ବିବାହ ପାଇଁ ଜିଦ୍, ସମ୍ପତ୍ତିରେ ଭାଗ ମାଗିବା ହୋଇଥିଲା କାଳ: ହମିରପୁର ଜଙ୍ଗଲରେ ମା’ଝିଅଙ୍କୁ ହତ୍ୟା ପରେ ଗାଡ଼ି ଚଢ଼ାଇଥିଲେ ଅନୁପ ସାଏ
ଝାରସୁଗୁଡ଼ା ଅଫିସ,୧୪।୨-ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଅନୁପ ସାଏ ଗିରଫ ହେବା ପରେ ପୋଲିସ ଆଗରେ ମୁହଁ ଖୋଲିଛନ୍ତି। ଗୁରୁବାର ଦିନ ତମାମ ପଚରା ଉଚରା ପରେ କିଭଳି ଭାବେ ସେ ବ୍ରଜରାଜନଗର ଅଞ୍ଚଳର କଳ୍ପନା ଦାଶ ଓ…
ଆଖିତଳେ କଳା ପଡ଼ିଯାଇଛି କି ତା’ହେଲେ ଆପଣାନ୍ତୁ ଏହି ତେଲ
ସ୍ବାସ୍ଥ୍ୟ ଓ ସୌନ୍ଦର୍ଯ୍ୟ ନିମନ୍ତେ ଭିଟାମିନ୍-ଇ ତେଲ ଖୁବ୍ ହିତକାରୀ ହୋଇଥାଏ। ସୌନ୍ଦର୍ଯ୍ୟ ବିଶେଷଜ୍ଞଙ୍କ ମତରେ ରୂପଚର୍ଯ୍ୟାରେ ପ୍ରତ୍ୟହ ଭିଟାମିନ୍-ଇ ତେଲର ବ୍ୟବହାର କଲେ ଏହାର ଭଲ ପ୍ରଭାବ ପଡ଼େ। କାରଣ ଏଥିରେ ଆଣ୍ଟି-ଅକ୍ସିଡାଣ୍ଟର ମାତ୍ରା ଭରପୂର ରହିଥାଏ। ଏହି ତେଲ…
ହତ୍ୟା କରିଥିବା ସ୍ବୀକାର କଲେ ଅନୁପ ସାଏ: ଜାଣନ୍ତୁ କାହିଁକି ତାଙ୍କ ଉପରେ ସନ୍ଦେହ କଲା ପୋଲିସ
ଝାରସୁଗୁଡ଼ା ଅଫିସ,୧୪।୨- ଝାରସୁଗଡ଼ା ଜିଲା ବ୍ରଜରାଜନଗର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ଛତିଶଗଡ଼ ରାଜ୍ୟ ରାୟଗଡ଼ ଜିଲା ଚକ୍ରଧରନଗର ଥାନା ପୋଲିସ ବୁଧବାର ରାତିରେ ଏଠାରୁ ଟେକି ନେଇଥିଲା। ଏକ ଡବଲ୍ ମର୍ଡରରେ ତାଙ୍କ ସମ୍ପୃୃକ୍ତି ନେଇ ତାଙ୍କୁ ପୋଲିସ…
କେଜରିଓ୍ବାଲଙ୍କୁ ଭେଟି ଶୁଭେଚ୍ଛା ଜଣାଇଲେ ଗୀତିକାର ଜାଭେଦ
ନୂଆଦିଲ୍ଲୀ,୧୪।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ବହୁମତରେ ଆମ ଆଦମୀ ପାର୍ଟି(ଏଏପି) ବିଜୟ ଲାଭ କରିଛି। ଏଥିପାଇଁ ଏଏପିକୁ ଦିଲ୍ଲୀବାସୀଙ୍କଠାରୁ ଆରମ୍ଭ କରି ବିଭିନ୍ନ ରାଜନୈତିକ ଦଳ ଓ ସେଲିବ୍ରିଟିଙ୍କ ଶୁଭେଚ୍ଛାର ସୂଅ ଛୁଟିବାରେ ଲାଗିଛି। ଇତିମଧ୍ୟରେ ବଲିଉଡ୍ ଗୀତିକାର ଜାଭେଦ ଅଖତର…
