ଚାଇନାରେ ଦୁର୍ବଳ ହେଉଛି କରୋନା: ୨୪ ଘଣ୍ଟାରେ ଘଟିନି କୌଣସି ସଂକ୍ରମଣ
ବେଜିଂ, ୧୯।୩: କରୋନା ସଂକ୍ରମଣ ଚାଇନାରେ ଏବେ ଦୁର୍ବଳ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଏଠାରେ କୌଣସି ନୂଆ ସଂକ୍ରମଣ ଘଟଣା ଘଟି ନ ଥିବା ସରକାରଙ୍କ ପକ୍ଷରୁ କୁହାଯାଇଛି। ତେବେ ବିଦେଶରୁ ଆସିଥିବା ଲୋକଙ୍କ ମଧ୍ୟରୁ ୩୪ଜଣଙ୍କ…
ଦାରିଙ୍ଗବାଡ଼ି ବ୍ଲକ ଅଧ୍ୟକ୍ଷା ହରାଇଲେ ପଦବୀ: ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେବେ ଅଧ୍ୟକ୍ଷା
ଦାରିଙ୍ଗବାଡ଼ି,୧୯।୩(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଧ୍ୟକ୍ଷା ସୁବେନ୍ତୀ ପ୍ରଧାନ ନିଜ ପଦବୀ ପୁଣି ଥରେ ହରାଇଛନ୍ତି। ହାଇକୋର୍ଟ ତାଙ୍କ ପଦବୀକୁ ୧୩ ତାରିଖରେ ଅସିଦ୍ଧି ଘୋଷଣା କରିଛନ୍ତି। ପୂର୍ବରୁ ଏହି ମାମଲାରେ ଜିଲା ଦୌରାଜଜ୍ ବ୍ଲକ ଅଧ୍ୟକ୍ଷାଙ୍କ ସଭ୍ୟପଦ ରଦ୍ଦ…
ଘୁଞ୍ଚିଲା ହାଇକୋର୍ଟ ବାର୍ ନିର୍ବାଚନ
କଟକ ଅଫିସ,୧୯।୩ : ଆସନ୍ତା ୨୮ତାରିଖରେ ହାଇକୋର୍ଟ ବାର୍ ସମେତ ରାଜ୍ୟର ସମସ୍ତ ବାର୍ରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନକୁ କରୋନା ପାଇଁ ଘୁଞ୍ଚାଇ ଦିଆଯାଇଛି। ଏହି ନିର୍ବାଚନ ଏପ୍ରିଲ ୨୫ତାରିଖରେ ଅନୁଷ୍ଠିତ ହେବ ବୋଲି ରାଜ୍ୟ ଆଇନଜୀବୀ ପରିଷଦ ପକ୍ଷରୁ…
କେରୋନା ମୁକାବିଲା: ଫୁଟବଲ ପଡ଼ିଆ ହେଲା ହସ୍ପିଟାଲ
ଓ୍ବାଶିଂଟନ,୧୯।୩: ଆମେରିକାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏଠାରେ ୨ଜଣ ସାଂସଦ ମାରିଆ ଡିଆଜ୍ ଏବଂ ବେନ୍ ମ୍ୟାକ୍୍ଆଦମ୍ସ୍ଙ୍କୁ ମଧ୍ୟ କରୋନା ସଂକ୍ରମଣ ହୋଇଛି। ସେମାନଙ୍କୁ ଆଇସୋଲେଶନ କରି ରଖାଯାଇଛି। ସଂକ୍ରମିତଙ୍କ ଚିକିତ୍ସା ଲାଗି ଓ୍ବାଶିଂଟନରେ ଥିବା କିଙ୍ଗ୍ କାଉଣ୍ଟି…
କରୋନା ଭାଇରସର ଚିକିତ୍ସା ପଦ୍ଧତି ଖୋଜୁଥିବା ବିଶେଷଜ୍ଞଙ୍କ ସହ ଅଛନ୍ତି ମୂଳ ଭାରତୀୟ ଅରିଞ୍ଜୟ ବାନାର୍ଜୀ
ଟୋରୋଣ୍ଟୋ,୧୯।୩: କରୋନା ଭାଇରସ ଏବେ ପ୍ରାୟ ୧୬୦ ଦେଶକୁ ନିଜ କବଳକୁ ନେଇ ସାରିଥିବା ବେଳେ ଏବେ ଏଥିରେ ୮ ହଜାରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହୋଇ ସାରିଲାଣି। ବିଶ୍ୱରେ ୨ ଲକ୍ଷରୁ ଉର୍ଦ୍ଧ୍ୱ ଲୋକ ଏବେ କରୋନା ଭାଇରସରେ ସଂକ୍ରମିତ…
ଆଜିଠୁ ମାଟ୍ରିକ ଖାତା ମୂଲ୍ୟାୟନ
କଟକ ଅଫିସ,୧୯।୩ : ମାଧ୍ୟମିକ ଶିକ୍ଷା ପରିଷଦ ଓଡ଼ିଶା ଦ୍ୱାରା ଆୟୋଜିତ ଦଶମ ଶ୍ରେଣୀ ପରୀକ୍ଷା ଖାତା ମୂଲ୍ୟାୟନ ଗୁରୁବାରଠାରୁ ଆରମ୍ଭ ହେବ। ୬୧ଟି କେନ୍ଦ୍ରରେ ପ୍ରାୟ ୧୬ହଜାର ପରୀକ୍ଷକ ନିୟୋଜିତ ହୋଇଛନ୍ତି। ଖାତା ମୂଲ୍ୟାୟନ ପାଇଁ ସମସ୍ତ କେନ୍ଦ୍ରଗୁଡ଼ିକରେ ବୁଧବାର…
