କୃତିକ କାର୍ଯ୍ୟକ୍ରମ ସହ ସର୍ବଦା ଜଡ଼ିତ ରହିଆସିଥିବା ଇନ୍ଦୋର ସହର ମଧ୍ୟପ୍ରଦେଶରେ କରୋନା ସଂକ୍ରମଣର ହଟ୍‌ସ୍ପଟ ପାଲଟିଛି। ରାଜ୍ୟରେ ମୋଟ ୩୬ କରୋନା ମୃତକଙ୍କ ମଧ୍ୟରୁ ଇନ୍ଦୋରରୁ ୨୭ ଜଣ ରହିଛନ୍ତି। ଏହି ସହରରେ କରୋନା ଜନିତ ମୃତ୍ୟୁହାର…

ଆମେରିକାରେ ୪୦ ଭାରତୀୟଙ୍କ ମୃତ୍ୟୁ ହେଲାଣି

ଓ୍ବାଶିଂଟନ,୧୨।୪: ଆମେରିକା କୋଭିଡ୍‌-୧୯ ସଂକ୍ରମଣର ବିଶ୍ୱ ହଟ୍‌ସ୍ପଟରେ ପରିଣତ ହୋଇଛି। ଏଠାରେ କରୋନା ସଂକ୍ରମଣରେ ୪୦ରୁ ଊର୍ଦ୍ଧ୍ୱ ଭାରତୀୟ ନାଗରିକ ତଥା ଭାରତୀୟ-ଆମେରିକୀୟଙ୍କର ମୃତ୍ୟୁ ଘଟିଲାଣି। ଏହି ଘାତକ ଭୂତାଣୁ ଦ୍ୱାରା ସେଠାରେ ୧୫୦୦ରୁ ଅଧିକ ଭାରତୀୟ ସଂକ୍ରମିତ ହୋଇଥିବା ଜଣାପଡିଛି।…

ଭେଣ୍ଟିଲେଟର ଯୋଗାଣ ବିଳମ୍ବରୁ ଚାଇନାରେ ବଢ଼ିଥିଲା ମୃତ୍ୟୁସଂଖ୍ୟା

ବେଜିଂ,୧୨।୪(ପି.ଟି.): ଚାଇନାରେ ଉପଯୁକ୍ତ ସମୟରେ ଯଥେଷ୍ଟ ଭେଣ୍ଟିଲେଟର ଯୋଗାଣ ହୋଇଥିଲେ କରୋନାଜନିତ ମୃତ୍ୟୁସଂଖ୍ୟାକୁ ହ୍ରାସ କରାଯାଇ ପାରିଥାନ୍ତା ବୋଲି ଏକ ଅଧ୍ୟୟନରେ କୁହାଯାଇଛି। ସେଠାରେ କରୋନାରେ ଯେତିକି ଲୋକଙ୍କ ମୃତ୍ୟୁ ଘଟିଛି ସେଥିରୁ ୨୦ ପ୍ରତିଶତଙ୍କୁ ଯାନ୍ତ୍ରିକ ଭେଣ୍ଟିଲେଟର ଓ ରେସ୍ପିରେଟୋରି…

ପଶ୍ଚିମବଙ୍ଗରେ ଲକ୍‌ଡାଉନ ଉଲ୍ଲଂଘନ

ନୂଆଦିଲ୍ଲୀ,୧୨।୪(ପି.ଟି.): ପଶ୍ଚିମବଙ୍ଗରେ ଲକ୍‌ଡାଉନ କଟକଣା ଧୀରେ ଧୀରେ କୋହଳ ହେଉଥିବା ନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପ୍ରତିବାଦ ଜଣାଇଛି। ଅଣଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲିବା ଲାଗି ସେଠାରେ ଅନୁମତି ମିଳିଥିବାବେଳେ ଧର୍ମୀୟ ସମାବେଶକୁ ପୋଲିସ ଅନୁମତି ଦେଉଥିବା ଖବର ମିଳିଛି। ଏହାର ପ୍ରତିବାଦରେ…

ଲକ୍‌ଡାଉନ ହୋଇ ନ ଥିଲେ ୮.୨ ଲକ୍ଷରେ ପହଞ୍ଚିଥାଆନ୍ତା ସଂକ୍ରମଣ

ନୂଆଦିଲ୍ଲୀ,୧୨।୪(ଆଇଏଏନ୍‌ଏସ୍‌): ଲକ୍‌ଡାଉନ ଓ ଅନ୍ୟାନ୍ୟ ପ୍ରତିକାରମୂଳକ ପଦକ୍ଷେପ ଯୋଗୁ ଭାରତରେ କରୋନା ସଂକ୍ରମଣ ହାର ଯଥେଷ୍ଟ କମ୍‌ ରହିଛି। ତାହା ହୋଇ ନ ଥିଲେ ଏପ୍ରିଲ ୧୫ ସୁଦ୍ଧା ଦେଶରେ ସଂକ୍ରମଣ ସଂଖ୍ୟା ୮.୨ ଲକ୍ଷରେ ପହଞ୍ଚିଥାଆନ୍ତା ବୋଲି କେନ୍ଦ୍ର ସ୍ବାସ୍ଥ୍ୟ…

