ପରୀକ୍ଷା ସ୍ଥଗିତ ରଖିବାକୁ ସମସ୍ତ ବିଶ୍ୱବିଦ୍ୟାଳୟକୁ କହିଲା ୟୁଜିସି
ନୂଆଦିଲ୍ଲୀ,୧୯।୩ : ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ବିଭିନ୍ନ ବିଶ୍ୱବିଦ୍ୟାଳୟ ପରୀକ୍ଷାକୁ ସ୍ଥଗିତ ରଖିବା ଲାଗି ୟୁଜିସି ପକ୍ଷରୁ ଏକ ସର୍କୁଲାର ଜାରି କରାଯାଇଛି। ସମସ୍ତ ବିଶ୍ୱବିଦ୍ୟାଳୟକୁ ଏହି ନିର୍ଦ୍ଦେଶ ପାଳନ କରିବାକୁ ୟୁଜିସି କହିଛି। ମାର୍ଚ୍ଚ ୩୧ ପରେ…
ଆଇସିଏସ୍ସି, ଆଇଏସ୍ସି ପରୀକ୍ଷା ସ୍ଥଗିତ
ନୂଆଦିଲ୍ଲୀ,୧୯।୩: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଆଇସିଏସ୍ସି ଏବଂ ଆଇଏସ୍ସି ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ଏନେଇ ଗୁରୁବାର ଆଇସିଏସ୍ସି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ୨୦୨୦ ଶିକ୍ଷାବର୍ଷର ସମସ୍ତ…
କରୋନା ଭାଇରସ୍କୁ ଦୂରେଇ ଦେବ ସୂର୍ଯ୍ୟରଶ୍ମି: ଅଶ୍ୱିନୀ ଚୌବେ
ନୂଆଦିଲ୍ଲୀ,୧୯।୩: କରୋନା ଭାଇରସ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଥିବା ବେଳେ ବିଶ୍ୱବ୍ୟାପୀ ଏଥିରେ ୮ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କର ମୃତ୍ୟୁ ହେଲାଣି। ଏହାସହ ୨ଲକ୍ଷରୁ ଊର୍ଦ୍ଧ୍ୱ ଏଥିରେ ସଂକ୍ରମିତ ହୋଇଥିବା ସୂଚନା ରହିଛି। କରୋନାର ଚିକିତ୍ସା ପାଇଁ କୌଣସି ଔଷଧ…
ଡବାବାଲା ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଯୋଗାଇବେନି ଡବା: ହାଜିଅଲ୍ଲୀ ଦରଘା ବନ୍ଦ
ମୁମ୍ବାଇ,୧୯।୩: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମୁମ୍ବାଇରେ ଡବାବାଲା ସଂଘ ପକ୍ଷରୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଡବା ଯୋଗାଣ ବନ୍ଦ କରିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ସହରରେ ପ୍ରତିଦିନ ଶହଶହ ଡବାବାଲା ହଜାର ହଜାର ଲୋକଙ୍କ ପାଖରେ ଖାଦ୍ୟ ଡବା ପହଞ୍ଚାଇଥାନ୍ତି।…
କରୋନା ମୁକାବିଲାକୁ ନେଇ ବଡ଼ ନିଷ୍ପତ୍ତି: ଶୁକ୍ରବାରଠାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ
ପୁରୀ ଅଫିସ/ଭୁବନେଶ୍ୱର,୧୯।୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ଶ୍ରୀମନ୍ଦିର ପ୍ରଶାସନ ନେଇଛି ବଡ଼ ନିଷ୍ପତ୍ତି। ଶୁକ୍ରବାରଠାରୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। କିନ୍ତୁ ମହାପ୍ରଭୁଙ୍କ ନୀତିକାନ୍ତି ଚାଲିବ। ଏଥିପାଇଁ କେବଳ ସେବାୟତମାନେ ହିଁ ମନ୍ଦିର ଭିତରକୁ ପ୍ରବେଶ…
ଡାକ୍ତରଙ୍କୁ ମାଡ଼ ଅଭିଯୋଗ: ଆଳି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଚଳ, ରୋଗୀ ହନ୍ତସନ୍ତ
ଆଳି,୧୯।୩(ଡି.ଏନ୍.ଏ.): ଆଳି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଡାକ୍ତରଙ୍କୁ ଦୁର୍ବ୍ୟବହାର ଓ ମାଡ଼ ଅଭିଯୋଗରେ ଗୁରୁବାର ସକାଳୁ ମେଡିକାଲରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ମେଡିକାଲରେ ଡାକ୍ତର ନ ଥିବାରୁ ଶହ ଶହ ରୋଗୀ ମେଡିକାଲକୁ ଆସି ଫେରୁଥିବା ଦେଖିବାକୁ ମିଳିଛି l କେବଳ…
