ଡିଜିପି ଅଭୟଙ୍କ କାର୍ଯ୍ୟକାଳ ବୃଦ୍ଧି
ଭୁବନେଶ୍ୱର,୧୯।୩ (ବ୍ୟୁରୋ): ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଅଭୟଙ୍କ କାର୍ଯ୍ୟକାଳକୁ ସରକାର ବୃଦ୍ଧି କରିଛନ୍ତି। ଏନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ବୁଧବାର ଏକ ବିଜ୍ଞପ୍ତି ନଂ.୧୩୨୨୯ ପ୍ରକାଶ ପାଇଛି। ୧୯୮୬ ବ୍ୟାଚ୍ ଓଡ଼ିଶା କ୍ୟାଡର ଆଇପିଏସ୍ ଅଫିସର ଅଭୟ ୨୦୧୯…
କରୋନା ସଂକ୍ରମଣ ଯୋଗୁ ବାତିଲ ହେଲା ୧୬୮ ଟ୍ରେନ୍
ନୂଆଦିଲ୍ଲୀ,୧୯।୩: କରୋନା କବଳରେ ସାରା ବିଶ୍ୱ। ଏବେ ଏହା ଭାରତ ପାଇଁ ଚ୍ୟାଲେଞ୍ଜ ହୋଇ ଠିଆ ହୋଇଛି। ଏବେ ଭାରତରେ ଏହା ଷ୍ଟେଜ୍ ୨ରେ ଥିବାରୁ ଏହାକୁ ଦୂରେଇ ଦେବାକୁ ଚାଲିଛି ପ୍ରୟାସ। ଦେଶର ବିଭିନ୍ନ ସ୍ଥାନରେ ଏକ ପ୍ରକାର ଅଘୋଷିତ…
ଗାଁରେ ହୁଏନି କେବେ ବି ବର୍ଷା
ସାନା,୧୯।୩: ପୃଥିବୀର ବିଭିନ୍ନ ଅଞ୍ଚଳରେ ବହୁ ରୋଚକ ରହସ୍ୟ ରହିଛି। ଭାରତର ମେଘାଳୟରେ ଥିବା ଗାସିନରାମ ଗାଁରେ ସର୍ବଧିକ ବର୍ଷା ହୋଇଥାଏ। ତେବେ ଏଭଳି ଗାଁ ରହିଛି ଯେଉଁଠି କେବେ ବି ବର୍ଷା ହୁଏ ନାହିଁ। ଏହି ଗାଁର ନାମ ହେଉଛି…
କରୋନା ପ୍ରତିରୋଧ ଲାଗି ସ୍କାଉଟ ଗାଇଡ୍ ବ୍ରିଗେଡ ଗଠନ
ଭୁବନେଶ୍ୱର, ୧୯।୩ (ବ୍ୟୁରୋ): କରୋନା ସଂକ୍ରମଣ ରୋକିବାକୁ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ରାଜ୍ୟ ଭାରତ ସ୍କାଉଟ୍ସ ଏବଂ ଗାଇଡ୍ସ ପକ୍ଷରୁ ସ୍କାଉଟ ଗାଇଡ୍ ବ୍ରିଗେଡ ଗଠନ କରାଯାଇଛି। ଏଥିରେ ରାଜ୍ୟର ୨୦ ଜିଲାର ୧୪୦ ସ୍କାଉଟ ମାଷ୍ଟର ଓ ଗାଇଡ୍ କ୍ୟାପ୍ଟେନ…
କରୋନା ଭାଇରସ: ନଏଡ଼ାରେ ହୋଇପାରେ ୪ଶହ ଶଯ୍ୟା ବିଶିଷ୍ଟ ହସ୍ପିଟାଲ
ନୂଆଦିଲ୍ଲୀ,୧୯।୩: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ବୁଧବାର ସୁଦ୍ଧା ଭାରତରେ ୧୬୬ ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଏହାକୁ ଦୃଷ୍ଟିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଦେଶକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି। ଏହାପରେ ନୋଏଡାରେ…
ରେଷ୍ଟୁରାଣ୍ଟ ବ୍ୟବସାୟକୁ କରୋନା ମାଡ଼
ଭୁବନେଶ୍ୱର,୧୯।୩ (ବ୍ୟୁରୋ): ମହାମାରୀ କରୋନା ଏବେ ବିଶ୍ୱ ଅର୍ଥନୀତିକୁ ଦୋହଲାଇ ଦେଇଥିବାବେଳେ ଓଡ଼ିଶାରେ ମଧ୍ୟ ଏହାର ଗୁରୁତର ପ୍ରଭାବ ପଡ଼ିଛି। କରୋନା ପାଇଁ ଶିଳ୍ପ ଓ ବ୍ୟବସାୟ ପ୍ରତିଷ୍ଠାନ କ୍ଷତିଗ୍ରସ୍ତ ହୋଇଛି। ରେଷ୍ଟୁରାଣ୍ଟରୁ ଆରମ୍ଭକରି ଜିମ୍ ପର୍ଯ୍ୟନ୍ତ ସବୁକିଛି ଏବେ ଫାଙ୍କା…
ଗହଳି କମାଇବାକୁ ସମସ୍ତ ବ୍ୟାଙ୍କକୁ ନିର୍ଦ୍ଦେଶ ଦେଲା ବିଏମ୍ସି