ମଧ୍ୟାହ୍ନଭୋଜନ ସଂକ୍ରାନ୍ତରେ ସପ୍ତାହ ମଧ୍ୟରେ ଜଣାଇବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୧୯।୩ (ବ୍ୟୁରୋ): କରୋନା(କୋଭିଡ-୧୯) ଭୂତାଣୁ ଯେପରି ସଂକ୍ରମଣ ନ ହେବ ପ୍ରତିକାର ସ୍ବରୂପ ରାଜ୍ୟ ସରକାର ରାଜ୍ୟର ସମସ୍ତ ସ୍କୁଲଗୁଡିକୁ ବନ୍ଦ ଘୋଷଣା କରିଛନ୍ତି। ତେବେ ଏହି ସମୟରେ ସ୍କୁଲ ପିଲାମାନଙ୍କୁ ମଧ୍ୟାହ୍ନଭୋଜନ ମିଳୁ ନାହିଁ। ବନ୍ଦ ହୋଇଥିବା ସ୍କୁଲଗୁଡିକର ପିଲାମାନଙ୍କୁ…
୧୭୬ ଦେଶରେ କରୋନା: ସଂକ୍ରମଣରେ ୮,୯୬୯ଜଣଙ୍କ ମୃତ୍ୟୁ
ନୂଆଦିଲ୍ଲୀ/ଓ୍ବାଶିଂଟନ,୧୯।୩: କରୋନା ସଂକ୍ରମଣ ଧୀରେଧୀରେ ପୃଥିବୀର ଗୋଟିଏ ପରେ ଗୋଟିଏ ଦେଶରେ ପହଞ୍ଚିବାରେ ଲାଗିଛି ଇତିମଧ୍ୟରେ ଏହା ୧୭୬ଟି ଦେଶରେ ଆତଙ୍କ ସୃଷ୍ଟି କରିଛି। ଗୋଟିଏ ଦିନ ତଳେ ସଂକ୍ରମିତ ଦେଶ ସଂଖ୍ୟା ୧୬୫ ଥିବାବେଳେ ଏବେ ଏଥିରେ ୧୧ଟି ନୂଆ…
ମାଈ ହାତୀ ମୃତଦେହ ଉଦ୍ଧାର
ବନ୍ତଳା,୧୯।୩ (ଡି.ଏନ.ଏ.): ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ପୁରୁଣାକୋଟ ରେଞ୍ଜ ବାଘମୁଣ୍ଡା ରିଜର୍ଭ ଜଙ୍ଗଲରୁ ବୁଧବାର ଏକ ମାଈହାତୀର ମୃତଦେହ ଉଦ୍ଧାର କରାଯାଇଛି। ଖବରପାଇ ସାତକୋଶିଆ ଡିଏଫଓ ରାମସ୍ବାମୀ ପି, ବାଘମୁଣ୍ଡା ବିଟର ଫରେଷ୍ଟର ଓ ବନକର୍ମଚାରୀ ପହଞ୍ଚି ମୃତଦେହ ଜବତ…
ସେଲ୍ଫ ଆଇସୋଲେଶନରେ ସୋନମ: ଝରକା ଦେଇ ଶାଶୁଙ୍କ ସହ କଥା ହେଲେ
ମୁମ୍ବାଇ, ୧୯।୩: ବଲିଉଡ୍ ନାୟିକା ସୋନମ କପୁର କରୋନାରୁ ଦୂରେଇ ରହିବା ପାଇଁ ସେଲ୍ଫ ଆଇସୋଲେଶନରେ ଥିବା ଜଣାପଡିଛି। ନିକଟରେ ସେ ତାଙ୍କ ସ୍ବାମୀ ଆନନ୍ଦ ଆହୁଜାଙ୍କ ସହ ଲଣ୍ଡନରୁ ଫେରିଥିବା ବେଳେ ନିଜ ଘରେ ୧୪ ଦିନ ପାଇଁ ସେଲ୍ଫ…
କଲଭର୍ଟ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର
ପାଟଣା,୧୯ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ୪୯ ନମ୍ବର ଜାତୀୟ ରାଜପଥ ଖିରେଇଟାଙ୍ଗିରି ନିକଟରେ ଏକ କଲଭର୍ଟ ତଳୁ ଗୁରୁବାର ସକାଳୁ ଜଣେ ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ଜଣକ ହେଉଛନ୍ତି ଚିଲିଦା ଗ୍ରାମର ପ୍ରଦୀପ…
କୋଷ୍ଟଗାର୍ଡରେ ସାମିଲ ହେଲା ‘ଭରଦ୍’
ପାରାଦୀପ, ୧୯।୩ (ସ୍ବ.ପ୍ର.): ଉତ୍ତର-ପୂର୍ବ ଉପକୂଳ ସମୁଦ୍ର ସୀମାରେ ପାଟ୍ରୋଲିଂ ପାଇଁ ବୁଧବାର ଭାରତୀୟ ତଟରକ୍ଷୀ ବାହିନୀ(କୋଷ୍ଟଗାର୍ଡ)ରେ ଅତ୍ୟାଧୁନିକ ଯୁଦ୍ଧଜାହାଜ ‘ଭରଦ’ ସାମିଲ ହୋଇଛି। ବୁଧବାରଠାରୁ ଏହା ପାରାଦୀପସ୍ଥିତ ଓଡ଼ିଶା କୋଷ୍ଟଗାର୍ଡ ମୁଖ୍ୟାଳୟ-୭ରୁ ପାଟ୍ରୋଲିଂ ଆରମ୍ଭ କରିଛି ବୋଲି କୋଷ୍ଟଗାର୍ଡ ପକ୍ଷରୁ…
Archives


