Home

ରିଟେଲ ପଏଣ୍ଟ ଚିହ୍ନଟକୁ ନେଇ ଅସନ୍ତୋଷ: ୪, ୭ ୮୯ ପିଲାଙ୍କୁ ମିଳିବ ମଧ୍ୟାହ୍ନଭୋଜନ ଚାଉଳ

ନାଉଗାଁ, ୧୦ା୪(ସ୍ବ.ପ୍ର.): କରୋନା ଯୋଗୁ ସ୍କୁଲ ପିଲାଙ୍କୁ ୩ମାସର ମଧ୍ୟାହ୍ନ ଭୋଜନ ବାବଦ ଚାଉଳ ଦିଆଯିବ ବୋଲି ନିଷ୍ପତ୍ତି ହୋଇଛି। ଅଭିଭାବକ ପିଲାଙ୍କ ଟୋକନ ବିଦ୍ୟାଳୟରୁ ଗ୍ରହଣ କରିବେ। ପ୍ରଶାସନ ପକ୍ଷରୁ ଚିହ୍ନଟ ହୋଇଥିବା ରିଟେଲ୍‌ ପଏଣ୍ଟରେ ଟୋକନ ଦାଖଲ କରି…

କରୋନା ମୁକାବିଲାର ଯୋଦ୍ଧା ଏସ୍‌ଆଇ ନାରାୟଣ: ‘ଆଗେ ରାଜସେବା, ପଛେ ପିତୃସେବା’

କଟକ ଅଫିସ,୧୦।୪: ‘ଯଦି କର୍ତ୍ତବ୍ୟକୁ ସମ୍ମାନ ଜଣାଇବ, ତାହେଲେ କାହାକୁ ସାଲ୍ୟୁଟ ମାରିବାକୁ ପଡ଼ିବନି.. କର୍ତ୍ତବ୍ୟରେ ହେଳା କଲେ, ସମସ୍ତଙ୍କୁ ସାଲ୍ୟୁଟ ମାରିବାକୁ ହୁଏ’। ପୂର୍ବତନ ରାଷ୍ଟ୍ରପତି ସ୍ବର୍ଗତଃ ଡ. ଏପିଜେ ଅବଦୁଲ କଲାମ୍‌ଙ୍କ ଅଭିଭାଷଣରୁ ଏହା ଏକ ଛୋଟିଆ ଧାଡ଼ି।…

ଗାଡ଼ିମାଲିକଙ୍କୁ ମୋଟର ଯାନ କର ପ୍ରଦାନ କ୍ଷେତ୍ରରେ ଆଶ୍ୱସ୍ତି: ଏପ୍ରିଲ ୧୫ ସୁଦ୍ଧା ଦେଇ ନ ଥିବା କର ଜୁନ୍‌ ୩୦ ସୁଦ୍ଧା ଦେଇପାରିବେ

ଭୁବନେଶ୍ୱର,୧୦ା୪(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ଉଦ୍ଦେଶ୍ୟରେ କେନ୍ଦ୍ର ତଥା ରାଜ୍ୟ ସରକାର ଦେଶରେ ଏବଂ ରାଜ୍ୟରେ ଲକ୍‌ଡାଉନ୍‌ ଜାରି ରଖିଛନ୍ତି। ଏହି ଲକ୍‌ଡାଉନ ଅବଧି ଆସନ୍ତା ୧୪ତାରିଖରେ ଶେଷ ହେବାକୁ ଥିବାବେଳେ ରାଜ୍ୟ ସରକାର ଏହାକୁ ଗୁରୁବାର ଆହୁରି…

