ଅପେରା ହାଲଚାଲ ରାତିତମାମ କାନ୍ଦିଥିଲେ ମୁନ୍ନା
ଅପେରା ଜଗତର ଆଗଧାଡିର ଅନ୍ୟତମ ନାୟକ ମୁନା। ଦୀର୍ଘ ୧୪ବର୍ଷ ଧରି ସେ ଅଭିନୟ ଜାରି ରଖିଛନ୍ତି। ପତ୍ନୀ ତଥା ଅଭିନେତ୍ରୀ ନମିତାଙ୍କ ସହ ସେ ଏବେ ଧଉଳି ଗଣନାଟ୍ୟରେ ନିଜର ଆକ୍ଟିଂ କ୍ୟରିୟର ଜାରି ରଖିଛନ୍ତି। ଅଭିନୟ ଜୀବନର ଏକ…
ଫେରିଲା ମହାପ୍ରଭୁଙ୍କ ଟଙ୍କା: ସୁଧ ସହ ୩୯୭.୨୩ କୋଟି ଦେଲା ୟେସ୍ ବ୍ୟାଙ୍କ
ପୁରୀ ଅଫିସ,୧୯।୩: ଫେରିଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟଙ୍କା। ଘରୋଇ ୟେସ୍ ବ୍ୟାଙ୍କରୁ ଇ-ଟ୍ରାନ୍ସଫର ମାଧ୍ୟମରେ ଗୁରୁବାର ୩୯୭ କୋଟି ୨୩ ଲକ୍ଷ ୨୭ ହଜାର ୬୩୬ ଟଙ୍କା ଶ୍ରୀମନ୍ଦିର ଏସ୍ବିଆଇ ଆକାଉଣ୍ଟକୁ ଫେରିଛି। ୩୮୯ କୋଟି ମୂଳଜମା ସହ ୮ କୋଟି…
ସହାୟତାର ହାତ ବଢ଼ାଇଲା ‘ଓଡ଼ିଶା ମୋ ପରିବାର’: ପଞ୍ଜାବରୁ ଫେରିଲେ ଫସି ରହିଥିବା ୬୯ ଓଡ଼ିଆ ଛାତ୍ରୀଛାତ୍ର
ଭୁବନେଶ୍ୱର,୧୯।୩(ବ୍ୟୁରୋ): ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ପଞ୍ଜାବର ଭଟିଣ୍ଡାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଫସି ରହିଥିବା ଓଡ଼ିଆ ଛାତ୍ରୀଛାତ୍ରମାନେ ‘ଓଡ଼ିଶା ମୋ ପରିବାର’ ସହାୟତାରେ ଓଡ଼ିଶା ଫେରିଛନ୍ତି। ଭଦ୍ରକ ବିଧାୟକ ସଞ୍ଜୀବ କୁମାର ମଲ୍ଲିକ ତାଙ୍କ ନିର୍ବାଚନମଣ୍ଡଳୀର ୫ଜଣ…
କରୋନା ପାଇଁ ବୋନସ୍
ନ୍ୟୁୟର୍କ: କରୋନାରୁ ରକ୍ଷାପାଇବା ପାଇଁ ଘରେ କାମ କଲେ ମିଳିବ ବୋନସ୍ । ବିଭିନ୍ନ ଦେଶରେ ଏବେ କେତେକ କମ୍ପାନୀ ଏପରି ଅଫର ଦେଉଛନ୍ତି। ଏବେ ଏମିତି ଏକ ଅଫର ଦେଇଛି ଫେସ୍ବୁକ୍ । ଘରେ କାମ କରିବାରେ ଯେଉଁ କର୍ମଚାରୀମାନେ…
କରୋନା ସଂକ୍ରମଣ ପ୍ରତିହତ ଲାଗି ଡବେରୀରେ ଗାଡ଼ିମୋଟର ଯାଞ୍ଚ
