Home

୩ ଖଣି ଲିଜ୍‌ଧାରୀଙ୍କ ସମ୍ପତ୍ତି ଜବତ ଲାଗି ଜିଲାପାଳଙ୍କ କୋର୍ଟର ନିର୍ଦ୍ଦେଶ

କେନ୍ଦୁଝର,୧୫ା୨(ଡି.ଏନ୍‌.ଏ.): ଜରିମାନା ଖିଲାପୀ ୩୧ଟି ଖଣିର ୨୩ ଲିଜ୍‌ଧାରୀଙ୍କ ନାମରେ ଓପିଡିଆର୍‌ ସାର୍ଟିଫିକେଟ ମାମଲା ଦାଏର ହୋଇ ୬୩୫୦କୋଟି ଟଙ୍କା ଜରିମାନା ଧାର୍ଯ୍ୟ କରାଯାଇଥିଲା। ଇତିମଧ୍ୟରେ କେତେକ ଲିଜ୍‌ଧାରୀଙ୍କ ବିରୋଧରେ ଆଇନଗତ ପଦକ୍ଷେପ ନେଇ ସମ୍ପତ୍ତି ଜବତ ପାଇଁ ପ୍ରକ୍ରିୟା ଜାରି…

ଛାତ୍ରୀଙ୍କ ପ୍ୟାଣ୍ଟ ଖୋଲି ହରଡ଼ଘଣାରେ ଶିକ୍ଷୟିତ୍ରୀ: ଥାନାରେ ଅଣ୍ଡର ଟେକିଂ ଲେଖି ମୁକୁଳିଲେ

ବ୍ରହ୍ମପୁର ଅଫିସ,୧୫।୨: ଗଞ୍ଜାମ ଜିଲା ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଏକ ଘରୋଇ ସ୍କୁଲରେ ଅଭାବନୀୟ ଘଟଣା ଘଟିଛି। ଶ୍ରେଣୀଗୃହରେ ଜଣେ ଶିକ୍ଷୟିତ୍ରୀ ଜଣେ ଛାତ୍ରୀଙ୍କ ପ୍ୟାଣ୍ଟ ଖୋଲିଦେବାରୁ ହରଡ଼ଘଣାରେ ପଡ଼ିଛନ୍ତି। ଫଳରେ ଛାତ୍ରୀଙ୍କ ଅଭିଭାବକ ସ୍କୁଲ ପ୍ରିନ୍ସପାଲଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।…

ପୁଇଁତୋଳାରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ: କୋଡ଼ିରେ ଜଣଙ୍କୁ ଆକ୍ରମଣ

ଗଞ୍ଜାମ,୧୫।୨(ଡି.ଏନ୍‌.ଏ.) : ଗଞ୍ଜାମ ଥାନା ବଡ଼ବଜାରଠାରେ କୌଣସି ଘଟଣାକୁ କେନ୍ଦ୍ର କରି ପୁଇଁତୋଳା ଗ୍ରାମର କିଛି ବ୍ୟକ୍ତି କରଣସାହିର ଜଣେ ବ୍ୟକ୍ତିଙ୍କୁ କୋଡ଼ିରେ ଶନିବାର ଆକ୍ରମଣ କରିଛନ୍ତି। ଆହତ ବ୍ୟକ୍ତି ଜଣକ ହେଲେ କରଣ ସାହିର କାହ୍ନୁ ନାହାକ। ଖବର ପାଇ…

ବାଙ୍କୀରେ ଡବଲ ମର୍ଡର: ସରପଞ୍ଚଙ୍କ ସ୍ବାମୀ,ଖବରଦାତାଙ୍କୁ ହାଣି ହତ୍ୟା

ବାଙ୍କୀ, ୧୫ା୨ (ସ୍ବ.ପ୍ର.): କଟକ ଜିଲା ବାଙ୍କୀରେ ଘଟିଛି ଡବଲ ମର୍ଡର। ବରପୁଟ ପଞ୍ଚାୟତର ଜୋକଲାଞ୍ଜି ପ୍ରକଳ୍ପ ନିକଟରେ ସରପଞ୍ଚଙ୍କ ସ୍ବାମୀ ଓ ଜଣେ ଖବରଦାତାଙ୍କୁ ଶନିବାର ଅପରାହ୍ନରେ ଗୋଡ଼ାଇ ଗୋଡ଼ାଇ ହାଣି ହତ୍ୟା କରାଯାଇଛି। ମୃତକ ଦ୍ୱୟ ହେଲେ ଖଜୁରିପଦା…

