Home

ଆଳିରୁ ଉଠିଲା ଶଟ୍‌ଡାଉନ୍‌

ଆଳି,୧୦ା୪(ଡି.ଏନ.ଏ.)କେନ୍ଦ୍ରାପଡ଼ା ଜିଲାର ଆଳି ଅଞ୍ଚଳରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ଜିଲା ପ୍ରଶାସନ ପକ୍ଷରୁ ଆକ୍ରାନ୍ତଙ୍କ ଗ୍ରାମର ୩ କିମି ପରିଧି ମଧ୍ୟରେ ଥିବା ୧୨ ଗାଁ ଓ ବଜାରକୁ ମଙ୍ଗଳବାର ସକାଳ ୮ଟାଠାରୁ ୪୮ଘଣ୍ଟା ପାଇଁ ଶଟଡାଉନ ଘୋଷଣା…

ସବୁ ସ୍ବାସ୍ଥ୍ୟକେନ୍ଦ୍ରର ଜାତୀୟକରଣ ହେଉ

ନୂଆଦିଲ୍ଲୀ,୧୦।୪(ପି.ଟି.): କରୋନା ମହାମାରୀରୁ ଦେଶ ମୁକ୍ତ ନ ହେବା ପର୍ଯ୍ୟନ୍ତ ସମସ୍ତ ସ୍ବାସ୍ଥ୍ୟସେବା କେନ୍ଦ୍ରକୁ ଜାତୀୟକରଣ କରିବା ଲାଗି କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବା ଲାଗି ସୁପ୍ରିମକୋର୍ଟରେ ଏକ ପିଟିଶନ ଦାଏର ହୋଇଛି। ମହାମାରୀର ମୁକାବିଲା ଲାଗି ଭାରତରେ…

ମାଡ଼ୁଛି ରୋଗ, ଗଡ଼ୁଛି ମୁଣ୍ଡ

ନୂଆଦିଲ୍ଲୀ,୧୦।୪: କରୋନା ମହାମାରୀକୁ ରୋକିବା ଲାଗି ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଥିଲେ ହେଁ ସ୍ଥିତିରେ ସୁଧାର ଆସିପାରୁ ନାହିଁ। କ୍ରମଶଃ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି। ଆକ୍ରାନ୍ତଙ୍କ ସହ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଗୁରୁବାର ଦେଶରେ ପୁଣି…

ଅସୁସ୍ଥ ବୃଦ୍ଧାଙ୍କୁ ରାସ୍ତାରେ ଛାଡ଼ି ପଳାଇଲା ଆମ୍ବୁଲାନ୍ସ

ଜଗତ୍‌ସିଂହପୁର ଅଫିସ,୧୦ା୪: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ(ଏସ୍‌ସିବି) ମେଡିକାଲ କଲେଜ ପରିସରରୁ ଅସୁସ୍ଥ ଥିବା ଜଣେ ଗରିବ ବୃଦ୍ଧାଙ୍କୁ ତାଙ୍କ ଗାଁରେ ଛାଡିବାକୁ ଆସିଥିବା ଏକ ବେସରକାରୀ ଆମ୍ବୁଲାନ୍ସ ଜଗତ୍‌ସିଂହପୁର ସହର ରାସ୍ତା ପାର୍ଶ୍ୱରେ ଛାଡି ପଳାଇଛି। ସମ୍ପୃକ୍ତ ବୃଦ୍ଧା ହେଲେ ଜଗତ୍‌ସିଂହପୁର…