ଶାହୀନ ବାଗ ଆସିବାକୁ ଭିନ୍ନ ଢଙ୍ଗରେ ମୋଦିଙ୍କୁ ନିମନ୍ତ୍ରଣ କଲେ ପ୍ରଦର୍ଶନକାରୀ
ନୂଆଦିଲ୍ଲୀ,୧୪।୨: ରାଜଧାନୀର ଶାହୀନ ବାଗରେ ଗତ ପ୍ରାୟ ୨ ମାସେ ହେବ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ବିରୋଧ ପ୍ରଦର୍ଶନ ଚାଲିଛି। ଏହି ବିରୋଧ ପ୍ରଦର୍ଶନକୁ ନେଇ ଦିଲ୍ଲୀ ବିଧାନସଭା ନିର୍ବାଚନରେ ମଧ୍ୟ ରାଜନୀତି କରାଯାଇଥିଲା। ହେଲେ ଶୁକ୍ରବାର ସେଠାରେ ଏକ…
ଖବରଦାତାଙ୍କ ବେଶରେ ଯୋଗୀଙ୍କ ଉପରେ ହୋଇପାରେ ଆତଙ୍କବାଦୀ ଆକ୍ରମଣ: ଗୁଇନ୍ଦା ବିଭାଗ
ଲକ୍ଷ୍ନୌ,୧୪।୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ ନେଇ ଭୟ ରହିଛି। ଖବରଦାତା ବେଶରେ ଆତଙ୍କବାଦୀ ଗୋରଖପୁରର ଗୋରଖନାଥଙ୍କ ମନ୍ଦିର ବା ଭିଆଇପି ଗତିବିଧି ସମୟରେ ଯୋଗୀଙ୍କ ଉପରେ ଆକ୍ରମଣ କରିପାରନ୍ତି ବୋଲି ଗୁଇନ୍ଦା ବିଭାଗ ପକ୍ଷରୁ ସୂଚନା…
ଅନୁଷ୍କାଙ୍କ ସହ ନ୍ୟୁଜିଲାଣ୍ଡରେ ଭାଲେଣ୍ଟାଇନ୍ସ ଡେ’ ପାଳିଲେ କୋହଲି
ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ନ୍ୟୁଜିଲାଣ୍ଡରେ ସ୍ତ୍ରୀ ଅନୁଷ୍କା ଶର୍ମାଙ୍କ ସହ ଭାଲେଣ୍ଟାଇନ୍ସ ଡେ’ ପାଳନ କରିଛନ୍ତି। ଭାରତୀୟ ଦଳ ଏବେ ନ୍ୟୁଜିଲାଣ୍ଡ ଗସ୍ତରେ ଅଛି। ଟି୨୦ ସିରିଜକୁ ୫-୦ରେ କ୍ଲିନ୍ସୁଇପ୍ କରିବା ପରେ ୩-୦ରେ ଦିନିକିଆ ସିରିଜ…
କରୀନାଙ୍କୁ ଭାଲେଣ୍ଟାଇନ୍ସ ଡେ’ ଓ୍ବିଶ୍ କଲେ ଅମୀର
ମୁମ୍ବାଇ : ଆଜି ସମଗ୍ର ବିଶ୍ୱରେ ପ୍ରେମୀଯୁଗଳ ପାଳନ କରୁଛନ୍ତି ଭାଲେଣ୍ଟାଇନ୍ସ ଡେ। ବଲିଉଡ୍ କଳାକାରମାନେ ମଧ୍ୟ ଏଥିରୁ ବାଦ୍ ପଡ଼ିନାହାନ୍ତି। କିଏ ବିଦେଶରେ ପାର୍ଟନରଙ୍କ ସହ ଛୁଟି ମନାଉଛନ୍ତି ତ ଆଉ କିଏ ନିଜର କାମ ପାଇଁ ଯୋଜନା କରୁଛନ୍ତି। ଏହି…