ଦାରିଙ୍ଗବାଡ଼ି,୧୯।୩(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପକ୍ଷରୁ ମିଳିତ ଭାବେ ଡବେରୀଠାରେ ବ୍ଲକିଂ କରି କଡ଼ାକଡ଼ି ଭାବେ ଗାଡ଼ିମୋଟର ଯାଞ୍ଚ କରାଯାଉଛି। ରାଜ୍ୟ ବାହାରୁ ବିଶେଷକରି ପଶ୍ଚିମବଙ୍ଗ ସମେତ ବିଭିନ୍ନ ରାଜ୍ୟରୁ ପର୍ଯ୍ୟଟକ ଦାରିଙ୍ଗବାଡ଼ି ଆସୁଥିବା ବେଳେ ଏବେ ତାହା ବନ୍ଦ…
ନିର୍ଭୟା ମାମଲା: ଖାରଜ ହେଲା ପବନଙ୍କ କ୍ୟୁରେଟିଭ ପିଟିଶନ
ନୂଆଦିଲ୍ଲୀ,୧୯।୩: ନିଭୟା ଗଣବଳାତ୍କାର ମାମଲାର ଅନ୍ୟତମ ଦୋଷୀ ପବନ ଗୁପ୍ତାଙ୍କ କ୍ୟୁରେଟିଭ ପିଟିଶନକୁ ସୁପ୍ରିମକୋର୍ଟ ଗୁରୁବାର ଖାରଜ କରି ଦେଇଛନ୍ତି। ଘଟଣା ସମୟରେ ସେ ନାବାଳକ ଥିବା ଦର୍ଶାଇ ସୁପ୍ରିମକୋର୍ଟରେ କ୍ୟୁରେଟିଭ ପିଟିଶନ ଦାଖଲ କରିଥିଲେ। ଏବେ ନିର୍ଭୟା ମାମଲାର ୪ଦୋଷୀଙ୍କ…
ଇଟାଲିରେ ଥମୁନି କରୋନା: ଇରାନରେ ସୁଧାରର ଆଶା
ରୋମ/ତେହେରାନ,୧୯।୩: ଇଟାଲିରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଥମିବାର ନା ଧରୁନି। ଇତିମଧ୍ୟରେ ଏଠାରେ ୩୫,୭୧୩ ସଂକ୍ରମିତ ହୋଇଥିବାବେଳେ ମୃତକଙ୍କ ସଂଖ୍ୟା ୨,୯୭୮ ରହିଛି। ସରକାର କରୋନା ମୁକାବିଲା ପାଇଁ ଯୋଜନାବଦ୍ଧ ଭାବେ କାର୍ଯ୍ୟ ଜାରି ରଖିଛନ୍ତି। ସେହିପରି ଇରାନରେ ସଂକ୍ରମିତଙ୍କ ସଂଖ୍ୟା…
ପୁଅର ପାପ ଧୋଉଛନ୍ତି ୯୭ ବର୍ଷୀୟା ମା’
ପ୍ରୟାଗରାଜ: ଗଙ୍ଗାଜଳ ବାଣ୍ଟିଲେ ପାପ ଦୂର ହେବ। ଏଇ ବିଶ୍ୱାସରେ୧୫ ବର୍ଷ ହେଲାଣି ବିଭିନ୍ନ ସ୍ଥାନ ବୁଲି ବୁଲି ଗଙ୍ଗାଜଳ ବାଣ୍ଟୁଛନ୍ତି ପାର୍ବତୀ । ଅବଶ୍ୟ ପାର୍ବତୀ ନିଜ ପାପ ଦୂର କରିବା ପାଇଁ ଏଇ କାମ କରୁନାହାନ୍ତି ବରଂ ତାଙ୍କ…
ରାଜ୍ୟ ସଭା ସଦସ୍ୟ ଭାବେ ଶପଥ ନେଲେ ପୂର୍ବତନ ସିଜେଆଇ