କରୋନା ୫୦ କୋଟି ଲୋକଙ୍କୁ ଗରିବ କରିପାରେ

ଲଣ୍ଡନ,୧୦।୪: କରୋନା ଭାଇରସ୍‌ ଏବେ ପୃଥିବୀର ୨୦୯ ରାଷ୍ଟ୍ରକୁ ବ୍ୟାପି ୮୩ ହଜାରରୁ ଅଧିକ ଲୋକଙ୍କ ଜୀବନ ନେଇ ସାରିଲାଣି। ଏହା ବିଶ୍ୱ ଅର୍ଥନୀତି ଉପରେ ନକାରାତ୍ମକ ପ୍ରଭାବ ପକାଇଥିବାରୁ ଆଗାମୀ ଦିନରେ ପ୍ରାୟ ୫୦ କୋଟି ଲୋକ ଗରିବ ହୋଇଯାଇପାରନ୍ତି…

କିପରି ଉଠାଇବେ ଇପିଏଫ୍‌ ଟଙ୍କା

ନୂଆଦିଲ୍ଲୀ,୧୦।୪: କରୋନା ଜନିତ ଲକ୍‌ଡାଉନ ବେଳେ ଯଦି ଆପଣ ଆର୍ଥତ୍କ ସମସ୍ୟାର ସମ୍ମୁଖୀନ ହେଉଥାନ୍ତି, ତେବେ ଆପଣଙ୍କର କର୍ମଚାରୀ ଭବିଷ୍ୟନିଧି (ଇପିଏଫ୍‌)ରୁ ଟଙ୍କା ଉଠାଇପାରିବେ। ଏଥିପାଇଁ ସରକାର ଗତମାସ ୨୬ ତାରିଖରେ ଘୋଷଣା କରିଥିଲେ। ଏ ନେଇ ଇପିଏଫ୍‌ ଆକାଉଣ୍ଟରୁ ଟଙ୍କା…

ଅଭାବୀ ବିକ୍ରି ରୋକିବା ନେଇ ପଦକ୍ଷେପ

ନୟାଗଡ ଅଫିସ,୧୦ା୪: ଜିଲା ସଦର ମହକୁମା ନିୟନ୍ତ୍ରିତ ବଜାର କମିଟି (ଆର୍‌ଏମ୍‌ସି) ସଭାଗୃହରେ ଗୁରୁବାର ଜିଲାପାଳ ପୋମା ଟୁଡୁଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ପନିପରିବା ହୋଲସେଲର, ରିଟେଲର, ଚାଷୀଙ୍କ ସମେତ ଆର୍‌ଏମ୍‌ସି କର୍ମକର୍ତ୍ତା ଯୋଗଦେଇଥିଲେ। ଚାଷୀମାନେ କିପରି…

ବିଶୋଧନ ହେଲା ଖଣ୍ଡପଡ଼ା ସହର

ଖଣ୍ଡପଡା,୧୦ା୪(ସ୍ବ.ପ୍ର.): ଖଣ୍ଡପଡା ଅଗ୍ନିଶମ ବିଭାଗ ପକ୍ଷରୁ ସହରର ମୁଖ୍ୟ ରାସ୍ତା, ସରକାରୀ କାର୍ଯ୍ୟାଳୟ ଓ ବିଭିନ୍ନ ଅନୁଷ୍ଠାନ ପରିସରକୁ ବିଶୋଧନ କରାଯାଇଛି। ଅଗ୍ନିଶମ କର୍ମଚାରୀମାନେ ଗୁରୁବାର ସକାଳେ ବିଶୋଧନ କରିଥିବାବେଳେ ଖଣ୍ଡପଡା ଏନ୍‌ଏସି ଅଧିକାରୀମାନେ ବିଭିନ୍ନ ସାହିବସ୍ତିରେ ବ୍ଲିଚିଂ ପାଉଡର ପକାଇବା…