ଦ୍ୱିତୀୟ ଥର ମା’ ହେଲେ ଏହି ଅଭିନେତ୍ରୀ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଲିଜା ହେଡେନ୍‌ଙ୍କ ଘରକୁ ଖୁସି ଖବର ଆସିଛି। ସେ ଦ୍ୱିତୀୟ ଥର ମା’ ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ସେ ଏକ ପୁତ୍ରସନ୍ତାନକୁ ଜନ୍ମ ଦେଇଛନ୍ତି। ତା’ର ନାଁ ରଖିଛନ୍ତି ଲିଓ। ପ୍ରଶଂସକଙ୍କୁ ଏହି ଖୁସି ଜଣାଇବା…

ଆଦର୍ଶ ଶିକ୍ଷକ ପୂର୍ଣ୍ଣଚନ୍ଦ୍ରଙ୍କ ପରଲୋକ

ଭବାନୀପାଟଣା,୧୫।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅନ୍ତର୍ଗତ ଦେପୁର ଗ୍ରାମର ଆଦର୍ଶ ଶିକ୍ଷକ ପୂର୍ଣ୍ଣଚନ୍ଦ୍ର ସାବତଙ୍କ ୭୧ ବର୍ଷ ବୟସରେ ପରଲୋକ ଘଟିଛି ା ସ୍ବର୍ଗତ ସାବତ ଜଣେ ଆଦର୍ଶ ଶିକ୍ଷକ ଭାବେ କଳାହାଣ୍ଡି ଜିଲାରେ ପରିଚିତ ଥିଲେ ା…

ଭୀମଭୋଇ ମେଡିକାଲ କଲେଜ ହସ୍‌ପିଟାଲରେ ଷ୍ଟାଫ୍‌ନର୍ସଙ୍କୁ ମାଡ଼ ଘଟଣା: ଅଭିଯୁକ୍ତ ଗିରଫ ପ୍ରତିଶ୍ରୁତି ପରେ ଧାରଣାରୁ ଉଠିଲେ

ବଲାଙ୍ଗୀର ଅଫିସ, ୧୫।୨- ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍‌ପିଟାଲରେ ଗତ ଗୁରୁବାର ରାତିରେ ଦୁଇଜଣ ବ୍ୟକ୍ତି ଜଣେ କାର୍ଯ୍ୟରତା ଷ୍ଟାଫନର୍ସଙ୍କୁ ମାଡ଼ ମାରିଥିଲେ । ଏହି ଘଟଣାକୁ ନେଇ ଷ୍ଟାଫନର୍ସମାନେ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଚେତାବନୀ ଦେଇଥିଲେ। ବଲାଙ୍ଗୀର ଟାଉନ…

ଦେଶ ପାଇଁ ଶହୀଦ ହେଲେ ରଣାମୁଣ୍ଡଳୀ ଗ୍ରାମର ଅଭିରାମ, ତ୍ରିରଙ୍ଗାମୟ ହେଲା ବସ୍ତା ବଜାର

ବସ୍ତା,୧୫।୨(ଡି.ଏନ୍‌.ଏ.): ହିମାଚଳ ପ୍ରଦେଶରେ କାର୍ଯ୍ୟରତ ଥିବା ବସ୍ତା ବ୍ଲକ ରଣାମୁଣ୍ଡଳୀ ଗ୍ରାମର ଅଭିରାମ ଦେଶ ପାଇଁ ଶହୀଦ ହୋଇଥିବା ଜଣାପଡ଼ିଛି। ସେ ପ୍ରତିରକ୍ଷା ବିଭାଗରେ କାମ କରୁଥିବା ବେଳେ ଶହୀଦ ହୋଇଛନ୍ତି। ମୃତ୍ୟୁର ସଠିକ୍‌ କାରଣ ଜଣାପଡ଼ିନାହିଁ। ତେବେ ମରଶରୀରକୁ ସମ୍ମାନ…