ହେବନାହିଁ ୯ମ ଶ୍ରେଣୀ ଇତିହାସ-ଭୂଗୋଳ ପରୀକ୍ଷା

ଭୁବନେଶ୍ୱର,୧୦ା୪(ବ୍ୟୁରୋ): କରୋନାର ପ୍ରଭାବ ପଡ଼ିଛି ରାଜ୍ୟର ଶିକ୍ଷା ବ୍ୟବସ୍ଥା ଉପରେ। ଚଳିତ ୧୪ରେ ଶେଷ ହେବାକୁ ଥିବା ଲକ୍‌ଡାଉନ୍‌ ଅବଧି ୩୦କୁ ବୃଦ୍ଧି ପାଇବା ପରେ ଛାତ୍ରୀଛାତ୍ରଙ୍କ ପାଠପଢ଼ାକୁ ନେଇ ଚିନ୍ତା ବଢ଼ିଛି। ଏ ପର୍ଯ୍ୟନ୍ତ ଅଧିକାଂଶ ଶ୍ରେଣୀର ପରୀକ୍ଷା ସରି…

୩ ଦିନ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୦ା୪(ବ୍ୟୁରୋ): ରାଜ୍ୟରେ ଗତ ଦୁଇଦିନ ହେବ ମେଘୁଆ ପାଗ ସାଙ୍ଗକୁ ଝଡ଼ବର୍ଷା ଲାଗି ରହୁଛି। ଏଥିଯୋଗୁ ତାତି କମିଛି। ପାରଦ ୪୦ ଡିଗ୍ରୀ ସେଲସିୟସ୍‌ ତଳକୁ ଖସିଯାଇଛି। ଆସନ୍ତା ୩ ଦିନ ରାଜ୍ୟର ବିଭିନ୍ନ ଭାଗରେ ପାଗ ମେଘୁଆ ରହିବା ସହ…

କରୋନା ମୁକାବିଲା: ଗବେଷଣା ଟିମ୍‌ରେ ଓଡ଼ିଆ ଡାକ୍ତର ଦିଗମ୍ବର ବେହେରା

ଭୁବନେଶ୍ୱର,୧୦।୪(ବ୍ୟୁରୋ): ବିଶ୍ୱ ମହାମାରୀ କରୋନା ମୁକାବିଲାରେ ସାରା ମାନବ ସମାଜ ଅହରହ ଉଦ୍ୟମ ଜାରି ରଖିଛି। ଭାରତ ସମେତ ବିଶ୍ୱର ଅନ୍ୟାନ୍ୟ ଦେଶ ନିଜ ନିଜର ସାମର୍ଥ୍ୟ ଅନୁସାରେ ପ୍ରଚେଷ୍ଟା ଜାରି ରଖିଛନ୍ତି। ଏହି କ୍ରମରେ ଇଣ୍ଡିଆନ୍‌ କାଉନସିଲ ଅଫ୍‌ ମେଡିକାଲ…

‘କୋଭିଡ୍‌-୧୯ ଦିନିକିଆ କ୍ରିକେଟ୍‌ ମ୍ୟାଚ୍‌ ନୁହେଁ’: ଗଣମାଧ୍ୟମକୁ ବାଗ୍‌ଚୀଙ୍କ ପରାମର୍ଶ

ଭୁବନେଶ୍ୱର,୧୦ା୪(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତିକୁ ନେଇ ପ୍ରତିଦିନ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଉଛି। କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ସୂଚନା ଦେବା ସମୟରେ ଜନସାଧାରଣଙ୍କୁ କିଛି ନା କିଛି ନୂଆ ପରାମର୍ଶ ଦେଉଛନ୍ତି। ଏହିକ୍ରମରେ…

ଦୁଇ ଚକିଆ ଗାଡ଼ି କଟକଣା କୋହଳ କରିବାକୁ ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ୍‌,୧୦ା୪: କରୋନା ଭୂତାଣୁର ମୁକାବିଲା ପାଇଁ ସାରା ରାଜ୍ୟରେ ଲକ୍‌ଡାଉନ୍‌ ଜାରି କରାଯାଇଛି। ଗାଡ଼ି ଚଳାଚଳ ଉପରେ ଅନେକ ପ୍ରକାର କଟକଣା ରହିଛି। ଫଳରେ ପରିବା ଏବଂ ଅନ୍ୟାନ୍ୟ ଆବଶ୍ୟକ ସାମଗ୍ରୀ କିଣିବା ପାଇଁ ଲୋକମାନେ ହଇରାଣ ହେଉଛନ୍ତି। ଦୁଇ…