ବ୍ରତ ଉପହାର ଟଙ୍କାକୁ ପିଏମ୍‌ କେୟାର୍ସକୁ ଦାନ

କଟକ ଅଫିସ୍‌,୧୦ା୪: କରୋନା ମହାମାରୀରୁ ସୁରକ୍ଷା ନିମନ୍ତେ ଗଠନ କରାଯାଇଥିବା ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠି ‘ପିଏମ କେୟାର’ କୁ ଦ୍ବିତୀୟ ଶ୍ରେଣୀରେ ପାଠ ପଢୁଥିବା ଛାତ୍ର ତାପସ ଷଡ଼ଙ୍ଗୀ ୩ହଜାର ଟଙ୍କା ପ୍ରଦାନ କରିଛନ୍ତି। ଫୁଲନଖରା ନିକଟବର୍ତ୍ତୀ ଜୋହଳ ଭୀମପୁର ଗ୍ରାମର…

କରୋନା ମୁକାବିଲା ପ୍ରସ୍ତୁତିର ସମୀକ୍ଷା କଲେ ଜିଲାପାଳ

ପୁରୀ ଅଫିସ/କୋଣାର୍କ (ଡି.ଏନ୍‌.ଏ.),୧୦ା୪: କରୋନା ମୁକାବିଲା ନେଇ ଜିଲାର ବିଭିନ୍ନ ଅଞ୍ଚଳରେ ପ୍ରସ୍ତୁତି କେମିତି ରହିଛି ତାହାର ସମୀକ୍ଷା କରିଛନ୍ତି ପୁରୀ ଜିଲାପାଳ ବଲୱନ୍ତ ସିଂ। ଗୁରୁବାର ଜିଲାପାଳ କରୋନା ସଚେତନତା ସମ୍ପର୍କିତ ପ୍ରସ୍ତୁତିର ସମୀକ୍ଷା ନିମନ୍ତେ ଅସ୍ତରଙ୍ଗ ଓ କାକଟପୁର…

କଳାହାଣ୍ଡି ଜିଲାରେ ଦ୍ୱିତୀୟ କରୋନା ପଜିଟିଭ୍‌ ଚିହ୍ନଟ: ପ୍ରଥମ ଚିହ୍ନଟଙ୍କ ସହ ସେ ଖେଳିଥିଲେ କ୍ରିକେଟ୍‌

ଧର୍ମଗଡ଼,୧୦ା୪(ଡି.ଏନ୍‌.ଏ.): ରାଜ୍ୟରେ ଗୁରୁବାର ମଧ୍ୟରାତ୍ରିରେ ୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ସେଥିମଧ୍ୟରୁ କଳାହାଣ୍ଡି ଜିଲାର ଜଣେ ବୋଲି ଜଣାପଡ଼ିଛି। ଏନେଇ କଳାହାଣ୍ଡି ଜିଲା ସ୍ବାସ୍ଥ୍ୟ ଅଧିକାରୀ ଜଗୁଲାଲ ଅଗ୍ରୱାଲ ସୂଚନା ଦେଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ଜିଲାରେ ୨ଜଣ କରୋନା…

ସେବା କାର୍ଯ୍ୟରେ ସାମିଲ ପ୍ରଭାତଙ୍କ ଟିମ୍‌: ସ୍ବାସ୍ଥ୍ୟସେବା ଲୋଡ଼ୁଥିବା ଲୋକଙ୍କୁ ବଢାଉଛନ୍ତି ସହାୟତାର ହାତ

କଟକ ଅଫିସ,୧୦ା୪: ଲକ୍‌ଡାଉନ ବଳବତ୍ତର ଥିବାରୁ ସାଧାରଣରେ ଯାତାୟାତ ବନ୍ଦ ହୋଇଯାଇଛି । ବିନା କାରଣରେ ଲୋକଙ୍କୁ ରାସ୍ତାରେ ବୁଲୁଥିବା ଦେଖିଲେ ପୋଲିସ ଜରିମାନା ଲଦିବା ସହ ଗାଡ଼ି ଜବତ କରି ନେଉଛି। ଏଭଳି ସ୍ଥିତିରେ କଟକର ୮ଜଣ ଯୁବକ ସ୍ବାସ୍ଥ୍ୟସେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?