ଭୁବନେଶ୍ୱର,୧୯।୩ (ବ୍ୟୁରୋ): କରେନା ସଂକ୍ରମଣକୁ ଏଡ଼ାଇବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ନିଜ ଅଞ୍ଚଳରେ ଥିବା ସମସ୍ତ ସରକାରୀ ଓ ଘରୋଇ ବ୍ୟାଙ୍କ ପାଇଁ ବିଏମ୍ସି କମିଶନର ପ୍ରେମଚନ୍ଦ୍ର ଚୌଧାରୀ ନିର୍ଦ୍ଦେଶନାମା ଜାରି କରିଛନ୍ତି। ବ୍ୟାଙ୍କରେ ଗହଳି କମାଇବା, ପ୍ରବେଶ…
ମାସେ ପର୍ଯ୍ୟନ୍ତ ଜନଆନ୍ଦୋଳନ କରିବନି ଭାଜପା
ଭୁବନେଶ୍ୱର,୧୯।୩ (ବ୍ୟୁରୋ): କରୋନା ଲାଗି ବିଧାନସଭା ବନ୍ଦ ହେବାକୁ ବିରୋଧ କରୁଥିବା ଭାଜପା ଏବେ ଏହି ମହାମାରୀ ରୋଗକୁ ଦୃଷ୍ଟିରେ ରଖି ଦଳର ସବୁ କାର୍ଯ୍ୟକ୍ରମ ଆସନ୍ତା ଏକ ମାସ ପର୍ଯ୍ୟନ୍ତ ବନ୍ଦ କରିବାକୁ ଘୋଷଣା କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…
ଭଡ଼ାଟିଆଙ୍କୁ ବିଦା କରିପାରିବେନି ଘର ମାଲିକ
ଭୁବନେଶ୍ୱର,୧୯।୩ (ବ୍ୟୁରୋ): ଭୁବନେଶ୍ୱରରୁ ଓଡ଼ିଶାର ପ୍ରଥମ କରୋନା ଭାଇରସ ସଂକ୍ରମିତ ଚିହ୍ନଟ ହେବା ପରଠାରୁ ସହରବାସୀ ଆତଙ୍କିତ ହୋଇପଡିଛନ୍ତି। ଏଥିସହ ସରକାରୀ ସ୍ତରରେ କଟକଣା ଓ ସଚେତନତାକୁ ତ୍ୱରାନ୍ବିତ କରାଯାଇଛି। କେତେକ ଶିକ୍ଷାନୁଷ୍ଠାନ ହଷ୍ଟେଲକୁ ମଧ୍ୟ ଖାଲି କରିବାକୁ ନିର୍ଦ୍ଦେଶ ଦିଆଯାଇଛି।…
କରୋନା ଭୟରେ ପୋଷା ଜନ୍ତୁଙ୍କୁ ପରିତ୍ୟାଗ ନ କରିବାକୁ ପରାମର୍ଶ
ଭୁବନେଶ୍ୱର, ୧୯।୩ (ବ୍ୟୁରୋ): କରୋନା ସଂକ୍ରମଣ ଭୟରେ ରାଜ୍ୟରେ କିଛି ଲୋକ ନିଜ ପୋଷା ତଥା ଗୃହପାଳିତ ଜୀବଜନ୍ତୁଙ୍କୁ ଘରୁ ବାହାର କରିଦେଉଛନ୍ତି। ଏହି ନିରୀହ ପଶୁମାନେ ଖାଦ୍ୟ, ପାନୀୟ ଓ ଆଶ୍ରୟ ଠିକ୍ ଭାବରେ ପାଉନାହାନ୍ତି। ଏପରିସ୍ଥଳେ ବିଶ୍ୱ ସ୍ବାସ୍ଥ୍ୟ…
ହୋମ୍ କ୍ୱାରାଣ୍ଟାଇନ୍ ସହ ମହାପ୍ରଭୁଙ୍କ ଅଣସରକୁ ତୁଳନା କଲେ ବାଗ୍ଚୀ
ଭୁବନେଶ୍ୱର, ୧୯।୩ (ବ୍ୟୁରୋ): ଯେଉଁମାନେ ବିଦେଶରୁ ଆସିଛନ୍ତି ସେମାନେ ୧୪ ଦିନ କ୍ୱାରାଣ୍ଟାଇନରେ ରହିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହାକୁ ନେଇ ଏବେ ଅନେକ ବିଦେଶ ଫେରନ୍ତାଙ୍କ ଚିନ୍ତା ବଢ଼ଛି। ଭାରତରେ ବିଭିନ୍ନ ସହରରେ ଦେଖାଯାଇଛି ଯେ, କ୍ୱାରାଣ୍ଟାଇନରେ ଥିବା ସନ୍ଦିଗ୍ଧ…
ସୋସିଆଲ୍ ମିଡ଼ିଆରେ ଛାତ୍ରୀଛାତ୍ରଙ୍କୁ ଦିଆଯିବ ହୋମ୍ ଓ୍ବାର୍କ
ଅହମଦାବାଦ୍, ୧୯।୩: ସାରା ବିଶ୍ୱରେ କରୋନାକୁ ନେଇ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସୁରକ୍ଷା ଦୃଷ୍ଟିରୁ ସମସ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ କରି ଦିଆଯାଇଛି। ଛାତ୍ରୀଛାତ୍ରଙ୍କ ପାଠପଢ଼ା ବାଧାପ୍ରାପ୍ତ ହେଉଛି। ତେବେ ଗୁଜରାଟରେ ଶିକ୍ଷା ବିଭାଗ ସରକାରୀ ସ୍କୁଲ ଶିକ୍ଷକଙ୍କୁ ପିଲାଙ୍କ ଘର…
Archives