ମତ୍ସ୍ୟଜୀବୀଙ୍କୁ ପେଟ ଚିନ୍ତା

ସମ୍ବଲପୁର, ୯।୪ (ବ୍ୟୁରୋ): କରୋନା କଟକଣା ଓ ଲକ୍‌ ଡାଉନ ଘୋଷଣା ପରେ ଲୋକମାନଙ୍କ ଜୀବନ ଶୈଳୀରେ ପରିବର୍ତ୍ତନ ହୋଇଛି। ଶ୍ରମିକ, ଦିନ ମଜୁରିଆଙ୍କଠାରୁ ଆରମ୍ଭ କରି ସମସ୍ତ ଶ୍ରେଣୀର ପରିବାର ଉପରେ ଏହାର ପ୍ରଭାବ ପଡିଛି। ଏଥିରୁ ବାଦ୍‌ ପଡିନାହାନ୍ତି…

ଭାରତରେ ଅଟକିଛନ୍ତି ଚେନ୍ନାଇ ସିଟି କୋଚ୍‌

ଚେନ୍ନାଇ, ୯ା୪ (ପି.ଟି.): କୋଭିଡ୍‌-୧୯ ମହାମାରୀ ପାଇଁ ବର୍ତ୍ତମାନ ପାଇଁ ବିମାନ ସେବାକୁ ବନ୍ଦ ରଖାଯାଇଥିବାରୁ ଚେନ୍ନାଇନ ସିଟି ଫୁଟ୍‌ବଲ ଟିମ୍‌ର ସିଙ୍ଗାପୋରିଆନ କୋଚ୍‌ ଆକବର ନାଓ୍ବାସ୍‌ ନିଜ ଦେଶକୁ ଯାଇପାରୁ ନାହାନ୍ତି। କରୋନା ଭାଇରସ୍‌ ବ୍ୟାପିବାକୁ ରୋକିବା ଲାଗି ସମଗ୍ର…

ଦୁବାଇ ହୋମ୍‌ ମାରାଥନରେ ଭାଗ ନେଲେ ୭୪୯ ଧାବକ

ଦୁବାଇ, ୯ା୪ (ପି.ଟି.):ବିଶ୍ୱର ପ୍ରଥମ ‘ମାରାଥନ ଆଟ୍‌ ହୋମ୍‌’ ଏଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୬୨ଟି ଦେଶର ୭୪୯ଜଣ ଧାବକ ଭାଗ ନେଇଥିଲେ। ପ୍ରତିଯୋଗୀମାନଙ୍କୁ ନିଜ ଘରେ ଥାଇ ୪୨,୧୯୫ କିଲୋମିଟର ଦୌଡ଼ିବାକୁ ପଡ଼ିଥିଲା। ଅଂଶଗ୍ରହଣକାରୀଙ୍କ ମଧ୍ୟରୁ ୫୬୨ ପୁରୁଷ ଓ…

୧୨ଜଣଙ୍କୁ ଦିଆଗଲା କୁକୁର କାମୁଡା ଇଞ୍ଜେକସନ

ଜୁନାଗଡ,୯।୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ ସହରରେ ଗତ ୨ଦିନ ହେଲା ବୁଲା କୁକୁରଙ୍କ ଆତଙ୍କ ଦେଖିବାକୁ ମିଳିଛି। ସହରର ବିଭିନ୍ନ ପଡାରେ ଏହି କୁକୁରମାନେ ୨୦ଜଣଙ୍କୁ କାମୁଡିଥିବା ଅଭିଯୋଗ ହୋଇଥିଲା। ତେବେ ଜୁନାଗଡ ଡାକ୍ତରଖାନାରେ କୁକୁର କାମୁଡା ଇଞ୍ଜେକସନ ନ ଥିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?