ବୃଦ୍ଧାଙ୍କ ଉପରେ ମାଡ଼ିଗଲା ବାଉଁଶ ବୋଝେଇ ପିକ୍ଅପ୍
ପାଟଣା,୧୯।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ପୁଟୁଳିଆ ଗ୍ରାମ ହୁଡ଼ିସାହିର ଜଣେ ବୃଦ୍ଧାଙ୍କ ଉପରେ ଗୁରୁବାର ସକାଳେ ଏକ ବାଉଁଶ ବୋଝେଇ ପିକ୍ଅପ୍ ମାଡ଼ିଯିବାରୁ ତାଙ୍କର ମୃତ୍ୟୁ ଘଟିଛି। ମୃତ ବୃଦ୍ଧା ଜଣକ ହେଲେ ଟୁରି ମୁଣ୍ଡା। ସୂଚନା ଅନୁଯାୟୀ, ଟୁରି…
ବିଡିଏ କାର୍ଯ୍ୟାଳୟକୁ ଲୋକଙ୍କ ପ୍ରବେଶ ନିଷେଧ: ଅନ୍ଲାଇନ୍ ନଚେତ ଟୋଲ ଫ୍ରି ନଂରେ ଯୋଗାଯୋଗ କରିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୧୯।୩(ବ୍ୟୁରୋ): ଭିଡ ଯୋଗୁ କରୋନା ଭୂତାଣୁ ସଂକ୍ରମଣ ଆଶଙ୍କା ଅଧିକ ରହିଛି। ଏହାକୁ ଏଡ଼ାଇବା ଲାଗି ଏବଂ ଲୋକମାନଙ୍କ ମଧ୍ୟରେ ସର୍ବନିମ୍ନ ଦୂରତା ବଜାୟ ରଖିବାକୁ ବିଏମ୍ସି ନିଜ ମୁଖ୍ୟ କାର୍ଯ୍ୟାଳୟ ସହ ସମସ୍ତ ଜୋନାଲ କାର୍ଯ୍ୟାଳୟ ବନ୍ଦ କରିଛି। ଲୋକଙ୍କୁ…
ଜମିବାଡ଼ିକୁ କେନ୍ଦ୍ରକରି ଗଣ୍ଡଗୋଳ ଘଟଣା : ୪ କୋର୍ଟ ଚାଲାଣ
ଦାରିଙ୍ଗବାଡ଼ି,୧୯।୩(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଜମିବାଡ଼ିକୁ କେନ୍ଦ୍ରକରି ପ୍ରଥମେ ଗଣ୍ଡଗୋଳ ପରେ ମରଣାନ୍ତକ ଆକ୍ରମଣ ସହ ଜାତିଆଣ ଆକ୍ଷେପକୁ ନେଇ ଥାନାରେ ଅଭିଯୋଗ ହୋଇଥିଲା। ଏନେଇ ପୋଲିସ କେସ୍ ନଂ. ୭୬/୧୯ରେ ଏକ ମାମଲା ରୁଜୁ କରି ଘଟଣାର…
କରୋନା ପ୍ରଭାବ: ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଦେଶର ଲକ୍ଷ ଲକ୍ଷ ରେସ୍ତୋରାଁ ବନ୍ଦ
ନୂଆଦିଲ୍ଲୀ,୧୯।୩: ଦେଶରେ କରୋନାର ପ୍ରଭାବକୁ ଦେଖି ନ୍ୟାଶନାଲ ରେଷ୍ଟୁରାଣ୍ଟ ଆସୋସିଏଶନ ଅଫ୍ ଇଣ୍ଡିଆ(ଏନ୍ଆର୍ଏଆଇ)ଏକ ଆଡଭାଇଜରୀ ଜାରି କରିଛି। ଏହି ଆଡଭାଇଜରୀ ଅନୁଯାୟୀ, ଦେଶର ଲକ୍ଷ ଲକ୍ଷ ରେସ୍ତୋରାଁକୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଅନୁମାନ କରାଯାଉଛି କି…
ଲୁଚାଇଥିଲେ ଜୁହି
ଜୁହି ଚାଓ୍ବଲାଙ୍କ ବଲିଉଡ୍ କ୍ୟାରିୟର ଆରମ୍ଭ ହୋଇଥିଲା ‘କୟାମତ୍ ସେ କୟାମତ ତକ୍’ରୁ। କେବଳ ସେତିକି ନୁହେଁ, ଏହି ଫିଲ୍ମରୁ ଆମୀର ଖଁ। ପ୍ରଥମ ଥର ପାଇଁ ନାୟକ ସାଜିଥିଲେ। ଟିନ୍ ଏଜ୍ ଲଭ୍ଷ୍ଟୋରିକୁ ନେଇ ପ୍ରସ୍ତୁତ ଫିଲ୍ମଟି ସୁପରଡୁପର ହିଟ୍…
କରୋନା କଟକଣା: ବନ୍ଦହେଲା ଛତ୍ରପୁର ସାପ୍ତାହିକ ହାଟ
ଛତ୍ରପୁର,୧୯।୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରରେ ଗୁରୁବାର ସାପ୍ତାହିକ ହାଟକୁ ପ୍ରଶାସନ ବନ୍ଦ କରିଦେଇଛନ୍ତି। ପୂର୍ବରୁ ଏନେଇ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଥିଲା। ଫଳରେ ଗୁରୁବାର ହାଟସ୍ଥଳ ଶୂନଶାନ ହୋଇଯାଇଥିବା ଦେଖିବାକୁ ମିଳିଛି। ଅନ୍ୟପକ୍ଷରେ ସାପ୍ତାହିକ ହାଟ ହେଉଥିବାରୁ…
Archives