ମହାରାଷ୍ଟ୍ର, କର୍ନାଟକରେ ବଢ଼ିଲା ଲକ୍‌ଡାଉନ

ମୁମ୍ବାଇ/ ବେଙ୍ଗାଲୁରୁ, ୧୨।୪: ମହାରାଷ୍ଟ୍ର ଓ କର୍ନାଟକରେ ଲକ୍‌ଡାଉନ୍‌ ସମୟ ସୀମା ବୃଦ୍ଧି କରାଯାଇଛି। ମହାରାଷ୍ଟ୍ରରେ ଉଦ୍ଧବ ଠାକ୍‌ରେ ସରକାର ଲକ୍‌ଡାଉନ ସମୟସୀମା ଏପ୍ରିଲ ୩୦ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଲୋକମାନେ ସହଯୋଗ ନ କଲେ ଏହାକୁ ଆହୁରି ବଢ଼ାଯାଇପାରେ ବୋଲି…

ଆଖି ବୁଜିଲେଣି ୨୬୩ ଆକ୍ରାନ୍ତ

ନୂଆଦିଲ୍ଲୀ,୧୨।୪: ଭାରତରେ ସ୍ଥିତି ଜଟିଳ ହେବାରେ ଲାଗିଛି। ଲକ୍‌ଡାଉନ୍‌ ସତ୍ତ୍ୱେ କରୋନା ଭୂତାଣୁକୁ ରୋକାଯାଇପାରୁନି। ସଂକ୍ରମଣର ମାତ୍ରା ବଢ଼ି ବଢ଼ି ଚାଲିଛି। ଶନିବାର ସୁଦ୍ଧା ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୮,୩୨୩ରେ ପହଞ୍ଚି ଥିବାବେଳେ ମୋଟ ୨୬୩ ଜୀବନ ଗଲାଣି। କେବଳ ଶନିବାର…

ଡରାଉଛି ସହରର ଶୂନ୍ୟତା

କଟକ ଅଫିସ,୧୨।୪: ଗହଳଚହଳ ଭିତରେ ଦିନରାତି କଟେ। ସେତେବେଳେ ଚୋର, ତସ୍କରଙ୍କ ଭୟ ରହୁଥିଲା। ସେଥିପାଇଁ ସବୁବେଳେ ସଜାଗ ରହୁଥିଲୁ। ମନରେ ଏତେଟା ଡର ନ ଥିଲା। ଏବେ ଯେଉଁ ଆଡେ ଚାହିଁବ ସିଆଡ଼େ ପୋଲିସ। ମାଳମାଳ ଖାକି ପୋଷାକଙ୍କ ଭିଡ଼…

ସୁନ୍ଦରଗଡ଼ ଜିଲାରେ ପ୍ରଥମ ୨ କରୋନା ଆକ୍ରାନ୍ତ ଚିହ୍ନଟ: ବିଶ୍ରାରେ ପହଞ୍ଚିଲେ ସ୍ବାସ୍ଥ୍ୟ ଅଧିକାରୀ

ସୁନ୍ଦରଗଡ଼,୧୨।୪(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରେ ପ୍ରଥମ ଥର ପାଇଁ ଦୁଇଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଶନିବାର ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜାରି ହୋଇଥିବା ନମୂନା ପରୀକ୍ଷଣ ରିପୋର୍ଟରେ ୪ଜଣ ପଜିଟିଭ୍‌ ରହିଥିଲେ। ତେବେ ସେଥିରୁ ୨ଜଣ ସୁନ୍ଦରଗଡ଼ ଜିଲା ବିଶ୍ରା…

ତାସ୍‌ ନ ଖେଳିବାକୁ ବାଗ୍‌ଚୀଙ୍କ ପରାମର୍ଶ

ଭୁବନେଶ୍ୱର, ୧୨।୪(ବ୍ୟୁରୋ): କରୋନା ସଂକ୍ରମଣ ରୋକିବା ପାଇଁ ସାମାଜିକ ଦୂରତ୍ୱ ହେଉଛି ବଡ଼ ଅସ୍ତ୍ର। ରାଜ୍ୟ ସରକାର ବାରମ୍ବାର ଏହାକୁ ଗୁରୁତ୍ୱ ଦେଉଥିବାବେଳେ ଅନେକ ପାଳନ କରୁନାହାନ୍ତି। ଲକ୍‌ଡାଉନ୍‌ ସମୟରେ ବିଶେଷକରି ଗ୍ରାମାଞ୍ଚଳରେ ତାସ୍‌ ଖେଳ ଆସର ଜମିଥିବା ଖବର ସରକାରଙ୍କ…

ବିନା ଲକ୍ଷଣରେ ବି ରହିପାରେ ଭୂତାଣୁ: ୩୫ ଆକ୍ରାନ୍ତ ପାଖରେ ଦେଖାଯାଉନି ସାଧାରଣ ଲକ୍ଷଣ; ଲକ୍‌ଡାଉନ୍‌ ପାଇଁ ମିଳିଛି ସଫଳତା

ଭୁବନେଶ୍ୱର, ୧୨।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ୁଛି। ଏହାକୁ ନେଇ ଚିନ୍ତା ବଢ଼ିଥିଲେ ମଧ୍ୟ ଇତିମଧ୍ୟରେ ୧ ୨ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିବା ଖବର ରାଜ୍ୟବାସୀଙ୍କୁ ଆଶ୍ୱସ୍ତି ଦେଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ସମୁଦାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?