ସଚେତନତା ସତ୍ତ୍ୱେ ଗଞ୍ଜାମରେ ଅଲୋଡ଼ା ଶିଶୁକନ୍ୟା: ଦୁଇଟି ସ୍ଥାନରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର ଅଫିସ, ୧୫ା୨- ସରକାର କନ୍ୟା ସନ୍ତାନର ସୁରକ୍ଷା ପାଇଁ ଅନେକ ଯୋଜନା କରିଛନ୍ତି । ଏପରିକି କନ୍ୟା ସନ୍ତାନମାନେ ଦେଶର ଅମୂଲ୍ୟ ସମ୍ପତ୍ତି ବୋଲି ସରକାର ଅନେକ ଥର କହିଛନ୍ତି। ସେଥିପାଇଁ କେନ୍ଦ୍ର ସରକାର ବେଟି ବଚାଓ, ବେଟି ପଢ଼ାଓ…

ଦ୍ୱାର ସମ୍ମୁଖରେ କଳସ ରଖିଲେ ମିଳିଥାଏ ଏସବୁ ଲାଭ

ଗୃହପ୍ରବେଶ, ନବରାତ୍ରି ପୂଜା, ଦୀପାବଳି, ଲକ୍ଷ୍ମୀପୂଜା, ଯଜ୍ଞ ଅନୁଷ୍ଠାନ, ବିବାହ ଆଦି ଯେକୌଣସି ମାଙ୍ଗଳିକ କାର୍ଯ୍ୟରେ ପ୍ରଥମେ କଳସ ସ୍ଥାପନ କରାଯାଇଥାଏ। ତେଣୁ ଏହି କଳସ କାହିଁକି ରଖାଯାଏ ଏବଂ ଏଥିରୁ କେଉଁ ଶୁଭ ଫଳ ମିଳିଥାଏ ଜାଣନ୍ତୁ ଏ ସମ୍ପର୍କରେ……

ଟ୍ରମ୍ପ୍‌ଙ୍କ ଅହମଦାବାଦ ଗସ୍ତ ସମୟରେ ସୁରକ୍ଷାରେ ନିୟୋଜିତ ହେବେ ୧୦ ହଜାର ପୋଲିସ

ଅହମଦାବାଦ,୧୫।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଓ ତାଙ୍କ ସହଧର୍ମିଣୀ ମେଲାନିଆ ଟ୍ରମ୍ପ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିମନ୍ତ୍ରଣ ପାଇ ଆସନ୍ତା ୨୪-୨୫ ତାରିଖରେ ଭାରତ ଗସ୍ତ କରୁଛନ୍ତି। ଏହି ସମୟରେ ସେ ଦିଲ୍ଲୀ ବ୍ୟତୀତ ଗୁଜରାଟର ଅହମଦାବାଦ ଗସ୍ତ କରିବାର…

ପେଚା କାହିଁକି ରାତିରେ ଦେଖିପାରେ…

ପେଚା ଯେତିକି ଭୟଙ୍କର ସେତିକି ବୁଦ୍ଧିମାନ ମଧ୍ୟ। କେହି କେହି ପେଚାକୁ ବୋକା ବୋଲି ଭାବିଥାନ୍ତି। କିନ୍ତୁ ପେଚା ବିଷୟରେ ଏମିତି କିଛି ଖାସ୍‌ କଥା ଅଛି ଯାହା ଅଧିକାଂଶ ଲୋକେ ଜାଣି ନ ଥିବେ। ତେବେ ଜାଣନ୍ତୁ ଏ ସମ୍ପର୍କରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri