ଭାରତୀୟ କ୍ରିକେଟ ଦଳର ଜର୍ସିରେ ଅନୁଷ୍କା ଶର୍ମା
ବଲିଉଡ୍ ଅଭିନେତ୍ରୀ ତଥା ଭାରତୀୟ କ୍ରିକେଟ୍ ଦଳର ଅଧିନାୟକ ବିରାଟ କୋହଲିଙ୍କ ସ୍ତ୍ରୀ ଅନୁଷ୍କା ଶର୍ମା ଅନେକ ଦିନ ବ୍ୟବଧାନ ପରେ ଫିଲ୍ମ ଶୁଟିଂ ଆରମ୍ଭ କରିଛନ୍ତି। ଶୁଟିଂ ସେଟ୍ରେ ତାଙ୍କୁ ଭାରତୀୟ କ୍ରିକେଟ ଦଳର ଜର୍ସି ପିନ୍ଧିଥିବାର ଦେଖାଯାଇଛି। ତେବେ…
ଜିମ୍ବାଓ୍ବେରେ ଦୁଇ ଟେଷ୍ଟ ମ୍ୟାଚ ଖେଳିବ ଶ୍ରୀଲଙ୍କା
କଲମ୍ବୋ, ୧୩ା୧ (ଏଏଫ୍ପି)-ଶ୍ରୀଲଙ୍କା କ୍ରିକେଟ ଟିମ୍ ଗୁରୁବାର ଜିମ୍ବୋଓ୍ବେ ଅଭିମୁଖେ ଯାତ୍ରା କରିବ। ଦଳ ସେଠାରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବ। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ବାସନ୍ଦ ଦଣ୍ଡ ଉଠାଇବା ପରେ ଆୟୋଜକ ଆଫ୍ରିକୀୟ ଦେଶ ପାଇଁ…
ଟି୨୦ ବିଶ୍ୱକପ୍ ଦଳ ସଂଖ୍ୟା ୨୦କୁ ବୃଦ୍ଧି ଲାଗି ଆଇସିସିର ଯୋଜନା
ଲଣ୍ଡନ,୧୩ା୧(ପି.ଟି.)-ଟି୨୦ ବିଶ୍ୱକପ୍ରେ ଅଂଶଗ୍ରହଣକାରୀ ଦଳ ସଂଖ୍ୟା ୧୬ରୁ ୨୦କୁ ବୃଦ୍ଧି କରିବା ଲାଗି ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଯୋଜନା କରୁଛି। ଗଣମାଧ୍ୟମରେ ଏ ସମ୍ପର୍କିତ ଖବର ପ୍ରକାଶ ପାଇଛି। ୨୦୨୩ରୁ ୨୦୩୧ ପର୍ଯ୍ୟନ୍ତ ପ୍ରସ୍ତୁତ ହୋଇଥିବା କ୍ରିକେଟ କ୍ୟାଲେଣ୍ଡର ଭିତରେ…
ଚନ୍ଦନେଶ୍ୱରରେ ବଙ୍ଗୀୟ ମହିଳାଙ୍କୁ ବଳାତ୍କାର
ଭୋଗରାଇ, ୧୩।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ତାଳସାରୀ ମେରାଇନ୍ ଥାନା ଅଧୀନ ଚନ୍ଦନେଶ୍ୱରସ୍ଥିତ ଏକ ହୋଟେଲରେ ଜଣେ ବଙ୍ଗୀୟ ମହିଳାଙ୍କୁ ରବିବାର ରାତିରେ ବଳାତ୍କାର କରାଯାଇଛି। ଏହି ଘଟଣାରେ ପୋଲିସ ଉକ୍ତ ହୋଟେଲ ମ୍ୟାନେଜରଙ୍କ ସହ ପୀଡ଼ିତାଙ୍କୁ ଅଟକ ରଖି ପଚରାଉଚରା କରୁଛି।…
ଭାଜପାକୁ ଝଟକା: ବିହାରରେ ଲାଗୁ ହେବ ନାହିଁ ଏନ୍ଆର୍ସି
ପାଟନା,୧୩।୧: ଭାଜପାର ବିହାର ସହଯୋଗୀ ଜେଡିୟୁ ଜାତୀୟ ନାଗରିକ ପଞ୍ଜିକା (ଏନ୍ଆର୍ସି) ବିହାରରେ ଲାଗୁ ହେବାକୁ ମନା କରିଦେଇଛି। ଫଳରେ ଭାଜପାକୁ ଝଟକା ଲାଗିଛି। ସୋମବାର ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ବିହାର ବିଧାନସଭାରେ କହିଛନ୍ତି ଯେ, ଜେଡିୟୁ ସିଏଏ ଉପରେ…
ପ୍ରସବ ଯନ୍ତ୍ରଣା ଅସହ୍ୟ ହେବାରୁ ୪ କିଲୋମିଟର ବରଫରେ ଚାଲିଲେ ଗର୍ଭବତୀ
ହିମାଚଳପ୍ରଦେଶ: ଜଣେ ଗର୍ଭବତୀ ମହିଳା ପ୍ରସବ ଯନ୍ତ୍ରଣା ସହି ନ ପାରି ୪ କିଲୋମିଟର ବରଫରେ ଚାଲି ହସ୍ପିଟାଲରେ ପହଞ୍ଚିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ତୀର୍ଥନ ଘାଟି ନୋହାଣ୍ଡା ପଞ୍ଚାୟତ ଝଲେରି ଗାଁର ସଞ୍ଜୁଙ୍କ କ୍ଷେତ୍ରରେ ଏପରି ଘଟିଛି। ରାସ୍ତାରେ…
ଆରପାରିରେ ବିଶିଷ୍ଟ ଫିଲ୍ମ ନିର୍ଦ୍ଦେଶକ ମନମୋହନ ମହାପାତ୍ର