ନିର୍ଭୟା ମାମଲା: ବିନୟଙ୍କୁ ଝଟ୍କା, ସୁପ୍ରିମକୋର୍ଟରେ ଖାରଜ ହେଲା ଆବେଦନ
ନୂଆଦିଲ୍ଲୀ,୧୪।୨: ନିର୍ଭୟା ଗଣବଳାତ୍କାର ମାମଲାର ଦୋଷୀ ବିନୟ ଶର୍ମାଙ୍କ ଆବେଦନକୁ ଶୁକ୍ରବାର ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ରାଷ୍ଟ୍ରପତି ବିନୟଙ୍କ କ୍ଷମା ଆବେଦନକୁ ଖାରଜ କରିବା ପରେ ସେ ଏହାକୁ ନେଇ ସୁପ୍ରିମକୋର୍ଟରେ ଆବେଦନ କରିଥିଲେ, ଯାହା ଏବେ ଖାରଜ ହୋଇଯାଇଛି। ଏହି…
ଦୀପିକାଙ୍କୁ ଗାଳି ଦିଅନ୍ତି ଶଶୁର, ଜାଣନ୍ତୁ କାହିଁକି
ବଲିଉଡ୍ର ଆଗଧାଡିର ଅଭିନେତ୍ରୀ ଦୀପିକା ପାଦ୍ୟୁକୋନ ନିଜ ବ୍ୟକ୍ତିଗତ ଜୀବନୀକୁ ନେଇ ଏକ ଖୁଲାସା କରିଛନ୍ତି। ବିବାହ ପରେ ଆସିଥିବା ପରିବର୍ତ୍ତନକୁ ନେଇ ଏକ ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି, ‘ବିବାହ ପରେ ପର୍ସନଲ ଓ ପ୍ରୋଫେସନାଲ ଲାଇଫରେ କିଛି ବି…
ଲାଇଭ୍ ବୁଲେଟିନ୍ରେ ଭାବବିହ୍ବଳ ହେଲେ ନ୍ୟୁଜ୍ ଆଙ୍କର, ଜାଣନ୍ତୁ କାରଣ
ଲାଇଭ୍ ବୁଲେଟିନ୍ ଚାଲିଥିବା ସମୟରେ ଜଣେ ନ୍ୟୁଜ୍ ଆଙ୍କର ଭାବବିହ୍ବଳ ହୋଇପଡ଼ିଛନ୍ତି। କାରଣ ଜାଣିଲେ ଆପଣ ମଧ୍ୟ ସାବାସ୍ କହିବେ। ଶ୍ରୀଜା ଶ୍ୟାମ୍ ନାମକ ଜଣେ ଆଙ୍କର ବୁଧବାର ଲାଇଭ୍ ବୁଲେଟିନ୍ରେ ଥିଲେ। ସେହି ସମୟରେ କେରଳ ସରକାରଙ୍କ ପକ୍ଷରୁ ୨୦୧୯…
କ୍ରିକେଟରଙ୍କ ଭାଲେଣ୍ଟାଇନ୍ ଡେ’: କାହାର ଫେସବୁକ୍ରେ ପ୍ରେମ, ତ ଆଉ କିଏ ପ୍ରେମ ପାଇଁ ଛାଡିଥିଲେ ଘର
ଆଜି ଭାଲେଣ୍ଟାଇନ୍ ଡେ’ ଅର୍ଥାତ ପ୍ରେମ ଦିବସ। ଏହି ଦିନଟି ପ୍ରେମିକା-ପ୍ରେମିକଙ୍କ ପାଇଁ ସ୍ବତନ୍ତ୍ର ଦିନ। ପ୍ରେମ ଦିବସରେ ଆମେ ଏମିତି କିଛି କ୍ରିକେଟରଙ୍କ ବିଷୟରେ କହିବାକୁ ଯାଉଛୁ, ଯେଉଁମାନେ ନିଜ ପ୍ରେମକୁ ପାଇବା ପାଇଁ ଅନେକ କିଛି ପଦକ୍ଷେପ ନେଇଛନ୍ତି।…
Archives