ନୂଆଦିଲ୍ଲୀ,୧୯।୩: ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ରଞ୍ଜନ ଗୋଗୋଇ ଗୁରୁବାର ରାଜ୍ୟସଭା ଏମ୍ପି ଭାବେ ଶପଥ ଗ୍ରହଣ କରିଛନ୍ତି। ଏହାପରେ ଗୋଗୋଇ ରାଜ୍ୟ ସଭା ଅଧ୍ୟକ୍ଷ ଏମ୍ ଭେଙ୍କିଆ ନାଇଡୁଙ୍କୁ ସାକ୍ଷାତ୍ କରିଛନ୍ତି। ସୂଚନାଯୋଗ୍ୟ, ରାଷ୍ଟ୍ରପତି ରାମନାଥ କୋବିନ୍ଦ ସୋମବାର ଗୋଗୋଇଙ୍କୁ ରାଜ୍ୟ…
ଫ୍ଲାଇଙ୍ଗ୍ କିସ୍ରେ ଆନିଭର୍ସାରି
ଓ୍ବାଶିଂଟନ: ବିଭିନ୍ନ ଦେଶରେ କରୋନା ଭାଇରସ୍ ସ୍ତ୍ରୀ ସ୍ବାମୀଙ୍କୁ ଅଲଗା କରିବାର ମୁଖ୍ୟ କାରଣ ହୋଇଛ। ଏହି କାରଣରୁ ଏକ ଭିନ୍ନ ଢଙ୍ଗରେ ଏବେ ବିବାହ ବାର୍ଷିକୀ ପାଳନ କରି ଚର୍ଚ୍ଚାକୁ ଆସିଛନ୍ତି ଆମେରିକାର କୋଟୋଲ୍ୟାଣ୍ଡ କାଉଣ୍ଟିର ଏକ ବୃଦ୍ଧ ଦମ୍ପତି।…
ତହସିଲଦାରଙ୍କ ବାସଭବନ ପରିସରରୁ ଚନ୍ଦନ ଗଛ କାଟିନେଲେ ଦୁର୍ବୃତ୍ତ
ବାଲିଗୁଡ଼ା,୧୯।୩(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ତହସିଲଦାର ସୁଶ୍ରୀ କ୍ଷିରାବ୍ଧୀ ତନୟା ସାହୁଙ୍କ ବାସଭବନ ପରିସରରୁ ଦୁର୍ବୃତ୍ତମାନେ ଏକ ଛନ୍ଦନ ଗଛ କାଟିନେଇଛନ୍ତି। ସୂଚନାଯୋଗ୍ୟ, ବୁଧବାର ରାତିରେ ତହସିଲଦାରଙ୍କ ବାସଭବନ ପରିସରରେ ଥିବା ଚନ୍ଦନଗଛକୁ ଦୁର୍ବୃତ୍ତମାନେ କାଟିବା ସମୟରେ ତହସିଲଦାରଙ୍କ କବାଟରେ ଆଗପଟୁ…
ରାଜ୍ୟର ସମସ୍ତ ଜେଲ୍କୁ ଆଡଭାଇଜରି
ଭୁବନେଶ୍ୱର,୧୯।୩ (ବ୍ୟୁରୋ): ଜେଲ୍କୁ କରୋନା ଭୁତାଣୁ ସଂକ୍ରମଣରୁ ରୋକିବା ପାଇଁ କାରାଗାର ମହାନିର୍ଦ୍ଦେଶକ ବୁଧବାର ସ୍ବତନ୍ତ୍ର ଆଡଭାଇଜାରି ଜାରି କରିଛନ୍ତି। କାରାଗାରରେ ରହୁଥିବା ବନ୍ଦୀ ଏବଂ ବିଚାରାଧୀନ ଅଭିଯୁକ୍ତଙ୍କୁ କିପରି ଏହି ସଂକ୍ରମଣରୁ ଦୂରେଇ ରଖାଯାଇପାରିବ ସେନେଇ ଆବଶ୍ୟକ ପଦକ୍ଷେପ ନେବାକୁ…
Archives