ଭୁବନେଶ୍ୱର, ୧୩।୧: ବିଶିଷ୍ଟ ଫିଲ୍ମ ନିର୍ମାତା ଏବଂ ନିର୍ଦ୍ଦେଶକ ମନମୋହନ ମହାପାତ୍ରଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କ ୬୯ ବର୍ଷ ବୟସ ହୋଇଥିଲା। ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ତାଙ୍କ ମୃତ୍ୟୁ ହୋଇଥିବା ସାନ ପୁଅ ମନତୋଷ ମହାପାତ୍ର ସୂଚନା ଦେଇଛନ୍ତି।…
ଆଚାର ସଂହିତା ଉଲ୍ଲଂଘନ ଅଭିଯୋଗରେ ଭାଜପା, ଏଏପିକୁ ନିର୍ବାଚନ କମିଶନରଙ୍କ ନୋଟିସ
ନୂଆଦିଲ୍ଲୀ,୧୩।୧: ରାଜଧାନୀରେ ବିଧାନସଭା ନିର୍ବାଚନ ପାଇଁ ବିଗୁଲ ବାଜିସାରିଛି। ନିର୍ବାଚନ ତାରିଖ ଘୋଷଣା ହେବା ସହ ଆଚାର ସଂହିତା ମଧ୍ୟ ଲାଗୁ ହୋଇଯାଇଛି। ଏହାପରେ ଶାସନ କ୍ଷମତାରେ ଥିବା ଆମ୍ ଆଦମୀ ପାର୍ଟି (ଏଏପି) ଓ ଭାରତୀୟ ଜନତା ପାର୍ଟି (ଭାଜପା)…
ପଥରରେ ଛେଚି ଜଣଙ୍କୁ ହତ୍ୟା: ମୃତଦେହ ଉଦ୍ଧାର
ଯୋଡ଼ା,୧୩।୧(ଡି.ଏନ୍.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ କାଳିମାଟି ନୂଆ ହଟିଂ ରାସ୍ତାପାର୍ଶ୍ୱରୁ ଜଣଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ବାମେବାରୀ ଥାନା ଓଆଇସି ଅମିତାଭ ଦାସଙ୍କ ଠାରୁ ମିଳିଥିବା ସୂଚନାରୁ ଜଣାପଡ଼ିଛି ଯେ, ସୋମବାର ସ୍ଥାନୀୟ ନୂଆ ହଟିଂବାସୀଙ୍କଠାରୁ ଖବର…
ଅଙ୍ଗନଓ୍ବାଡ଼ି କେନ୍ଦ୍ର ପରିଦର୍ଶନ କଲେ ମହିଳା ଓ ଶିଶୁକଲ୍ୟାଣ ମନ୍ତ୍ରୀ
ସାକ୍ଷୀଗୋପାଳ,୧୩।୧(ଡି.ଏନ୍.ଏ.): ରାଜ୍ୟ ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଟୁକୁନି ସାହୁ ସୋମବାର ପୁରୀ ଜିଲା ସତ୍ୟବାଦୀ ବ୍ଲକର ଅଙ୍ଗନଓ୍ବାଡ଼ି କେନ୍ଦ୍ର ପରିଦର୍ଶନ କରିଛନ୍ତି। ସାନକଞ୍ଜିଆ, ବଡ଼ହାଟ ଓ ମୂଳ ଅଳସା କେନ୍ଦ୍ରରେ ପହଞ୍ଚି ମନ୍ତ୍ରୀ ପ୍ରଥମେ ପିଲାମାନଙ୍କର ଉପସ୍ଥାନ, ସେମାନଙ୍କୁ…
ଟିଭି କିଣି ଆସିଥିବା ଲୋକଙ୍କ ଭିଡ଼କୁ ଦେଖି ଶେଷରେ ପୋଲିସ ଡାକିଲେ ମାଲିକ
ଯଦି କୌଣସି ବ୍ରାଣ୍ଡର ଦାମିକିଆ ଟିଭି ଶସ୍ତାରେ ମିଳିଯାଏ, ତେବେ କେହି ତାକୁ ହାତଛଡ଼ା କରିବାକୁ ଚାହିଁବେନି। ଆହୁରି ଗୋଟିଏ ଜାଗାରେ ୪-୪ଟି ଟିଭି କିଣିବେ। କିଛି ଏଭଳି ଘଟଣା ଦେଖିବାକୁ ମିଳିଛି ଫ୍ରାନ୍ସରେ। ସହରର ଏକ ସପିଂ ମଲ୍ରେ ୩୧୫୦୦ଟଙ୍କାର…
କଂଗ୍ରେସକୁ ଝଟ୍କା: ମହାବଲ ମିଶ୍ରାଙ୍କ ପୁଅ ବିନୟ ଏଏପିରେ ସାମିଲ
ନୂଆଦିଲ୍ଲୀ,୧୩।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଏକ ଶକ୍ତ ଝଟ୍କା ଲାଗିଛି। ଦଳର ବରିଷ୍ଠ ନେତା ତଥା ପୂର୍ବତନ ଏମ୍ପି ମହାବଳ ମିଶ୍ରାଙ୍କ ପୁଅ ବିନୟ ମିଶ୍ରା ସୋମବାର ଆମ୍ ଆଦମୀ ପାର୍ଟି(ଏଏପି)ରେ ଯୋଗଦେଇଛନ୍ତି। ବିନୟଙ୍କ ସହ ଅନ୍ୟ କିଛି…
Archives


